Latest Odisha News

BREAKING NEWS

Browsing Category

କରୋନା ଅପଡ଼େଟ୍‌

Coronavirus Update

CoWIN ପଞ୍ଜିକରଣ ଲାଗି ଆଧାର ବାଧ୍ୟତାମୂଳକ ନୁହେଁ: ମନ୍ତ୍ରୀ

ନୂଆଦିଲ୍ଲୀ: ଫ୍ରଣ୍ଟଲାଇନ କର୍ମଚାରୀଙ୍କୁ ଟୀକାକରଣ କରିବାର ପ୍ରଥମ ପର୍ଯ୍ୟାୟ ଭାରତରେ ସମ୍ପୂର୍ଣ୍ଣ ହୋଇଥିଲା ବେଳେ ଦ୍ୱିତୀୟ ପର୍ଯ୍ୟାୟରେ ୫୦ ବର୍ଷରୁ ଅଧିକ ବୟସ୍କଙ୍କୁ ଦିଆଯିବ। ଯଦିଓ ସାଧାରଣ ଜନତା କିପରି ଏହି ଟିକା ପାଇଁ ପଞ୍ଜୀକୃତ ହେବେ ସେନେଇ ଏଯାଏଁ ସ୍ପଷ୍ଟ ହୋଇନାହିଁ। ତଥାପି…

ଓଡ଼ିଶାରୁ ଦିନକରେ ୧୦୯ କରୋନା ରୋଗୀ ସୁସ୍ଥ

ଭୁବନେଶ୍ୱର: ଓଡିଶାରୁ ଗତ ୨୪ ଘଣ୍ଟା ମଧ୍ୟରେ ୧୦୯ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ଯାହାକୁ ମିଶାଇ ସୁସ୍ଥତା ସଂଖ୍ୟା ୩ ଲକ୍ଷ ୩୨ ହଜାର ୮୪୨ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।…

ରାଜ୍ୟରେ ଆଉ ୮୨ ନୂଆ କରୋନା ଆକ୍ରନ୍ତ ଚିହ୍ନଟ

ଭୁବନେଶ୍ବର : ଆଜି ରାଜ୍ୟରୁ ଆଉ ୮୨ ନୂଆ କରୋନା ଆକ୍ରନ୍ତ ଚିହ୍ନଟ ହୋଇଛନ୍ତି । ଏହି ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୪୯ ଜଣ ସଂଗରୋଧରୁ ଏବଂ ସ୍ଥାନୀୟ ଅଞ୍ଚଳରୁ ୩୩ ଜଣ ଚିହ୍ନଟ ହୋଇଛନ୍ତି । ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୫ ହଜାର ୫୪୮କୁ ବୃଦ୍ଧି ପାଇଛି । ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର…

ଦେଶରେ ଆଉ ୧୧ ହଜାର ୭୧୩ କରୋନା ସଂକ୍ରମିତ ଚିହ୍ନଟ, ଟିକା ନେଲେଣି ୫୪ ଲକ୍ଷ

ନୂଆଦିଲ୍ଲୀ: ଦେଶରେ କରୋନା ସଂକ୍ରମଣ ସଂଖ୍ୟା ହ୍ରାସ ପାଇଛି । ଅନ୍ୟପଟେ ଜାରି ରହିଛି କୋଭିଡ୍ ଟିକାକରଣ । ଗତ ୨୪ ଘଣ୍ଟାରେ ଦେଶରେ ୧୧ ହଜାର ୭୧୩ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ୯୫ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୪ ହଜାର ୪୮୮ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଏବେ ଦେଶରେ…

ଟିକା ନେଲେ ପୋଲିସ ଡିଜି ଅଭୟ ଓ ବରିଷ୍ଠ ପ୍ରଶାସନିକ ଅଧିକାରୀ

ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି କୋଭିଡ୍ ଟିକାକରଣ । ଆଜି ଟିକା ନେଇଛନ୍ତି ପୋଲିସ ଡିଜି ଅଭୟ । ସେ କଟକ ଇନଡୋର ଷ୍ଟାଡିୟମରେ ଟିକା ନେଇଛନ୍ତି । ଟିକାକରଣ ଅଭିଯାନକୁ ସଫଳ କରିବା ପାଇଁ ସମସ୍ତଙ୍କର ସହଯୋଗ କାମନା କରିଛନ୍ତି ପୋଲିସ ଡିଜି । Sri Abhay, @DGPOdisha was the first…

