Latest Odisha News

BREAKING NEWS

Browsing Category

କରୋନା ଅପଡ଼େଟ୍‌

Coronavirus Update

କୋଭିଡ୍‌ର ନୂଆ ଷ୍ଟ୍ରେନ୍‌କୁ ନେଇ ଓଡ଼ିଶାରେ କଟକଣା, ୟୁକେରୁ ଆସୁଥିଲେ କ୍ବାରେଣ୍ଟାଇନ ବାଧ୍ୟତାମୂଳକ

ଭୁବନେଶ୍ୱର: କୋଭିଡ୍‌ର ନୂଆ ଷ୍ଟ୍ରେନ୍‌କୁ ନେଇ ରାଜ୍ୟରେ କଟକଣା ଲାଗୁ କରାଯାଇଛି। ଏନେଇ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପି. କେ. ମହାପାତ୍ର ଜିଲ୍ଲାପାଳ, ସିଡିଏମଓ, ଭୁବନେଶ୍ୱର ମହାନଗର ନିଗମ,ଭୁବନେଶ୍ୱର ଓ ଝାରସୁଗୁଡ଼ା ବିମାନ ବନ୍ଦରକୁ ଏକ ଚିଠିରେ କହିଛନ୍ତି ଯେ ବ୍ରିଟେନରେ ଚିହ୍ନଟ…

ଓଡ଼ିଶାରୁ ସୁସ୍ଥ ହେଲେ ଆଉ ୩୮୮ କରୋନା ରୋଗୀ

ଭୁବନେଶ୍ୱର: ଓଡିଶାରୁ ଦିନକରେ ପ୍ରାୟ ୩୮୮ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। https://twitter.com/HFWOdisha/status/1341381425891663873?s=19 ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁଯାୟୀ ସୁନ୍ଦରଗଡ଼ରୁ…

ରାଜ୍ୟରୁ କରୋନାରେ ଆଖି ବୁଜିଲେ ଆଉ ୪ ସଂକ୍ରମିତ

ଭୁବନେଶ୍ୱର: ରାଜ୍ୟରେ ମହାମାରୀ ନେଇଛି ଆଉ ୪ ଆକ୍ରାନ୍ତଙ୍କ ଜୀବନ । ଚିକିତ୍ସାଧୀନ ଅବସ୍ଥାରେ ୪ଟି ଜିଲ୍ଲାର ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଭୁବନେଶ୍ୱରରୁ ୭୦ବର୍ଷୀ ବୃଦ୍ଧଙ୍କର ମୃତ୍ୟୁ ହୋଇଛି । ସେହିପରି ଯାଜପୁର ଜିଲ୍ଲାରୁ ଜଣେ ୭୨ବର୍ଷୀୟ ବୃଦ୍ଧ କରୋନାରେ ଆଖି ବୁଜିଛନ୍ତି । Regret…

ରାଜ୍ୟରୁ ଦିନକରେ ୩୧୯ କରୋନା ଆକ୍ରାନ୍ତ ଚିହ୍ନଟ, ସୁନ୍ଦରଗଡ଼ରୁ ୭୨ ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । କିନ୍ତୁ ଦୈନିକ ସଂକ୍ରମଣ ଚାରି ଶହ ଭିତରେ ରହିଛି । ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୩୧୯ ନୂଆ ଆକ୍ରାନ୍ତ । କ୍ୱାରେଣ୍ଟାଇନରୁ ୧୮୪ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ୧୩୫ଟି ରହିଛି । ୨୬ ଜିଲ୍ଲାରୁ ନୂଆ ଆକ୍ରାନ୍ତ…

ବିଶ୍ୱବ୍ୟାପୀ କରୋନା ସଂକ୍ରମଣ ସଂଖ୍ୟା ୭ କୋଟି ୭୩ ଲକ୍ଷ ପାର୍‌

ୱାଶିଂଟନ୍: ବିଶ୍ୱବ୍ୟାପୀ କରୋନା ସଂକ୍ରମଣ ସଂଖ୍ୟା ୭ କୋଟି ୭୩ଲକ୍ଷରେ ପହଞ୍ଚିଛି। ଏହି ମାରାତ୍ମକ ଭୂତାଣୁ ଯୋଗୁଁ ୧,୭୦୧,୬୫୬ ଜଣଙ୍କର ମୃତ୍ୟୁ ହୋଇଛି। ଯଦିଓ ବହୁ ସଂଖ୍ୟକ ଲୋକ ଏହି ରୋଗରୁ ସୁସ୍ଥ ହେଉଛନ୍ତି ରିପୋର୍ଟ ଅନୁଯାୟୀ ବିଶ୍ୱରେ ୭୭,୩୩୫,୪୪୨ ଲୋକ ସଂକ୍ରମିତ ହୋଇଥିବାବେଳେ କରୋନା…

ଦେଶରୁ ୨୪ ଘଣ୍ଟାରେ ୧୯ହଜାର କରୋନା ପଜିଟିଭ୍, ଜୁଲାଇ ପରେ ସର୍ବନିମ୍ନ ସ୍ତରକୁ ଖସିଲା ଦୈନିକ ସଂକ୍ରମଣ

ନୂଆଦିଲ୍ଲୀ: ଦେଶରେ ତଳମୁହାଁ କରୋନା ଟ୍ରେଣ୍ଡ । ଦୈନିକ ସଂକ୍ରମଣ ୨୦ ହଜାର ତଳକୁ ଖସିଛି । ଜୁଲାଇ ମାସ ପରେ ଆଜି ପ୍ରଥମ ଥର ଦୈନିକ ସଂକ୍ରମଣ ସର୍ବନିମ୍ନ ସ୍ତରକୁ ଖସିଛି । ଗତ ୨୪ ଘଣ୍ଟାରେ ସାରା ଦେଶରୁ ଚିହ୍ନଟ ହୋଇଛନ୍ତି ୧୯ ହଜାର ୧୯ହଜାର ୫୬୬ ନୂଆ ଆକ୍ରାନ୍ତ । ଏହାକୁ ମିଶାଇ ଦେଶରେ…

କରୋନା ଟିକା ନେଲେ ଆମେରିକାର ନବ ନିର୍ବାଚିତ ରାଷ୍ଟ୍ରପତି ଜୋ ବାଇଡେନ୍

ଓ୍ୱାଶିଂଟନ୍: ଆମେରିକାର ନବ ନିର୍ବାଚିତ ରାଷ୍ଟ୍ରପତି ଜୋ ବାଇଡେନଙ୍କୁ ଦିଆଗଲା କରୋନା ଟିକା । ୭୮ ବର୍ଷୀୟ ବାଇଡେନ କରୋନାର ହାଇ-ରିସ୍କ ଗ୍ରୁପରେ ଆସୁଥିବାରୁ ତାଙ୍କୁ ଫାଇଜର ଭ୍ୟାକସିନର ପ୍ରଥମ ଡୋଜ୍ ଦିଆଯାଇଛି । ଏକ ଲାଇଭ୍ ଟେଲିଭିଜନରେ ନବ ନିର୍ବାଚିତ ରାଷ୍ଟ୍ରପତିଙ୍କ ପାଖରେ ଟିକାକରଣ…

ଏଣିକି ଶସ୍ତା ହେଲା କରୋନା ପରୀକ୍ଷା, ମାତ୍ର ୧୦୦ ଟଙ୍କାରେ ହେବ ରାପିଡ୍ ଆଣ୍ଟିଜେନ୍ ଟେଷ୍ଟ

ଭୁବନେଶ୍ୱର: ଏଣିକି ଜନସାଧାରଣ ମାତ୍ର ୧୦୦ ଟଙ୍କାରେ କରିପାରିବେ କରୋନା ଟେଷ୍ଟ। ଏଭଳି ଏକ ବିଜ୍ଞପ୍ତି ଜାରି କରିଛି ରାଜ୍ୟ ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ଜିଏସଟି ସହିତ ଘରୋଇ ଲ୍ୟାବରେ ରାପିଡ୍ ଆଣ୍ଟିଜେନ୍ ପରୀକ୍ଷା ପାଇଁ ସର୍ବମୋଟ୍ ୧୦୦ ଟଙ୍କା…

ଓଡ଼ିଶାରୁ ସୁସ୍ଥ ହେଲେ ଆଉ ୩୦୯ କରୋନା ରୋଗୀ

ଭୁବନେଶ୍ୱର: ଓଡିଶାରୁ ଦିନକରେ ପ୍ରାୟ ୩୦୯ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁଯାୟୀ ଅନୁଗୁଳରୁ ସର୍ବାଧିକ ୪୪ ଆରୋଗ୍ୟ ହୋଇଥିବା ବେଳେ ତା'ତଳକୁ ସୁନ୍ଦରଗଡ଼ରୁ ୨୮ ସୁସ୍ଥ ହୋଇଛନ୍ତି।…

ଭୁବନେଶ୍ୱରରୁ ୪୪ କରୋନା ପଜିଟିଭ ଚିହ୍ନଟ; ସେଥିରୁ ୩୨ ଲୋକାଲ୍ କେସ୍

ଭୁବନେଶ୍ୱର: ଭୁବନେଶ୍ୱରରୁ ଗତ ୨୪ ଘଣ୍ଟା ମଧ୍ୟରେ ୪୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ଟ୍ବିଟ କରି ସୂଚନା ଦେଇଛି। ବିଏମସିର ଟ୍ବିଟ୍ ଅନୁଯାୟୀ ୪୪ ନୂଆ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୨ ଓ ସ୍ଥାନୀୟ ଅଂଚଳରୁ ୩୨ ଜଣ କରୋନା…