Latest Odisha News

BREAKING NEWS

Browsing Category

କରୋନା ଅପଡ଼େଟ୍‌

Coronavirus Update

୧୦ ତଳକୁ ଖସିଲା ଭୁବନେଶ୍ୱରରେ ଦୈନିକ କରୋନା ସଂକ୍ରମଣ ମାମଲା

ଭୁବନେଶ୍ୱର: ଭୁବନେଶ୍ୱରରୁ ଗତ ୨୪ ଘଣ୍ଟା ମଧ୍ୟରେ ୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଯାହାକୁ ମିଶାଇ ମୋଟ ସଂକ୍ରମିତଙ୍କ ସଂଖ୍ୟା ୩୧,୬୫୬ରେ ପହଞ୍ଚିଛି। ଏନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ଟ୍ବିଟ କରି ସୂଚନା ଦେଇଛି।…

ବିଶ୍ୱବ୍ୟାପୀ ଗତ ୨୪ ଘଣ୍ଟାରେ ୫.୫୪ ଲକ୍ଷ ନୂଆ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଆମେରିକା, ବ୍ରିଟେନ ସମେତ ବିଶ୍ୱର ଅନେକ ଦେଶରେ ବହୁ ସଂଖ୍ୟକ ଟୀକାକରଣ ଅଭିଯାନ ଆରମ୍ଭ ହୋଇଛି। କିନ୍ତୁ ତଥାପି ବହୁ ସଂଖ୍ୟକ କରୋନା ମାମଲା ରୁଜୁ ହୋଇଛି। ଗତ ୨୪ ଘଣ୍ଟା ମଧ୍ୟରେ ୫.୫୪ ଲକ୍ଷ ନୂତନ ମାମଲା ପଞ୍ଜିକୃତ ହୋଇଥିଲା ଏବଂ ୯,୪୫୧ ସଂକ୍ରମିତ ଲୋକ ପ୍ରାଣ ହରାଇଛନ୍ତି।…

ଓଡ଼ିଶାରେ କରୋନା ଟିକାକରଣ ନେଇ ଆରମ୍ଭ ହେଲା ଅଭ୍ୟାସ

ଭୁବନେଶ୍ୱର: ଓଡ଼ିଶାରେ ଆରମ୍ଭ ହୋଇଛି କରୋନା ଟିକାର ଡ୍ରାଏ ରନ୍ । ସ୍ୱାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ସଚିବ ପ୍ରଦୀପ୍ତ ମହାପାତ୍ରଙ୍କ ଉପସ୍ଥିତିରେ ଭୁବନେଶ୍ୱର କ୍ୟାପିଟାଲ୍ ହସ୍ପିଟାଲରେ ମକ୍ ଡ୍ରିଲ ଶୁଭାରମ୍ଭ ହୋଇଛି । ଡ୍ରାଏ ରନର ସେ ତଦାରଖ କରିଛନ୍ତି । ଏହାପରେ ଅତିରିକ୍ତ ମୁଖ୍ୟ ସଚିବ…

ରାଜ୍ୟରେ କମୁଛି କରୋନା କାୟା: ୨୪ ଘଣ୍ଟାରେ ୨୫୨ ପଜିଟିଭ୍, ୮ ଜିଲ୍ଲାରୁ ନୂଆ ଆକ୍ରାନ୍ତ ଶୂନ

ଭୁବନେଶ୍ୱର: ରାଜ୍ୟର ୮ଟି ଜିଲ୍ଲାରୁ ଆଜି ଚିହ୍ନଟ ହୋଇ ନାହାନ୍ତି କରୋନା ଆକ୍ରାନ୍ତ । ଗତ ୨୪ଘଣ୍ଟାରେ ୨୨ ଜିଲ୍ଲାରୁ ନୂଆ ସଂକ୍ରମିତ ବାହାରିଛନ୍ତି । ଦିନକରେ ଚିହ୍ନଟ ହୋଇଛନ୍ତି ଆଉ ୨୫୨ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୧୪୮ ଜଣ ଥିବା ବେଳେ ଲୋକାଲ କଣ୍ଟାକ୍ଟ କେସ୍ ରହିଛି…

ଦେଶରେ କୋଟିଏ ଛୁଇଁବ କରୋନା ସୁସ୍ଥ ସଂଖ୍ୟା, ୨୪ ଘଣ୍ଟାରେ ୧୯ ହଜାର ପଜିଟିଭ୍

ନୂଆଦିଲ୍ଲୀ: ଦେଶରେ କୋଟିଏ ୩ଲକ୍ଷ ପାର କରିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ପୁଣି ୨୦ ହଜାର ତଳକୁ ଖସିଛି ଦୈନିକ ପଜିଟିଭ୍ କେସ୍ । ଗତ ୨୪ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୧୯ହଜାର ୭୮ ନୂଆ ଆକ୍ରାନ୍ତ । ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୧କୋଟି ୩ଲକ୍ଷ ୫ହଜାର ୭୮୮କୁ ବୃଦ୍ଧି ପାଇଛି । ଦେଶରେ ଦ୍ରୁତ…

ଦେଶର ୧୧୬ ଜିଲ୍ଲାରେ କରୋନା ଭ୍ୟାକସିନର ଡ୍ରାଏ ରନ୍

ନୂଆଦିଲ୍ଲୀ: ନୂଆବର୍ଷରେ ଭାରତରେ କରୋନା ବିରୋଧୀ ଲଢ଼େଇରେ ମହା ଅଭିଯାନର ଆରମ୍ଭ । ଆଜି ଦେଶବ୍ୟାପୀ ହେଉଛି ଟିକାର ଡ୍ରାଏ ରନ୍ । ଦେଶର ୧୧୬ ଜିଲ୍ଲାରେ ଡ୍ରାଏ ରନ୍ କରାଯାଉଛି । ୨୫୯ଟି ସ୍ଥାନରେ ଆରମ୍ଭ ହୋଇଛି ଡ୍ରାଏ ରନ୍ । ଏତିକିବେଳେ ଟିକାକରଣ ଅଭିଯାନ ସହ ଜଡିତ ସମସ୍ତ ପ୍ରକ୍ରିୟାକୁ…

ରାଜ୍ୟର ୩୧ଟି ସ୍ଥାନରେ ଆଜି କରୋନା ଟିକାକରଣ ପାଇଁ ଡ୍ରାଏ ରନ୍

ଭୁବନେଶ୍ୱର: କରୋନା ଟିକାକରଣ ପାଇଁ ଆଜି ରାଜ୍ୟରେ ଡ୍ରାଏ ରନ୍ କରାଯିବ । ରାଜ୍ୟର ୩୦ଟି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସମେତ ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲରେ ଟିକାକରଣ ମକ୍ ଡ୍ରିଲ କରାଯିବ । ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି । ଏଥିପାଇଁ କ୍ୟାପିଟାଲ ହସ୍ପିଟାଲ ଓ ଜିଲ୍ଲା ମୁଖ୍ୟ…

ଆସନ୍ତାକାଲି କରୋନା ଟିକାକରଣର ଡ୍ରାଏ ରନ୍

ଭୁବନେଶ୍ୱର-ଆସନ୍ତାକାଲି ରାଜ୍ୟର ୩୦ଟି ଯାକ ଜିଲ୍ଲାର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ଭୁବନେଶ୍ୱରର କ୍ୟାପିଟାଲ ହସପିଟାଲରେ କରୋନା ଟିକାକରଣର ଡ୍ରାଏ ରନ୍ କରାଯିବ । ଡ୍ରାଏ ରନ୍‌ର ଗାଇଡ ଲାଇନ ଓ ଏସ୍‌ଓପି ସଂପର୍କରେ ସବୁ ଜିଲ୍ଲାର ପ୍ରୋଗ୍ରାମ ଅଧିକାରୀଙ୍କୁ ଅବଗତ କରାଇ ଦିଆଯାଇଛି ।…

ଜାନୁଆରି ୮ରୁ ବ୍ରିଟେନକୁ ଉଡିବ ବିମାନ

ନୂଆଦିଲ୍ଲୀ- ଆସନ୍ତା ଜାନୁଆରି ୮ ତାରିଖରୁ ବ୍ରିଟେନ ଓ ଭାରତ ମଧ୍ୟରେ ବିମାନ ଚଳାଚଳ ସ୍ୱାଭାବିକ ହେବ । ଏହି ସୂଚନା ଦେଇଛନ୍ତି କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ହରଦୀପ ପୁରୀ । ଜାନୁଆରି ୨୩ ତାରିଖ ଯାଏ ଉଭୟ ଦେଶର ପ୍ରତ୍ୟେକ ବିମାନ କମ୍ପାନି ସପ୍ତାହକୁ ୧୫ଟି ଫ୍ଲାଇଟ…

କୋଭିସିଲଡକୁ ମିିଳିଲା ଅନୁମତି !

ନୂଆଦିଲ୍ଲୀ-ଅକ୍‌ସଫୋର୍ଡ କରୋନା ଟିକାର ବ୍ୟବହାର ପାଇଁ ଅନୁମତି ଦେବାକୁ କେନ୍ଦ୍ର ସରକାରଙ୍କ ଦ୍ୱାରା ନିଯୁକ୍ତ ଏକ ଏକ୍‌ସପର୍ଟ କମିଟି ଡ୍ରଗ୍‌ସ କଣ୍ଟ୍ରୋଲର ଜେନେରାଲ ଅଫ୍ ଇଣ୍ଡିଆ (DCGI) କୁ ସୁପାରିଶ କରିଛି । ଅକ୍‌ସଫୋର୍ଡ ୟୁନିଭରସିଟି ଓ ଫାର୍ମା କମ୍ପାନି ଅଷ୍ଟ୍ରେଜେନେକା ଦ୍ୱାରା…