Latest Odisha News

BREAKING NEWS

Browsing Category

କରୋନା ଅପଡ଼େଟ୍‌

Coronavirus Update

ବିଶ୍ୱବ୍ୟାପୀ ଗତ ୨୪ ଘଣ୍ଟାରେ ୫.୮୮ ଲକ୍ଷ ନୂଆ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: କରୋନା ସହିତ ମୁକାବିଲା ପାଇଁ ବିଶ୍ୱର ଅନେକ ଦେଶରେ ଟିକାକରଣ ପ୍ରକ୍ରିୟା ଚାଲିଛି। କରୋନାକୁ ପରାସ୍ତ କରିବାକୁ ସମସ୍ତ ପ୍ରୟାସ କରାଯାଉଛି। ଏଥି ସହିତ ସାରା ବିଶ୍ୱରେ କରୋନା ମାମଲା ମଧ୍ୟ ବଢିବାରେ ଲାଗିଛି। ରିପୋର୍ଟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ବିଶ୍ୱରେ ୫ ଲକ୍ଷ ୮୮…

ଦେଶରେ କରୋନାରୁ ସୁସ୍ଥ ହେଲେଣି ପାଖାପାଖି ୯୭% ଆକ୍ରାନ୍ତ

ନୂଆଦିଲ୍ଲୀ: ଦେଶରେ କରୋନା କାୟା ଧୀରେ ଧୀରେ ଖସୁଛି । ଦୈନିକ କମ୍ ଆକ୍ରାନ୍ତଙ୍କ ଚିହ୍ନଟ ହେଉଛନ୍ତି । ପାଖାପାଖି ୯୭ ପ୍ରତିଶତ ସୁସ୍ଥ ହେଲେଣି । ଗତ ୨୪ ଘଣ୍ଟାରେ ସାରା ଦେଶରୁ ସଂକ୍ରମିତ ହୋଇଛନ୍ତି ୧୮ ହଜାର ୮୫୫ ଜଣ । ଏହି ସମୟରେ ସୁସ୍ଥ ହୋଇଛନ୍ତି ୨୦ହଜାର ୭୪୬ ଆକ୍ରାନ୍ତ । ଦେଶରେ ମୋଟ୍…

ଓଡ଼ିଶାରୁ ଦିନକରେ ୧୩୨ କରୋନା ରୋଗୀ ସୁସ୍ଥ

ଭୁବନେଶ୍ୱର: ଓଡିଶାରୁ ଗତ ୨୪ ଘଣ୍ଟା ମଧ୍ୟରେ ୧୩୨ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ଏଥିମଧ୍ୟରେ ସୁନ୍ଦରଗଡ଼ରୁ ସର୍ବାଧିକ ୨୩ ଜଣ ରହିଛନ୍ତି। ତା' ତଳକୁ ପୁରୀରୁ ୨୦ ଜଣ ରହିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।…

ଓଡ଼ିଶାରୁ ୧୧୩ କରୋନା ଆକ୍ରାନ୍ତ ଚିହ୍ନଟ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୧୧୩ ନୂଆ ଆକ୍ରାନ୍ତ । https://twitter.com/IPR_Odisha/status/1354667564392009728?s=19 ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ଅଛନ୍ତି ୬୭ ସଂକ୍ରମିତ ।…

ବିଶ୍ୱବ୍ୟାପୀ ୨୪ ଘଣ୍ଟାରେ ନୂଆ ସଂକ୍ରମିତଙ୍କ ସଂଖ୍ୟା ୫.୭୪ ଲକ୍ଷରୁ ଅଧିକ

ନୂଆଦିଲ୍ଲୀ: ସାରା ବିଶ୍ୱରେ କରୋନା ପ୍ରତି ବିପଦ କମିବାର ନାଁ ନେଉ ନାହିଁ। ରିପୋର୍ଟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ବିଶ୍ୱରେ ୫ ଲକ୍ଷ ୭୪ ହଜାର ୯୪୮ ଟି ନୂଆ କରୋନା ମାମଲା ରିପୋର୍ଟ ହୋଇଛି, ଯାହା ପରେ ମୋଟ ମାମଲା ୧୦ କୋଟି ୧୩ ଲକ୍ଷ ୯୬ ହଜାର ୩୬୬ କୁ ବୃଦ୍ଧି ପାଇଛି। ଏଥି ସହିତ, ଗତ ୨୪…

