Latest Odisha News

BREAKING NEWS

Browsing Category

କରୋନା ଅପଡ଼େଟ୍‌

Coronavirus Update

କୋଭିସିଲଡକୁ ମିିଳିଲା ଅନୁମତି !

ନୂଆଦିଲ୍ଲୀ-ଅକ୍‌ସଫୋର୍ଡ କରୋନା ଟିକାର ବ୍ୟବହାର ପାଇଁ ଅନୁମତି ଦେବାକୁ କେନ୍ଦ୍ର ସରକାରଙ୍କ ଦ୍ୱାରା ନିଯୁକ୍ତ ଏକ ଏକ୍‌ସପର୍ଟ କମିଟି ଡ୍ରଗ୍‌ସ କଣ୍ଟ୍ରୋଲର ଜେନେରାଲ ଅଫ୍ ଇଣ୍ଡିଆ (DCGI) କୁ ସୁପାରିଶ କରିଛି । ଅକ୍‌ସଫୋର୍ଡ ୟୁନିଭରସିଟି ଓ ଫାର୍ମା କମ୍ପାନି ଅଷ୍ଟ୍ରେଜେନେକା ଦ୍ୱାରା…

କରୋନା ଭାଇରସ୍‌ ନ୍ୟୁ ଷ୍ଟ୍ରେନ୍‌: ଦେଶରେ ଆଉ ୪ ନୂଆ ମାମଲା ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ କରୋନା ଭୂତାଣୁର ନୂତନ ଷ୍ଟ୍ରେନ୍ ସଂଖ୍ୟା ବୃଦ୍ଧି ପାଉଛି। ଶୁକ୍ରବାର ଦିନ, କରୋନା ଭୂତାଣୁର ୪ ଜଣ ନୂଆ କରୋନା ଷ୍ଟ୍ରେନ୍‌ ଦ୍ବାରା ସଂକ୍ରମିତ ହୋଇଥିବା ଜଣାପଡିଛି।  ଏ ନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ପକ୍ଷରୁ ସୂଚନା ଦିଆଯାଇଛି। ମନ୍ତ୍ରଣାଳୟ କହିଛି ଯେ…

ରାଜ୍ୟରୁ ୨୪ ଘଣ୍ଟାରେ ୨୪୫ ନୂଆ କରୋନା ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ କମିଛି ଦୈନିକ କରୋନା ସଂକ୍ରମଣ । ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୨୪୫ ନୂଆ ଆକ୍ରାନ୍ତ । କ୍ୱାରେଣ୍ଟାଇନରୁ ୧୩୯ ଓ ଲୋକାଲ କଣ୍ଟାକ୍ଟ କେସ୍ ରହିଛି ୧୦୬ଟି । ୨୪ ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି ନୂଆ ସଂକ୍ରମିତ । ସମ୍ୱଲପୁର ଜିଲ୍ଲାରୁ ସର୍ବାଧିକ ୩୫ ନୂଆ ଆକ୍ରାନ୍ତ…

ବିଶ୍ୱବ୍ୟାପୀ ଗତ ୨୪ ଘଣ୍ଟାରେ ୭.୧୬ ଲକ୍ଷରୁ ଅଧିକ ନୂଆ ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ: କରୋନା ମହାମାରୀ ସାରା ବିଶ୍ୱରେ ବ୍ୟାପିବାର ପ୍ରାୟ ଏକ ବର୍ଷ ବିତିଗଲାଣି। ଏପର୍ଯ୍ୟନ୍ତ ୧୨୫ ମିଲିୟନରୁ ଅଧିକ ଲୋକ କରୋନା ସଂକ୍ରମିତ ହୋଇଛନ୍ତି। ଆଜି କ୍ରମାଗତ ଦ୍ୱିତୀୟ ଦିନ ପାଇଁ ୭ ଲକ୍ଷରୁ ଅଧିକ ନୂଆ ମାମଲା ରୁଜୁ ହୋଇଛି। ଗତ ୨୪ ଘଣ୍ଟା ମଧ୍ୟରେ ୭.୧୬ ଲକ୍ଷ ନୂତନ ମାମଲା…

ଆସନ୍ତାକାଲି କରୋନା ଟିକା ଡ୍ରାଏ ରନ୍ ପାଇଁ ଓଡ଼ିଶା ପ୍ରସ୍ତୁତ

ଭୁବନେଶ୍ୱର: ଆସନ୍ତାକାଲି ଦେଶବ୍ୟାପୀ କରୋନା ଟିକା ଡ୍ରାଏ ରନ୍ କରାଯିବ । ଏଥିପାଇଁ ଓଡ଼ିଶାରେ ସମସ୍ତ ପ୍ରକାର ପ୍ରସ୍ତୁତି କରାଯାଇଛି । ରାଜ୍ୟ ସରକାର ପ୍ରସ୍ତୁତ ରହିଛନ୍ତି । ଏନେଇ ସୂଚନା ଦେଇଛନ୍ତି ଡିଏମ୍ଇଟି ସିବିକେ ମହାନ୍ତି । ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲ ସମେତ ରାଜ୍ୟର ୩୦…

