Latest Odisha News

BREAKING NEWS

Browsing Category

କରୋନା ଅପଡ଼େଟ୍‌

Coronavirus Update

ଦେଶରେ ପୁଣି ବଢ଼ୁଛି କରୋନା ସଂକ୍ରମଣ, ୨୪ ଘଣ୍ଟାର ୨୫ ହଜାରରୁ ଅଧିକ ପଜିଟିଭ୍

ନୂଆଦିଲ୍ଲୀ: ପ୍ରାୟ ଅଢ଼େଇ ମାସ ପରେ ପୁଣି ଉପର ମୁହାଁ ହେଉଛି କରୋନା ସଂକ୍ରମଣ । ଗତ ଡିସେମ୍ବର ଶେଷ ସପ୍ତାହରେ ଦେଶରେ କରୋନା ସଂକ୍ରମଣ ହ୍ରାସ୍ ପାଇଥିବା ବେଳେ ଏବେ ପୁଣି ବଢ଼ିବାରେ ଲାଗିଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସୂଚନା ଅନୁସାରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୫ ହଜାର ୩୨୦ ଜଣ ନୂଆ…

ମାସ୍କ ନ ପିନ୍ଧିଲେ ବିମାନରୁ ଓହ୍ଲାଇ ଦିଆଯିବ

ନୂଆଦିଲ୍ଲୀ : କରୋନା ପାଇଁ କଠୋର ହେଲା ବେସାମରିକ ବିମାନ ଚଳାଚଳ ନିର୍ଦ୍ଦେଶାଳୟ ବା ଡିଜିସିଏ । ସଂକ୍ରମଣ ବଢୁଥିବାରୁ ବିମାନ ଯାତ୍ରା ସମୟରେ ନୂଆ ନିର୍ଦ୍ଦେଶନାମା ଜାରି କରିଛି ଡିଜିସିଏ । ବିମାନ ଯାତ୍ରା ସମୟରେ ମାସ୍କ ନ ପିନ୍ଧିଲେ ବା କୋରୋନା ଗାଇଡଲାଇନ୍ ଉଲ୍ଲଂଘନ କଲେ ଉଡିବାକୁ…

ରାଜ୍ୟରୁ ସୁସ୍ଥ ହେଲେ ଆଉ ୭୦ କରୋନା ଆକ୍ରାନ୍ତ

ଭୁବନେଶ୍ବର : କରୋନା ସଂକ୍ରମଣ ମଧ୍ୟରେ ରାଜ୍ୟରୁ ଆସିଛି ଭଲ ଖବର । ଆଜି ରାଜ୍ୟରୁ ସୁସ୍ଥ ହୋଇ ଫେରିଛନ୍ତି ୭୦ ଜଣ କରୋନା ଆକ୍ରାନ୍ତ । ସମ୍ବଲପୁରରୁ ସର୍ବାଧିକ ୧୫ ଜଣ ସୁସ୍ଥ ହୋଇଥିବା ବେଳେ, ବରଗଡ଼ରୁ ୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ବାଲେଶ୍ବର, ଯାଜପୁର,…

ଦେଶରେ ୨୪ ଘଣ୍ଟାରେ ୨୪ ହଜାର କରୋନା ପଜିଟିଭ୍, କେବଳ ୫ଟି ରାଜ୍ୟରେ ୮୧% ନୂଆ ଆକ୍ରାନ୍ତ

ନୂଆଦିଲ୍ଲୀ: ଦେଶରେ ପୁଣି ଥରେ କରୋନା କାୟା ମାଡ଼ି ମାଡ଼ି ଚାଲିଛି । ଲଗାତାର ତୃତୀୟ ଦିନରେ ପଜିଟିଭ୍ କେସ୍ ବଢ଼ିଛି । ଗତ ୨୪ ଘଣ୍ଟାରେ ସାରା ଦେଶରୁ ଚିହ୍ନଟ ହୋଇଛନ୍ତି ୨୪ହଜାର ୮୮୨ ନୂଆ ଆକ୍ରାନ୍ତ । ମହାରାଷ୍ଟ୍ରରେ ମହାମାରୀ ବ୍ୟାପୁଛି । ଆଜି ଗୋଟିଏ ଦିନରେ ବାହାରିଛନ୍ତି ସର୍ବାଧିକ…

ଚିନ୍ତା ବଢ଼ାଉଛି ସଂକ୍ରମଣ, ମହାରାଷ୍ଟ୍ରର ୮ ଜିଲ୍ଲାରେ ଲକଡାଉନ୍

ମୁମ୍ବାଇ: ଦେଶରେ କେତେକ ରାଜ୍ୟରେ କରୋନା ସଂକ୍ରମଣ ପୁଣି ପୂର୍ବ ଭଳି ବଢ଼ି ଚାଲିଛି । ଏହି ତାଲିକାରେ ସବୁଠୁ ଆଗରେ ମହାରାଷ୍ଟ୍ର ଓ କେରଳ ଅଛନ୍ତି । ସଂକ୍ରମଣ ମାମଲା ବଢ଼ୁଥିବାରୁ ପୁଣି ଚିନ୍ତା ବଢ଼ିଛି । ମହାରାଷ୍ଟ୍ରରେ ସଂକ୍ରମଣକୁ ରୋକିବା ଲାଗି ଉଦ୍ଧବ ସରକାର ୮ଟି ଜିଲ୍ଲାରେ ସମ୍ପୂର୍ଣ୍ଣ…

ରାଜ୍ୟରେ ଗଠନ ହେଲା କରୋନା କମିଟି

ଭୁବନେଶ୍ବର : ମହାରାଷ୍ଟ୍ର ସମେତ ଦେଶର କିଛି ରାଜ୍ୟରେ ଦୃତ ଗତିରେ ବ୍ୟାପୁଛି କରୋନା ସଂକ୍ରମଣ । ଏଥିପାଇଁ ଲୋକଙ୍କ ମନରେ ପଶିଲାଣି ଛନକା । ସଂକ୍ରମଣକୁ ରୋକିବା ପାଇଁ ପଦକ୍ଷେପ ନିଆଯାଉଥିବା ବେଳେ, ରାଜ୍ୟରେ ସତର୍କ ହୋଇଉଠିଛି ସ୍ବାସ୍ଥ୍ୟ ବିଭାଗ । କରୋନା ମହାମାରୀକୁ ଦେଖି ଜନସ୍ବାସ୍ଥ୍ୟ…

ପୁଣେରେ ମାର୍ଚ୍ଚ ୩୧ ତାରିଖ ଯାଏଁ ସ୍କୁଲ, କଲେଜ ବନ୍ଦ

ପୁଣେ : ମହାରାଷ୍ଟ୍ରରେ ଜଟିଳ ରୂପ ନେଉଛି ମହାମାରୀ କରୋନା । ଦିନକୁ ଦିନ ସ୍ଥିତି ବିଗୁଡୁଥିବା ବେଳେ, ଆଗୁଆ ପଦକ୍ଷେପ ନେଇଛନ୍ତି ମହାରାଷ୍ଟ୍ର ସରକାର । ସଂକ୍ରମଣ ପାଇଁ ରାଜ୍ୟର ବିଭିନ୍ନ ସହରରେ କଟକଣା ଲଗାଟାଇଥିବା ବେଳେ, ଏବେ ପୁଣେ ପାଇଁ ସତର୍କତା ମୂଳକ ପଦକ୍ଷେ ନେଇଛନ୍ତି ମହାରାଷ୍ଟ୍ର…

ରାଜ୍ୟ ସରକାର ବଢ଼ାଇଲେ କରୋନା ଟେଷ୍ଟିଂ ଅବଧି

ଭୁବନେଶ୍ବର : ଦେଶରେ ବ‍ଢ଼ିବାରେ ଲାଗିଛି କରୋନା ସଂକ୍ରମଣ । ମାମଲା ଦିନକୁ ବଢ଼ି ଚାଲିଥିବା ବେଳେ, ସତର୍କ ହେଲେଣି ସରକାର । ଏହାକୁ ଦୃଷ୍ଟିରେ ରଖି କରୋନା ଟେଷ୍ଟିଂ ବଢ଼ାଇବାକୁ ଗୁରୁତ୍ବ ଦେଇଛନ୍ତି ରାଜ୍ୟ ସରକାର । କରୋନା ଟେଷ୍ଟିଂ ଅବଧିକୁ ଏପ୍ରିଲ ୩୦ ତାରିଖ ଯାଏଁ ବଢ଼ାଇଛନ୍ତି ରାଜ୍ୟ…

ରାଜ୍ୟରୁ ଆଉ ୯୨ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ବର : ଆଜି ରାଜ୍ୟରୁ ସୁସ୍ଥ ହୋଇଛନ୍ତି ଆଉ ୯୨ କରୋନା ଆକ୍ରାନ୍ତ । ଖୋର୍ଦ୍ଧାରୁ ସର୍ବାଧିକ ୧୪ ଜଣ ସୁସ୍ଥ ହୋଇଥିବା ବେଳେ, ସମ୍ବଲପୁରରୁ ୧୩ ଓ ସୁନ୍ଦରଗଡ଼ରୁ ୧୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ଯାଜପୁରରୁ ୯ ଜଣ, ମୟୂରଭଞ୍ଜରୁ ୮, ବରଗଡ଼ ଓ ପୁରୀରୁ ୬ ଜଣ…

ରାଜ୍ୟରେ ଚିହ୍ନଟ ହେଲେ ଆଉ ୬୪ ନୂଆ କରୋନା ପଜିଟିଭ

ଭୁବନେଶ୍ୱର: କରୋନା ମହାମାରୀର ନୂଆ ଷ୍ଟ୍ରେନ୍ ଚିନ୍ତା ବଢ଼ାଇଛି । ସଂକ୍ରମଣ ଦିନକୁ ଦିନ ଡରାଉଛି । ୨୪ ଘଣ୍ଟା ରାଜ୍ୟରେ ୧୭ଟି ଜିଲ୍ଲାରୁ ୬୪ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୩୭ ଜଣ କ୍ୱାରେଣ୍ଟାଇନ୍‌ରେ ଥିବା ବେଳେ ୨୭ ଜଣ ରୋଗୀ ସ୍ଥାନୀୟ ସଂକ୍ରମିତ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ…