Latest Odisha News

BREAKING NEWS

Browsing Category

କରୋନା ଅପଡ଼େଟ୍‌

Coronavirus Update

କରୋନା ସଂକ୍ରମିତ ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀଙ୍କୁ ଦିଲ୍ଲୀ AIIMS ସ୍ଥାନାନ୍ତର

ନୂଆଦିଲ୍ଲୀ: କରୋନା ସଂକ୍ରମିତ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ତ୍ରିବେନ୍ଦ୍ର ସିଂ ରାୱତଙ୍କୁ ଦିଲ୍ଲୀ AIIMS ସ୍ଥାନାନ୍ତର କରାଯାଇଛି । ତାଙ୍କ ସହିତ ପତ୍ନୀ ଏବଂ ଝିଅ ମଧ୍ୟ ଅଛନ୍ତି । ତାଙ୍କୁ ଡେରାଡୁନ୍ ଡୁନ୍ ହସ୍ପିଟାଲରୁ ଦିଲ୍ଲା ଏମ୍ସ ସ୍ଥାନାନ୍ତର କରାଯାଇଛି । ଅସୁସ୍ଥତା ଯୋଗୁ ଗତକାଲି…

୪ ଜିଲ୍ଲାରେ କୋଭିଡ ଟିକାର ଡ୍ରାଏ ରନ୍ ଆରମ୍ଭ

ନୂଆଦିଲ୍ଲୀ: ଆନ୍ଧ୍ରପ୍ରଦେଶ, ପଞ୍ଜାବ, ଗୁଜୁରାଟ ଏବଂ ଆସାମ ଭଳି ଚାରିଟି ରାଜ୍ୟରେ ସୋମବାର ଦିନ କୋଭିଡ-୧୯ ଟିକାର ଦୁଇ ଦିନିଆ ଡ୍ରାଏ ରନ୍ ଆରମ୍ଭ ହୋଇଛି। ଏହି ଦୁଇ ଦିନିଆ ଟୀକାକରଣ କାର୍ଯ୍ୟକ୍ରମରେ ଚାରିଟି ରାଜ୍ୟରେ ହୋଇଥିବା ପର୍ଯ୍ୟବେକ୍ଷଣ ବିଷୟରେ କେନ୍ଦ୍ରକୁ ରିପୋର୍ଟ କରାଯିବ।…

୨୪ ଘଣ୍ଟାରେ ଦେଶରୁ ୨୦ ହଜାର ସଂକ୍ରମିତ, ୨୭୯ ମୃତ

ନୂଆଦିଲ୍ଲୀ: ଦେଶରେ ଗତ ୨୪ ଘଣ୍ଟାରେ ୭ଲକ୍ଷ ୧୫ ହଜାର କୋଭିଡ୍ ଟେଷ୍ଚ ହୋଇଛି । ଚିହ୍ନଟ ହୋଇଛନ୍ତି ୨୦ହଜାର ୨୧ ନୂଆ ଆକ୍ରାନ୍ତ । ଦେଶରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧କୋଟି ୨ଲକ୍ଷ ୭ହଜାର ୮୭୧କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟାରେ ସାରା ଦେଶରୁ ସୁସ୍ଥ ହୋଇଛନ୍ତି ୨୧ହଜାର ୧୩୧…

ଓଡ଼ିଶାରେ ୩ଲକ୍ଷ ୨୪ ହଜାର ଟପିଲା ଆରୋଗ୍ୟ ମାମଲା

ଭୁବନେଶ୍ୱର: ଓଡିଶାରୁ ଗୋଟିଏ ଦିନରେ ପ୍ରାୟ ୩୧୯ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ଯାହାକୁ ମିଶାଇ ସୁସ୍ଥତା ୩ ଲକ୍ଷ୍ୟ ୨୪ ହଜାର ଟପିଛି। https://twitter.com/HFWOdisha/status/1343186533403136000?s=19 ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏନେଇ…

ରାଜ୍ୟରେ ମହାମାରୀ ନେଲା ଆଉ ୪ ଜୀବନ, ମୃତ୍ୟୁସଂଖ୍ୟା ୧,୮୬୧କୁ ବୃଦ୍ଧି

ଭୁବନେଶ୍ୱର: ରାଜ୍ୟରେ କରୋନା ନେଲା ଆଉ ୪ ଜିଲ୍ଲାରୁ ୪ ଆକ୍ରାନ୍ତଙ୍କ ଜୀବନ । ଏମାନଙ୍କ ଭିତରେ ଜଣେ ମହିଳା ଅଛନ୍ତି । କଳାହାଣ୍ଡି ଜିଲ୍ଲାରେ ୪୫ବର୍ଷୀୟ ମହିଳାଙ୍କର ମୃତ୍ୟୁ ହୋଇଛି । ସେହିପରି ଭୁବନେଶ୍ୱରରେ ଜଣେ ୩୫ବର୍ଷୀୟ ଯୁବକଙ୍କ ଜୀବନ ନେଇଛି କରୋନା । ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ…

ବିଶ୍ୱବ୍ୟାପୀ ଗତ ୨୪ ଘଣ୍ଟାରେ ୪ ଲକ୍ଷରୁ ଅଧିକ କରୋନା ମାମଲା ଚିହ୍ନଟ

ନୂଆଦିଲ୍ଲୀ: ବିଶ୍ୱବ୍ୟାପୀ ମହାମାରୀ କରୋନାର ଆତଙ୍କ ବୃଦ୍ଧି ପାଇବାରେ ଲାଗିଛି। ଏଥି ସହିତ ସଂକ୍ରମିତ ଲୋକଙ୍କ ସଂଖ୍ୟା ମଧ୍ୟ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ, ବିଶ୍ୱରେ ୪ ଲକ୍ଷ କରୋନା ସଂକ୍ରମଣ ମାମଲା ରିପୋର୍ଟ ହୋଇଛି। ସମଗ୍ର ବିଶ୍ୱରେ କରୋନା…

ଆଉ ଜଣେ ବ୍ରିଟେନ ଫେରନ୍ତା କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ବ୍ରିଟେନ ଫେରନ୍ତା କରୋନା ସଂକ୍ରମିତ ହେଉଛନ୍ତି । ଆଉ ଜଣେ ବ୍ରିଟେନ ଫେରନ୍ତା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶା ରାଜ୍ୟରେ ବର୍ତ୍ତମାନ ସୁଦ୍ଧା କରୋନା ଆକ୍ରାନ୍ତ ହୋଇଛନ୍ତି ୩ ଜଣ ବ୍ରିଟେନ ଫେରନ୍ତା । ଭୁବନେଶ୍ୱରରେ ୪ ବର୍ଷୀୟ ଝିଅର ବାପା ବି ପଜିଟିଭ…

କମୁଛି କରୋନା କେସ୍: ରାଜ୍ୟରୁ ୨୪ ଘଣ୍ଟାରେ ୩୦୩ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ କରୋନା ପଜିଟିଭ କେସ ବଢୁଛି । କିନ୍ତୁ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ଚାରି ଶହ ତଳେ ରହିଛି । ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୩୦୩ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୧୭୨ ଓ ଲୋକାଲ କଣ୍ଟାକ୍ଟ କେସ୍ ରହିଛି ୧୩୧ଟି । ୨୬ ଜିଲ୍ଲାରୁ ନୂଆ…

ପୁଣି ଦେଶରେ ୨୦ ହଜାର ତଳକୁ ଖସିଲା ଦୈନିକ କରୋନା ସଂକ୍ରମଣ

ନୂଆଦିଲ୍ଲୀ: ଦେଶରେ କମୁଛି କରୋନା ସଂକ୍ରମଣ । ଗତ ୨୪ ଘଣ୍ଟାରେ ସାରା ଦେଶରୁ ଚିହ୍ନଟ ହୋଇଛନ୍ତି ୧୮ହଜାର ୭୩୨ ନୂଆ ଆକ୍ରାନ୍ତ । ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୧କୋଟି ୧ଲକ୍ଷ ୮୭ହଜାର ୮୫୦କୁ ବୃଦ୍ଧି ପାଇଛି । ଦେଶରେ କରୋନା ସୁସ୍ଥହାର ବଢୁଛି । ଗତ ୨୪ ଘଣ୍ଟାରେ ଆଉ ୨୧ହଜାର ୪୩୦ ସଂକ୍ରମିତ…

ଓଡ଼ିଶାରୁ ସୁସ୍ଥ ହେଲେ ଆଉ ୩୭୧ କରୋନା ରୋଗୀ

ଭୁବନେଶ୍ୱର: ଓଡିଶାରୁ ଦିନକରେ ପ୍ରାୟ ୩୭୧ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ତେବେ ୩୭୧ ଜଣ ଆରୋଗ୍ୟଙ୍କୁ ମିଶାଇ ଏଯାବତ ଓଡିଶାରେ ମୋଟ୍ ୩,୨୩,୭୪୯ ଜଣ ସୁସ୍ଥ ହୋଇଛନ୍ତି।…