ଫାଇଜର ଟିକାର ଜରୁରିକାଳୀନ ବ୍ୟବହାରକୁ ଅନୁମତି ଦେଲେ WHO

ନୂଆଦିଲ୍ଲୀ: ଫାଇଜ୍ ଟିକାକୁ ମିଳିଲା ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ଗ୍ରୀନ ସିଗନାଲ୍ । ଫାଇଜର-ବାୟୋଏନଟେକ୍‌ ଦ୍ୱାରା ବିକଶିତ କରୋନା ଟିକାର ଜରୁରୀକାଳୀନ ବ୍ୟବହାର ପାଇଁ ମଞ୍ଜୁରୀ ଦେଇଛି ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ । ପ୍ରଥମ ଟିକା ଭାବେ WHO ପକ୍ଷରୁ ଏହି ଟିକାକୁ ଅନୁମୋଦନ ମିଳିଛି । ଫାଇଜର…

ଭାରତରେ କରୋନା ଟିକାର ଜରୁରିକାଳୀନ ବ୍ୟବହାରକୁ ଆଜି ମିଳିବ ମଞ୍ଜୁରୀ !

ନୂଆଦିଲ୍ଲୀ: ପ୍ରତିଦିନ କରୋନା ଟିକା କ୍ଷେତ୍ରରେ ଗୋଟିଏ ଗୋଟିଏ ପାଦ ଆଗକୁ ବଢୁଛି ଭାରତ । ନୂଆବର୍ଷର ଆଗମନ ସହ ଦେଶବାସୀଙ୍କୁ ମିଳିପାରେ ଭ୍ୟାକସିନ୍ ଆସିବା ନେଇ ବଡ଼ ଖବର । ଆଜି କରୋନା ଟିକାର ଜରୁରିକାଳୀନ ବ୍ୟବହାରକୁ ଅନୁମତି ଦେଇପାରନ୍ତି ସରକାର । କାଲି ଦେଶବ୍ୟାପି ଟିକା ଡ୍ରାଏ ରନ୍…

ଦେଶରୁ ୨୪ଘଣ୍ଟାରେ ୨୦ହଜାର କରୋନା ପଜିଟିଭ୍, ସୁସ୍ଥ ହେଲେ ୨୩ହଜାର ଆକ୍ରାନ୍ତ

ନୂଆଦିଲ୍ଲୀ: ଦେଶରେ ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ସୁସ୍ଥହାର ବି ବଢ଼ି ବଢ଼ି ଚାଲିଛି । ଆକ୍ଟିଭ କେସ୍ କମୁଛି । ଗତ ୨୪ଘଣ୍ଟାରେ ସାରା ଦେଶରୁ ଚିହ୍ନଟ ହୋଇଛନ୍ତି ୨୦ହଜାର ୩୬ ନୂଆ ଆକ୍ରାନ୍ତ । ଏହାକୁ ମିଶାଇ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୧କୋଟି ୨ଲକ୍ଷ ୮୬ହଜାର ୭୧୦କୁ ବୃଦ୍ଧି ପାଇଛି…

ଜାନୁଆରି ୨ ରେ ସବୁ ରାଜ୍ୟରେ କରୋନା ଟିକାକରଣର ଡ୍ରାଏ ରନ୍

ଭୁବନେଶ୍ୱର-ଆସନ୍ତା ଜାନୁଆରି ୨ ତାରିଖରେ ସବୁ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳରେ କରୋନା ଟିକାକରଣର ଡ୍ରାଏ ରନ୍ ବା ପୂର୍ବାଭ୍ୟାସ କରାଯିବ । କେମିତି ସୁରୁଖୁରୁରେ ଲୋକଙ୍କୁ କରୋନା ଟିକା ଦିଆଯିବ ଏହି ଡ୍ରାଏ ରନ୍‌ରେ ତାର ଅଭ୍ୟାସ କରାଯିବ । କରୋନା ଟିକାକରଣକୁ ନେଇ କେନ୍ଦ୍ର ଗୃହମନ୍ତ୍ରାଳୟ…

ଓଡ଼ିଶାରୁ ୩୨୯ କରୋନା ରୋଗୀ ସୁସ୍ଥ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସୁସ୍ଥ

ଭୁବନେଶ୍ୱର: ଓଡିଶାରୁ ଗୋଟିଏ ଦିନରେ ପ୍ରାୟ ୩୨୯ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ଯାହାକୁ ମିଶାଇ ସୁସ୍ଥତା ୩ ଲକ୍ଷ ୨୫ ହଜାର ୪୩୨ରେ ପହଞ୍ଚିଛି। https://twitter.com/HFWOdisha/status/1344625806987862017?s=19 ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ…