Latest Odisha News
Browsing Category

କରୋନା ଅପଡ଼େଟ୍‌

Coronavirus Update

କରୋନା କବଳରେ ରାଉରକେଲା NITର ୩ ଛାତ୍ର

ରାଉରକେଲା: ରାଉରକେଲା ସ୍ଥିତ ନ୍ୟାସନାଲ୍ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍ ଟେକ୍ନୋଲୋଜିର ୩ ଛାତ୍ର କରୋନା ଆକ୍ରାନ୍ତ ହୋଇଛନ୍ତି । ସୁନ୍ଦରଗଡ ଜିଲ୍ଲାପାଳ ଆଜି ଏହି ସୂଚନା ଦେଇଛନ୍ତି । କ୍ୟାମ୍ପସରେ ସଂକ୍ରମଣ ଯେପରି ନ ବ୍ୟାପିବ ସେନେଇ ପଦକ୍ଷେପ ନିଆଯାଇଥିବା କହିଛନ୍ତି ଜିଲ୍ଲପାଳ ନିଖିଲ ପବନ କଲ୍ୟାଣ…

ଓଡ଼ିଶାରୁ ଚିହ୍ନଟ ୩ଟି ୟୁକେ ଷ୍ଟ୍ରେନ୍ ଅଧିକ ସଂକ୍ରମକ ନୁହେଁ, ରି-ଇନ୍‌ଫେକ୍‌ସନ ସ୍ଥିତି ଆସିନାହିଁ

ଭୁବନେଶ୍ୱର: ଓଡ଼ିଶାରେ ୩ଜଣ ବ୍ରିଟେନ ଫେରନ୍ତାଙ୍କ ପାଖରେ ୟୁକେ ଷ୍ଟ୍ରେନ୍ ଦେଖାଦେଇଥିଲା । ଡିସେମ୍ବର ମାସରେ ଚିହ୍ନଟ ହୋଇଥିଲେ । ସେମାନେ ଏବେ ଆରୋଗ୍ୟ ହୋଇସାରିଛନ୍ତି । ଆଉ କାହାକୁ ସଂକ୍ରମିତ କରି ନାହାନ୍ତି । ଆଜି ଏହି ସୂଚନା ଦେଇଛନ୍ତି ଆଇଏଲଏସ୍ ନିର୍ଦ୍ଦେଶକ ଡାକ୍ତର ଅଜୟ ପରିଡ଼ା ।…

ଦବଙ୍ଗଷ୍ଟାର ସଲମାନ ଖାନ୍ ନେଇଛନ୍ତି କରୋନା ଟିକା 

ମୁମ୍ବାଇ: ବଲିଉଡ ଅଭିନେତା ସଲମାନ ଖାନ୍ ନେଇଛନ୍ତି କରୋନା ଟିକା । ସେ କରୋନା ଟିକାର ପ୍ରଥମ ଡୋଜ ନେଇଛନ୍ତି । ଏନେଇ ଟ୍ବିଟ୍ କରି ସୂଚନା ଦେଇଛନ୍ତି ସଲ୍ଲୁ ଭାଇ ।  ସେ ମୁମ୍ବାଇ ଲୀଳାବତୀ ହସ୍ପିଟାଲରେ ପହଞ୍ଚି ଟିକା ନେଇଛନ୍ତି ।  ଦେଶରେ କରୋନା ଏବେ ପୁଣି ତାର କାୟା ମେଲାଇଛି । ଧୀରେ…

ଦୁଇ ମାସ ପରେ ରାଜ୍ୟରେ ଦୁଇ ଶହ ଟପିଲା ଦୈନିକ କରୋନା ସଂକ୍ରମଣ

ଭୁବନେଶ୍ୱର: ରାଜ୍ୟରେ ବଢୁଛି ଦୈନିକ କରୋନା ସଂକ୍ରମଣ । ଗତକାଲି ଦେଢ଼ ଶହ ଓ ଆଜି ସଂଖ୍ୟା ଦୁଇ ଶହ ପାର କରିଛି । ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୨୧୪ ନୂଆ ଆକ୍ରାନ୍ତ । କ୍ୱାରେଣ୍ଟାଇନରୁ ୧୨୬ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୮୮ଟି । ୨୪ ଜିଲ୍ଲାରୁ ନୂଆ ଆକ୍ରାନ୍ତ…

ଦେଶରେ ବଢୁଛି କରୋନା ସଂକ୍ରମଣ; ୫୩ ହଜାର ନୂଆ ପଜିଟିଭ

ନୂଆଦିଲ୍ଲୀ: ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ବଢୁଥିବା ବେଳେ ଗୁରୁବାର ଦିନ ୫୩ ହଜାରରୁ ଅଧିକ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ମୋଟ୍ ସଂଖ୍ୟା ୧,୧୭,୮୭,୫୩୪କୁ ଛୁଇଁଥିବାନେଇ କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଜଣାପଡିଛି ।…

ଆଜିଠୁ ରାଜଧାନୀର ସବୁ ହଷ୍ଟେଲରେ କୋଭିଡ୍ ଟେଷ୍ଟିଂ

ଭୁବନେଶ୍ୱର: ରାଜଧାନୀର ବିଭିନ୍ନ ଶିକ୍ଷାନୁଷ୍ଠାନରେ କରୋନା ସଂକ୍ରମିତ ଚିହ୍ନଟ ହେଉଛନ୍ତି । ଏହାକୁ ଦୃଷ୍ଟିରେ ରଖି ଆଜିଠାରୁ ଭୁବନେଶ୍ୱରର ସବୁ ହଷ୍ଟେଲରେ ଛାତ୍ରଛାତ୍ରୀଙ୍କର ହେଉଛି କୋଭିଡ୍ ଟେଷ୍ଟ ।  ଜୋନ୍ ସ୍ତରରେ ବିଭିନ୍ନ ହଷ୍ଟେଲରେ କୋଭିଡ୍‌ ପରୀକ୍ଷା ହେବ। ଏଥିପାଇଁ ସବୁ ଜୋନ୍‌ରେ…

ଭୁବନେଶ୍ୱର କେନ୍ଦ୍ରୀୟ ବିଦ୍ୟାଳୟ-୧ରେ ଜଣେ ଛାତ୍ର କରୋନା ପଜିଟିଭ୍

ଭୁବନେଶ୍ୱର: ଶିକ୍ଷାନୁଷ୍ଠାନରେ ବଢୁଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ଭୁବନେଶ୍ୱର XIMB ପରେ କେନ୍ଦ୍ରୀୟ ବିଦ୍ୟାଳୟ-୧ରୁ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଂପୃକ୍ତ ଛାତ୍ରଙ୍କ କୋଭିଡ୍ ରିପୋର୍ଟ ପଜିଟିଭ୍ ଆସିଛି । ସେ ଗତ ଶନିବାର ଦିନ ପରୀକ୍ଷା ଦେବାକୁ ଆସିଥିଲେ ।  ବର୍ତ୍ତମାନ…

କରୋନା ମୁକାବିଲା ପାଇଁ ପୁରୀ ପୋଲିସର ସତର୍କତା, କୋଭିଡ ନିୟମ ମାନିବାକୁ ପରାମର୍ଶ, ମାସ୍କ ଚେକିଂ କଡାକଡ଼ି

ପୁରୀ: କରୋନା ମୁକାବିଲା ପାଇଁ ପୁରୀ ପୋଲିସ ପକ୍ଷରୁ ପୁଣିଥରେ ମାସ୍କ ଚେକିଂକୁ କଡାକଡି କରାଯାଇଛି । ବିଶେଷ କରି ଶ୍ରୀମନ୍ଦିର ଚତୁଃପାର୍ଶ୍ଵ, ଶ୍ରୀକ୍ଷେତ୍ରର ପ୍ରମୁଖ ଛକରେ ସକାଳେ ଓ ସନ୍ଧ୍ୟାବେଳେ ଦୁଇଥର କଡାକଡି ଚେକିଂ କରାଯାଉଛି । ପ୍ରାୟ ୫ଶହ ଲୋକଙ୍କୁ ସଚେତନ କରାଯିବା ସହ ମାସ୍କ…

ଛତିଶଗଡ଼ରେ ମାଡୁଛି ମହାମାରୀ, ମାଲକାନଗିରିକୁ ଗୋଡ଼ାଉଛି ଭୟ

ଭୁବନେଶ୍ୱର: ଦେଶରେ କରୋନାର ଲେଉଟାଣି । ପୁଣି ଥରେ ହୁ ହୁ ହୋଇ ବଢୁଛି ସଂକ୍ରମଣ । ଓଡ଼ିଶାରେ ବି ଦୈନିକ କେସ୍ ବଢୁଛି । ପଡ଼ୋଶୀ ଛତିଶଗଡ଼ରେ ସଂକ୍ରମଣ ବୃଦ୍ଧି ପରେ ବଢ଼ିଛି ଓଡ଼ିଶାର ଟେନସନ୍ । ବିଶେଷ କରି ପଡ଼ୋଶୀ ଜିଲ୍ଲା ମାଲକାନଗିରିକୁ ସଂକ୍ରମଣ ଭୟ ଅଧିକ । ବର୍ତ୍ତମାନ ମାଲକାନଗିରି…

ଆଜି ରାଜ୍ୟରୁ ୧୭୦ କରୋନା ପଜିଟିଭ୍, ୪ଜିଲ୍ଲାରେ ଦୈନିକ ସଂକ୍ରମଣ ବୃଦ୍ଧି

ଭୁବନେଶ୍ୱର: ରାଜ୍ୟରେ ବଢୁଛି ଦୈନିକ କରୋନା କେସ୍ । ଆଜି ସଂକ୍ରମଣ ଦେଢ଼ ଶହ ପାର କରିଛି । ଗତ ୨୪ ଘଣ୍ଟାରେ ୨୩ ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି ୧୭୦ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୯୯ ଓ ଲୋକାଲ କଣ୍ଟାକ୍ଟ କେସ୍ ରହିଛି ୭୧ଟି । ୪ଟି ଜିଲ୍ଲାରେ ଦୈନିକ ସଂକ୍ରମଣ ୨୦ରୁ…