Latest Odisha News

BREAKING NEWS

Browsing Category

କରୋନା ଅପଡ଼େଟ୍‌

Coronavirus Update

ରାଜ୍ୟରୁ ୨୪ ଘଣ୍ଟାରେ ୨୨୪ କରୋନା ପଜିଟିଭ୍, ପାଞ୍ଚ ଜିଲ୍ଲାରେ ନୂଆ ଆକ୍ରାନ୍ତ ଶୂନ

ଭୁବନେଶ୍ୱର: ରାଜ୍ୟରେ ନିୟନ୍ତ୍ରଣ ଭିତରେ ରହିଛି ଦୈନିକ କରୋନା ସଂକ୍ରମଣ । ପ୍ରତିଦିନ ତିନି ଶହରୁ କମ୍ ନୂଆ ଆକ୍ରାନ୍ତ ବାହାରୁଛନ୍ତି । ଗତ ୨୪ଘଣ୍ଟାରେ ସାରା ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୨୨୬ ପଜିଟିଭ୍ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୧୩୧ ଓ ଲୋକାଲ କଣ୍ଟାକ୍ଟ କେସ୍ ରହିଛି ୯୪ଟି । ୨୫…

ବିଶ୍ୱବ୍ୟାପୀ କରୋନା ସଂକ୍ରମିତଙ୍କ ସଂଖ୍ୟା ୯.୧୨ କୋଟି ପାର୍‌

ନୂଆଦିଲ୍ଲୀ: ସମଗ୍ର ବିଶ୍ୱରେ କରୋନା ପ୍ରକୋପ ଜାରି ରଖିଛି। ଗତ ୨୪ ଘଣ୍ଟା ମଧ୍ୟରେ ବିଶ୍ୱରେ ୫ ଲକ୍ଷ ୫୫ ହଜାରରୁ ଅଧିକ ନୂଆ କରୋନା ମାମଲା ରିପୋର୍ଟ ହୋଇଛି। ଏହାକୁ ମିଶାଇ ମୋଟ ମାମଲା ୯ କୋଟି ୧୨ ଲକ୍ଷ ୮୨ ହଜାର କୁ ବୃଦ୍ଧି ପାଇଛି। କରୋନାର ବଢୁଥିବା ସଂଖ୍ୟା ଏବେ ଚିନ୍ତାର ବିଷୟ…

ସାଇନା ନେହୱାଲଙ୍କୁ କରୋନା, ଚାମ୍ପିଅନସିପ୍ ଖେଳିବାକୁ ଯାଇଥିଲେ ଥାଇଲାଣ୍ଡ

ନୂଆଦିଲ୍ଲୀ: ବ୍ୟାଡମିଣ୍ଟନ ଷ୍ଟାର ସାଇନା ନେହୱାଲ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସାଇନା ବ୍ୟାଡମିଣ୍ଟନ ଟୁର୍ଣ୍ଣାମେଣ୍ଟ ଖେଳିବା ପାଇଁ ଥାଇଲ୍ୟାଣ୍ଡ ଗସ୍ତରେ ଥିବା ବେଳେ ସେ ପଜିଟିଭ ଚିହ୍ନଟ ହୋଇଛନ୍ତି। ଯାହା ପରେ ତାଙ୍କୁ ହସ୍ପିଟାଲରେ କ୍ବାରେଣ୍ଟାଇନ କରାଯାଇଛି। ତେବେ ଏହା…

ଦେଶରେ ୧୨ ହଜାରକୁ ଖସିଲା ଦୈନିକ କରୋନା ପଜିଟିଭ୍ କେସ୍

ନୂଆଦିଲ୍ଲୀ: ଦେଶରେ କ୍ରମାଗତ ଖସୁଛି ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟାରେ ସାରା ଦେଶରେ ୮ ଲକ୍ଷରୁ ଅଧିକ କୋଭିଡ୍ ଟେଷ୍ଟ ହୋଇଛି । ଚିହ୍ନଟ ହୋଇଛନ୍ତି ୧୨ହଜାର ୫୮୪ ନୂଆ ଆକ୍ରାନ୍ତ । ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧କୋଟି ୪ଲକ୍ଷ ୭୯ହଜାର ୧୭୯କୁ ବୃଦ୍ଧି ପାଇଛି ।…

ଦେଶବ୍ୟାପୀ ଟିକା ପରିବହନ, ବିଭିନ୍ନ ରାଜ୍ୟକୁ ପଠାଯାଉଛି ୫୬ଲକ୍ଷ ଡୋଜ୍

ନୂଆଦିଲ୍ଲୀ: ୧୬ ତାରିଖରେ କରୋନା ବିରୋଧୀ ଲଢ଼େଇରେ ମହାଅଭିଯାନ ଆରମ୍ଭ କରିବ ଭାରତ । ଟିକାକରଣ ପୂର୍ବରୁ ଆରମ୍ଭ ହୋଇଛି ଟିକା ପରିବହନ । ଆଜି ଦେଶର ବିଭିନ୍ନ ରାଜ୍ୟକୁ ପରିବହନ ଆରମ୍ଭ ହୋଇଛି । ପୁଣେରୁ ବିମାନ ଯୋଗେ ପଠାଯାଉଛି ୫୬.୫ଲକ୍ଷ ଡୋଜ୍ କରୋନା ଟିକା । ଏନେଇ ସୂଚନା ଦେଇଛନ୍ତି କେନ୍ଦ୍ର…

ଆଜି ଓଡ଼ିଶାରେ ପହଞ୍ଚିବ ‘କୋଭିସିଲ୍ଡ’ ଭ୍ୟାକସିନ୍

ଭୁବନେଶ୍ୱର: ଆଜିଠୁ ସାରା ଦେଶରେ ଆରମ୍ଭ ହୋଇଛି ଟିକା ପରିବହନ । ବିଭିନ୍ନ ରାଜ୍ୟକୁ ସେରମ୍ ଇନଷ୍ଟିଚ୍ୟୁଟର କୋଭିଡସିଲ୍ଡ ଟିକା ପରିବହନ ଆରମ୍ଭ ହୋଇଛି । ଆଜି ପୁଣେରୁ ଭୁବନେଶ୍ୱରକୁ ଆସିବ କୋଭିସିଲ୍ଡ ଟିକା । ସ୍ୱତନ୍ତ୍ର ସ୍ପାଇସ ଜେଟ୍ ବିମାନରେ ଅପରାହ୍ନ ୪ଟା ୨୦ରେ ଭୁବନେଶ୍ୱର ବିମାନବନ୍ଦରରେ…

ସେରମ ଇନଷ୍ଟିଚ୍ୟୁଟରୁ ବାହାରିଲା ଭ୍ୟାକସିନ୍ ଗାଡ଼ି

ନୂଆଦିଲ୍ଲୀ: ଟିକାକରଣ ଦିଗରେ ଆଉ ପାଦେ ଆଗେଇଛି ଭାରତ। ସେରମ ଇନଷ୍ଟିଚ୍ୟୁଟରୁ ବାହାରିଲା ଭ୍ୟାକସିନ ଗାଡ଼ି। ଆଜି କେନ୍ଦ୍ର ସରକାର ପରଚେଜ୍ ଅର୍ଡର କରିଥିଲେ। ଏହାର କିଛି ସମୟ ପରେ ସେରମ ଇନଷ୍ଟିଚ୍ୟୁଟରୁ ବାହାରିଥିଲା ଭ୍ୟାକସିନ ଗାଡ଼ି। ସେଣ୍ଟ୍ରାଲ ହବରୁ ସବ୍ ସେଣ୍ଟ୍ରାଲ ହବ୍ ଓ ସେଠାରୁ ସବୁ…

ଓଡ଼ିଶାରୁ ୨୨୮ କରୋନା ସଂକ୍ରମିତ ସୁସ୍ଥ

ଭୁବନେଶ୍ୱର: ଓଡିଶାରୁ ଗୋଟିଏ ଦିନରେ ପ୍ରାୟ ୨୨୮ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ଯାହାକୁ ମିଶାଇ ସୁସ୍ଥତା ୩ ଲକ୍ଷ ୨୮ ହଜାର ୨୭୧ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଷ୍ଟେଟ୍ ପୁଲ ସମେତ ୨୪ ଜିଲ୍ଲାରୁ କରୋନା ରୋଗୀ ସୁସ୍ଥ…

ମାଗଣାରେ ୩ କୋଟି କୋଭିଡ ଯୋଦ୍ଧାଙ୍କୁ ମିଳିବ ଟିକା, ଖର୍ଚ୍ଚ ବହନ କରିବେ କେନ୍ଦ୍ର ସରକାର : ମୋଦି

ନୂଆଦିଲ୍ଲୀ : ପ୍ରଥମ ପର‌୍ୟାୟରେ ୩ କୋଟି କୋଭିଡ ଯୋଦ୍ଧାଙ୍କୁ ମାଗଣାରେ କରୋନା ଟିକା ବାଣ୍ଟିବେ କେନ୍ଦ୍ର ସରକାର । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଭିଡିଓ କନଫରେନସିଂରେ ଟିକାକରଣ ନେଇ ଆଲୋଚନା କରିବା ଅବସରରେ ଏହି ସୂଚନା ଦେଇଛନ୍ତି ।…

ଭୁବନେଶ୍ୱରରେ ଦିନକରେ ୭ ଆକ୍ରାନ୍ତ ଓ ୭ ସୁସ୍ଥ

ଭୁବନେଶ୍ୱର: ଭୁବନେଶ୍ୱରରୁ କରୋନା ସଂକ୍ରମିତ ସଂଖ୍ୟା କମୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ଟ୍ବିଟ କରି ସୂଚନା ଦେଇଛି। ଚିହ୍ନଟ ନୂଆ ୭ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧରୁ କେବଳ ୨ ଜଣ କରୋନା ପଜିଟିଭ…