Latest Odisha News

BREAKING NEWS

Browsing Category

କରୋନା ଅପଡ଼େଟ୍‌

Coronavirus Update

କରୋନା ପାଇଁ ଅମରାବତୀ ଓ ଆଚଲପୁରରେ ମାର୍ଚ୍ଚ ୮ପର୍ଯ୍ୟନ୍ତ ବଢ଼ିଲା ଲକଡାଉନ

ମୁମ୍ବାଇ : କରୋନାକୁ ନେଇ ଚିନ୍ତାରେ ମହାରାଷ୍ଟ୍ର । ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବାରୁ ଏବେ ଚିନ୍ତାରେ ସରକାର । ସଂକ୍ରମଣ ବଢୁଥିବାରୁ ଏବେ ଅମରାବତୀ ଜିଲ୍ଲାର ୨ଟି ସହରରେ ଲାଗୁ ହୋଇଥିବା ଲକଡାଉନ ଅବଧିକୁ ବଢ଼ାଇଛନ୍ତି ଜିଲ୍ଲାପାଳ । ପ୍ରଥମେ ୭ଦିନ ପାଇଁ ଅମରାବତୀ ଓ ଆଚଲପୁରରେ ଲକଡାଉନ…

କରୋନାରେ ଏବେ ସୁଦ୍ଧା ୪୮ ପୋଲିସ କର୍ମୀଙ୍କ ମୃତ୍ୟୁ: ମନ୍ତ୍ରୀ

ଭୁବନେଶ୍ୱର: କରୋନାରେ ଆଜି ପର୍ଯ୍ୟନ୍ତ ମୋଟ ୪୮ ଜଣ ପୋଲିସ ମୃତ୍ୟୁ ବରଣ କରିଛନ୍ତି ବୋଲି ଶନିବାର ଦିନ ଗୃହମନ୍ତ୍ରୀ ଦିବ୍ୟ ଶଙ୍କର ମିଶ୍ର ବିଧାନସଭାରେ କହିଛନ୍ତି। ଶୂନ୍ୟ କାଳରେ ମନ୍ତ୍ରୀ କହିଛନ୍ତି ଯେ କରୋନା ଡ୍ୟୁଟିରେ ନିୟୋଜିତ ୪୮ ଜଣ ପୋଲିସ କର୍ମୀ ମୃତ୍ୟୁବରଣ କରିଥିଲେ। ତେବେ ୧୦୦୨…

୨୫୦ ଟଙ୍କାରେ କରୋନା ଟିକା

ନୂଆଦିଲ୍ଲୀ : ଆସନ୍ତା ସୋମବାରରୁ ସାରା ଦେଶରେ ଆରମ୍ଭ ହେବ ତୃତୀୟ ପର୍ଯ୍ୟାୟ ଟିକାକରଣ । ଏଥିପାଇଁ ଆରମ୍ଭ ହୋଇଛି ପ୍ରସ୍ତୁତି । ତୃତୀୟ ପର୍ଯ୍ୟାୟରେ ୬୦ ବର୍ଷରୁ ଅଧିକ ବୟସ୍କ ବ୍ୟକ୍ତିଙ୍କୁ ଟିକା ଦିଆଯିବ । ଏଥିସହ ୪୫ ବର୍ଷରୁ ଅଧିକ ବୟସ୍କ ବ୍ୟକ୍ତି ବି ଟିକା ନେବେ । ଯେଉଁମାନେ ବହୁବିଧ…

ମାର୍ଚ୍ଚ ମାସ ପାଇଁ କରୋନା ଗାଇଡ୍‌ଲାଇନ୍‌ ଜାରି କଲେ ରାଜ୍ୟ ସରକାର

ଭୁବନେଶ୍ବର : କରୋନା ପାଇଁ ମାର୍ଚ୍ଚ ମାସର ଗାଇଡଲାଇନ ଜାରି କଲେ ରାଜ୍ୟ ସରକାର । ଜିଲ୍ଲାପାଳ, ସ୍ଥାନୀୟ ଅଧିକାରୀ ସତର୍କତାର ସହ କରିପାରିବେ କଣ୍ଟେନମେଣ୍ଟ । ଜନସଚେତନତା ପାଇଁ ବ୍ୟାପକ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦିଆଯାଇଛି । ବାହାଘର ଓ ଶୁଦ୍ଧିକାର୍ଯ୍ୟରେ ସର୍ବାଧିକ ୫୦୦ ଲୋକଙ୍କୁ…

ଆଜି ଦେଶରୁ ୧୬ ହଜାର କୋଭିଡ୍ ପଜିଟିଭ୍, ୧୧୩ ମୃତ

ନୂଆଦିଲ୍ଲୀ: ଦେଶରେ ପୁଣି ବଢ଼ିଛି ଦୈନିକ କରୋନା କେସ୍ । ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୧୬ହଜାର ୪୮୮ ନୂଆ ଆକ୍ରାନ୍ତ । ଦେଶରେ କରୋନା ସଂକ୍ରମିତଙ୍କ ମୋଟ୍ ସଂଖ୍ୟା ୧କୋଟି ୧୦ଲକ୍ଷ ୭୯ ହଜାର ୯୭୯କୁ ବୃଦ୍ଧି ପାଇଛି । ଦିନକରେ ମହାରାଷ୍ଟ୍ରରେ ସର୍ବାଧିକ ୮ହଜାର ୩୩୩ ନୂଆ ସଂକ୍ରମିତ…

