Latest Odisha News

BREAKING NEWS

Browsing Category

କରୋନା ଅପଡ଼େଟ୍‌

Coronavirus Update

ରାଜ୍ୟରୁ କରୋନା ନେଲା ଆଉ ୧୮ ଜୀବନ

ଭୁବନେଶ୍ୱର: ରାଜ୍ୟରେ ବଢୁଛି କରୋନା ମୃତ୍ୟୁସଂଖ୍ୟା । ଆଉ ୧୮ ଜଣଙ୍କ ଜୀବନ ନେଇଛି ପ୍ରାଣଘାତୀ କରୋନା । ଅଡିଟ୍ ପ୍ରୋସେସରେ ସେମାନଙ୍କର ମୃତ୍ୟୁ ନେଇ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ୪ଜଣ ରହିଥିବା ବେଳେ ଯାଜପୁର ଓ ଗଞ୍ଜାମ…

ରାଜ୍ୟରେ କମୁଛି କରୋନା କାୟା: ୪ହଜାର ତଳକୁ ଖସିଲା ଦୈନିକ କେସ୍

ଭୁବନେଶ୍ୱର: ରାଜ୍ୟରେ ତଳକୁ ତଳକୁ ଖସୁଛି ଦୈନିକ କରୋନା ସଂକ୍ରମଣ । ଆଜି ୪ହଜାର ତଳକୁ ଖସିଛି । ୨୪ ଘଣ୍ଟାରେ ରାଜ୍ୟରୁ ବାହାରିଛନ୍ତି ୩ହଜାର ୩୨୯ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟିନରୁ ୧୯୩୪ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୧୩୯୫ । ୧୮ବର୍ଷ ଭିତରେ ଆଉ ୫୦୪ ଜଣ ପଜିଟିଭ୍…

ଦେଶରେ ବଢୁଛି କରୋନା ମୃତ୍ୟୁସଂଖ୍ୟା, ତଳମୁହାଁ ଦୈନିକ ସଂକ୍ରମଣ

ନୂଆଦିଲ୍ଲୀ: ଦେଶରେ ତଳକୁ ତଳକୁ ଖସୁଛି ଦୈନିକ କରୋନା କେସ୍ । କିନ୍ତୁ ମୃତ୍ୟୁସଂଖ୍ୟା ବଢୁଛି । ଏବେ ଦୈନିକ ସଂକ୍ରମଣ ପାଖାପାଖି ୩ଲକ୍ଷରୁ ୨ ଲକ୍ଷକୁ ଖସିଲାଣି । କିନ୍ତୁ ମୃତ୍ୟୁସଂଖ୍ୟା ହଜାରେ ମୁହାଁ ହେଲାଣି । ୨୪ ଘଣ୍ଟାରେ ସାରା ଦେଶରୁ ଆଉ ୨ଲକ୍ଷ ୯ହଜାର ୯ହଜାର ୯୧୮ ଆକ୍ରାନ୍ତ ଚିହ୍ନଟ…

ଓଡ଼ିଶାରେ ଦୈନିକ କରୋନା ସଂକ୍ରମଣ ସ୍ଥିର, ୫ ହଜାର ତଳେ ପଜିଟିଭ୍ କେସ୍

ଭୁବନେଶ୍ୱର: ରାଜ୍ୟରେ ତଳମୁହାଁ ଦୈନିକ କରୋନା ସଂକ୍ରମଣ । ୫ ହଜାର ତଳକୁ ଖସିଛି । ଗତକାଲି ଓ ଆଜି ଦୁଇ ଦିନ ସ୍ଥିର ରହିଛି ସଂକ୍ରମଣ । ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୪୮୪୩ ଆକ୍ରାନ୍ତ । ଗତକାଲି ୪୮୪୨ ପଜିଟିଭ୍ ବାହାରିଥିଲେ । ଆଜି କ୍ୱାରେଣ୍ଟିନରୁ ୨୮୧୫ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି…

ଦେଶରେ ଖସୁଛି ଦୈନିକ କରୋନା କେସ୍, ବଢୁଛି ମୃତ୍ୟୁସଂଖ୍ୟା

ନୂଆଦିଲ୍ଲୀ: ଦେଶରେ ତଳକୁ ତଳକୁ ଖସୁଛି ଦୈନିକ କରୋନା ସଂକ୍ରମଣ । ଅଢ଼େଇ ଲକ୍ଷ ତଳକୁ ଖସିଲାଣି । ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୨ଲକ୍ଷ ୩୪ହଜାର ୨୮୧ ନୂଆ ଆକ୍ରାନ୍ତ । କ୍ରମାଗତ ଦ୍ୱିଦୀୟ ଦିନରେ ଦୈନିକ ପଜିଟିଭ୍ କେସ୍ ହ୍ରାସ ପାଇଛି । କିନ୍ତୁ ଦୈନିକ ମୃତ୍ୟୁସଂଖ୍ୟା ବଢୁଛି । ୨୪ ଘଣ୍ଟାରେ…