ଟିକା ନେଲେ ଗଞ୍ଜାମ ଜିଲ୍ଲାପାଳ ଓ ଏସପି

ବ୍ରହ୍ମପୁର: ଆଜିଠୁ ରାଜ୍ୟରେ ଆଗ ଧାଡ଼ିର କରୋନା ଯୋଦ୍ଧାଙ୍କୁ ଆରମ୍ଭ ହୋଇଛି ଟିକାକରଣ । ଗଞ୍ଜାମରେ ଦ୍ୱିତୀୟ ପର୍ଯ୍ୟାୟ ଟିକାକରଣ ଆରମ୍ଭ ହୋଇଥିବା ବେଳେ ଆଜି ଟିକା ନେଇଛନ୍ତି ଜିଲ୍ଲାପାଳ ଓ ଏସପି। ଛତ୍ରପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେ ଓ ଏସପି ବ୍ରିଜେସ…

ଆସନ୍ତାକାଲିଠୁ ଆଗ ଧାଡ଼ିର କରୋନା ଯୋଦ୍ଧାଙ୍କୁ ଦିଆଯିବ ଟିକା

ଭୁବନେଶ୍ବର : ଆସନ୍ତାକାଲିଠୁ ରାଜ୍ୟରେ ଆଗ ଧାଡ଼ିର କରୋନା ଯୋଦ୍ଧାଙ୍କୁ ଦିଆଯିବ ଟିକା । ସାରା ରାଜ୍ୟରେ ପୋଲିସଙ୍କୁ ଦିଆଯିବ କରୋନା ଟିକା । ପ୍ରଥମେ ପୋଲିସ ଡିଜି ଅଭୟ ଟିକା ନେବେ । ଏହାପରେ ଅନ୍ୟ ବରିଷ୍ଠ ପୋଲିସ ଓ ହୋମ୍‌ଗାର୍ଡଙ୍କୁ କରୋନା ଭ୍ୟାକ୍ସିନ ଦିଆଯିବ । ଭୁବନେଶ୍ବରରେ…

ପାକିସ୍ତାନରେ ଫେଲ୍ ମାରିଲା ଚୀନରୁ ଆସିଥିବା କରୋନା ଭ୍ୟାକସିନ୍

ଇସଲାମାବାଦ:ପାକିସ୍ତାନକୁ ଚୀନରୁ କରୋନା ଭ୍ୟାକସିନ୍ ମିଳିଛି । ଚୀନ ପାକିସ୍ତାନକୁ ୫ ଲକ୍ଷ ଡୋଜର ଭ୍ୟାକସିନ୍ ଦେଇଥିଲା କିନ୍ତୁ ଏବେ ପାକିସ୍ତାନ ଚିନ୍ତାରେ ପଡିଯାଇଛି ।  ପାକ୍ କହୁଛି, ସେ ଭ୍ୟାକସିନ୍ ବୟସ୍କଙ୍କ ପାଖରେ କାମ ଦେଉନି । ୬୦ ବର୍ଷରୁ ଅଧିକ ବୟସ୍କଙ୍କ ପାଖରେ ସେ ଭ୍ୟାକସିନ୍…

ଟିକା ନେବେ ପୋଲିସ ଡିଜି, ସବୁ ଜିଲ୍ଲାପାଳ ଓ ଏସପି

ଭୁବନେଶ୍ୱର: କାଲିଠୁ ରାଜ୍ୟରେ ଆଗ ଧାଡ଼ିର କରୋନା ଯୋଦ୍ଧାଙ୍କ ଟିକାକରଣ ଆରମ୍ଭ ହେବ । ଟିକା ନେବେ ପୋଲିସ ଡିଜି । ସେହିପରି ସବୁ ଜିଲ୍ଲାର ଜିଲ୍ଲାପାଳ ଓ ଏସପି ବି ଟିକା ନେବେ । ଲୋକଙ୍କ ମନରେ ଆସ୍ଥା ପ୍ରକଟ କରିବା ପାଇଁ ବରିଷ୍ଠ ପ୍ରଶାସନିକ ଅଧିକାରୀ କୋଭିଡ୍ ଟିକା ନେବେ । ଏନେଇ ରାଜ୍ୟ…

ଆଜି ରାଜ୍ୟରୁ ୯୭ କରୋନା ପଜିଟିଭ୍, ୯ଟି ଜିଲ୍ଲାରୁ ନୂଆ ଆକ୍ରାନ୍ତ ଶୂନ

ଭୁବନେଶ୍ୱର: ରାଜ୍ୟରେ ଏବେ ଦୈନିକ ଶହେରୁ କମ୍ କରୋନା ସଂକ୍ରମିତ ହେଉଛନ୍ତି । ମହାମାରୀ ନିୟନ୍ତ୍ରଣକୁ ଆସୁଛି । ହଜାରେ ତଳକୁ ଖସିଛି କରୋନା ଆକ୍ଟିଭ୍ କେସ୍ । ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୯୭ ନୂଆ ଆକ୍ରାନ୍ତ । କ୍ୱାରେଣ୍ଟାଇନରୁ ୫୮ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି…