Latest Odisha News

BREAKING NEWS

Browsing Category

କରୋନା ଅପଡ଼େଟ୍‌

Coronavirus Update

ରାଜ୍ୟରେ ଲାଗୁ ହେବନି ଦିନ କର୍ଫ୍ୟୁ

ଭୁବନେଶ୍ବର : ରାଜ୍ୟରେ ଲାଗୁ ହେବନି ଦିନ କର୍ଫ୍ୟୁ । ରାଜ୍ୟରେ ନିୟନ୍ତ୍ରଣରେ ରହିଛି କରୋନା ସ୍ଥିତି । ତେଣୁ ଦିନ କର୍ଫ୍ୟୁର କୌଣସି ଆବଶ୍ୟକତା ନାହିଁ ବୋଲି କହିଛନ୍ତି ସ୍ବତନ୍ତ୍ର ରିଲିଫ କମିଶନର ପ୍ରଦୀପ କୁମାର ଜେନା । ଆଜି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର କରୋନା ସଂକ୍ରମଣ ବୃଦ୍ଧି…

ଭୁବନେଶ୍ବରରୁ ୩୮ ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର : ରାଜ୍ୟରେ ବଢ଼ିବାରେ ଲାଗିଛି କରୋନା ସଂକ୍ରମଣ । ପଜିଟିଭ୍ ସଂଖ୍ୟା ବଢୁଥିବାରୁ ପ୍ରଶାସନର ଏହା ଉପରେ କଡ଼ା ନଜର ରହିଛି । ଗତ ୨୪ ଘଣ୍ଟାରେ ରାଜ୍ୟରୁ ୪୭୧ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହା ମଧ୍ୟରୁ ଖୋର୍ଦ୍ଧାରୁ ୪୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କିନ୍ତୁ ଏହି ୪୦…

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉଚ୍ଚସ୍ତରୀୟ ବୈଠକ, କରୋନା ମୁକାବିଲା ପାଇଁ ଚାଲିଛି ପ୍ରସ୍ତୁତି 

ନୂଆଦିଲ୍ଲୀ: ସଙ୍ଗୀନ ହେଲାଣି କରୋନା ସେକେଣ୍ଡ ୱେଭ୍ । ଯୁଦ୍ଧକାଳୀନ ଭିତ୍ତିରେ କରୋନା ମୁକାବିଲା ପାଇଁ ଚାଲିଛି ପ୍ରସ୍ତୁତି । କରୋନାର ପ୍ରକୋପ ବଢୁଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ବରିଷ୍ଠ ଅଧିକାରୀଙ୍କ ସହ ଏକ ଉଚ୍ଚସ୍ତରୀୟ ବୈଠକ କରୁଛନ୍ତି । କ୍ୟାବିନେଟ ସଚିବ,…

ଭୁବନେଶ୍ବର ବିମାନବନ୍ଦରରୁ ୧୦ ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର : ରାଜ୍ୟରେ ଏବେ ଉପରମୁହାଁ କରୋନା ଗ୍ରାଫ୍ । ଦିନକୁ ଦିନ ବଢ଼ି ଚାଲିଛି ସଂକ୍ରମଣ ସଂଖ୍ୟା । ଖାସକରି ରାଜଧାନୀ ଭୁବନେଶ୍ବରରେ ବଢ଼ିବାରେ ଲାଗିଛି ଆକ୍ରାନ୍ତ ସଂଖ୍ୟା । ଯାହାକୁ ନେଇ ପ୍ରଶାସନର ଚିନ୍ତା ବଢ଼ିଲାଣି । ଏହି କ୍ରମରେ ଆଜି ଭୁବନେଶ୍ବର ବିମାନ ବନ୍ଦରରୁ ଚିହ୍ନଟ…

ମହାରାଷ୍ଟ୍ରରେ ଲାଗିଲା ନାଇଟ୍ କର୍ଫ୍ୟୁ

ମହାରାଷ୍ଟ୍ର : କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି କଡ଼ା ପଦକ୍ଷେପ ନେଇଛନ୍ତି ମହାରାଷ୍ଟ୍ର ସରକାର । କରୋନା ସଂକ୍ରମଣ ପାଇଁ ପୂରା ରାଜ୍ୟରେ ଲାଗି ହୋଇଛି ରାତ୍ରୀକାଳୀନ କର୍ଫ୍ୟୁ । ରାତି ୮ ଟାରୁ ସକାଳ ୭ ଟା ପର୍ଯ୍ୟନ୍ତ କର୍ଫ୍ୟୁ ବଳବତ୍ତର ରହିବ । ଏହି ସମୟରେ କେବଳ ଜରୁରୀକାଳୀନ ସେବା ଜାରି…

୭ କର୍ମଚାରୀ କରୋନା ସଂକ୍ରମିତ, ଏସବିଆଇ ମୁଖ୍ୟ ଶାଖା ସିଲ୍

ଭୁବନେଶ୍ୱର: ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (ଏସବିଆଇ)ର ମୁଖ୍ୟ ଶାଖାର ୭ ଜଣ କର୍ମଚାରୀ କରୋନା ପଜିଟିଭ୍ ଚିହ୍ନଟ ହେବା ପରେ ଭୁବନେଶ୍ୱର ମ୍ୟୁନିସିପାଲିଟି କର୍ପୋରେସନ୍ (ବିଏମସି) ରବିବାର ଦିନ ଅଫିସକୁ ସିଲ୍ କରିଛି। ବିଏମସି କମିଶନର ପ୍ରେମ ଚନ୍ଦ୍ର ଚୌଧୁରୀଙ୍କ ସୂଚନା ଅନୁଯାୟୀ ୟୁନିଟ୍ ୧…

ଭୁବନେଶ୍ୱର ରେଳଷ୍ଟେସନରେ ୨ ଯାତ୍ରୀ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ଭୁବନେଶ୍ୱର ରେଳଷ୍ଟେସନରେ‌ ରବିବାର ଦିନ ୨ ଜଣ ଯାତ୍ରୀ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଗଣମାଧ୍ୟମକୁ ସୂଚନା ଦେଇ ଭୁବନେଶ୍ୱର ମ୍ୟୁନିସିପାଲିଟି କର୍ପୋରେସନ୍ (ବିଏମସି) କମିଶନର ପ୍ରେମ ଚନ୍ଦ୍ର ଚୌଧୁରୀ କହିଛନ୍ତି ଯେ ଦୁଇ ସଂକ୍ରମିତ ଯାତ୍ରୀଙ୍କ କଣ୍ଟାକ୍ଟ ଟ୍ରେସିଂ ଏବଂ…

ରାଜ୍ୟରେ ଦିନ ବେଳା ଲାଗୁ ହୋଇପାରେ କର୍ଫ୍ୟୁ: ବାଚସ୍ପତି

ଭୁବନେଶ୍ୱର: ଦିନବେଳା କଟକଣା ଆହୁରି କଡାକଡି ହେବ । ରାଜ୍ୟରେ ଦିନ ବେଳା କର୍ଫ୍ୟୁ ଲାଗୁ ହୋଇପାରେ । ୩ରୁ ୪ ଦିନ ମଧ୍ୟରେ ଏନେଇ ସରକାର ନିଷ୍ପତ୍ତି ନେଇପାରନ୍ତି ବୋଲି ଜଣାପଡିଛି । ସଂକ୍ରମଣ ଯେଉଁ ସ୍ଥାନରେ ବଢୁଛି ସେଠାରେ କର୍ଫ୍ୟୁ ଲାଗୁ ହେବା ନେଇ ବିଚାର ଚାଲିଛି ।  ରାଜ୍ୟରେ କରୋନା…

ଲଗାତାର ତୃତୀୟ ଦିନ ପାଇଁ ରାଜ୍ୟରେ ୪୦୦ ଉପରେ ସଂକ୍ରମଣ, ସୁନ୍ଦରଗଡ଼ରୁ ସର୍ବାଧିକ ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ ଥମୁନି କରୋନା ସଂକ୍ରମଣ । ଲଗାତାର ତିନିଦିନ ଧରି ରାଜ୍ୟରେ ୪ ଶହରୁ ଅଧିକ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୨୭ ଜିଲ୍ଲାରୁ ୪୭୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୁନ୍ଦରଗଡ଼ରୁ ସର୍ବାଧିକ ୮୫ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହା…

ଦେଶରେ ଲକ୍ଷେ ମୁହାଁ ଦୈନିକ ସଂକ୍ରମଣ, ପାଖାପାଖି ସାତ ଲକ୍ଷ ଆକ୍ଟିଭ୍ କେସ୍

ନୂଆଦିଲ୍ଲୀ: କରୋନାର ମାରୁଛି ଲମ୍ବା ଲମ୍ଫ । ହୁ ହୁ ହୋଇ ବଢୁଛି ସଂକ୍ରମିତଙ୍କ ସଂଖ୍ୟା । ଲକ୍ଷେ ମୁହାଁ ହେଲାଣି ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟାରେ ସାରା ଦେଶରୁ ଚିହ୍ନଟ ହୋଇଛନ୍ତି ୯୩ହଜାର ୨୪୯ ନୂଆ ଆକ୍ରାନ୍ତ । ଏହି ସମୟରେ ମହାମାରୀ ନେଇଛି ୫୧୩ ଜୀବନ । ଗତବର୍ଷ ସେପ୍ଟେମ୍ବର ପରଠୁ ଦେଶରେ…