Latest Odisha News
Browsing Category

କରୋନା ଅପଡ଼େଟ୍‌

Coronavirus Update

କାବୁ ପାଉଛି କରୋନା: ୨୪ ଘଣ୍ଟାରେ ଦେଶରୁ ୧୨ ହଜାର ପଜିଟିଭ୍, ୧୧ ହଜାର ସୁସ୍ଥ, ୯୨ ମୃତ

ନୂଆଦିଲ୍ଲୀ: ଦେଶରେ କରୋନା ଚେନ୍ ଭାଙ୍ଗୁଛି । ଦୈନିକ ସଂକ୍ରମଣ ଖସୁଛି । ସୁସ୍ଥ ହାର ବଢୁଛି । ଗତ ୨୪ ଘଣ୍ଟାରେ ସାରା ଦେଶରୁ ଚିହ୍ନଟ ହୋଇଛନ୍ତି ଆଉ ୧୨ହଜାର ୧୯୪ ଜଣ ନୂଆ ଆକ୍ରାନ୍ତ । ଏହି ସମୟରେ ସୁସ୍ଥ ହୋଇଛନ୍ତି ୧୧ହଜାର ୧୦୬ ସଂକ୍ରମିତ । ଦେଶରେ କରୋନା ଆକ୍ରାନ୍ତଙ୍କ ମୋଟ୍ ସଂଖ୍ୟା…

ରାଜ୍ୟରେ କୋଭିଡ୍ ଟିକା ନେଲେଣି ୪ ଲକ୍ଷ ୧୧ ହଜାର ୯୩୯ ଜଣ

ଭୁବନେଶ୍ୱର: ଜାନୁଆରୀ ୧୬ରୁ ରାଜ୍ୟରେ ଆରମ୍ଭ ହୋଇଥିବା କୋଭିଡ୍ ଟିକାକରଣ ଜାରି ରହିଛି । ଆଜି ରାଜ୍ୟର ୧୭୫ଟି ସାଇଟରେ ଟିକାକରଣ ହୋଇଥିବା ବେଳେ ୩୧ଟି ସ୍ଥାନରେ କୋଭାକ୍ସିନ୍ ଟିକା ଦିଆଯାଇଛି । ୧୧୧ଟି ସ୍ଥାନରେ ସ୍ୱାସ୍ଥ୍ୟକର୍ମୀଙ୍କୁ ଟିକା ଦିଆଯାଇଥିବା ବେଳେ ସେଥିରୁ ୨୦ଟିରେ କୋଭାକ୍ସିନ୍…

ଶିଶୁଙ୍କ ଉପରେ କରୋନା ଟିକା ପରୀକ୍ଷା କରିବ ଅକ୍ସଫୋର୍ଡ ୟୁନିଭର୍ସିଟି

ନୂଆଦିଲ୍ଲୀ: କରୋନା ଟିକାକୁ ବ୍ୟବହାରିକ ଅନୁମତି ମିଳିବା ପରେ ସାରା ବିଶ୍ୱରେ ଟୀକାକରଣ ପ୍ରକ୍ରିୟା ଜୋରସୋରରେ ଚାଲିଛି। ଏଭଳି ସମୟରେ ଲଣ୍ଡନର ଅକ୍ସଫୋର୍ଡ ୟୁନିଭର୍ସିଟି ପ୍ରଥମ ଥର ପାଇଁ ପିଲାମାନଙ୍କ ଉପରେ କୋଭିଡ -୧୯ ଟିକା ପରୀକ୍ଷା କରିବାକୁ ନିଷ୍ପତ୍ତି ନେଇଛି। ଯେଉଁଥିପାଇଁ ୬ରୁ ୧୭…

ଓଡ଼ିଶାରୁ ସୁସ୍ଥ ହେଲେ ୧୦୦ ନୂଆ କରୋନା ରୋଗୀ

ଭୁବନେଶ୍ୱର: ଓଡିଶାରୁ ଗତ ୨୪ ଘଣ୍ଟା ମଧ୍ୟରେ ୧୦୦ ନୂଆ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଯାହାକୁ ମିଶାଇ ସୁସ୍ଥତା ସଂଖ୍ୟା ୩ ଲକ୍ଷ ୩୩ ହଜାର ୪୫୧ରେ ପହଞ୍ଚିଛି।…

ରାଜ୍ୟରେ ସୁସ୍ଥ ହେଲେ ଆଉ ୧୦୦ କରୋନା ଆକ୍ରାନ୍ତ

ଭୁବନେଶ୍ବର : ରାଜ୍ୟରେ କରୋନା ସ୍ଥିତି ସୁଧୁରୁଥିବା ବେଳେ, ସୁସ୍ଥ ହୋଇଛନ୍ତି ଆଉ ୧୦୦ ଜଣ ଆକ୍ରାନ୍ତ । ସୁନ୍ଦରଗଡ଼ରୁ ସର୍ବାଧିକ ୨୬ ଜଣ ସୁସ୍ଥ ହୋଇଥିବା ବେଳେ, ଅନୁଗୁଳ ଓ ଖୋର୍ଦ୍ଧାରୁ ୯ ଜଣ ଲେଖାଏଁ ସୁସ୍ଥ ହୋଇଛନ୍ତି । ସେହିପରି ପୁରୀରୁ ୮, କଟକ, ଯାଜପୁର, ସମ୍ବଲପୁରରୁ ୬ ଜଣ…

