Latest Odisha News

BREAKING NEWS

Browsing Category

କରୋନା ଅପଡ଼େଟ୍‌

Coronavirus Update

ଅଫଲାଇନରେ ବି ହୋଇପାରିବ ଟିକାକରଣ ପାଇଁ ପଞ୍ଜିକରଣ, ରାଜ୍ୟ ସ୍ୱାସ୍ଥ୍ୟ ବିଭାଗର ନିର୍ଦ୍ଦେଶ

ଭୁବନେଶ୍ୱର: ଆଜିଠୁ ଆରମ୍ଭ ହୋଇଛି ବରିଷ୍ଠ ନାଗରିକଙ୍କୁ ଟିକାକରଣ । ସେମାନଙ୍କ ସୁବିଧା ପାଇଁ ରାଜ୍ୟ ସରକାର ବ୍ୟାପକ ବ୍ୟବସ୍ଥା କରିଛନ୍ତି । କୋ-ଓ୍ୱିନ୍ ଆପରେ ରେଜିଷ୍ଟ୍ରେସନ କରାଯାଉଛି । ରାଜ୍ୟରେ ଅଫଲାଇନରେ ବି ପଞ୍ଜିକରଣ କରିପାରିବେ । ଏନେଇ ସବୁ ଜିଲ୍ଲାପାଳ, ମହାନଗର ନିଗମ କମିଶନର ଓ…

କରୋନା ଟିକା ନେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଦିନ କରୋନା ଟିକା ନେଇଛନ୍ତି । ବିଧାନସଭାର ଡିସପେନସେରୀରେ ସେ ଦିନ ୧୧ଟାରେ କୋଭାକ୍ସିନ୍ ଟିକା ନେଇଛନ୍ତି। ଏହା ପୂର୍ବରୁ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦିଲ୍ଲୀ ଏମ୍‌ସରେ କୋଭିଡ-୧୯ ଟିକା ଗ୍ରହଣ କରିଛନ୍ତି। ଏ ସଂପର୍କରେ ସେ…

ଦେଶରେ ଦିନକରେ ୧୫ ହଜାର କରୋନା ପଜିଟିଭ୍, ସୁସ୍ଥ ହେଲେ ୧୧ ହଜାର ସଂକ୍ରମିତ

ନୂଆଦିଲ୍ଲୀ: ଦେଶରେ ପୁଣି ଥରେ କାୟା ବିସ୍ତାର କରିବା ଆରମ୍ଭ କରିଛି କରୋନା । ଦୈନିକ ସଂକ୍ରମିତ ଓ କୋଭିଡ୍ ଆକ୍ଟିଭ୍ କେସ୍ ବଢୁଛି । ଗତ ୨୪ ଘଣ୍ଟାରେ ସାରା ଦେଶରୁ ଚିହ୍ନଟ ହୋଇଛନ୍ତି ୧୫ହଜାର ୫୧୦ ନୂଆ ଆକ୍ରାନ୍ତ । ଏହି ସମୟରେ ସୁସ୍ଥ ହୋଇଛନ୍ତି ୧୧ହଜାର ୨୮୮ ସଂକ୍ରମିତ । ଦେଶରେ କରୋନା…

ଆଜିଠୁ କୋଭିଡ୍ ଟିକା ନେଉଛନ୍ତି ବରିଷ୍ଠ ନାଗରିକ

ଭୁବନେଶ୍ୱର: ଆଜିଠୁ ଦେଶବ୍ୟାପୀ ଆରମ୍ଭ ହୋଇଛି କୋଭିଡ୍ ଟିକାକରଣ ।  ପ୍ରଥମ ଥର ସାଧାରଣ ଲୋକଙ୍କୁ ଦିଆଯାଉଛି କରୋନା ଟିକା । ୬୦ବର୍ଷରୁ ଅଧିକ ଓ ବହୁବିଧ ରୋଗରେ ପୀଡ଼ିତ ୪୫ ବର୍ଷରୁ ଅଧିକ ଆକ୍ରାନ୍ତଙ୍କୁ ଟିକା ଦିଆଯାଉଛି । ସରକାରୀ ସେଣ୍ଟରରେ ଟିକା ମାଗଣା । ତେବେ ଘରୋଇ ହସ୍ପିଟାଲରେ ଟିକା…

କରୋନା ଯୋଗୁଁ ବୁର୍ଲା ଭିସୁଟରେ ହେବାକୁ ଥିବା ସମସ୍ତ ଅଫଲାଇନ୍ ପରୀକ୍ଷା ବାତିଲ୍

ସମ୍ବଲପୁର : ବୁର୍ଲା ଭିସୁଟରେ ୨୯ ଛାତ୍ରଛାତ୍ରୀ କରୋନା ପଜିଟିଭ୍ ଚିହ୍ନଟ ପରେ ଆଗୁଆ ପଦକ୍ଷେପ ନେଇଛି ପ୍ରଶାସନ । ବୁର୍ଲା ଭିସୁଟରେ କଣ୍ଟେନମେଣ୍ଟ ଘୋଷଣା ପରେ ସମସ୍ତ ଅଫଲାଇନ୍ ପରୀକ୍ଷାକୁ ବାତିଲ୍ କରି ଦିଆଯାଇଛି । ଆସନ୍ତାକାଲି ଠାରୁ ବିଶ୍ୱବିଦ୍ୟାଳୟର ଶେଷ ବର୍ଷ ଛାତ୍ରଛାତ୍ରୀଙ୍କର…

