Latest Odisha News

BREAKING NEWS

Browsing Category

କରୋନା ଅପଡ଼େଟ୍‌

Coronavirus Update

ଅକ୍ଷୟ କୁମାରଙ୍କୁ କରୋନା, ହୋମ୍ କ୍ୱାରେଣ୍ଟାଇନରେ ଖିଲାଡି ଷ୍ଟାର

ମୁମ୍ବାଇ: କରୋନା କବଳରେ ମାୟାନଗରୀ । ଜଣଙ୍କ ପରେ ଜଣେ ସେଲିବ୍ରିଟି କରୋନା ସଂକ୍ରମିତ ହେଉଛନ୍ତି । ଆଜି ବଲିଉଡ ଷ୍ଟାର ଅକ୍ଷୟ କୁମାର କରୋନା ସଂକ୍ରମିତ ହୋଇଛନ୍ତି । ନିଜେ ଟ୍ୱିଟ କରି ଏହି ସୂଚନା ଦେଇଛନ୍ତି ଅକ୍ଷୟ କୁମାର । ଆଜି ସକାଳୁ ତାଙ୍କର ରିପୋର୍ଟ ପଜିଟିଭ୍ ବାହାରିଥିଲା । ଏହାପରେ ସେ…

ଭୁବନେଶ୍ବରରୁ ୭୧ ଜଣ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର : ରାଜ୍ୟରେ କାୟା ମେଲାଉଛି କରୋନା । ୨୪ ଘଣ୍ଟାରେ ରାଜ୍ୟରୁ ୪୫୨ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ, ଖୋର୍ଦ୍ଧାରୁ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧାରୁ ମୋଟ ୭୭ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ, ସେଥି ମଧ୍ୟରୁ ଭୁବନେଶ୍ବରରୁ କେବଳ ୭୧ ଜଣ…

ଦଣ୍ଡ ନାଚରେ ଲାଗିଲା କଟକଣା

ଗଞ୍ଜାମ : ରାଜ୍ୟରେ କରୋନା ସଂକ୍ରମଣ ବଢୁଥିବା ବେଳେ, ଦଣ୍ଡନାଚ ଉପରେ କଟକଣା ଲଗାଇଛନ୍ତି ଗଞ୍ଜାମ ଜିଲ୍ଲାପାଳ । ଦଣ୍ଡନାଚରେ କେବଳ ୨୫ ଜଣ ଲୋକ ଯୋଗ ଦେଇପାରିବେ ବୋଲି ଟ୍ବିଟ୍ କରି ସୂଚନା ଦେଇଛନ୍ତି ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେ । ଏହାସହ ଜିଲ୍ଲାରେ କୌଣସି ପ୍ରକାର…

ରାଜ୍ୟରୁ ସୁସ୍ଥ ହେଲେ ଆଉ ୨୦୫ କରୋନା ଆକ୍ରାନ୍ତ

ଭୁବନେଶ୍ବର : ରାଜ୍ୟରେ କରୋନା ମହାମାରୀ ମୁଣ୍ଡ ଟେକିଥିବା ବେଳେ, ଆଜି ସୁସ୍ଥ ହୋଇଛନ୍ତି ଆଉ ୨୦୫ ଆକ୍ରାନ୍ତ । ସୁସ୍ଥ ହେବା ପରେ ସମସ୍ତଙ୍କୁ ହସପିଟାଲରୁ ଡିସଚାର୍ଜ କରାଯାଇଛି । ଏନେଇ ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ । ଖୋର୍ଦ୍ଧାରୁ ସର୍ବାଧିକ ୩୨ ଜଣ ସୁସ୍ଥ ହୋଇଥିବା ବେଳେ,…

କରୋନା ପାଇଁ ସିଏମସିର ଗାଇଡଲାଇନ୍

କଟକ : ରାଜ୍ୟରେ ମୁଣ୍ଡ ଟେକିଲାଣି କରୋନା ସଂକ୍ରମଣ । କିଛି ଦିନ ପର୍ଯ୍ୟନ୍ତ ୨୦୦ ଉପରେ ଆକ୍ରାନ୍ତ ଚିହ୍ନଟ ହେବା ପରେ ଏବେ ୪୦୦ ଟପିଛି ପଜିଟିଭ୍ ସଂଖ୍ୟା । କରୋନାକୁ ନେଇ ରାଜ୍ୟ ସରକାର ଗାଇଡଲାଇନ ଜାରି କରିଥିବା ବେଳେ, ଏବେ କଟକରେ ସଜାଗ ହୋଇଛି ପ୍ରଶାସନ । ସଂକ୍ରମଣକୁ ଦୃଷ୍ଟିରେ ରଖି…

ଆସନ୍ତା ୫ ତାରିଖରୁ ଓଡ଼ିଶାର ୧୦ଟି ଜିଲ୍ଲାରେ ନାଇଟ୍ କର୍ଫ୍ୟୁ

ଭୁବନେଶ୍ବର : ଓଡ଼ିଶାର ୧୦ଟି ଜିଲ୍ଲାରେ ଲାଗୁ ହୋଇଛି ନାଇଟ୍ କର୍ଫ୍ୟୁ । କରୋନା ସଂକ୍ରମଣ ଦିନକୁ ଦିନ ପୁଣି ବଢୁଥିବା ବେଳେ ୧୦ଟି ଜିଲ୍ଲାରେ ନାଇଟ୍ କର୍ଫ୍ୟୁ କଟକଣା ଜାରି କରିଛନ୍ତି ରାଜ୍ୟ ସରକାର । ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ବଲାଙ୍ଗୀର, ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର,…

ଛତିଶଗଡ଼ରେ ମାଡୁଛି ମହାମାରୀ, ପଶ୍ଚିମ ଓଡ଼ିଶା ଏହି ୪ ଜିଲ୍ଲାରେ ବଢୁଛି ଭାଇରସ୍ ଭୟ

ଭୁବନେଶ୍ୱର: ଛତିଶଗଡ଼ରେ କରୋନା କେସ୍ ଉପରମୁହାଁ । ସେଠି ବଢୁଛି ଦୈନିକ ସଂକ୍ରମଣ । ସୀମାନ୍ତବର୍ତ୍ତୀ ପଶ୍ଚିମ ଓଡ଼ିଶା ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ବଢୁଛି । ୪ଟି ଜିଲ୍ଲା ନୂଆପଡ଼ା, ସୁନ୍ଦରଗଡ଼, ବରଗଡ଼ ଓ କଳାହାଣ୍ଡି ଜିଲ୍ଲାରେ ପ୍ରତିଦିନ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ହେଇଛି । ଏସବୁ…

କରୋନା ସଂକ୍ରମଣରେ ଅନ୍ୟ ରାଜ୍ୟ ତୁଳନାରେ ଭଲ ସ୍ଥିତିରେ ଅଛି ଓଡ଼ିଶା: ସ୍ୱାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ ଦୁଇ ମାସ ପରେ ଦୈନିକ କରୋନା ସଂକ୍ରମଣ ବୃଦ୍ଧି ପାଇଛି । ପାଞ୍ଚ ଶହ ମୁହାଁ ହେଲାଣି । ତେବେ ଭାରତରେ ବିଭିନ୍ନ ରାଜ୍ୟ ତୁଳନାରେ ଓଡ଼ିଶାର ସ୍ଥିତି ଭଲ ଅଛି । ସରକାର ସ୍ଥିତି ଉପରେ ତୀକ୍ଷଣ ନଜର ରଖିଛନ୍ତି । ଏହି ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ ।…

ବଢ଼ିଲା ପଜିଟିଭ୍ କେସ୍, ରାଜ୍ୟକୁ ଫେରିଲା କଣ୍ଟେନମେଣ୍ଟ ଜୋନ୍

ଭୁବନେଶ୍ୱର: ରାଜ୍ୟରେ ବଢୁଛି କରୋନାର ଦୈନିକ ସଂକ୍ରମଣ । କଡ଼ାକଡ଼ି ହେଉଛି କଟକଣା । ସଂକ୍ରମଣ ପାଞ୍ଚ ଶହ ମୁହାଁ ହୋଇଥିବା ବେଳେ ମୁକାବିଲା ପାଇଁ ପୁଣି ଫେରିଲା କଣ୍ଟେନମେଣ୍ଟ ଜୋନ୍ । କଳାହାଣ୍ଡି ଜିଲ୍ଲା ବୃନ୍ଦାବାହାଳ ପଞ୍ଚାୟତ ଲିମସେର ଗାଁକୁ କଣ୍ଟେନମେଣ୍ଟ ଜୋନ ଘୋଷଣା କରାଯାଇଛି ।…

୨୮ ଜିଲ୍ଲାରୁ ୪୫୨ କୋଭିଡ୍ ସଂକ୍ରମିତ ଚିହ୍ନଟ, ମାଲକାନଗିରିକୁ ଫେରିଲା କରୋନା

ଭୁବନେଶ୍ୱର: ରାଜ୍ୟରେ ଗତ ୨ ଦିନ ହେଲା ଦୈନିକ କୋଭିଡ୍ ସଂକ୍ରମିତଙ୍କ ସଂଖ୍ୟା ୪୦୦ ଉପରେ ରହୁଛି । ଗତ ୪୨ ଘଣ୍ଟାରେ ରାଜ୍ୟର ୨୮ ଜିଲ୍ଲାରୁ ୪୫୨ ଜଣ କୋଭିଡ୍ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କ୍ୱାରେଣ୍ଟାଇନରୁ ୨୬୭ଟି ମାମଲା ଆସିଥିବା ବେଳେ ୧୮୫ଟି ହେଉଛି ସ୍ଥାନୀୟ ସଂକ୍ରମଣ ମାମଲା । ଖୋର୍ଦ୍ଧା…