ଦିନକରେ ଦେଶରୁ ୧୧ ହଜାର କରୋନା ପଜିଟିଭ୍ ଚିହ୍ନଟ, ୧୪ ହଜାର ସୁସ୍ଥ

ନୂଆଦିଲ୍ଲୀ: ଦେଶରେ ଧିରେଧିରେ ଦୈନିକ କରୋନା ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ସାରା ଦେଶରେ ୧୧ ହଜାର ୬୬୬ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି କରୋନାରୁ ଆରୋଗ୍ୟ ଲାଭ କରିଛନ୍ତି ୧୪ ହଜାର ୩୦୧ ସଂକ୍ରମିତ। ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ…

ଦେଶରେ ଟିକା ନେଲେଣି ୨୩ ଲକ୍ଷ ସ୍ବାସ୍ଥ୍ୟକର୍ମୀ

ନୂଆଦିଲ୍ଲୀ : କରୋନା ମୁକାବିଲା ପାଇଁ ସାରା ଦେଶରେ ଜାରି ରହିଛି ଟିକାକରଣ । ବର୍ତ୍ତମାନ ସୁଦ୍ଧା ୨୩ ଲକ୍ଷରୁ ଅଧିକ ସ୍ୱାସ୍ଥ୍ୟସେବା କର୍ମଚାରୀ ଟିକା ନେଇ ସାରିଲେଣି । ଆଜି ପ୍ରାୟ ୩ ଲକ୍ଷ ହିତାଧିକାରୀ ଟିକା ନେଇଛନ୍ତି । ଟିକା ନେବା ପରେ ଏଯାଏଁ କେବଳ ୦.୦୦୦୭ ପ୍ରତିଶତ ଲୋକ ଡାକ୍ତରଖାନାରେ…

ଫେବୃଆରୀ ମାସ ପାଇଁ କରୋନା ଗାଇଡଲାଇନ

ନୂଆଦିଲ୍ଲୀ: ଫେବୃଆରୀ ମାସ ପାଇଁ କେନ୍ଦ୍ର ସରକାର ଜାରି କଲେ କରୋନା ଗାଇଡଲାଇନ। ଜାନୁଆରୀ ମାସ ଭଳି ଫେବୃଆରୀ ମାସର ଗାଇଡଲାଇନରେ ବିଶେଷ କିଛି ପରିବର୍ତ୍ତନ କରାଯାଇନାହିଁ । ପୂର୍ବଭଳି ମାସ୍କ, ସାନିଟାଇଜେସନ ଓ ସାମାଜିକ ଦୂରତା ବଜାୟ ରଖିବାକୁ ପରାମର୍ଶ ଦେଇଛନ୍ତି କେନ୍ଦ୍ର ସରକାର ।…

ରାଜ୍ୟରେ ଆଉ ୧୩୮ ପିଜିଟିଭ୍ ଚିହ୍ନଟ, ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩,୩୪,୬୬୭

ଭୁବନେଶ୍ବର : ରାଜ୍ୟରେ କମୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟା ମଧ୍ୟରେ ୧୩୮ କରୋନା ପିଜିଟିଭ୍ ଚିହ୍ନଟ ହୋଇଛନ୍ତି । ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୩୪ ହଜାର ୬୬୭ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ…

ବିଶ୍ୱବ୍ୟାପୀ କରୋନା ସଂକ୍ରମଣ ସଂଖ୍ୟା ୧୦ କୋଟି ପାର୍‌

ନୂଆଦିଲ୍ଲୀ: ସମଗ୍ର ବିଶ୍ୱରେ କରୋନାର ପ୍ରଭାବ ଜାରି ରହିଛି। ରିପୋର୍ଟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ବିଶ୍ୱରେ ୫ ଲକ୍ଷ ୧୭ ହଜାର ୫୪୩ ଟି ନୂଆ କରୋନା ମାମଲା ରିପୋର୍ଟ ହୋଇଛି। ଏହାସହିତ ମୋଟ ମାମଲା ୧୦ କୋଟି ୦୮ ଲକ୍ଷ ୦୧ ହଜାର ୪୬୫ କୁ ବୃଦ୍ଧି ପାଇଛି। ଏଥି ସହିତ, ଗତ ୨୪ ଘଣ୍ଟା ମଧ୍ୟରେ…