Latest Odisha News

BREAKING NEWS

Browsing Category

କରୋନା ଅପଡ଼େଟ୍‌

Coronavirus Update

ଦେଶରେ ନୂଆ ସଂକ୍ରମିତଙ୍କ ସଂଖ୍ୟା ୧୨,୬୮୯; ସୁସ୍ଥ ହାର ୯୭ ପ୍ରତିଶତ

ନୂଆଦିଲ୍ଲୀ: ଦେଶରେ କରୋନା ମହାମାରୀର ସ୍ଥିତି ସୁଧୁରିବାରେ ଲାଗିଛି। ଗୋଟିଏ ପଟେ ଦେଶରେ କରୋନାରୁ ସୁସ୍ଥ ହେଉଥିବା ରୋଗୀଙ୍କ ସଂଖ୍ୟା ପ୍ରାୟ ୯୭ ପ୍ରତିଶତକୁ ଖସି ଆସିଥିବା ବେଳେ ଅନ୍ୟପଟେ ସକ୍ରିୟ ମାମଲା ମଧ୍ୟ କ୍ରମାଗତ ଭାବେ ହ୍ରାସ ପାଇବାରେ ଲାଗିଛି। ଗତ ୨୪ ଘଣ୍ଟା ବିଷୟରେ କହିବାକୁ ଗଲେ…

ମାସେ ପାଇଁ ଆନ୍ଦୋଳନ ସ୍ଥଗିତ ରଖିଲେ ସ୍ବାସ୍ଥ୍ୟକର୍ମୀ

ଭୁବନେଶ୍ୱର : ମାସେ ପାଇଁ ଆନ୍ଦୋଳନ ସ୍ଥଗିତ ରଖିଲେ ସ୍ବାସ୍ଥ୍ୟକର୍ମୀ । ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ବହୁମୁଖୀ ସ୍ୱାସ୍ଥ୍ୟ କର୍ମୀ ମହାସଂଘର ଆବାହିକା ମମତା ନାୟକ । ରାଜ୍ୟ ସରକାରଙ୍କ ସହ ଆଲୋଚନା ପରେ ଆନ୍ଦୋଳନକୁ ସ୍ଥଗିତ ରଖାଯାଇଛି । ଦାବି ପୂରଣ ନେଇ ପ୍ରତିଶ୍ରୁତି ମିଳିଛି, ତେଣୁ…

ଆସନ୍ତାକାଲିରୁ ଶ୍ରୀମନ୍ଦିର ସେବାୟତ ପରିବାରଙ୍କ କୋଭିଡ ଟେଷ୍ଟ 

ପୁରୀ : କାଲିଠୁ ଶ୍ରୀମନ୍ଦିର ସେବାୟତ ପରିବାରଙ୍କ କୋଭିଡ ଟେଷ୍ଟ କରିବାକୁ ପ୍ରଶାସନ ନିଷ୍ପତ୍ତି ନେଇଛି । ଏକ ମାସ ଧରି ଏହି ଟେଷ୍ଟ ଜାରି ରହିବ । ବଡଦାଣ୍ଡସ୍ଥିତ ଉତ୍କଳ ହିନ୍ଦୀ ବିଦ୍ୟାପୀଠରେ ପ୍ରତିଦିନ ସେବାୟତଙ୍କ ଟେଷ୍ଟ କରାଯିବ । ୨୭ରୁ ଫେବ୍ରୁଆରି ୨୮ ତାରିଖ ମଧ୍ୟରେ ବିଭିନ୍ନ ନିଯୋଗ…

କାଲିଠାରୁ ରାଜ୍ୟରେ ୧ଲକ୍ଷ ୭୩ହଜାର ସ୍ବାସ୍ଥ୍ୟକର୍ମୀଙ୍କୁ ଟିକାକରଣ

ଭୁବନେଶ୍ୱର: ରାଜ୍ୟରେ ସୁରୁଖୁରୁରେ ଚାଲିଛି କୋଭିଡ ଟିକାକରଣ। ଗତକାଲି ସୁଦ୍ଧା ୧ଲକ୍ଷ ୭୭ହଜାର ୯୦ଜଣ ଟାକା ନେଇଛନ୍ତି। ୩ଲକ୍ଷ ୫୦ହଜାର ୭୨୬ ଜଣଙ୍କୁ ଟିକା ଦେବାକୁ ଟାର୍ଗେଟ ଥିଲା। ବାକି ୧ଲକ୍ଷ ୭୩ହଜାର ୬୩୬ଜଣକୁ ଆସନ୍ତାକାଲିଠାରୁ ଟିକାକରଣ କରାଯିବ। ଫେବ୍ରୁଆରୀ ୧୦ ତାରିିିଖ ଯାଏ ଚାଲିବ।…

ଭଲ ଖବର: ରାଜ୍ୟରେ ଶହେ ତଳକୁ ଖସିଲା ଦୈନିକ କରୋନା କେସ୍

ଭୁବନେଶ୍ୱର: କରୋନା ଟିକାକରଣ ବେଳେ ରାଜ୍ୟ ଦେଇଛି ଖୁସି ଖବର । ଶହେ ତଳକୁ ଖସିଲା ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ୯୯ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ଅଛନ୍ତି ୫୮ ଜଣ । ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୪୧ଟି…

ଦେଶରେ ୧୦ ହଜାର ତଳକୁ ଖସିଲା ଦୈନିକ କରୋନା ସଂକ୍ରମଣ

ନୂଆଦିଲ୍ଲୀ: ଭାରତରେ କରୋନା ଟିକାକରଣ ଜାରି ରହିଛି । ଅନ୍ୟପଟେ ହ୍ରାସ୍ ପାଉଥିବା ସଂକ୍ରମିତଙ୍କ ସଂଖ୍ୟା ଆଶ୍ୱସ୍ତି ଆଣିଛି । ଦୈନିକ କରୋନା ସଂକ୍ରମଣ ୧୦ ହଜାର ତଳକୁ ଖସିଛି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସୂଚନା ଦେଇଛି । ଗତ ୨୪ ଘଣ୍ଟାରେ ଦେଶରେ କରୋନା ସଂକ୍ରମଣର ୯ ହଜାର ୧୦୨ଟି…

ଓଡ଼ିଶାରୁ ଦିନକରେ ୧୪୦ କରୋନା ରୋଗୀ ସୁସ୍ଥ, କେଉଁ ଜିଲ୍ଲାରୁ କେତେ

ଭୁବନେଶ୍ୱର: ଓଡିଶାରୁ ଗତ ୨୪ ଘଣ୍ଟା ମଧ୍ୟରେ ୧୪୦ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ଏଥିମଧ୍ୟରେ ସୁନ୍ଦରଗଡ଼ରୁ ସର୍ବାଧିକ ୨୫ ଜଣ ରହିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।…

ଫେବ୍ରୁଆରୀ ୧୪ରୁ ରାଜ୍ୟରେ ଦିଆଯିବ ଦ୍ୱିତୀୟ ଡୋଜ କୋଭିଡ୍ ଟିକା

ଭୁବନେଶ୍ୱର: ରାଜ୍ୟରେ ସଫଳତାର ସହ ଚାଲିଛି କୋଭିଡ୍ ଟିକାକରଣ । ଫେବ୍ରୁଆରୀ ୧୦ ତାରିଖ ସୁଦ୍ଧା ରାଜ୍ୟର ସମସ୍ତ ୩ ଲକ୍ଷ ୫୦ ହଜାର ସ୍ୱାସ୍ଥ୍ୟକର୍ମୀଙ୍କୁ ପ୍ରଥମ ଡୋଜ ଟିକା ଦିଆଯିବ । ଜାନୁଆରି ୧୬ ତାରିଖରେ ପ୍ରଥମ ଡୋଜ ନେଇଥିବା ସ୍ୱାସ୍ଥ୍ୟକର୍ମୀଙ୍କ ଲାଗି ଦ୍ୱିତୀୟ ଡୋଜ କାର୍ଯ୍ୟକ୍ରମ…

ଆଜି ରାଜ୍ୟରୁ ୧୩୦ କରୋନା ପଜିଟିଭ୍, ୬ ଜିଲ୍ଲାରେ ଶୂନ

ଭୁବନେଶ୍ୱର: ଟିକାକରଣ ଭିତରେ ରାଜ୍ୟରେ କାବୁ ପାଉଛି କରୋନା । ଦୈନିକ ସଂକ୍ରମିତଙ୍କ ସଂଖ୍ୟା ଖସିବାରେ ଲାଗିଛି । ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୧୩୦ ନୂଆ ଆକ୍ରାନ୍ତ । ୨୪ ଜିଲ୍ଲାରୁ ନୂଆ ସଂକ୍ରମିତ ବାହାରିଛନ୍ତି । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୭୬ ଜଣ ଓ ଲୋକାଲ୍…

ଭାରତରେ କରୋନାର ଆଉ ୧୩, ୨୦୩ ନୂଆ ମାମଲା, ଟିକା ନେଲେଣି ୧୬ ଲକ୍ଷ

ନୂଆଦିଲ୍ଲୀ: ଦେଶରେ କରୋନା ସଂକ୍ରମଣର ପ୍ରଥମ ମାମଲା ଗତବର୍ଷ ଜାନୁଆରୀରେ ଜଣାପଡ଼ିଥିଲା । ବର୍ଷକ ଭିତରେ ଦେଶରେ ଏକ କୋଟିରୁ ଅଧିକ ଲୋକ କରୋନା ସଂକ୍ରମିତ ହୋଇଛନ୍ତି । ଗତ ୨୪ ଘଣ୍ଟା ଭିତରେ କରୋନାର ୧୩ ହଜାର ୨୦୩ଟି ନୂଆ ମାମଲା ଚିହ୍ନଟ ହୋଇଥିବା ବେଳେ ୧୩୧ ଜଣଙ୍କ ମୃତ୍ୟୁ ହୋଇଛି । ଗତ ୨୪…