ବିଶ୍ୱବ୍ୟାପୀ ୨୪ ଘଣ୍ଟାରେ ୪.୧୩ ଲକ୍ଷ ନୂଆ ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ: କରୋନାକୁ ହ୍ରାସ କରିବା ଲାଗି ଅନେକ ଦେଶରେ ଟିକାକରଣ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଆଜି ଦେଶରେ ଏହାର ଦ୍ବିତୀୟ ଡୋଜ୍‌ ମଧ୍ୟ ଆରମ୍ଭ ହେବାକୁ ଯାଉଛି। ଏହା ସତ୍ତ୍ବେ ନୂତନ ମାମଲା ମଧ୍ୟ ଲଗାତାର୍‌ ବଢିବାରେ ଲାଗିଛି। ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ବିଶ୍ୱରେ ୪ ଲକ୍ଷ ୧୩…

ରାଜ୍ୟରେ ୬୦ ତଳକୁ ଖସିଲା ଦୈନିକ କରୋନା କେସ୍, ଅଧା ଓଡ଼ିଶାରେ ନୂଆ ଆକ୍ରାନ୍ତ ଶୂନ

ଭୁବନେଶ୍ୱର: ରାଜ୍ୟରେ କାବୁ ପାଉଛି କରୋନା । ଦୈନିକ ସଂକ୍ରମିତଙ୍କ ସଂଖ୍ୟା ଖସିବାରେ ଲାଗିଛି । ଗତ ୨୪ ଘଣ୍ଟାରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୫୯ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୩୪ ଜଣ ଥିବା ବେଳେ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୨୫ଟି । ୧୫ ଜିଲ୍ଲାରୁ ଚିହ୍ନଟ…

ଦେଶରେ କରୋନାରୁ ସୁସ୍ଥ ହେଲେଣି ୧କୋଟି ୬ଲକ୍ଷ ଆକ୍ରାନ୍ତ, ଲକ୍ଷେ ୪୦ ହଜାର ତଳେ ଆକ୍ଟିଭ୍ କେସ

ନୂଆଦିଲ୍ଲୀ: ଦେଶରେ ଖସୁଚି କରୋନା ଆକ୍ଟିଭ୍ କେସ୍ । ସୁସ୍ଥହାର ବଢୁଛି । ଗତ ୨୪ ଘଣ୍ଟାରେ ସାରା ଦେଶରୁ ଚିହ୍ନଟ ହୋଇଛନ୍ତି ୧୨ହଜାର ୧୪୩ ନୂଆ ଆକ୍ରାନ୍ତ । ଏହି ସମୟରେ ସୁସ୍ଥ ହୋଇଛନ୍ତି ୧୧ହଜାର ୩୯୫ ସଂକ୍ରମିତ । ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧କୋଟି ୮ଲକ୍ଷ ୯୨ହଜାର ୭୪୬କୁ ବୃଦ୍ଧି…

ଓଡ଼ିଶାରୁ ସୁସ୍ଥ ହେଲେ ୭୧ ନୂଆ କରୋନା ରୋଗୀ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ

ଭୁବନେଶ୍ୱର: ଓଡିଶାରୁ ଗତ ୨୪ ଘଣ୍ଟା ମଧ୍ୟରେ ୭୧ ନୂଆ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ଯାହାକୁ ମିଶାଇ ସୁସ୍ଥତା ସଂଖ୍ୟା ୩ ଲକ୍ଷ ୩୩ ହଜାର ୩୫୧ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।…

କାବୁ ପାଉଛି କରୋନା: ଆଜି ସଂକ୍ରମିତ କମ୍, ସୁସ୍ଥ ଅଧିକ

ନୂଆଦିଲ୍ଲୀ: ଦେଶରେ କରୋନା ନିୟନ୍ତ୍ରଣକୁ ଆସୁଛି । ଦୈନିକ ପାଖାପାଖି ୭ ଲକ୍ଷ କୋଭିଡ୍ ଟେଷ୍ଟ ହେଉଛି । ଚିହ୍ନଟ ହେଉଛନ୍ତି ୧୦-୧୫ ହଜାର ଭିତରେ କରୋନା ଆକ୍ରାନ୍ତ । ଗତ ୨୪ ଘଣ୍ଟାରେ ସାରା ଦେଶରୁ ଚିହ୍ନଟ ହୋଇଛନ୍ତି ୯ହଜାର ୩୦୯ ନୂଆ ସଂକ୍ରମିତ । ଏହି ସମୟରେ କରୋନାରୁ ସୁସ୍ଥ ହୋଇଛନ୍ତି…