Latest Odisha News

BREAKING NEWS

Browsing Category

କରୋନା ଅପଡ଼େଟ୍‌

Coronavirus Update

ଦୈନିକ ସଂକ୍ରମଣରେ ସାମାନ୍ୟ ବୃଦ୍ଧି: ୨୪ ଘଣ୍ଟାରେ ରାଜ୍ୟରୁ ୨୬୦ କରୋନା ପଜିଟିଭ୍

ଭୁବନେଶ୍ୱର: ଗତକାଲି ଅପେକ୍ଷା ଆଜି ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ସାମାନ୍ୟ ବଢ଼ିଛି । ଗତ ୨୪ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୨୬୦ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୧୫୧ ଜଣ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୧୦୯ଟି । ଆଜି ୨୯ ଜିଲ୍ଲାରୁ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି…

ଦେଶରୁ ୨୪ ଘଣ୍ଟାରେ ୧୮, ୬୪୫ କରୋନା ପଜିଟିଭ୍, ୨୦୧ ମୃତ

ନୂଆଦିଲ୍ଲୀ: ଦେଶରେ କୋଟିଏରୁ ଅଧିକ କରୋନା ସଂକ୍ରମିତ ହୋଇଛନ୍ତି । ସୁସ୍ଥସଂଖ୍ୟା ବି କୋଟିଏ ପାର କରିଛି । ଗତ ୨୪ ଘଣ୍ଟାରେ ସାରା ଦେଶରୁ ୧୮ହଜାର ୬୪୫ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି ସମୟରେ ସୁସ୍ଥ ହୋଇଛନ୍ତି ୧୯ ହଜାର ୨୯୯ ଆକ୍ରାନ୍ତ । ଦେଶରେ କରୋନା ଆକ୍ରାନ୍ତଙ୍କ ମୋଟ୍ ସଂଖ୍ୟା…

ଓଡ଼ିଶାରୁ ସୁସ୍ଥ ହେଲେ ଆଉ ୨୬୯ କରୋନା ସଂକ୍ରମିତ

ଭୁବନେଶ୍ୱର: ଓଡିଶାରୁ ଗୋଟିଏ ଦିନରେ ପ୍ରାୟ ୨୬୯ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ଯାହାକୁ ମିଶାଇ ସୁସ୍ଥତା ୩ ଲକ୍ଷ ୨୭ ହଜାର ୮୦୩ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଜାଣନ୍ତୁ, କେଉଁ ଜିଲ୍ଲାରୁ କେତେ ଆରୋଗ୍ୟ ଲାଭ…

କରୋନା ନୂଆ ଷ୍ଟ୍ରେନ୍‌: ଦେଶରେ ଏପର୍ଯ୍ୟନ୍ତ ମୋଟ ୯୦ ଜଣ ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ: ଏପର୍ଯ୍ୟନ୍ତ ଭାରତରେ ବ୍ରିଟେନରୁ କୋଭିଡ-୧୯ ର ନୂତନ ଷ୍ଟ୍ରେନରେ ମୋଟ ୯୦ ଜଣ ଲୋକ ସଂକ୍ରମିତ ହୋଇଛନ୍ତି। ଏ ନେଇ ଦେଶର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ସେମାନଙ୍କୁ ପୃଥକ ଭାବରେ ରଖାଯାଇଛି। ବ୍ରିଟେନରେ କୋଭିଡ-୧୯ ର ନୂତନ ଟ୍ରେନ ସହିତ ଏକ ସମ୍ବେଦନଶୀଳତା…

ଆଜି ରାଜ୍ୟରୁ ୨୦୬ କରୋନା ପଜିଟିଭ୍, ୭ଜିଲ୍ଲାରେ ନୂଆ ସଂକ୍ରମିତ ଶୂନ

ଭୁବନେଶ୍ୱର: ରାଜ୍ୟରେ କମୁଛି ଦୈନିକ କରୋନା ସଂକ୍ରମିଣ । ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୨୦୬ ନୂଆ ଆକ୍ରାନ୍ତ । କ୍ୱାରେଣ୍ଟାଇନରୁ ୧୧୯ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ୮୭ଟି ରହିଛି । ରାଜ୍ୟର ୨୩ଜିଲ୍ଲାରୁ ନୂଆ ସଂକ୍ରମିତ ବାହାରିଛନ୍ତି । ୭ଟି ଜିଲ୍ଲା ନୟାଗଡ଼, କନ୍ଧମାଳ, କଳାହାଣ୍ଡି,…

କମୁଛି କରୋନା ଆକ୍ଟିଭ୍ କେସ୍: ଦେଶରେ କରୋନା ସୁସ୍ଥହାର ୯୬%, ଆକ୍ଟିଭ୍ କେସ୍ ୨.୧୫%

ନୂଆଦିଲ୍ଲୀ: ଦେଶରେ ଧୀରେ ଧୀରେ କରୋନା କାୟା କମିବାରେ ଲାଗିଛି । ଦୈନିକ କମ୍ ସଂକ୍ରମିତ ହେଉଛନ୍ତି । ବଢୁଛି ସୁସ୍ଥ ହାର । ଆକ୍ଟିଭ୍ କେସ୍ କମିବାରେ ଲାଗିଛି । ଏବେ ଦେଶରେ ରହିଛି ୨ଲକ୍ଷ ୨୪ହଜାର ୧୯୦ଟି ଆକ୍ଟିଭ୍ କେସ୍ । ଗତ ୨୪ ଘଣ୍ଟାରେ ସାରା ଦେଶରୁ ଚିହ୍ନଟ ହୋଇଛନ୍ତି ୧୮ହଜାର ୨୨୨ ନୂଆ…

ଟିକା ସୁରକ୍ଷା ପାଇଁ ଜାରି ହେଲା ଏସଓପି, କଡାକଡ଼ି ପାଳନ କରିବାକୁ ନିର୍ଦ୍ଦେଶନାମା

ଭୁବନେଶ୍ୱର: ଆସନ୍ତା ସପ୍ତାହରୁ ଦେଶରେ ଆରମ୍ଭ ହୋଇପାରେ କରୋନା ଟିକାକରଣ । ତାପୂର୍ବରୁ ଦୁଇଟି ପର୍ଯ୍ୟାୟରେ ଡ୍ରାଏ ରନ୍ ହୋଇଛି । ଏବେ ଟିକାଗୁଡ଼ିକର ରକ୍ଷଣାବେକ୍ଷଣ ଓ ସୁରକ୍ଷା ପାଇଁ ଏସଓପି ଜାରି ହୋଇଛି । ଆଜି ସବୁ ଜିଲ୍ଲା ଓ ମହାନଗର ନିଗମକୁ ଏସଓପିକୁ କଡ଼ାକଡ଼ି ପାଳନ କରିବା ପାଇଁ…

କରୋନା ଟିକା ଜନିତ ମିଥ୍ୟା ସୂଚନାକୁ ବିଶ୍ବାସ କରନ୍ତୁନି: ଡିଏମଇଟି ନିର୍ଦ୍ଦେଶକ

ଭୁବନେଶ୍ୱର: କରୋନା ଟୀକାକରଣ ପାଇଁ କୌଣସି Duplicate Aapରେ ବିଶ୍ୱାସ କରନ୍ତୁ ନାହିଁ।। ଟୀକାକୁ ମାଗଣାରେ ଦେବାକୁ ସରକାର ଘୋଷଣା କରିଛନ୍ତି ବୋଲି ଶୁକ୍ରବାର ଦିନ କହିଛନ୍ତି ଡିଏମଇଟି ନିର୍ଦ୍ଦେଶକ ସିବିକେ ମହାନ୍ତି। କରୋନା ଟିକା ଜନିତ ମିଥ୍ୟା ସୂଚନାରୁ ଦୂରେଇ ରୁହନ୍ତୁ ନଚେତ୍…

କରୋନା ନ୍ୟୁ ଷ୍ଟ୍ରେନ୍‌; ଦେଶରେ ଏପର୍ଯ୍ୟନ୍ତ ମୋଟ ୮୨ ଜଣ ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ: ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରଣାଳୟ କରୋନା ଭାଇରସର ନୂତନ ଷ୍ଟ୍ରେନ୍‌ରେ ସଂକ୍ରମିତ ହୋଇଥିବା ବ୍ୟକ୍ତିଙ୍କ ସରକାରୀ ତଥ୍ୟ ଦର୍ଶାଇ କହିଛି ଯେ ବ୍ରିଟେନରୁ ଏପର୍ଯ୍ୟନ୍ତ ମୋଟ ୮୨ ଜଣ ଲୋକ କରୋନା ନ୍ୟୁ ଷ୍ଟ୍ରେନ୍‌ର ସମ୍ମୁଖୀନ ହୋଇଛନ୍ତି। ଦେଶରେ ଟିକା ଉପରେ ମଧ୍ୟ ଦ୍ରୁତ…

ଓଡ଼ିଶାର ୧୧୦ଟି ସାଇଟରେ ଟିକାକରଣ ଡ୍ରାଏ ରନ୍‌

ଭୁବନେଶ୍ୱର: ସାରା ଦେଶରେ କରୋନା ଟିକାକରଣ ପୂର୍ବରୁ ଚାଲିଛି ଦ୍ୱିତୀୟ ପର୍ୟ୍ୟାୟ ଡ୍ରାଏ ରନ୍ । ଓଡ଼ିଶାରେ ୧୧୦ଟି ସେସନ୍ସ ସାଇଟରେ ଡ୍ରାଏ ରନ୍ କରାଯାଉଛି । ପ୍ରାଇମେରୀ ସ୍ୱାସ୍ଥ୍ୟକେନ୍ଦ୍ର, ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଓ ମେଡିକାଲ କଲେଜରେ ଚାଲିଛି ଟିକାକରଣର ରିହରସାଲ୍ । ଏହି ସୂଚନା…