Latest Odisha News

BREAKING NEWS

Browsing Category

କରୋନା ଅପଡ଼େଟ୍‌

Coronavirus Update

ବିଶ୍ୱବ୍ୟାପୀ ଗତ ୨୪ ଘଣ୍ଟାରେ ୫.୪୫ ଲକ୍ଷରୁ ଅଧିକ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ବିଶ୍ୱରେ କରୋନା ଦ୍ୱାରା ପ୍ରଭାବିତ ଲୋକଙ୍କ ସଂଖ୍ୟା କ୍ରମାଗତ ଭାବେ ବୃଦ୍ଧି ପାଉଛି। ବର୍ତ୍ତମାନ ସୁଦ୍ଧା ସାରା ବିଶ୍ୱରେ ୧୭ ଲକ୍ଷ ଲୋକ କରୋନା ଯୋଗୁ ପ୍ରାଣ ହରାଇଛନ୍ତି। ଗତ ୨୪ ଘଣ୍ଟା ମଧ୍ୟରେ ୫.୪୫ ଲକ୍ଷ ନୂତନ ମାମଲା ରିପୋର୍ଟ ହୋଇଥିବା ବେଳେ ୩.୩୨ ଲକ୍ଷ ଲୋକ କରୋନାରୁ…

ମହାମାରୀ ରାଜ୍ୟରୁ ନେଲା ଆଉ ୩ ଜୀବନ

ଭୁବନେଶ୍ୱର: ରାଜ୍ୟରେ କମିଛି ଦୈନିକ କରୋନା ମୃତ୍ୟୁସଂଖ୍ୟା । ଗତ ୨୪ଘଣ୍ଟାରେ ସାରା ରାଜ୍ୟରେ ଆଉ ୩ ଆକ୍ରାନ୍ତଙ୍କ ଜୀବନ ନେଇଛି ମହାମାରୀ । ମୃତକଙ୍କ ଭିତରେ ଅଛନ୍ତି ଦୁଇ ଜଣ ପୁରୁଷ ଓ ଜଣେ ମହିଳା । କଳାହାଣ୍ଡି ଜିଲ୍ଲାରେ ଜଣେ ୨୦ବର୍ଷୀ ଯୁବତୀ କରୋନାରେ ଆଖି ବୁଜିଛନ୍ତି । ସେ ହେପାଟାଇଟିସ୍…

ରାଜ୍ୟର ୨୭ ଜିଲ୍ଲାରୁ ୩୬୩ କରୋନା ପଜିଟିଭ୍, ଖୋର୍ଦ୍ଧା ଓ ସୁନ୍ଦରଗଡ଼ରୁ ସର୍ବାଧିକ

ଭୁବନେଶ୍ୱର: ରାଜ୍ୟରେ ଏବେ ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଚାରି ଶହ ଭିତରେ ରହୁଛି । ତିନି ଚାରିଟି ଜିଲ୍ଲାରୁ କେହି ନୂଆ ସଂକ୍ରମିତ ହେଉ ନାହାନ୍ତି । ଗତ ୨୪ ଘଣ୍ଟାରେ ରାଜ୍ୟ ୨୭ ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି ୩୬୩ ନୂଆ ଆକ୍ରାନ୍ତ । କ୍ୱାରେଣ୍ଟାଇନରୁ ୨୦୮ ଓ ଲୋକାଲ୍ କଣ୍ଟାକ୍ଟ କେସ୍…

ଦେଶରେ କରୋନାରୁ ସୁସ୍ଥ ହେଲେଣି ୯୫% ଆକ୍ରାନ୍ତ, ୨୪ ଘଣ୍ଟାରେ ୨୪,୩୩୭ ପଜିଟିଭ୍

ନୂଆଦିଲ୍ଲୀ: ଦେଶରେ କୋଟିଏ ପାର କରିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ଏବେ ଦୈନିକ ପଜିଟିଭ୍ କେସ୍ ନିୟନ୍ତ୍ରଣ ଭିତରେ ରହିଛି । ଗତ ୨୪ଘଣ୍ଟାରେ ସାରା ଦେଶରୁ ଚିହ୍ନଟ ହୋଇଛନ୍ତି ୨୪ହଜାର ୩୩୭ କରୋନା ଆକ୍ରାନ୍ତ । ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୧କୋଟି ୫୫ହଜାର ୫୬୦କୁ ବୃଦ୍ଧି ପାଇଛି । ଦେଶରେ…

ବିଶ୍ୱବ୍ୟାପୀ ୨୪ ଘଣ୍ଟାରେ ୬.୧୨ ଲକ୍ଷ ନୂଆ କରୋନା ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ: ମହାମାରୀ କରୋନା ସାରା ବିଶ୍ୱରେ କାୟା ବିସ୍ତାର କରିଛି। କେତେକ ଦେଶରେ ସଂକ୍ରମଣ ପୂର୍ବ ଅପେକ୍ଷା ଅଧିକ ଦ୍ରୁତ ଗତିରେ ବ୍ୟାପୁଛି। ଲଗାତାର ତିନି ଦିନ ପରେ ବିଶ୍ୱରେ ସାତ ଲକ୍ଷରୁ କମ୍ କରୋନା ମାମଲା ରୁଜୁ ହୋଇଛି। ଗତ ୨୪ ଘଣ୍ଟା ମଧ୍ୟରେ ୬.୧୨ ଲକ୍ଷ ନୂତନ ମାମଲା ରିପୋର୍ଟ ହୋଇଛି…

ରାଜ୍ୟରୁ କରୋନାରେ ଆଉ ୪ ଜଣଙ୍କର ମୃତ୍ୟୁ, ଡେଥ୍ କେସ୍ ୧, ୮୩୬

ଭୁବନେଶ୍ୱର: କରୋନାରେ ରାଜ୍ୟରେ ଆକି ବୁଜିଲେ ଆଉ ୪ଜଣ ଆକ୍ରାନ୍ତ । ଚାରିଟି ଜିଲ୍ଲାରୁ ସଂକ୍ରମିତଙ୍କ ଜୀବନ ନେଇଛି ମହାମାରୀ । ଭୁବନେଶ୍ୱରରୁ ଜଣେ ୭୫ବର୍ଷୀୟ ବୃଦ୍ଧ ପ୍ରାଣ ହରାଇଛନ୍ତି । ସେହିପରି ମୟୂରଭଞ୍ଜ ଜିଲ୍ଲାରେ ଜଣେ ୮୬ବର୍ଷୀୟ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । Regret to inform the…

ରାଜ୍ୟରୁ ୨୪ ଘଣ୍ଟାରେ ୩୭୨ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ଗତକାଲି ଅପେକ୍ଷା ରାଜ୍ୟରେ ସାମାନ୍ୟ ବଢ଼ିଛି ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟାରେ ସଂକ୍ରମିତ ହୋଇଛନ୍ତି ଆଉ ୩୭୨ ଜଣ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୨୧୪ ଜଣ ଥିବା ବେଳେ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୧୫୯ଟି । ମୋଟ୍ ୨୭ ଜିଲ୍ଲାରୁ ନୂଆ ଆକ୍ରାନ୍ତ…

୨୪ ଘଣ୍ଟାରେ ଦେଶରୁ ୨୬ ହଜାରରୁ ଉର୍ଦ୍ଧ୍ବ କରୋନା ପଜିଟିଭ୍ ଚିହ୍ନଟ, ୩୪୧ ମୃତ

ନୂଆଦିଲ୍ଲୀ: ଦେଶରେ କରୋନା ସଂକ୍ରମଣ ମାମଲା ୧ କୋଟି ଟପିଥିବା ବେଳେ ଗତ ୨୪ ଘଣ୍ଟାରେ ୨୬ ହଜାର ୬୨୪ କରୋନା ପଜିଟିଭି ବାହାରିଛନ୍ତି । ଦୈନିକ ମୃତ୍ୟୁସଂଖ୍ୟା ବି କମିବାରେ ଲାଗିଛି । ଗତ ୨୪ଘଣ୍ଟାରେ ଆଉ ୩୪୧ ଆକ୍ରାନ୍ତ କରୋନାରେ ପ୍ରାଣ ହରାଇଛନ୍ତି । ଦେଶରେ ମୃତ୍ୟୁସଂଖ୍ୟା ୧ ଲକ୍ଷ ୪୫…

କରୋନା ଟିକା ଲାଗି ଭାରତକୁ ସହାୟତା ମାଗିଛନ୍ତି ୧୨ ଦେଶ: ନୀତି ଆୟୋଗ

ନୂଆଦିଲ୍ଲୀ: କରୋନା ଟିକା ଲାଗି ୧୨ ଦେଶ ଭାରତକୁ ଅନୁରୋଧ କରିଥିବା କହିଛନ୍ତି ନୀତି ଆୟୋଗ ସଦସ୍ୟ ଡ. ଭି.କେ ପାଲ। କୋଭିଡ-୧୯ ସଂକ୍ରାନ୍ତୀୟ ଉଚ୍ଚ ସ୍ତରୀୟ ମନ୍ତ୍ରୀ ମଣ୍ଡଳ ବୈଠକରେ ଶନିବାର ଦିନ ସେ କହିଛନ୍ତି ଯେ କରୋନା ଟିକା ପାଇଁ ଭାରତକୁ ୧୨ ଟି ଦେଶ ସହାୟତା ମାଗିଛନ୍ତି। ଟିକା…

ଓଡ଼ିଶାରୁ ସୁସ୍ଥ ହେଲେ ଆଉ ୩୬୨ କରୋନା ରୋଗୀ

ଭୁବନେଶ୍ୱର: ଓଡିଶାରୁ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୩୬୨ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁଯାୟୀ ଖୋର୍ଦ୍ଧାରୁ ସର୍ବାଧିକ ୫୦ ଆରୋଗ୍ୟ ହୋଇଥିବା ବେଳେ ତା'ତଳକୁ ସୁନ୍ଦରଗଡ଼ରୁ ୪୦…