Latest Odisha News
Browsing Category

କରୋନା ଅପଡ଼େଟ୍‌

Coronavirus Update

ଆଜିଠୁ ଦେଶରେ ପ୍ରିକସନ୍ ଡୋଜ୍ ଟିକାକରଣ

ନୂଆଦିଲ୍ଲୀ: ଆଜିଠୁ ଦେଶବ୍ୟାପୀ ଆରମ୍ଭ ହୋଇଛି ପ୍ରିକସନ୍ ଡୋଜ୍ ଟିକାକରଣ । ବିଭିନ୍ନ ସରକାରୀ ଓ ବେସରକାରୀ ଟିକାଦାନ କେନ୍ଦ୍ରରେ ପ୍ରିକସନ୍ ଡୋଜ୍ ଦିଆଯାଉଛି । ସ୍ୱାସ୍ଥ୍ୟକର୍ମୀ, ଫ୍ରଣ୍ଟ ଲାଇନ୍ ୱାର୍କର୍ସ ଓ ୬୦ ବର୍ଷରୁ ଅଧିକ ବହୁବିଧ ରୋଗରେ ପୀଡ଼ିତଙ୍କୁ ଦିଆଯାଉଛି ପ୍ରିକସନ୍ ଡୋଜ୍ ।…

ଦେଶରେ ଦୁଇ ଲକ୍ଷ ମୁହାଁ କରୋନା କେସ୍, ଆକ୍ଟିଭ୍ କେସ୍ ୭ ଲକ୍ଷ ଟପିଲା

ନୂଆଦିଲ୍ଲୀ: ଦେଶରେ ଦୁଇ ଲକ୍ଷ ମୁହାଁ ହେଲାଣି ଦୈନିକ କରୋନା କେସ୍ । କାଲି ଦେଢ଼ ଲକ୍ଷ ପାର କରିଥିଲା । ୨୪ ଘଣ୍ଟାରେ ସାରା ଦେଶରୁ ଚିହ୍ନଟ ହୋଇଛନ୍ତି ଆଉ ଲକ୍ଷେ ୭୯ ହଜାର କରୋନା ଆକ୍ରାନ୍ତ । ଗତକାଲି ଅପେକ୍ଷା ସଂକ୍ରମିତଙ୍କ ସଂଖ୍ୟା ୧୨.୬ ପ୍ରତିଶତ ବଢ଼ିଛି । ଆଜି ଦେଶରେ ପଜିଟିଭ୍ ହାର…

ଆଜି ଓଡ଼ିଶାରୁ ୪୮୨୯ କରୋନା ପଜିଟିଭ୍, ୩ ଜିଲ୍ଲାରେ ଦ୍ରୁତ ବଢୁଛି

ଭୁବନେଶ୍ୱର: ରାଜ୍ୟରେ ୫ ହଜାର ମୁହାଁ ହୋଇଛି ଦୈନିକ କରୋନା ସଂକ୍ରମଣ । ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୪୮୨୯ ପଜିଟିଭ୍ । ୦-୧୮ ଭିତରେ ୪୪୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କ୍ୱାରେଣ୍ଟିନରୁ ୨୮୨୩ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୨୦୦୬ଟି । ସଂକ୍ରମଣରେ ଚିନ୍ତା ବଢ଼ାଇଛନ୍ତି ୩ଟି ଜିଲ୍ଲା…

SCB ନର୍ସିଂ ହଷ୍ଟେଲରେ ୨୮ ଛାତ୍ରୀଙ୍କୁ କରୋନା

କଟକ: ରାଜ୍ୟରେ ମାଡ଼ି ଚାଲିଛି କରୋନା ସଂକ୍ରମଣ। କଟକ ଏସସିବି ବିଏସସି ନର୍ସିଂ କଲେଜ ହଷ୍ଟେଲରେ ପଶିଲା କରୋନା । ୨୮ ଜଣ ଛାତ୍ରୀ ପଜିଟିଭ ଚିହ୍ନଟ ହୋଇଛନ୍ତି। ଦୁଇ ଦିନରେ ଏମାନେ ସଂକ୍ରମିତ ହୋଇଛନ୍ତି। ସମସ୍ତ ଆକ୍ରାନ୍ତ ଛାତ୍ରୀ ହଷ୍ଟେଲରେ ଆଇସୋଲେସନରେ ଅଛନ୍ତି। ପଜିଟିଭ ଚିହ୍ନଟ…

ଆଜି ଦେଶରେ କୋଭିଡ ସ୍ଥିତି ପରଖିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଦେଶରେ ଦୈନିକ କରୋନା ସଂକ୍ରମଣ ଦେଢ଼ ଲକ୍ଷ ଟପିଛି। ଆଗକୁ ଆହୁରି ବଢିବା ଆଶଙ୍କା ରହିଛି। ଆଜି ଦେଶରେ କରୋନା ସ୍ଥିତି ସମୀକ୍ଷା କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଅପରାହ୍ନ ସାଢେ଼ ୪ ଟାରେ ଉଚ୍ଚସ୍ତରୀୟ ବୈଠକରେ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ। ସ୍ବାସ୍ଥ୍ୟ ବିଭାଗ…

କୋଭିଡ୍ ରେଡ୍ ଜୋନରେ ଖୋର୍ଦ୍ଧା, ସମ୍ୱଲପୁର ଓ ସୁନ୍ଦରଗଡ଼

ଭୁବନେଶ୍ୱର: ରାଜ୍ୟରେ ୫ ହଜାର ମୁହାଁ ହୋଇଛି ଦୈନିକ କରୋନା କେସ୍ । ଆଜି ୪ହଜାର ୭୧୪ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଜାନୁଆରୀ ୧ ତାରିଖରେ ଦୈନିକ ସଂକ୍ରମିତଙ୍କ ସଂଖ୍ୟା ୨୯୮ ଥିଲା । ୯ ଦିନ ଭିତରେ ଏହି ସଂଖ୍ୟା ପାଖାପାଖି ୫ ହଜାର ହୋଇଛି । ଅର୍ଥାତ ସଂକ୍ରମିତଙ୍କ ସଂଖ୍ୟା ପାଖାପାଖି ୧୫ ଗୁଣା…

ସୁପ୍ରିମକୋର୍ଟର ୪ ବିଚାରପତି କରୋନା ପଜିିଟିଭ୍

ନୂଆଦିଲ୍ଲୀ: ସୁପ୍ରିମକୋର୍ଟରେ ପଶିଲା କରୋନା । ୪ ଜଣ ବିଚାରପତି ସଂକ୍ରମିତ ହୋଇଛନ୍ତି । ସେମାନେ ଏବେ ଆଇସୋଲେସନରେ ଅଛନ୍ତି । ପୂର୍ବରୁ ଗତ ଗୁରୁବାର ଦିନ ଦୁଇ ଜଣ ସୁପ୍ରିମକୋର୍ଟ ବିଚାରପତି କରୋନା ସଂକ୍ରମିତ ହୋଇଥିଲେ । ଆଜି ଆଉ ଜଣ ଜଜ୍ ପଜିଟିଭ୍ ବାହାରିଛନ୍ତି । ସୁପ୍ରିମକୋର୍ଟରୁ କରୋନା…

ଦେଶରେ ଦେଢ଼ ଲକ୍ଷ ଡେଇଁଲା କରୋନା କେସ, ଗତକାଲି ଅପେକ୍ଷା ୧୨% ଅଧିକ

ନୂଆଦିଲ୍ଲୀ: ଦେଶରେ ଦେଢ଼ ଲକ୍ଷ ଟପିଲା ଦୈନିକ କରୋନା ସଂକ୍ରମଣ । ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୧ଲକ୍ଷ ୫୯ହଜାର ୬୩୨ ନୂଆ ଆକ୍ରାନ୍ତ । ଗତକାଲି ଅପେକ୍ଷା ଦୈନିକ କେସ୍ ୧୨ପ୍ରତିଶତ ବଢ଼ିଛି । ଗତକାଲି ଦେଶରୁ ବାହାରିଥିଲେ ୧ଲକ୍ଷ ୪୧ହଜାର ୯୮୬ ସଂକ୍ରମିତ । ଦେଶରେ ଦୈନିକ ପଜିଟିଭ୍ ହାର ୧୦.୨୧…

ଆଜିଠୁ ଗଞ୍ଜାମ ଜିଲ୍ଲାରେ ଭକ୍ତଙ୍କ ପାଇଁ ସବୁ ଧାର୍ମିକ ଅନୁଷ୍ଠାନ ବନ୍ଦ

ବ୍ରହ୍ମପୁର: ରାଜ୍ୟରେ ସଂକ୍ରମଣ ବଢୁଛି । ତାସହ ବଢୁଛି କଟକଣା । ଆଜିଠୁ ଗଞ୍ଜାମ ଜିଲ୍ଲାର ସମସ୍ତ ଧର୍ମାନୁଷ୍ଠାନ ଶ୍ରଦ୍ଧାଳୁଙ୍କ ପାଇଁ ବନ୍ଦ ରହିବ । କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଏଭଳି ନିର୍ଦ୍ଦେଶନାମା ଜାରି କରିଛି ଗଞ୍ଜାମ ଜିଲ୍ଲା ପ୍ରଶାସନ । ଜାନୁଆରୀ ୩୧ ତାରିଖ ଯାଏ କଟକଣା…

ଭୁବନେଶ୍ୱରରେ ବଢ଼ିଲା କୋଭିଡ୍ ହସ୍ପିଟାଲ୍ ଓ ବେଡ୍ ସଂଖ୍ୟା

ଭୁବନେଶ୍ୱର: ରାଜଧାନୀରେ ବଢୁଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ଖୋର୍ଦ୍ଧା ଜିଲ୍ଲାରୁ ଯେତିକି ସଂକ୍ରମିତ ବାହାରୁଛନ୍ତି ତାର ଅଧାରୁ ଅଧିକ କେବଳ ଭୁବନେଶ୍ୱରରୁ ଚିହ୍ନଟ ହେଉଛନ୍ତି । ଏହାକୁ ଦୃଷ୍ଟିରେ ରଖି ହସ୍ପିଟାଲ୍ ଓ ବେଡ୍ ସଂଖ୍ୟା ବଢ଼ାଇଛି ବିଏମସି । କୋଭିଡ୍ ହସ୍ପିଟାଲ ତାଲିକାରେ ଆଉ…