Latest Odisha News

BREAKING NEWS

Browsing Category

କରୋନା ଅପଡ଼େଟ୍‌

Coronavirus Update

ବ୍ରାଜିଲ କିଣିବ କୋଭାକ୍ସିନର ୨ କୋଟି ଡୋଜ

ନୂଆଦିଲ୍ଲୀ: ଭାରତ ବାୟୋଟେକ୍‌ ଦ୍ବାରା ପ୍ରସ୍ତୁତ କୋଭିଡ୍‌-୧୯ ଟିକା କୋଭାକ୍ସିନ୍‌ର କିଣିବ ବ୍ରାଜିଲ । କୋଭାକ୍ସିନର ୨ କୋଟି ଡୋଜ୍‌ କିଣିବା ପାଇଁ ଏକ ଚୁକ୍ତିନାମା ସ୍ବାକ୍ଷର କରିଛି ବ୍ରାଜିଲ । ବ୍ରାଜିଲର ସ୍ବାସ୍ଥ୍ୟ ମନ୍ତ୍ରାଳୟ କହିଛି ଯେ, ଏହି କ୍ରୟର ମୂଲ୍ୟ ୧.୬ ବିଲିୟନ ରିଏସ୍‌…

ମାର୍ଚ୍ଚ ୩୧ ଯାଏ କରୋନା କଟକଣା ବଢ଼ାଇଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ : କିଛି ରାଜ୍ୟରେ ଦେଖାଦେଲାଣି କରୋନାର ଦ୍ବିତୀୟ ଲହର । ଏହାସହ କରୋନାକୁ ନେଇ ଲୋକଙ୍କ ମନରେ ଛନକା ପଶିଲାଣି । ଏସବୁ ଭିତରେ ସାରା ଦେଶରେ ମାର୍ଚ୍ଚ ୩୧ ତାରିଖ ଯାଏ ବଢିଲା କରୋନା କଟକଣା । କରୋନା ସଂକ୍ରମଣକୁ ଦୃଷ୍ଟିରୁ ରଖି ଏଭଳି ନିଷ୍ପତ୍ତି ନେଇଛି କେନ୍ଦ୍ର ଗୃହ ବିଭାଗ ।…

ଭୁବନେଶ୍ୱର ବିମାନବନ୍ଦରରେ ୧୨ଟି ରାଜ୍ୟରୁ ଆସୁଥିବା ଯାତ୍ରୀଙ୍କ ଉପରେ ନଜର

ଭୁବନେଶ୍ୱର: ପଡ଼ୋଶୀ ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢୁଥିବାରୁ ରାଜ୍ୟ ସରକାର ସତର୍କତାମୂଳକ ପଦକ୍ଷେପ ନେଇଛନ୍ତି । ବାହାର ରାଜ୍ୟରୁ ଆସୁଥିବା ଯାତ୍ରୀଙ୍କର ଭୁବନେଶ୍ୱର ବିମାନବନ୍ଦରରେ କୋଭିଡ୍ ସ୍କ୍ରିନିଂକୁ କଡ଼ାକଡ଼ି କରାଯାଇଛି । ୧୨ଟି ରାଜ୍ୟ ମହାରାଷ୍ଟ୍ର, କେରଳ, ମଧ୍ୟପ୍ରଦେଶ,…

ରାଜ୍ୟରେ ବଢୁଛି ଦୈନିକ ସଂକ୍ରମଣ: ଆଜି ଚିହ୍ନଟ ହେଲେ ୯୪ କରୋନା ପଜିଟିଭ୍

ଭୁବନେଶ୍ୱର: ବେଶ କିଛି ଦିନ କମିବା ପରେ ରାଜ୍ୟରେ ପୁଣି ବଢୁଛି ଦୈନିକ କରୋନା ସଂକ୍ରମଣ । ପ୍ରତିଦିନ ଶହେରୁ କମ୍ ଆକ୍ରାନ୍ତ ଚିହ୍ନଟ ହେଉଥିଲେ ବି ସଂଖ୍ୟା ପୂର୍ବ ଅପେକ୍ଷା ଏବେ ବଢ଼ିଛି । ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ସଂକ୍ରମିତ ହୋଇଛନ୍ତି ଆଉ ୯୪ଜଣ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ…

ଦେଶରେ ଦିନକରେ ୧୬ ହଜାର ୫୭୭ ନୂଆ ଆକ୍ରାନ୍ତ, ୧୨୦ ମୃତ

ନୂଆଦିଲ୍ଲୀ: ଦେଶରେ ଗତ ୨୪ ଘଣ୍ଟାରେ ୧୬ ହଜାରରୁ ଅଧିକ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ମୃତ୍ୟୁସଂଖ୍ୟା ୧୨୦ ରହିଛି । ଦିନକରେ ସାରା ଦେଶରେ ସଂକ୍ରମିତ ହୋଇଛନ୍ତି ୧୬ ହଜାର ୫୭୭ । ଯାହାକୁ ମିଶାଇ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୧୦ ଲକ୍ଷ ୬୩ ହଜାର ୪୯୧ କୁ ବୃଦ୍ଧି ପାଇଛି ।…

୩ ଦିନ ମଧ୍ୟରେ ସମସ୍ତ ସ୍ୱାସ୍ଥ୍ୟକର୍ମୀଙ୍କୁ କୋଭିଡ୍ ଟିକା ଦେବାକୁ ସରକାରଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର: ସମସ୍ତ ପଞ୍ଜିକୃତ ସ୍ୱାସ୍ଥ୍ୟକର୍ମୀଙ୍କୁ ଆସନ୍ତା ୩ ଦିନ ମଧ୍ୟରେ କୋଭିଡ୍ ଟିକା ଦେବା ନେଇ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି । ରାଜ୍ୟ ସରକାରଙ୍କ ପକ୍ଷରୁ ଏନେଇ ଜିଲ୍ଲାପାଳ, ମହାନଗର ନିଗମ କମିଶନର ଓ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀଙ୍କୁ ଚିଠି ଲେଖାଯାଇଛି । ସମସ୍ତଙ୍କ…

୧୨ ରାଜ୍ୟ ଫେରନ୍ତାଙ୍କ ଉପରେ ନଜର ରଖ : ACS

ଭୁବନେଶ୍ବର : ଦେଶରେ ଧିରେ ଧିରେ କାୟା ମେଲାଇଲାଣି ମହାମାରୀ କରୋନା । ଯାହାକୁ ନେଇ ଏବେ ଲୋକଙ୍କ ମନରେ ପଶିଲାଣି ଛନକା । ଏଭଳିସ୍ଥିତିରେ ୧୨ଟି ରାଜ୍ୟରୁ ଓଡ଼ିଶାକୁ ଫେରୁଥିବା ପ୍ରବାସୀଙ୍କ ଉପରେ ନଜର ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ପ୍ରଦୀପ୍ତ…

ରାଜ୍ୟରେ ସୁସ୍ଥ ହେଲେ ଆଉ ୬୭ କୋଭିଡ ଆକ୍ରାନ୍ତ

ଭୁବନେଶ୍ବର : ରାଜ୍ୟ ପାଇଁ ଖୁସି ଖବର । କରୋନା ମହାମାରୀ ଭିତରେ ସୁସ୍ଥ ହେଲେ ଆଉ ୬୭ ଆକ୍ରାନ୍ତ । ପୁରୀରୁ ସର୍ବାଧିକ ୧୩ ଜଣ ସୁସ୍ଥ ହୋଇଥିବା ବେଳେ, ସମ୍ବଲପୁରରୁ ୯ ଓ ସୁନ୍ଦରଗଡ଼ରୁ ୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ଅନୁଗୁଳରୁ ୫ ଜଣ, ବାଲେଶ୍ବର ଓ ଝାରସୁଗୁଡ଼ାରୁ ୪ ଜଣ…

ଭାରତ ଆସୁଥିବା ଯାତ୍ରୀଙ୍କ ପାଇଁ କୋଭିଡ୍‌ ନେଗେଟିଭ୍‌ ରିପୋର୍ଟ ବାଧ୍ୟତାମୂଳକ

ନୂଆଦିଲ୍ଲୀ : ଦେଶରେ ପୁଣି ମୁଣ୍ଡ ଟେକିଲାଣି କରୋନା ମହାମାରୀ । ଦିନକୁ ଦିନ ସଂକ୍ରମଣ ବୃଦ୍ଧି ପାଉଥିବାରୁ ଲୋକଙ୍କ ଚିନ୍ତା ବଢ଼ିଲାଣି । ଏହାରି ଭିତରେ ବିଦେଶରୁ ଭାରତ ଅଭିମୁଖେ ଯାତ୍ରା କରୁଥିବା ଯାତ୍ରୀମାନଙ୍କ ପାଇଁ ଏକ ନୂତନ ମାର୍ଗଦର୍ଶିକା ଓ ନିର୍ଦ୍ଦେଶାବଳୀ ଜାରି କରିଛି ଏୟାର…

ରାଜ୍ୟରେ ସାମାନ୍ୟ ବଢିଛି ଦୈନିକ କରୋନା କେସ୍: ୨୪ ଘଣ୍ଟାରେ ୮୯ ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ ଗତକାଲି ଅପେକ୍ଷା ସାମାନ୍ୟ ବଢ଼ିଛି କରୋନା କେସ୍ । ଗତକାଲି ୬୮ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ଆଜି ବାହାରିଛନ୍ତି ୮୯ ପଜିଟିଭ୍ । କ୍ୱାକେଣ୍ଟାଇନରୁ ୫୩ ଜଣ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୩୬ଟି । ଗତକାଲି ୨୧ ଜିଲ୍ଲାରୁ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି…