Latest Odisha News

BREAKING NEWS

Browsing Category

କରୋନା ଅପଡ଼େଟ୍‌

Coronavirus Update

ସେବାୟତଙ୍କୁ କୋଭିଡ୍ ଟିକା ଦେବାକୁ ସ୍ୱାସ୍ଥ୍ୟ ବିଭାଗକୁ ଅନୁରୋଧ

ପୁରୀ: ଶ୍ରୀମନ୍ଦିର ସେବାୟତଙ୍କୁ କୋଭିଡ୍ ଟିକା ଦିଆଯିବା ନେଇ ସ୍ୱାସ୍ଥ୍ୟ ବିଭାଗ ନିକଟରେ ଶ୍ରୀମନ୍ଦିର ପ୍ରଶାସନ ଅନୁରୋଧ ରଖିଛି । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଏ ନେଇ ମୁଖ୍ୟ ସାସନ ସଚିବଙ୍କୁ ଏକ ଚିଠି ଲେଖି ଜଣାଇଛନ୍ତି । ଆଜିଠୁ ଶ୍ରୀମନ୍ଦିରରେ କୋଭିଡ ନେଗେଟିଭ୍ ରିପୋର୍ଟ ବିନା ଦର୍ଶନ…

କରୋନା ଟିକା ପ୍ରସ୍ତୁତକାରୀ ସେରମ ଇନଷ୍ଟିଚ୍ୟୁଟରେ ଭୟଙ୍କର ନିଆଁ

ପୁଣେ: କରୋନା ମହାମାରୀକୁ ମାତ୍‌ ଦେବା ପାଇଁ ଟିକା ପ୍ରସ୍ତୁତ କରୁଥିବା ପୁଣେ ସ୍ଥିତ ସେରମ ଇନଷ୍ଟିଚ୍ୟୁଟ ଅଫ ଇଣ୍ଡିଆରେ ଭୟଙ୍କର ଅଗ୍ନିକାଣ୍ଡ । ସେରମ ଇନଷ୍ଟିଚ୍ୟୁଟ ପରିସର ମଧ୍ୟରେ ଥିବା ମଞ୍ଜରୀ ଅଞ୍ଚଳରେ ଏହି ଅଗ୍ନିକାଣ୍ଡ ଘଟିଛି । ଏଠାରେ ଥିବା ସେରମ ଟର୍ମିନାଲ-୧ରେ ନିଆଁ ଲାଗିଥିବାରୁ…

ଆଜି ଓଡ଼ିଶାରୁ ଚିହ୍ନଟ ହେଲେ ୧୪୩ କରୋନା ପଜିଟିଭ୍, ୧୯ ଜିଲ୍ଲାରେ ଦୁଇ ଅଙ୍କରୁ କମ୍ ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ସୁରୁଖୁରୁରେ ଟିକାକରଣ ଚାଲଛି । ଏହାରି ଭିତରେ ଦୈନିକ ଖସୁଛି କରୋନା ସଂକ୍ରମଣ । କାବୁ ପାଉଛି ମହାମାରୀ । ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୧୪୩ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୮୪ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହଛି ୫୯ଟି । ୨୩…

ଦ୍ୱିତୀୟ ପର୍ଯ୍ୟାୟରେ ଟିକା ନେବେ ପ୍ରଧାନମନ୍ତ୍ରୀ-ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ: ଦେଶରେ ଜାରି ରହିଛି ପ୍ରଥମ ପର୍ଯ୍ୟାୟ ଟିକାକରଣ । ପ୍ରଥମ ପର୍ଯ୍ୟାୟରେ ସମସ୍ତ ସ୍ବାସ୍ଥ୍ୟକର୍ମୀଙ୍କୁ ଦିଆଯାଉଛି ଟିକା । ଖୁବଶୀଘ୍ର ଆରମ୍ଭ ହେବାକୁ ଥିବା ଦ୍ୱିତୀୟ ପର୍ଯ୍ୟାୟ ଟିକାକରଣରେ ଟିକା ନେବେ ପ୍ରଧାନମନ୍ତ୍ରୀଙ୍କ ସମେତ ଦେଶର ସମସ୍ତ ମୁଖ୍ୟମନ୍ତ୍ରୀ ।…

ଟିକାକରଣର ପଞ୍ଚମ ଦିନ: ଆଜି ରାଜ୍ୟରେ ୩୭ ହଜାର ଟିକାଦାନ ଲକ୍ଷ୍ୟ

ଭୁବନେଶ୍ୱର: ପ୍ରଥମ ପର୍ୟ୍ୟାୟ କରୋନା ଟିକାକରଣର ଆଜି ପଞ୍ଚମ ଦିନ । ଆଜି ୪୩୬ଟି ସେସନରେ ୩୭ହଜାର ୭୬ ଜଣଙ୍କୁ ଟିକା ଦେବାକୁ ଲକ୍ଷ୍ୟ ରଖାଯାଇଛି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ଟିକା ନେଲେଣି ୬୮ହଜାର ୭୪୩ ସ୍ୱାସ୍ଥ୍ୟକର୍ମୀ । ଏହି ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ…

ଦେଶରୁ ୨୪ ଘଣ୍ଟାରେ ୧୫ ହଜାର କରୋନା ପଜିଟିଭ୍ ଚିହ୍ନଟ, ୧୯ ହଜାର ସୁସ୍ଥ

ନୂଆଦିଲ୍ଲୀ: ଦେଶରେ କମିଛି ଦୈନିକ କରୋନା ସଂକ୍ରମଣ । ବଢୁଛି ସୁସ୍ଥଙ୍କ ସଂଖ୍ୟା । ଗତ ୨୪ ଘଣ୍ଟାରେ ସାରା ଦେଶରେ ୭ ଲକ୍ଷରୁ ଅଧି କୋଭିଡ୍ ଟେଷ୍ଟ ହୋଇଛି । ଚିହ୍ନଟ ହୋଇଛନ୍ତି ୧୫ହଜାର ୨୨୩ ନୂଆ ଆକ୍ରାନ୍ତ । ଏହି ସମୟରେ କରୋନାରୁ ଆରୋଗ୍ୟ ଲାଭ କରିଛନ୍ତି ୧୯ହଜାର ୯୬୫ ସଂକ୍ରମିତ । ଦେଶରେ…

ଟିକାକରଣର ଚତୁର୍ଥ ଦିନ: ରାଜ୍ୟରେ ୮୯% ସ୍ୱାସ୍ଥ୍ୟକର୍ମୀଙ୍କୁ ଟିକାଦାନ

ଭୁବନେଶ୍ୱର: ରାଜ୍ୟରେ ପ୍ରଥମ ପର୍ଯ୍ୟାୟ କୋଭିଡ୍‌ ଟିକାକରଣର ବୁଧବାର ଥିଲା ଚତୁର୍ଥ ଦିନ । ଦିନକରେ ୯୩ଟି ସ୍ଥାନରେ ମୋଟ୍ ୮୯% ସ୍ୱାସ୍ଥ୍ୟକର୍ମୀଙ୍କୁ ଟିକାଦାନ ହୋଇଛି । ରାୟଗଡ଼ା ଜିଲ୍ଲାରେ ସର୍ବାଧିକ ୧୮୭% ସ୍ୱାସ୍ଥ୍ୟକର୍ମୀ ଟିକା ନେଇଛନ୍ତି । ରାଜ୍ୟର ୮ଟି ଜିଲ୍ଲାରେ ଶତ ପ୍ରତିଶତ ବା…

ବିଶ୍ୱବ୍ୟାପୀ ୨୪ ଘଣ୍ଟାରେ ସଂକ୍ରମଣ ମାମଲା ୫.୭୩ ଲକ୍ଷରୁ ଅଧିକ ରହିଛି

ନୂଆଦିଲ୍ଲୀ: ସମଗ୍ର ବିଶ୍ୱରେ କରୋନା ଭାଇରସ୍ ବିପର୍ଯ୍ୟୟ ଲାଗି ରହିଛି। ରିପୋର୍ଟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ସାରା ବିଶ୍ୱରେ ୫ ଲକ୍ଷ ୭୩ ହଜାର ୦୭୨ ଟି କରୋନା ସଂକ୍ରମଣ ମାମଲା ରିପୋର୍ଟ ହୋଇଛି। ଏଭଳି ପରିସ୍ଥିତିରେ କରୋନା ବୃଦ୍ଧି ପାଉଥିବା ମାମଲା ଚିନ୍ତାର ବିଷୟ ପାଲଟିଛି। ଏଥି…

ଦେଶରେ ୨ଲକ୍ଷ ତଳକୁ ଖସିଲା କରୋନା ଆକ୍ଟିଭ୍ କେସ୍, ଆଜି ୧୩ ହଜାର ପଜିଟିଭ୍

ନୂଆଦିଲ୍ଲୀ: ଦେଶରେ କ୍ରମାଗତ ଭାବରେ ଖସୁଛି କରୋନା ଆକ୍ଟିଭ୍ କେସ । ଦୈନିକ ସଂକ୍ରମିତଙ୍କ ସଂଖ୍ୟା ବି କମିଛି । ଦେଶରେ ୨ ଲକ୍ଷ ତଳକୁ ଖସିଛି କରୋନା ସକ୍ରିୟ ମାମଲା । ବର୍ତ୍ତମାନ ସୁଦ୍ଧା ୧ଲକ୍ଷ ୯୭ହଜାର ୨୦୧ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି । ଗତ ୨୪ ଘଣ୍ଟାରେ ସାରା ଦେଶରୁ ଚିହ୍ନଟ…

କାଲିଠୁ ପଡୋଶୀ ଦେଶକୁ ଟିକା ଯୋଗାଣ କରିବ ଭାରତ

ନୂଆଦିଲ୍ଲୀ: ଦେଶବ୍ୟାପୀ ସଫଳତାର ସହ କୋଭିଡ ଟିକା କରଣ ଚାଲିଛି। କାଲିଠୁ ପଡୋଶୀ ଦେଶକୁ ଟିକା ଯୋଗାଇବ ଭାରତ। ବାଂଲାଦେଶ, ନେପାଳ, ଭୁଟାନ, ମାଳଦ୍ୱୀପ, ମିଆଁମାର ଓ ସିସଲସକୁ କାଲିଠୁ ଆରମ୍ଭ ହେବ କୋଭିଡ ଟିକା ଯୋଗାଣ। ଟିକା ଯୋଗାଇ ଦେବାକୁ ଏସବୁ ଦେଶରୁ ଅନୁରୋଧ ଆସିଥିଲା। ସେହିପରି ଟିକା…