୫ଟି ସଂକ୍ରମଣ ପ୍ରବଣ ରାଜ୍ୟର ଫେରନ୍ତାଙ୍କ ଉପରେ ରହିବ ନଜର

ଭୁବନେଶ୍ୱର: ଓଡ଼ିଶାକୁ ୫’f ରାଜ୍ୟରୁ ଫେରୁଥିବା ଲୋକଙ୍କ ପାଇଁ ଲାଗୁ ହେଲା କଟକଣା । ଏହି ୫ଟି ରାଜ୍ୟ ମହାରାଷ୍ଟ୍ର, କେରଳ, ପଞ୍ଜାବ, ମଧ୍ୟପ୍ରଦେଶ ଓ ଛତିଶଗଡ଼ । ପୂର୍ବରୁ ୧୨ଟି ରାଜ୍ୟ ଫେରନ୍ତାଙ୍କ ଉପରେ ନଜର ରଖିବାକୁ କୁହାଯାଇଥିଲା । ୭ ଦିନ ହୋମ୍‌ ଆଇସୋଲେସନରେ ରହିବା ବାଧ୍ୟତାମୂଳକ ।…

ଆସନ୍ତା ୧ରୁ ଦ୍ୱିତୀୟ ପର୍ଯ୍ୟାୟ କୋଭିଡ୍ ଟିକାକରଣ, ନିଜେ କରିପାରିବେ ପଞ୍ଜିକରଣ

ନୂଆଦିଲ୍ଲୀ: କରୋନା ଟିକାକରଣ ଲାଗି ଆରମ୍ଭ ହୋଇଥିବା CoWIN ଆପରେ ମାର୍ଚ୍ଚ ୧ ତାରିଖରୁ ଆପମ ନିଜେ ନାଁ ପଞ୍ଜିକରଣ କରିପାରିବେ । ଜାତୀୟ ସ୍ୱାସ୍ଥ୍ୟ କର୍ତ୍ତୃପକ୍ଷର ମୁଖ୍ୟ କାର୍ଯ୍ୟକାରୀ ଅଧିକାରୀ ତଥା କୋଭିଡ୍ ଟିକାକରଣ ଏମ୍ପାୱର୍ଡ କମିଟିର ଅଧ୍ୟକ୍ଷ ରାମ ସେବକ ଶର୍ମା ଏନେଇ ସୂଚନା ଦେଇଛନ୍ତି…

ମାର୍ଚ୍ଚ ୩୧ ଯାଏ କୋଭିଡ୍ ଗାଇଡଲାଇନ ବୃଦ୍ଧି ନେଇ କେନ୍ଦ୍ର ଗୃହ ସଚିବଙ୍କ ଚିଠି

ନୂଆଦିଲ୍ଲୀ: ଦେଶରେ କରୋନା ମାମଲା ପୁଣି ବୃଦ୍ଧି ପାଉଥିବା ବେଳେ କେନ୍ଦ୍ର ସରକାର କଟକଣା କଡ଼ାକଡ଼ି କରିଛନ୍ତି । କେନ୍ଦ୍ର ଗୃହ ସଚିବ ଅଜୟ ଭଲ୍ଲା ସମସ୍ତ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳକୁ ଚିଠି ଲେଖି କରୋନା ଗାଇଡଲାଇନ୍ ମାର୍ଚ୍ଚ ୩୧ ଯାଏ ବଢ଼ାଇବା ଲାଗି ନିର୍ଦ୍ଦେଶ ଦେଇଛନ୍ତି । କୋଭିଡ୍…

ଏକ ସପ୍ତାହର ହୋମ୍ ଆଇସୋଲେସନରେ ରହିବେ ୧୨ ରାଜ୍ୟରୁ ଆସୁଥିବା ବ୍ୟକ୍ତି

ଭୁବନେଶ୍ବର : କୋଭିଡ୍ ସଂକ୍ରମଣ ପୁଣି ବୃଦ୍ଧି ପାଇବା ପରେ ଅଧିକ ସତର୍କତାମୂଳକ ପଦକ୍ଷେପ ନେଇଛନ୍ତି ରାଜ୍ୟ ସରକାର । କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଉଥିବାରୁ ଦେଶର ୧୨ଟି ରାଜ୍ୟରୁ ଆସୁଥିବା ବ୍ୟକ୍ତିଙ୍କ ପାଇଁ ଜାରି ହେଲା ଗାଇଡଲାଇନ୍ । ସମସ୍ତେ ଏକ ସପ୍ତାହର ହୋମ୍…

ରାଜ୍ୟରୁ ସୁସ୍ଥ ହେଲେ ଆଉ ୬୩ କରୋନା ଆକ୍ରାନ୍ତ

ଭୁବନେଶ୍ବର : କରୋନାକୁ ନେଇ ଏବେ ସରକାର ସଜାଗ ରହୁଥିବା ବେଳେ, ରାଜ୍ୟରୁ ସୁସ୍ଥ ହୋଇଛନ୍ତି ଆଉ ୬୩ ଆକ୍ରାନ୍ତ । ସୁସ୍ଥ ହେବା ପରେ ସମସ୍ତଙ୍କୁ ଡାକ୍ତରଖାନାରୁ ଡିସଚାର୍ଜ କରାଯାଇଛି । ସୁନ୍ଦରଗଡ଼ରୁ ସର୍ବାଧିକ ୧୧ ଜଣ ସୁସ୍ଥ ହୋଇଥିବା ବେଳେ, ଝାରସୁଗୁଡ଼ାରୁ ୧୦ ଜଣ ସୁସ୍ଥ ହୋଇ ଘରକୁ…