Latest Odisha News

BREAKING NEWS

Browsing Category

କରୋନା ଅପଡ଼େଟ୍‌

Coronavirus Update

୪ ଜିଲ୍ଲାରେ କୋଭିଡ ଟିକାର ଡ୍ରାଏ ରନ୍ ଆରମ୍ଭ

ନୂଆଦିଲ୍ଲୀ: ଆନ୍ଧ୍ରପ୍ରଦେଶ, ପଞ୍ଜାବ, ଗୁଜୁରାଟ ଏବଂ ଆସାମ ଭଳି ଚାରିଟି ରାଜ୍ୟରେ ସୋମବାର ଦିନ କୋଭିଡ-୧୯ ଟିକାର ଦୁଇ ଦିନିଆ ଡ୍ରାଏ ରନ୍ ଆରମ୍ଭ ହୋଇଛି। ଏହି ଦୁଇ ଦିନିଆ ଟୀକାକରଣ କାର୍ଯ୍ୟକ୍ରମରେ ଚାରିଟି ରାଜ୍ୟରେ ହୋଇଥିବା ପର୍ଯ୍ୟବେକ୍ଷଣ ବିଷୟରେ କେନ୍ଦ୍ରକୁ ରିପୋର୍ଟ କରାଯିବ।…

୨୪ ଘଣ୍ଟାରେ ଦେଶରୁ ୨୦ ହଜାର ସଂକ୍ରମିତ, ୨୭୯ ମୃତ

ନୂଆଦିଲ୍ଲୀ: ଦେଶରେ ଗତ ୨୪ ଘଣ୍ଟାରେ ୭ଲକ୍ଷ ୧୫ ହଜାର କୋଭିଡ୍ ଟେଷ୍ଚ ହୋଇଛି । ଚିହ୍ନଟ ହୋଇଛନ୍ତି ୨୦ହଜାର ୨୧ ନୂଆ ଆକ୍ରାନ୍ତ । ଦେଶରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧କୋଟି ୨ଲକ୍ଷ ୭ହଜାର ୮୭୧କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟାରେ ସାରା ଦେଶରୁ ସୁସ୍ଥ ହୋଇଛନ୍ତି ୨୧ହଜାର ୧୩୧…

ଓଡ଼ିଶାରେ ୩ଲକ୍ଷ ୨୪ ହଜାର ଟପିଲା ଆରୋଗ୍ୟ ମାମଲା

ଭୁବନେଶ୍ୱର: ଓଡିଶାରୁ ଗୋଟିଏ ଦିନରେ ପ୍ରାୟ ୩୧୯ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ଯାହାକୁ ମିଶାଇ ସୁସ୍ଥତା ୩ ଲକ୍ଷ୍ୟ ୨୪ ହଜାର ଟପିଛି। https://twitter.com/HFWOdisha/status/1343186533403136000?s=19 ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏନେଇ…

ରାଜ୍ୟରେ ମହାମାରୀ ନେଲା ଆଉ ୪ ଜୀବନ, ମୃତ୍ୟୁସଂଖ୍ୟା ୧,୮୬୧କୁ ବୃଦ୍ଧି

ଭୁବନେଶ୍ୱର: ରାଜ୍ୟରେ କରୋନା ନେଲା ଆଉ ୪ ଜିଲ୍ଲାରୁ ୪ ଆକ୍ରାନ୍ତଙ୍କ ଜୀବନ । ଏମାନଙ୍କ ଭିତରେ ଜଣେ ମହିଳା ଅଛନ୍ତି । କଳାହାଣ୍ଡି ଜିଲ୍ଲାରେ ୪୫ବର୍ଷୀୟ ମହିଳାଙ୍କର ମୃତ୍ୟୁ ହୋଇଛି । ସେହିପରି ଭୁବନେଶ୍ୱରରେ ଜଣେ ୩୫ବର୍ଷୀୟ ଯୁବକଙ୍କ ଜୀବନ ନେଇଛି କରୋନା । ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ…

ବିଶ୍ୱବ୍ୟାପୀ ଗତ ୨୪ ଘଣ୍ଟାରେ ୪ ଲକ୍ଷରୁ ଅଧିକ କରୋନା ମାମଲା ଚିହ୍ନଟ

ନୂଆଦିଲ୍ଲୀ: ବିଶ୍ୱବ୍ୟାପୀ ମହାମାରୀ କରୋନାର ଆତଙ୍କ ବୃଦ୍ଧି ପାଇବାରେ ଲାଗିଛି। ଏଥି ସହିତ ସଂକ୍ରମିତ ଲୋକଙ୍କ ସଂଖ୍ୟା ମଧ୍ୟ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ, ବିଶ୍ୱରେ ୪ ଲକ୍ଷ କରୋନା ସଂକ୍ରମଣ ମାମଲା ରିପୋର୍ଟ ହୋଇଛି। ସମଗ୍ର ବିଶ୍ୱରେ କରୋନା…

ଆଉ ଜଣେ ବ୍ରିଟେନ ଫେରନ୍ତା କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ବ୍ରିଟେନ ଫେରନ୍ତା କରୋନା ସଂକ୍ରମିତ ହେଉଛନ୍ତି । ଆଉ ଜଣେ ବ୍ରିଟେନ ଫେରନ୍ତା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶା ରାଜ୍ୟରେ ବର୍ତ୍ତମାନ ସୁଦ୍ଧା କରୋନା ଆକ୍ରାନ୍ତ ହୋଇଛନ୍ତି ୩ ଜଣ ବ୍ରିଟେନ ଫେରନ୍ତା । ଭୁବନେଶ୍ୱରରେ ୪ ବର୍ଷୀୟ ଝିଅର ବାପା ବି ପଜିଟିଭ…

କମୁଛି କରୋନା କେସ୍: ରାଜ୍ୟରୁ ୨୪ ଘଣ୍ଟାରେ ୩୦୩ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ କରୋନା ପଜିଟିଭ କେସ ବଢୁଛି । କିନ୍ତୁ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ଚାରି ଶହ ତଳେ ରହିଛି । ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୩୦୩ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୧୭୨ ଓ ଲୋକାଲ କଣ୍ଟାକ୍ଟ କେସ୍ ରହିଛି ୧୩୧ଟି । ୨୬ ଜିଲ୍ଲାରୁ ନୂଆ…

ପୁଣି ଦେଶରେ ୨୦ ହଜାର ତଳକୁ ଖସିଲା ଦୈନିକ କରୋନା ସଂକ୍ରମଣ

ନୂଆଦିଲ୍ଲୀ: ଦେଶରେ କମୁଛି କରୋନା ସଂକ୍ରମଣ । ଗତ ୨୪ ଘଣ୍ଟାରେ ସାରା ଦେଶରୁ ଚିହ୍ନଟ ହୋଇଛନ୍ତି ୧୮ହଜାର ୭୩୨ ନୂଆ ଆକ୍ରାନ୍ତ । ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୧କୋଟି ୧ଲକ୍ଷ ୮୭ହଜାର ୮୫୦କୁ ବୃଦ୍ଧି ପାଇଛି । ଦେଶରେ କରୋନା ସୁସ୍ଥହାର ବଢୁଛି । ଗତ ୨୪ ଘଣ୍ଟାରେ ଆଉ ୨୧ହଜାର ୪୩୦ ସଂକ୍ରମିତ…

ଓଡ଼ିଶାରୁ ସୁସ୍ଥ ହେଲେ ଆଉ ୩୭୧ କରୋନା ରୋଗୀ

ଭୁବନେଶ୍ୱର: ଓଡିଶାରୁ ଦିନକରେ ପ୍ରାୟ ୩୭୧ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ତେବେ ୩୭୧ ଜଣ ଆରୋଗ୍ୟଙ୍କୁ ମିଶାଇ ଏଯାବତ ଓଡିଶାରେ ମୋଟ୍ ୩,୨୩,୭୪୯ ଜଣ ସୁସ୍ଥ ହୋଇଛନ୍ତି।…

ରାଜଧାନୀରୁ ୨୦ ପଜିଟିଭ ଚିହ୍ନଟ, ସେଥିରୁ ୧୭ ଲୋକାଲ କେସ୍

ଭୁବନେଶ୍ୱର: ଭୁବନେଶ୍ୱରରୁ ଗତ ୨୪ ଘଣ୍ଟା ମଧ୍ୟରେ ୨୦ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତନ୍ମଧ୍ୟରେ ୧୭ ଲୋକାଲ୍ ମାମଲା ରହିଛି। ଏନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ଟ୍ବିଟ କରି ସୂଚନା ଦେଇଛି। ଟ୍ବିଟ୍ ଅନୁଯାୟୀ ଏହି ନୂଆ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧରୁ କେବଳ ୩…