ରାଜ୍ୟରେ ସଂକ୍ରମଣ କମୁଛି, ଫେବ୍ରୁଆରୀରେ କୋହଳ ହୋଇପାରେ କଟକଣା

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ଧୀରେ ଧୀରେ ଖସୁଛି । ଦୈନିକ କେସ୍ ୫ହଜାର ତଳକୁ ଖସିଛି । ସପ୍ତାହେ ପୂର୍ବରୁ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ହଜାର ଉପରେ ରହୁଥିଲା । ଏବେ ନିୟନ୍ତ୍ରଣକୁ ଆସୁଛି କରୋନା । ଆଉ ଦୁଇ ଦିନ ପରେ ସରୁଛୁ ଜାନୁଆରୀ ମାସ ପାଇଁ କୋଭିଡ୍ ଗାଇଡଲାଇନ୍ । ଆଶା…

ରାଜ୍ୟରେ ୫ହଜାର ତଳକୁ ଖସିଲା ଦୈନିକ କରୋନା ସଂକ୍ରମଣ

ଭୁବନେଶ୍ୱର: ରାଜ୍ୟରେ ତଳମୁହାଁ ଦୈନିକ କରୋନା ସଂକ୍ରମଣ । ୧୦ହଜାରରୁ ୫ ହଜାର ତଳକୁ ଖସିଲାଣି । ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୪୮୪୨ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟିନରୁ ୨୮୦୯ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୨୦୩୩ । ୧୮ ବର୍ଷ ଭିତରେ ଆଉ ୬୭୧ ଜଣ ସଂକ୍ରମିତ ହୋଇଛନ୍ତି ।…

ଦେଶରେ ଦୈନିକ କରୋନା ସଂକ୍ରମଣ କମୁଛି, ବଢୁଛି ମୃତ୍ୟୁସଂଖ୍ୟା

ନୂଆଦିଲ୍ଲୀ: ଦେଶରେ କମୁଛି ଦୈନିକ କରୋନା ସଂକ୍ରମଣ । କିନ୍ତୁ ମୃତ୍ୟୁସଂଖ୍ୟା ବଢୁଛି । ଅଢ଼େଇ ଲକ୍ଷ ତଳକୁ ଖସିଛି ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା । କିନ୍ତୁ ଚଳିତ ସପ୍ତାହରେ ମୃତ୍ୟୁସଂଖ୍ୟା ବଢ଼ି ଚାଲିଛି । ୨୪ ଘଣ୍ଟାରେ ସାରା ଦେଶରୁ ଚିହ୍ନଟ ହୋଇଛନ୍ତି ୨ଲକ୍ଷ ୩୫ହଜାର ୫୩୨ ନୂଆ ଆକ୍ରାନ୍ତ ।…

ଓଡ଼ିଶା ସମେତ ୫ ରାଜ୍ୟର କୋଭିଡ୍ ସ୍ଥିତି ସମୀକ୍ଷା କରିବେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ

ନୂଆଦିଲ୍ଲୀ: ଦେଶରେ କରୋନା ସଂକ୍ରମଣ ଅଢ଼େଇ ଲକ୍ଷ ଉପରେ ରହୁଛି । କିଛି ରାଜ୍ୟରେ ଦୈନିକ ସଂକ୍ରମଣ ବଢୁଛି । କିଛି ରାଜ୍ୟରେ ଅଧିକ ରହିଛି ଆକ୍ଟିଭ୍ କେସ୍ । ଆଜି ଓଡ଼ିଶା ସମେତ ୫ଟି ରାଜ୍ୟ ବିହାର, ଝାଡଖଣ୍ଡ, ପଶ୍ଚିମବଙ୍ଗ ଓ ଛତିଶଗଡ଼ର କୋଭିଡ୍ ସ୍ଥିତି ସମୀକ୍ଷା କରିବେ କେନ୍ଦ୍ର…

ରାଜ୍ୟରୁ କରୋନାରେ ଆଉ ୧୫ ଆକ୍ରାନ୍ତଙ୍କର ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ଆଉ ୧୫ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଛି । ଅଡିଟ୍ ପ୍ରୋସେସରେ ଆଉ ୧୫ଜଣଙ୍କ ମୃତ୍ୟୁ ନେଇ ସୂଚନା ଦେଇଛି ସ୍ୱାସ୍ଥ୍ୟ ବିଭାଗ । ମୃତକଙ୍କ ଭିତରେ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୩ ଜଣ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ମୃତକଙ୍କ ଭିତରେ ଅଛନ୍ତି ଜଣେ ୧୩ ମାସର ଶିଶୁ ।…