Latest Odisha News

BREAKING NEWS

Browsing Category

କରୋନା ଅପଡ଼େଟ୍‌

Coronavirus Update

କରୋନା ଟିକାର ଦ୍ବିତୀୟ ଡୋଜ ନେଇ ସ୍ବାସ୍ଥ୍ୟବିଭାଗର କ୍ଲର୍କ ମୃତ୍ୟୁ

ବାରୱାନି: ବାରୱାନି ଜିଲ୍ଲାରେ କରୋନା ଟିକାର ଦ୍ବିତୀୟ ଡୋଜ ନେବା ପରେ ୬୦ ବର୍ଷ ବୟସ୍କା ମହିଳାଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ନାମ ରଜନୀ ସେନ୍। ଯିଏକି ମଧ୍ୟପ୍ରଦେଶ ସ୍ୱାସ୍ଥ୍ୟ ବିଭାଗରେ ଜଣେ କିରାଣୀ ଭାବେ କାର୍ଯ୍ୟରତ ଥିଲେ। ଜିଲ୍ଲାପାଳ ଶିବରାଜ ସିଂ ବର୍ମା ତାଙ୍କ ମୃତ୍ୟୁର ପ୍ରକୃତ…

ପୁଣି ବଢ଼ିଲା ସଂକ୍ରମଣ: ଦେଶରେ ଦିନକରେ ୧୬ ହଜାର ପଜିଟିଭ୍, ୧୩୮ ମୃତ

ନୂଆଦିଲ୍ଲୀ: ଦେଶରେ ପୁଣି କାୟା ବିସ୍ତାର କରିଛି କରୋନା । ୧୫ ହଜାର ପାର କରିଛି ଦୈନିକ ସଂକ୍ରମଣ । ପୁଣି ଥରେ ଶହେ ପାର କରିଛି ଦୈନିକ ମୃତ୍ୟୁସଂଖ୍ୟା । ଗତ ୨୪ ଘଣ୍ଟାରେ ସାରା ଦେଶରୁ ଚିହ୍ନଟ ହୋଇଛନ୍ତି ୧୬ହଜାର ୭୩୮ ନୂଆ ଆକ୍ରାନ୍ତ । ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୧କୋଟି ୧୦ଲକ୍ଷ ୪୬ହଜାର…

ଭୁବନେଶ୍ୱର ବିମାନବନ୍ଦରରେ ରାଜ୍ୟ ବାହାର ଯାତ୍ରୀଙ୍କ ସ୍କ୍ରିନିଂ, କୋଭିଡ୍ ଲକ୍ଷଣ ଥିଲେ ଟେଷ୍ଟିଂ

ଭୁବନେଶ୍ୱର: ଗତ ସପ୍ତାହେ ଭିତରେ ଦେଶର ବିଭିନ୍ନ ରାଜ୍ୟରେ ବଢିଛି କରୋନା କାୟା । ଓଡ଼ିଶାର ପଡ଼ୋଶୀ ରାଜ୍ୟରେ ବି ସଂକ୍ରମଣ ବଢିଛି । କରୋନାର ଦ୍ୱିତୀୟ ଷ୍ଟ୍ରେନକୁ ଦୃଷ୍ଟିରେ ରଖି ରଖି ଭୁବନେଶ୍ୱର ବିମାନବନ୍ଦରରେ ଯାଞ୍ଚକୁ କଡ଼ାକଡ଼ି କରାଯାଇଛି । ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ…

ରାଜ୍ୟରେ ସୁସ୍ଥ ହେଲେ ଆଉ ୯୦ କରୋନା ଆକ୍ରାନ୍ତ

ଭୁବନେଶ୍ବର : କରୋନା ମହାମାରୀ ମଧ୍ୟରେ ରାଜ୍ୟରେ ସୁସ୍ଥ ହେଲେ ଆଉ ୯୦ ଆକ୍ରାନ୍ତ । ସୁସ୍ଥ ହେବା ପରେ ସମସ୍ତଙ୍କୁ ଡାକ୍ତରଖାନାରୁ ଡିସଚାର୍ଜ କରାଯାଇଛି । ସୁନ୍ଦରଗଡ଼ରୁ ସର୍ବାଧିକ ୨୭ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ, ବରଗଡ଼ରୁ ୧୦ ଜଣ ସୁସ୍ଥ ହୋଇଛନ୍ତି । ସେହିପରି ପୁରୀରୁ…

ଆସନ୍ତା ୨୬ରୁ ଯୋରନ୍ଦା ମେଳା ଆରମ୍ଭ: ପୀଠରେ କରୋନା କଟକଣା ଜାରି 

ଢ଼େଙ୍କାନାଳ: ଆସନ୍ତା ଶୁକ୍ରବାରଠାରୁ ୩ ଧରି ପ୍ରସିଦ୍ଧ ଯୋରନ୍ଦା​‌ ମେଳା ଆରମ୍ଭ ହେବାକୁ ଯାଉଛି । ସାରା ବିଶ୍ୱରେ ପ୍ରସିଦ୍ଧ ଲାଭ କରିଥିବା ମହିମା ଧର୍ମର ମୁଖ୍ୟ ପୀଠ ଢ଼େଙ୍କାନାଳର ମହିମା ଗାଦୀରେ ମହିମା ସାଧୁମାନଙ୍କ ଏହି ବାର୍ଷିକ ଉତ୍ସବରେ ଚଳିତବର୍ଷ କରୋନା ସଂକ୍ରମଣ ଆଶଙ୍କା ଯୋଗୁଁ…

ଆଜି ରାଜ୍ୟରୁ ୬୮ କରୋନା ପଜିଟିଭ୍, ନୟାଗଡ଼ ଓ ଢେଙ୍କାନାଳ କରୋନା ମୁକ୍ତ

ଭୁବନେଶ୍ୱର: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିଥିଲେ ବି ରାଜ୍ୟରେ ନିୟନ୍ତ୍ରଣ ଭିତରେ ରହିଛି ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟାରେ ୨୧ ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି ଆଉ ୬୮ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାନରୁ ୪୦ ଜଣ ଥିବା ବେଳେ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୨୮ଟି ।…

ଭୁବନେଶ୍ୱର ବିମାନବନ୍ଦରରେ ସନ୍ଧ୍ୟା ସୁଦ୍ଧା କୋଭିଡ୍ ଟେଷ୍ଟିଂ ସେଣ୍ଟର

ଭୁବନେଶ୍ୱର: ଦେଶରେ ହଠାତ ବଢିଛି ଦୈନିକ କରୋନା ସଂକ୍ରମଣ । ମହାରାଷ୍ଟ୍ର, କେରଳ ସମେତ ୫ଟି ରାଜ୍ୟରେ କରୋନା କେସ୍ ବଢ଼ିବା ପରେ ଓଡ଼ିଶାରେ ସତର୍କତା । ବିମାନରେ ଆସୁଥିବା ଯାତ୍ରୀଙ୍କ କୋଭିଡ୍ ଟେଷ୍ଟିଂ ପାଇଁ ଭୁବନେଶ୍ୱର ବିମାନବନ୍ଦରରେ ଆଜି ସନ୍ଧ୍ୟା ସୁଦ୍ଧା ଟେଷ୍ଟିଂ ସେଣ୍ଟ କରାଯିବ । ଏହି…

ଏହି ୫ ରାଜ୍ୟର ଲୋକଙ୍କ ଦିଲ୍ଲୀ ପ୍ରବେଶ ଉପରେ କଟକଣା, କୋଭିଡ୍ ନେଗେଟିଭ୍ ରିପୋର୍ଟ ବାଧ୍ୟତାମୂଳକ

ନୂଆଦିଲ୍ଲୀ: କରୋନା ପାଇଁ ପୁଣି କଡ଼ାକଡ଼ି ହେଲାଣି କଟକଣା । ୫ଟି ରାଜ୍ୟର ଲୋକଙ୍କ ଦିଲ୍ଲୀ ପ୍ରବେଶ ଉପରେ ଲାଗିଲା କଟକଣା । କୋଭିଡ୍ ନେଗେଟିଭ୍ ରିପୋର୍ଟ ଦେଖାଇଲେ ଏଣ୍ଟ୍ରି ଅନୁମତି ମିଳିବ । ଏହି ୫ଟି ରାଜ୍ୟ ହେଲା ମହାରାଷ୍ଟ୍ର, କେରଳ, ଛତିଶଗଡ଼, ମଧ୍ୟପ୍ରଦେଶ ଓ ପଞ୍ଜାବ । ଏସବୁ ରାଜ୍ୟରେ…

ଦିନକରେ ଭାରତରୁ ୧୩ ହଜାରରୁ ଉର୍ଦ୍ଧ୍ୱ କରୋନା ପଜିଟିଭ, ୧୦୪ ମୃତ

ନୂଆଦିଲ୍ଲୀ: ଭାରତରେ କୋଭିଡ-୧୯ ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ଖସୁଥିବା ବେଳେ ବୁଧବାର ଦିନ ଏହି ସଂଖ୍ୟା ୧,୧୦,୩୦,୧୭୬କୁ ଛୁଇଁଥିବାନେଇ କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଜଣାପଡିଛି । କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟର ସୂଚନା…

ବାବା ରାମଦେବଙ୍କ କରୋନା ଔଷଧ କରୋନିଲର ବିକ୍ରି ଉପରେ ରୋକ୍ ଲଗାଇଲେ ଉଦ୍ଧବ ସରକାର

ମୁମ୍ବାଇ : ଯୋଗଗୁରୁ ବାବା ରାମଦେବଙ୍କ କରୋନା ଔଷଧ କରୋନିଲ୍‌ର ବିକ୍ରି ଉପରେ ରୋକ୍ ଲଗାଇଲେ ମହାରାଷ୍ଟ୍ର ସରକାର । ମହାରାଷ୍ଟ୍ର ଗୃହ ମନ୍ତ୍ରୀ ଅନୀଲ ଦେଶମୁଖ ବାବା ରାମଦେବଙ୍କ ପତଞ୍ଜଳୀ ପକ୍ଷରୁ ଲଞ୍ଚ ହୋଇଥିବା କରୋନା ଔଷଧ କରୋନିଲର ବିକ୍ରି ଉପରେ ରୋକ୍ ଲଗାଇଛନ୍ତି । ବିଶ୍ବ ସ୍ବାସ୍ଥ୍ୟ…