Latest Odisha News

BREAKING NEWS

Browsing Category

କରୋନା ଅପଡ଼େଟ୍‌

Coronavirus Update

ରାଜ୍ୟରୁ ୩୩୪ କରୋନା ଆକ୍ରାନ୍ତ ଚିହ୍ନଟ, ମହାମାରୀ ନେଲା ୪ ଜୀବନ

ଭୁବନେଶ୍ୱର: ରାଜ୍ୟରେ ହ୍ରାସ ପାଇଛି ଦୈନିକ କରୋନା ସଂକ୍ରମଣ ଓ ମୃତ୍ୟୁସଂଖ୍ୟା । ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ୩୩୪ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ଅଛନ୍ତି ୧୯୪ ଆକ୍ରାନ୍ତ । ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୧୪୦ଟି । ଗତ ୨୪ ଘଣ୍ଟାରେ ରାଜ୍ୟର…

ବିଶ୍ୱବ୍ୟାପୀ କରୋନା ସଂକ୍ରମଣ ସଂଖ୍ୟା ୮ କୋଟି ପାର୍‌

ନୂଆଦିଲ୍ଲୀ: ସମଗ୍ର ବିଶ୍ୱରେ କରୋନା ଆତଙ୍କ ସୃଷ୍ଟି କରିଥିବା ବେଳେ ଏହି ମହାମାରୀ ଯୋଗୁଁ ଦୈନିକ ଲକ୍ଷ ଲକ୍ଷ ଲୋକ ପ୍ରାଣ ହରାଉଛନ୍ତି। ଯଦି ଆମେ ଏହି ଆକଳନକୁ ଦେଖିବା, ସଂକ୍ରମିତ ମୋଟ କରୋନା ସଂଖ୍ୟା ୮ କୋଟି ୧୯ ଲକ୍ଷକୁ ବୃଦ୍ଧି ପାଇଛି। ଏଥିସହ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୭ ଲକ୍ଷ ୫୬…

କରୋନା ପଜିଟିଭ୍ ଚିହ୍ନଟ ପରେ କଟକ ଜିଲ୍ଲାର ଏହି ଗାଁକୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା

କଟକ: ପୁଣି ଫେରିଲା କଣ୍ଟେନମେଣ୍ଟ । ୧୩ କରୋନା ଆକ୍ରାନ୍ତ ଚିହ୍ନଟ ପରେ ଗାଁକୁ କଣ୍ଟେନମେଣ୍ଟ ଜୋନା ଘୋଷଣା କରିଛି କଟକ ଜିଲ୍ଲା ପ୍ରଶାସନ । କଣ୍ଟାପଡ଼ା ବ୍ଲକ ପାଟସୁନ୍ଦରପୁର ପଞ୍ଚାୟତର ନୂଆସାହି ଗାଁକୁ ୧୦ ଦିନ ପାଇଁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରିଛନ୍ତି ଉପ-ଜିଲ୍ଲାପାଳ । ଗାଁର ଗୋଟିଏ…

ଦେଶରୁ ୨୪ ଘଣ୍ଟାରେ ୨୨, ୨୭୨ କରୋନା ପଜିଟିଭ୍, ୨୫୧ ମୃତ

ନୂଆଦିଲ୍ଲୀ: ଦେଶରେ ଏବେ ଦୈନିକ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୦ ହଜାର ତଳେ ରହିଛି । ଗତ ୨୪ ଘଣ୍ଟାରେ ସାରା ରାଜ୍ୟରେ ୮ଲକ୍ଷ ୫୩ହଜାର କୋଭିଡ୍ ଟେଷ୍ଟ ହୋଇଛି । ଚିହ୍ନଟ ହୋଇଛନ୍ତି ୨୨ହଜାର ୨୭୨ ନୂଆ ଆକ୍ରାନ୍ତ । ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୧କୋଟି ୧ଲକ୍ଷ ୬୯ହଜାର ୧୧୮କୁ ବୃଦ୍ଧି ପାଇଛି ।…

ପାକିସ୍ତାନରେ ମଲା ଦାଉଦ୍ ଇବ୍ରାହିମ୍‌ର ପୁତୁରା

ଭୁବନେଶ୍ୱର: ଆତଙ୍କବାଦର ଉତ୍ସ ତଥା ପଳାତକ ଗ୍ୟାଙ୍ଗଷ୍ଟର୍ ଦାଉଦ୍ ଇବ୍ରାହିମ୍‌ର ପୁତୁରା ପାକିସ୍ତାନର କରାଚି ସହରେ ମୃତ୍ୟୁବରଣ କରିଥିବା ଜଣାପଡିଛି । ମୃତ୍ୟୁ ପୂର୍ବରୁ ଦାଉଦର ପୁତୁରା ସିରାଜ କାସ୍କର ଗୋଟିଏ ସପ୍ତାହ ପାଇଁ କରାଚି ହସ୍ପିଟାଲରେ ଭର୍ତ୍ତି ହୋଇଥିଲା । ହେଲେ ଡାକ୍ତରୀ ଦଳର…

କୋଭିଡ୍ ସଚେତନତା ରଥର ଶୁଭାରମ୍ଭ

ଭୁବନେଶ୍ୱର : ଓଡିଆ ଭାଷା ,ସାହିତ୍ୟ ଓ ସଂସ୍କୃତି ବିଭାଗ, ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସଚେତନତା ରଥର ଶୁଭାରମ୍ଭ କରାଯାଇଛି । ରାଜ୍ୟ ସଂସ୍କୃତି ବିଭାଗ କାର୍ଯ୍ୟାଳୟରୁ ପରିକ୍ରମା ଆରମ୍ଭ କରିଥିବା ଏହି ରଥ ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ଗଂଜାମ, ଖୋର୍ଦ୍ଧା ଆଦି ଜିଲ୍ଲା…

ରାଜ୍ୟର ୨୪ ଜିଲ୍ଲାରୁ ୩୨୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ୩ ମୃତ

ଭୁବନେଶ୍ୱର: ରାଜ୍ୟରେ ଚାରି ଶହ ତଳେ ରହିଛି ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୩୨୫ ନୂଆ ସଂକ୍ରମିତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୧୮୭ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୧୩୮ ଜଣ । Covid-19 Report For 24th…

ଭାରତରେ ୨୪ ଘଣ୍ଟାରେ ୨୩ ହଜାରରୁ ଉର୍ଦ୍ଧ୍ୱ କରୋନା ପଜିଟିଭ, ୩୩୬ ମୃତ

ନୂଆଦିଲ୍ଲୀ: ଭାରତରେ କୋଭିଡ -୧୯ ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ଖସୁଥିବା ବେଳେ ଶୁକ୍ରବାର ଦିନ ଏହି ସଂଖ୍ୟା ୧,୦୧,୪୬,୮୪୬କୁ ଛୁଇଁଥିବାନେଇ କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଜଣାପଡିଛି । କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟର ସୂଚନା…

ବିଶ୍ୱ‌ବ୍ୟାପୀ କରୋନା ସଂକ୍ରମଣ ସଂଖ୍ୟା ୭ କୋଟି ୯୭ ଲକ୍ଷ ପାର୍‌

ନୂଆଦିଲ୍ଲୀ: ବିଶ୍ୱ‌ର ଅନେକ ଦେଶରେ ଟିକା ସତ୍ୱ‌େ କରୋନା ହେବାର ଆଶଙ୍କା ବଢିବାରେ ଲାଗିଛି। ଦୁନିଆର କୋଣ ଅନୁକୋଣରୁ ନୂଆ କରୋନା ରୋଗୀଙ୍କ ସଂଖ୍ୟା ବଢିବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ୬.୪୬ ଲକ୍ଷ ନୂତନ ମାମଲା ରିପୋର୍ଟ ହୋଇଥିବା ବେଳେ ୧୧,୫୧୦ ସଂକ୍ରମିତ ଲୋକ ପ୍ରାଣ ହରାଇଥିଲେ।…

ଓଡ଼ିଶାରୁ ସୁସ୍ଥ ହେଲେ ଆଉ ୩୨୪ କରୋନା ରୋଗୀ

ଭୁବନେଶ୍ୱର: ଓଡିଶାରୁ ଦିନକରେ ପ୍ରାୟ ୩୨୪ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। https://twitter.com/HFWOdisha/status/1342124292306132994?s=19 ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ।…