ଆସନ୍ତାକାଲି କୋରାପୁଟ ଜିଲ୍ଲାର ୨୫ଟି କେନ୍ଦ୍ରରେ ହେବ ଟିକାକରଣ

କୋରାପୁଟ : ଆସନ୍ତାକାଲି ରାଜ୍ୟରେ ବୟସ୍କଙ୍କୁ ଦିଆଯିବ ଟିକା । ଏଥିପାଇଁ ସରିଛି ସମସ୍ତ ପ୍ରସ୍ତୁତି । ତେବେ ବିବାଦୀୟ କୋରାପୁଟର କୋଟିଆ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରିଛି ଜିଲ୍ଲା ସ୍ବାସ୍ଥ୍ୟ ବିଭାଗ । ପ୍ରଶାସନ ପକ୍ଷରୁ ଆସନ୍ତକାଲି କୋଟିଆସ୍ଥିତ ନୂଆ ହସ୍ପିଟାଲରେ ବରିଷ୍ଠ ନାଗରିକଙ୍କୁ…

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୫୨ କରୋନା ଆକ୍ରାନ୍ତ

ଭୁବନେଶ୍ବର : କରୋନା ମହାମାରୀ ଭିତରେ ରାଜ୍ୟରୁ ସୁସ୍ଥ ହୋଇଛନ୍ତି ଆଉ ୫୨ ଆକ୍ରାନ୍ତ । ସୁସ୍ଥ ହେବା ପରେ ଏମାନଙ୍କୁ ଡାକ୍ତରଖାନାରୁ ଡିସଚାର୍ଜ କରାଯାଇଛି । ସମ୍ବଲପୁରରୁ ସର୍ବାଧିକ ୧୧ ଜଣ ସୁସ୍ଥ ହୋଇ ଫେରିଥିବା ବେଳେ, ସୁନ୍ଦରଗଡ଼ରୁ ୭ ଜଣ ସୁସ୍ଥ ହୋଇଛନ୍ତି । ସେହିପରି ବଲାଙ୍ଗିରରୁ…

୮୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ତନ୍ମଧ୍ୟରେ ୩୪ ଲୋକାଲ କେସ୍

ଭୁବନେଶ୍ୱର: ରାଜ୍ୟରେ ଦୈନିକ ସଂକ୍ରମିତଙ୍କ ସଂଖ୍ୟା ଖସିବାରେ ଲାଗିଛି । ଗତ ୨୪ ଘଣ୍ଟାରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୮୭ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୫୩ ଜଣ ଥିବା ବେଳେ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୩୪ଟି । ୧୯ ଜିଲ୍ଲା ଓ ଷ୍ଟେଟପୁଲରୁ ଚିହ୍ନଟ ହୋଇଛନ୍ତି…

ଭାରତରେ ୨୪ ଘଣ୍ଟାରେ ୧୬ ହଜାରରୁ ଉର୍ଦ୍ଧ୍ୱ କରୋନା ପଜିଟିଭ, ୧୧୩ ମୃତ

ନୂଆଦିଲ୍ଲୀ: ଭାରତରେ କରୋନାଭାଇରସ୍ (କୋଭିଡ -୧୯) ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ବଢୁଥିବା ବେଳେ ରବିବାର ଦିନ ଏହି ସଂଖ୍ୟା ୧,୧୦,୯୬,୭୩୧କୁ ଛୁଇଁଥିବାନେଇ କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଜଣାପଡିଛି । କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ…

ରାଜ୍ୟରେ ସୁସ୍ଥ ହେଲେ ଆଉ ୫୬ କରୋନା ଆକ୍ରାନ୍ତ

ଭୁବନେଶ୍ବର : କରୋନାର ଦ୍ବିତୀୟ ଲହରକୁ ନେଇ ଦେଶରେ ଚିନ୍ତା ବଢୁଥିବା ବେଳେ, ରାଜ୍ୟରୁ ସୁସ୍ଥ ହୋଇଛନ୍ତି ଆଉ ୫୬ ଆକ୍ରାନ୍ତ । ସୁସ୍ଥ ହେବା ପରେ ସମସ୍ତଙ୍କୁ ହସପିଟାଲରୁ ଡିସଚାର୍ଜ କରାଯାଇଛି । ସୁନ୍ଦରଗଡ଼ରୁ ସର୍ବାଧିକ ୧୦ ଜଣ ସୁସ୍ଥ ହୋଇଥିବା ବେଳେ, ବରଗଡ଼ରୁ ୭ ଜଣ ସୁସ୍ଥ ହୋଇ ଘରକୁ…