Latest Odisha News

BREAKING NEWS

Browsing Category

କରୋନା ଅପଡ଼େଟ୍‌

Coronavirus Update

ଅଧିକ ସଂକ୍ରମିତ ରାଜ୍ୟରୁ ଓଡ଼ିଶା ଆସିଲେ RT-PCR ଟେଷ୍ଟ ସହ କ୍ୱାରେଣ୍ଟାଇନ କରାଯିବ, ଖୁବଶୀଘ୍ର ନିଷ୍ପତ୍ତି

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢୁଥିବା ବେଳେ କଡ଼ାକଡ଼ି ହେଲାଣି କଟକଣା । ଏଣିକି ଅଧିକ ସଂକ୍ରମିତ ରାଜ୍ୟର ଓଡ଼ିଶା ଆସିଲେ ସମସ୍ତଙ୍କର RT-PCR ଟେଷ୍ଟ କରାଯିବ । ସଂକ୍ରମିତ ପଡ଼ୋଶୀ ରାଜ୍ୟରୁ ଫେରିଥିବା ଲୋକଙ୍କୁ କୋଭିଡ୍ ଟେଷ୍ଟ କରାଯିବ । ୭ ଦିନରେ ସଂଗରୋଧରେ ରଖାଯିବ…

ଟିକା ଅଭାବ: ଆଜି ନଆସିଲେ ଶନିବାରଠୁ ରାଜ୍ୟରେ ସମ୍ପୂର୍ଣ୍ଣ ବନ୍ଦ ହେବ ଟିକାକରଣ

ଭୁବନେଶ୍ୱର: କରୋନା ସଂକ୍ରମଣ ବଢୁଥିବା ବେଳେ ରାଜ୍ୟରେ ଟିକାର ଅଭାବ । ଯାହା ଅଛି ଦୁଇ ଦିନ ଭିତରେ ସରିଯିବ । ଟିକା ନଥିବାରୁ ରାଜ୍ୟରେ ପାଖାପାଖି ୭୦୦ କେନ୍ଦ୍ରରେ ଟିକାକରଣ ବନ୍ଦ ହୋଇଛି । ଟିକା ଅଭାବରୁ ବାଧାପ୍ରାପ୍ତ ହୋଇଛି ଟିକାକରଣ । ଏହି ସୂଚନା ଦେଇଛନ୍ତି ପରିବାର କଲ୍ୟାଣ ନିର୍ଦ୍ଦେଶକ…

ଭୁବନେଶ୍ୱର ୟୁନିଟ-୧ SBI ମୁଖ୍ୟ ଶାଖା ପୁଣି ସିଲ୍

ଭୁବନେଶ୍ୱର: ପୁଣି ସିଲ୍ ହେଲା ଭୁବନେଶ୍ୱର ୟୁନିଟ୍-୧ ସ୍ଥିତ ଭାରତୀୟ ଷ୍ଟେଟ ବ୍ୟାଙ୍କର ମୁଖ୍ୟ ଶାଖା । ବିଏମସି ପକ୍ଷରୁ ତିନି ଦିନ ପାଇଁ ସିଲ୍ କରାଯାଇଛି । ଏଠାରୁ ଅଧିକ ସଂକ୍ରମିତ ଚିହ୍ନଟ ହେବା ପରେ ଏହି ପଦକ୍ଷେପ ନେଇଛି ଭୁବନେଶ୍ୱର ମହାନଗର ନିଗମ । ଆଜିଠାରୁ ୧୧ ତାରିଖ ଯାଏ ବ୍ୟାଙ୍କ…

ଖୋର୍ଦ୍ଧା ଓ ସୁନ୍ଦରଗଡ଼ରେ ଉପରମୁହାଁ କରୋନା, ଆଜି ରାଜ୍ୟରୁ ୮୭୯ ପଜିଟିଭ

ଭୁବନେଶ୍ୱର: ଓଡ଼ିଶାରେ ଚଳିତବର୍ଷ କରୋନା ଭାଙ୍ଗୁଛି ରେକର୍ଡ । ପ୍ରତିଦିନ ସଂକ୍ରମିତଙ୍କ ସଂଖ୍ୟା ବଢୁଛି । ବିଶେଷ କରି ଛତିଶଗଡ଼ ସୀମାନ୍ତ ଜିଲ୍ଲାରେ ଦୈନିକ ସଂକ୍ରମଣ ବ୍ୟାପୁଛି । ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୮୭୯ ନୂଆ ଆକ୍ରାନ୍ତ । ଗତକାଲି ଅପେକ୍ଷା ଏହି ସଂଖ୍ୟା…

ଚିନ୍ତା ବଢ଼ାଉଛି କରୋନା ସଂକ୍ରମଣ; ଦିନକରେ ୬୮୫ ମୃତ

ନୂଆଦିଲ୍ଲୀ: ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ବଢୁଥିବା ବେଳେ ଗୁରୁବାର ଦିନ ୧,୨୬,୭୮୯ ରୁ ଅଧିକ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ମୋଟ୍ ସଂଖ୍ୟା ୧,୨୯,୨୮,୫୭୪କୁ ଛୁଇଁଥିବାନେଇ କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଜଣାପଡିଛି ।…

ଉତ୍ତରପ୍ରଦେଶର ଏସବୁ ସ୍ଥାନରେ ଲାଗିଲା ନାଇଟକର୍ଫ୍ୟୁ

ଲକ୍ଷ୍ନୌ: ଉତ୍ତରପ୍ରଦେଶରେ କରୋନା ସଂକ୍ରମଣ ବଢୁଛି । ତାସହ ବଢ଼ିଲା କଟକଣା । ବିଭିନ୍ନ ଜିଲ୍ଲାରେ ସଂକ୍ରମଣ ବ୍ୟାପୁଥିବାରୁ ଫେରିଲା ନାଇଟକର୍ଫ୍ୟୁ । ଲକ୍ଷ୍ନୌ, ପ୍ରୟାଗରାଜ, କାନପୁର ଓ ବାରଣାସୀରେ ଆଜିଠାରୁ ରାତ୍ରିକାଳୀନ କର୍ଫ୍ୟୁ ଜାରି କରିଛନ୍ତି ଉତ୍ତରପ୍ରଦେଶ ସରକାର । ପ୍ରୟାଗରାଜରେ…

ଭାରତରେ ବଢ଼ୁଛି କରୋନା, ନ୍ୟୁଜିଲାଣ୍ଡ ଜାରି କଲା କଟକଣା

ୱେଲିଂଟନ୍: ଭାରତରେ ବଢ଼ୁଥିବା କରୋନା ସଂକ୍ରମଣକୁ ଦେଖି ନ୍ୟୁଜିଲାଣ୍ଡ କଟକଣା ଜାରି କରିଛି । ନ୍ୟୁଜିଲାଣ୍ଡ ପ୍ରଧାନମନ୍ତ୍ରୀ ଜାକିଣ୍ଡା ଆର୍ଦେନ ଭାରତରୁ ନ୍ୟୁଜିଲାଣ୍ଡ ଯାଉଥିବା ଯାତ୍ରୀଙ୍କ ଗସ୍ତ ଉପରେ ସାମୟିକ ପ୍ରତିବନ୍ଧକ ଲଗାଇଛନ୍ତି ।…

ଗୁଣୁପୁର GIET ବିଶ୍ୱବିଦ୍ୟାଳୟରେ କରୋନା, କ୍ୟାମ୍ପସ୍ ୩ ଦିନ ପାଇଁ ବନ୍ଦ

ଗୁଣୁପୁର: ରାଜ୍ୟରେ କରୋନା ସଂକ୍ରମଣ ବଢ଼ୁଥିବା ବେଳେ ବିଭିନ୍ନ କଲେଜ ଓ ବିଶ୍ୱବିଦ୍ୟାଳୟରେ ଏହାର ପ୍ରଭାବ ଦେଖିବାକୁ ମିଳୁଛି । ଗୁଣୁପୁର GIET ବିଶ୍ୱବିଦ୍ୟାଳୟରେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କରୋନା ଆକ୍ରାନ୍ତ ଚିହ୍ନଟ ପରେ GIET ବିଶ୍ୱବିଦ୍ୟାଳୟକୁ ୩ ଦିନ ପାଇଁ ବନ୍ଦ ଘୋଷାଣା…

କାର୍ଯ୍ୟସ୍ଥଳୀରେ ଟିକାକରଣକୁ କେନ୍ଦ୍ର ସରକାରଙ୍କ ଅନୁମତି

ନୂଆଦିଲ୍ଲୀ : ଦେଶରେ ଲଗାତର ଭାବେ ବୃଦ୍ଧି ପାଉଛି କରୋନା ସଂକ୍ରମଣ । ଆକ୍ରାନ୍ତଙ୍କ ସଂଖ୍ୟା କମାଇବା ସହ କରୋନା ମୁକାବିଲା ପାଇଁ ଟିକାକରଣ ନିୟମରେ ପରିବର୍ତ୍ତନ କରିଛନ୍ତି କେନ୍ଦ୍ର ସରକାର । ଆଗାମୀ ଦିନରେ ଘରୋଇ ସଂସ୍ଥାରେ ଟିକାକରଣ କରାଯାଇପାରିବ । ଏଥିପାଇଁ କେନ୍ଦ୍ର ସରକାର ଅନୁମତି…

ରାଜ୍ୟରୁ ସୁସ୍ଥ ହେଲେ ଆଉ ୨୪୬ କରୋନା ଆକ୍ରାନ୍ତ

ଭୁବନେଶ୍ବର : ରାଜ୍ୟରେ କରୋନା ଗ୍ରାଫ୍ ଉପରମୁହାଁ । ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ, ଆଜି ରାଜ୍ୟରୁ ସୁସ୍ଥ ହୋଇଛନ୍ତି ୨୪୬ କରୋନା ଆକ୍ରାନ୍ତ । ସୁସ୍ଥ ହେବା ପରେ ସମସ୍ତଙ୍କ ହସପିଟାଲରୁ ଡିସଚାର୍ଜ କରାଯାଇଛି । ଏନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ…