Latest Odisha News
Browsing Category

କରୋନା ଅପଡ଼େଟ୍‌

Coronavirus Update

ଆଦିତ୍ୟ ଠାକରେ କରୋନା ପଜିଟିଭ୍

ମୁମ୍ବାଇ : ଶିବସେନା ନେତା ତଥା ମହାରାଷ୍ଟ୍ରର ପରିବେଶ ମନ୍ତ୍ରୀ ଆଦିତ୍ୟ ଠାକରେ କରୋନା ପଜିଟିଭରେ ସଂକ୍ରମିତ । ଏନେଇ ଟ୍ବିଟ୍ କରି ସୂଚନା ଦେଇଛନ୍ତି ଆଦିତ୍ୟ ଠାକରେ । ପରୀକ୍ଷା ରପୋର୍ଟରେ ସେ କରୋନା ସଂକ୍ରମିତ ଥିବା ସୂଚନା ଦେଇଛନ୍ତି । ସେହିପରି ତାଙ୍କ ସଂସ୍ପର୍ଶରେ ଆସିଥିବା…

ରାଜ୍ୟରୁ ସୁସ୍ଥ ହେଲେ ୭୨ କରୋନା ଆକ୍ରାନ୍ତ, ୩ ଲକ୍ଷ ୩୬ ହଜାର ଟପିଲା

ଭୁବନେଶ୍ବର : ଆଜି ରାଜ୍ୟରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ୭୨ କରୋନା ଆକ୍ରାନ୍ତ । ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ପକ୍ଷରୁ ଟ୍ବିଟ ଯୋଗେ ସୂଚନା ଦିଆଯାଇଛି। ବିଭାଗର ସୂଚନା ଅନୁଯାୟୀ କଟକରୁ ସର୍ବାଧିକ ୧୧ ଜଣ ସୁସ୍ଥ ହୋଇଥିବା ବେଳେ ମୟୁରଭଞ୍ଜରୁ ୮ ଜଣ ସୁସ୍ଥ ହୋଇଛନ୍ତି।…

ବଢ଼ୁଛି ସଂକ୍ରମଣ, ରାଜ୍ୟରେ ପୁଣି ଲାଗୁ ହୋଇପାରେ ରାତ୍ରୀକାଳୀନ କର୍ଫ୍ୟୁ

ଭୁବନେଶ୍ୱର: ୬ ସପ୍ତାହ ପରେ ରାଜ୍ୟରେ ଶୁକ୍ରବାର କରୋନା ସଂକ୍ରମଣ ଶହେ ଟପିଛି । ବଢ଼ୁଥିବା ସଂକ୍ରମଣକ ଦେଖି ରାଜ୍ୟ ସରକାର ପୁଣି କରୋନା କଟକଣାକୁ କଡ଼ାକଡ଼ି କରୁଛନ୍ତି । ସରକାରୀ ଅଫିସରେ କୋଭିଡ୍ ନିୟମ କଡ଼ାକଡ଼ି ପାଳନ ପାଇଁ ଶୁକ୍ରବାର ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ଚିଠି…

ଦେଶରେ ଦୈନିକ ସଂକ୍ରମଣ ସଂଖ୍ୟା ୪୦,୯୫୩; ୧୮୮ ମୃତ

ନୂଆଦିଲ୍ଲୀ: ବିଗତ ଦିନରେ କରୋନା ମାମଲା ବୃଦ୍ଧି ପାଇବା ସହିତ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪୦,୯୫୩ ତାଜା କୋଭିଡ-୧୯ ସଂକ୍ରମଣ ମାମଲା ରେକର୍ଡ ହୋଇଥିବାବେଳେ ୧୮୮ ଜଣଙ୍କର ମୃତ୍ୟୁ ହୋଇଛି। ଏହାସହିତ ମୃତ୍ୟୁ ସଂଖ୍ୟା ୧,୫୯,୫୫୮ରେ ପହଞ୍ଚିଛି ବୋଲି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ…

ବିଦେଶରୁ ଫେରିଥିବା ୨ ଜଣ କରୋନା ପଜିଟିଭ୍, ଆଇଏଲଏସ୍ ପଠାଗଲା ନମୁନା

ଭୁବନେଶ୍ୱର: କରୋନାର ନୂଆ ଷ୍ଟ୍ରେନକୁ ନେଇ ଆତଙ୍କ ଲାଗି ରହିଛି । ଏହାରି ଭିତରେ ରାଜ୍ୟରେ ବୃଦ୍ଧି ପାଇଛି କରୋନା ସଂକ୍ରମଣ । ଅନ୍ୟପଟେ ରାଜଧାନୀରେ ମଧ୍ୟ ସଂକ୍ରମିତଙ୍କ ସଂଖ୍ୟା ବଢ଼ିଛି, ୨ ଅଙ୍କ ଛୁଇଁଛି । ଶୁକ୍ରବାର ବିଏମସି ଅଞ୍ଚଳରୁ ୧୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।…

କଟକରେ ଶିକ୍ଷାନୁଷ୍ଠାନରେ ବ୍ୟାପୁଛି କରୋନା, ସ୍କୁଲରୁ ୧୭ ସଂକ୍ରମିତ ଚିହ୍ନଟ

କଟକ: ଶିକ୍ଷାନୁଷ୍ଠାନରେ ବ୍ୟାପୁଛି କରୋନା । କଲେଜ ପରେ ସ୍କୁଲରେ କାୟା ମେଲାଉଛି କରୋନା । କଟକ ସହରରେ ୨ ଦିନ ଭିତରେ ଏକ ଘରୋଇ କଲେଜ ହଷ୍ଟେଲରୁ ୨୫ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଶୁକ୍ରବାର ଏକ ଘରୋଇ ବିଦ୍ୟାଳୟରୁ ୧୭ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଯାହାକୁ ନେଇ…

୬ ସପ୍ତାହ ପରେ ରାଜ୍ୟରେ ଶହେ ଟପିଲା ଦୈନିକ କରୋନା ସଂକ୍ରମଣ

ଭୁବନେଶ୍ୱର: ରାଜ୍ୟରେ ପୁଣି ଉପରମୁହାଁ ହେଲା କରୋନା ଗ୍ରାଫ । ଜାନୁଆରୀରେ ୧୫୦ ଭିତରେ ରହୁଥିବା ଦୈନିକ ସଂକ୍ରମଣ ଫେବ୍ରୁଆରୀରେ ୧୦୦ ତଳକୁ ଖସିଥିଲା । ମାର୍ଚ୍ଚ ତୃତୀୟ ସପ୍ତାହରୁ ଦୈନିକ କରୋନା ସଂକ୍ରମଣ ପୁଣି ଥରେ ବଢ଼ିଛି । ପ୍ରାୟ ୬ ସପ୍ତାହ ପରେ ରାଜ୍ୟରେ ଦୈନିକ ସଂକ୍ରମଣ ୧୦୦ ପାର୍…

କରୋନାର ଦ୍ୱିତୀୟ ଲହରରେ ଏହି ବୟସ୍କ ଲୋକଙ୍କୁ ରହିଛି ବେଶି ସଂକ୍ରମଣ ବିପଦ

ନୂଆଦିଲ୍ଲୀ: କରୋନାରୁ ସୁସ୍ଥ ହେବା ପରେ ପୁଣି ଦ୍ୱିତୀୟ ଥର ହୋଇପାରେ ସଂକ୍ରମଣ । ତେବେ, ଏମିତି ହେଲେ କାହା ପାଇଁ ରହିଛି ବେଶି ବିପଦ । ଏହି ପ୍ରଶ୍ନର ଉତ୍ତର ଖୋଜିବାରେ ଲାଗି ପଡ଼ିଛନ୍ତି ବିଶେଷଜ୍ଞ । ହୋଇଥିବା ଏକ ନୂଆ ଅଧ୍ୟୟନରୁ ଜଣାପଡ଼ିଛି ଏଥିରେ ସର୍ବାଧିକ ପ୍ରଭାବିତ ହେବେ ବୟସ୍କ ।…

ଦେଶରେ ବଢୁଛି କରୋନା ମାମଲା, ଦିନକରେ ୩୯ ହଜାର ପଜିଟିଭ

ନୂଆଦିଲ୍ଲୀ: ଦେଶରେ ପୁଣି ଉପର ମୁହାଁ ହେଉଛି କରୋନା ସଂକ୍ରମଣ । ଦେଶରେ କରୋନା ସଂକ୍ରମଣ ହ୍ରାସ୍ ପାଇଥିବା ବେଳେ ଏବେ ପୁଣି ବଢ଼ିବାରେ ଲାଗିଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସୂଚନା ଅନୁସାରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୯ ହଜାର ୭୨୬ ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ୧୫୪…

କଟକରେ ଘରୋଇ ଶିକ୍ଷାନୁଷ୍ଠାନରେ ପୁଣି ୧୩ କରୋନା ପଜିଟିଭ୍

କଟକ: ପୁଣି ଥରେ କଟକରେ ବଢିଛି କରୋନା ସଂକ୍ରମଣ । ଏକ ଘରୋଇ କଲେଜରେ ଆଉ ୧୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଗତକାଲି ୭୧ ଜଣଙ୍କ ନମୁନା ପରୀକ୍ଷା କରାଯାଇଥିଲା । ସେଥିରୁ ୧୩ ଜଣଙ୍କର ରିପୋର୍ଟ ପଜିଟିଭ୍ ବାହାରିଛି । ବୁଧବାର ଦିନ ସଂପୃକ୍ତ କଲେଜରୁ ୧୨ ଛାତ୍ରଛାତ୍ରୀ ପଜିଟିଭ ଚିହ୍ନଟ…