Latest Odisha News

BREAKING NEWS

Browsing Category

କରୋନା ଅପଡ଼େଟ୍‌

Coronavirus Update

୧୫ ତଳକୁ ଖସିଲା ଭୁବନେଶ୍ୱରରେ ଦୈନିକ କରୋନା ସଂକ୍ରମଣ ମାମଲା

ଭୁବନେଶ୍ୱର: ଭୁବନେଶ୍ୱରରୁ ଗତ ୨୪ ଘଣ୍ଟା ମଧ୍ୟରେ ୧୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ଟ୍ବିଟ କରି ସୂଚନା ଦେଇଛି। ବିଏମସିର ଟ୍ବିଟ୍ ଅନୁଯାୟୀ ଏହି ନୂଆ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧରୁ ୫ ଓ ସ୍ଥାନୀୟ ଅଂଚଳରୁ ୯ ଜଣ କରୋନା…

ରାଜ୍ୟରୁ ୨୪ ଘଣ୍ଟାରେ ୨୬୩ କରୋନା ପଜିଟିଭ୍, ୪ ମୃତ

ଭୁବନେଶ୍ୱର: ରାଜ୍ୟରେ କମୁଛି ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟାରେ ସଂକର୍ମିତ ହୋଇଛନ୍ତି ଆଉ ୨୬୩ ଜଣ । କ୍ୱାରେଣ୍ଟାଇନରୁ ୧୫୧ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୧୧୨ଟି । ମୋଟ୍ ୨୨ଟି ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି ନୂଆ ଆକ୍ରାନ୍ତ । ଅନୁଗୁଳ ଜିଲ୍ଲାରୁ ସର୍ବାଧିକ ୪୫…

ପୁନେ NIVକୁ ପଠାଗଲା ଓଡ଼ିଶାରୁ ପଜିଟିଭ୍ ଚିହ୍ନଟ ବ୍ରିଟେନ୍ ଫେରନ୍ତାଙ୍କ ନମୁନା

ଭୁବନେଶ୍ୱର: ବ୍ରିଟେନ ଫେରନ୍ତା ଆକ୍ରାନ୍ତଙ୍କ ଜିନ ଅନୁଶୀଳନ କରାଯିବ । ବ୍ରିଟେନରୁ ଫେରିକି ଯିଏ ପଜିଟିଭ ହୋଇଥିବେ ତାଙ୍କର ଜିନମ ସିକ୍ୟୁଏନ୍ସିଙ୍ଗ କରାଯିବ । ଏନେଇ ସୂଚନା ଦେଇଛନ୍ତି ଆଇଏଲଏସ ନିର୍ଦେଶକ ଅଜୟ ପରିଡା । ଏଥିପାଇଁ କେନ୍ଦ୍ର ସରକାର ଆଇଏଲଏସକୁ ଚିହ୍ନଟ କରିଛନ୍ତି ।…

ବ୍ରିଟେନ ଫେରନ୍ତାଙ୍କ ଉପରେ ନଜର, ଭୟଭୀତ ହେବା ନାହିଁ: ଡିଏମଇଟି

ଭୁବନେଶ୍ୱର: ବ୍ରିଟେନର କରୋନାର ନୂଆ ଷ୍ଟ୍ରେନ ଚିହ୍ନଟ ଏବଂ ଭୁବନେଶ୍ୱରରେ ଜଣେ ବ୍ରିଟେନ୍ ଫେରନ୍ତା ପଜିଟିଭ୍ ଚିହ୍ନଟ ପରେ ପ୍ରତିକ୍ରିୟା ରଖିଛନ୍ତି ଡିଏମଇଟି ସିବିକେ ମହାନ୍ତି । ସେ କହିଛନ୍ତି, ବ୍ରିଟେନ୍ ଫେରନ୍ତାଙ୍କ ଉପରେ ନଜର ରଖାଯାଇଛି । ଷ୍ଟ୍ରେନ ସମ୍ପର୍କରେ ଅନୁଧ୍ୟାନ ଚାଲିଛି ।…

ଦେଶରେ ୨୪ଘଣ୍ଟାରେ ୨୪ ହଜାର କରୋନା ଆକ୍ରାନ୍ତ, ସୁସ୍ଥ ହେଲେ ୨୯ ହଜାର

ନୂଆଦିଲ୍ଲୀ: ଏବେ ସାରା ବିଶ୍ୱରେ କରୋନାର ନୂଆ ଷ୍ଟ୍ରେନକୁ ନେଇ ଟେନସନ୍ । ଏପଟେ ଦେଶରେ ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିଲେ ବି ସଂକ୍ରମିତଙ୍କ ସଂଖ୍ୟା ଚଳିତ ସପ୍ତାହରେ କୋଟିଏ ଟପି ସାରିଛି । ଗତ ୨୪ ଘଣ୍ଟାରେ ସାରା ଦେଶରୁ ୨୪ ହଜାର ୭୧୨ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି…

କିଏ ଅଟକାଇଲା ରଜନୀକାନ୍ତଙ୍କ ଫିଲ୍ମର ସୁଟିଂ ?

ହାଇଦ୍ରାବାଦ: କରୋନା ମହାମାରୀ ପାଇଁ ଠପ୍ ପଡିଥିଲା ଚଳଚ୍ଚିତ୍ର ଜଗତ । ହେଲେ ଧିରେଧିରେ ସକ୍ରିୟ ହେବାରେ ଲାଗିଛି ଅଭିନେତା, ଅଭିନେତ୍ରୀ, ପ୍ରଯୋଜକ ଓ ନିର୍ଦ୍ଦେଶକଙ୍କ କାର୍ଯ୍ୟକଳାପ । ନିକଟରେ ଏହି ଧାରାରେ ସାମିଲ ହୋଇଥିଲେ ସୁପରଷ୍ଟାର ରଜନୀକାନ୍ତ । ହାଇଦ୍ରାବାଦରେ ଆରମ୍ଭ ହୋଇଥିଲା ଫିଲ୍ମ…

୫ ଜିଲ୍ଲାରୁ ଆଜି କରୋନା ଗାଏବ, ୨୪ ଘଣ୍ଟାରେ ରାଜ୍ୟରୁ ୩୬୪ ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ କମିଛି ଦୈନିକ କରୋନା ସଂକ୍ରମଣ । ଗତ ୨୪ଘଣ୍ଟାରେ ୫ଟି ଜିଲ୍ଲାରୁ କରୋନା ଗାଏବ ହୋଇଛି । ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ, ଦେବଗଡ଼ ଓ ମାଲକାନଗିରି ଜିଲ୍ଲାରୁ କେହି ଜଣେ ବି ନୂଆ ସଂକ୍ରମିତ ହୋଇ ନାହାନ୍ତି । ବାକି ୨୫ ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି ୩୬୪ ନୂଆ ଆକ୍ରାନ୍ତ ।…

ବିଶ୍ୱବ୍ୟାପୀ କରୋନା ସଂକ୍ରମଣ ସଂଖ୍ୟା ୭ କୋଟି ୮୩ ଲକ୍ଷ ପାର୍‌

ନୂଆଦିଲ୍ଲୀ: ସମଗ୍ର ବିଶ୍ୱରେ କରୋନାକୁ ନେଇ ଉତ୍ତେଜନା ଦେଖାଦେଇଛି ଏବଂ ସଂକ୍ରମଣ ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି। ଏହି ସଂଖ୍ୟା ସାରା ବିଶ୍ୱରେ ୭ କୋଟି ୮୩ ଲକ୍ଷକୁ ଅତିକ୍ରମ କରିସାରିଲାଣି। ଏଥି ସହିତ, ଏହି ମହାମାରୀରେ ମୃତ୍ୟୁବରଣ କରିଥିବା ଲୋକଙ୍କ ସଂଖ୍ୟା ୧୭ ଲକ୍ଷ ୨୨ ହଜାରକୁ ବୃଦ୍ଧି…

ଖୁସି ଖବର: ଆସନ୍ତା ସପ୍ତାହରେ କୋଭିସିଲ୍ଡ ଟିକାକୁ ଅନୁମୋଦନ ଦେଇପାରେ ଭାରତ

ନୂଆଦିଲ୍ଲୀ: ବର୍ତ୍ତମାନ ଭାରତରେ କରୋନା ଟିକା ପାଇଁ ଅଧିକ ସମୟ ଅପେକ୍ଷା କରିବାକୁ ପଡ଼ି ନପାରେ । ଆସନ୍ତା ସପ୍ତାହ ସୁଦ୍ଧା ଅକ୍ସଫୋର୍ଡ ଓ ଆଷ୍ଟ୍ରାଜେନିକା ଦ୍ୱାରା ବିକଶିତ କରୋନା ଟିକା କୋଭିସିଲ୍ଡକୁ ଜରୁରିକାଳୀନ ବ୍ୟବହାର ପାଇଁ ଅନୁମୋଦନ ଦେଇପାରେ ଭାରତ । ଅନୁମୋଦନ ମିଳିଲେ ଏହି କୋଭିସିଲଡ…

ଦେଶରୁ ଦିନକରେ ୨୩,୯୫୦ ନୂଆ ଆକ୍ରାନ୍ତ ଚିହ୍ନଟ, ୩୩୩ ମୃତ

ନୂଆଦିଲ୍ଲୀ: ଦେଶରେ ଗତ ୨୪ ଘଣ୍ଟାରେ ୧୦ ଲକ୍ଷ ୯୮ ହଜାର କୋଭିଡ୍ ଟେଷ୍ଟ ହୋଇଛି । ଚିହ୍ନଟ ହୋଇଛନ୍ତି ୨୩ ହଜାର ୯୫୦ ନୂଆ ଆକ୍ରାନ୍ତ । ଦୈନିକ ସଂକ୍ରମିତଙ୍କ ସଂଖ୍ୟା ହ୍ରାସ ପାଇଛି । ବର୍ତ୍ତମାନ ସୁଦ୍ଧା ଦେଶରେ କରୋନା ସଂକ୍ରମିତ ହେଲେଣି ୧ କୋଟି ୯୯ହଜାର ୬୬ ଜଣ । ଦେଶରେ ପ୍ରତିଦିନ…