Latest Odisha News

BREAKING NEWS

Browsing Category

କରୋନା ଅପଡ଼େଟ୍‌

Coronavirus Update

କମୁଛି ଦୈନିକ ଡେଥ୍ କେସ୍: ରାଜ୍ୟରେ ୩ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ନିୟନ୍ତ୍ରଣକୁ ଆସିଛି ଦୈନିକ କରୋନା ମୃତ୍ୟୁସଂଖ୍ୟା । ଗତ ୨୪ ଘଣ୍ଟାରେ ରାଜ୍ୟରୁ ଆଉ ୩ ଜଣ ସଂକ୍ରମିତ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଛନ୍ତି । ଦୁଇ ଜଣ ପୁରୁଷ ଓ ଜଣେ ମହିଳା ମୃତ୍ୟୁବରଣ କରିଛନ୍ତି । ଜଗତସିଂହପୁର ଜିଲ୍ଲାରୁ ଜଣେ ୮୨ବର୍ଷୀୟ କରୋନା ସଂକ୍ରମିତ…

ରାଜ୍ୟର ୨୬ ଜିଲ୍ଲାରୁ ୩୫୬ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଏବେ ଚାରି ଶହ ତଳେ ରହୁଛି ଦୈନିକ କରୋନା ସଂକ୍ରମିତଙ୍କ ସଂଖ୍ୟା । ସ୍ଥିତି ନିୟନ୍ତ୍ରଣକୁ ଆସିଛି । ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୩୫୬ ନୂଆ କରୋନା ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୧୯୯ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୧୫୭ଟି ।…

ଜଳବାୟୁ ବିପର୍ଯ୍ୟୟ ହେତୁ ୨୦୫୦ ସୁଦ୍ଧା ଭାରତରେ ୪.୫ କୋଟିରୁ ଅଧିକ ଲୋକ ଘର ଛାଡିବେ

ନୂଆଦିଲ୍ଲୀ: ଦେଶରେ ମରୁଡ଼ି, ବନ୍ୟା ଏବଂ ଅନ୍ୟାନ୍ୟ ଜଳବାୟୁ ପରିବର୍ତ୍ତନ କାରଣରୁ ୨୦୫୦ ସୁଦ୍ଧା ୪.୫ କୋଟିରୁ ଅଧିକ ଲୋକ ସ୍ଥାନାନ୍ତର ହେବାକୁ ବାଧ୍ୟ ହେବେ। 'ଜଳବାୟୁ ନିଷ୍କ୍ରିୟତାର ମୂଲ୍ୟ ବିସ୍ଥାପନ ଏବଂ ସଙ୍କଟ ସ୍ଥାନାନ୍ତରଣ' ରିପୋର୍ଟ ଦକ୍ଷିଣ ଏସିଆର ପାଞ୍ଚଟି ଦେଶର ସ୍ଥିତିର…

କୋଟିଏ ପାର କଲା ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା କୋଟିଏ ଡେଇଁଛି । ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୨୫ହଜାର ୧୫୩ ନୂଆ ଆକ୍ରାନ୍ତ । ଏହାକୁ ମିଶାଇ ଦେଶରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା କୋଟିଏ ଅତିକ୍ରମ କରିଛି । ମହାମାରୀ ନେଲାଣି ୧ଲକ୍ଷ ୪୫ହଜାର ୧୩୬ ଜୀବନ । ଗତ ୨୪ ଘଣ୍ଟାରେ ମୃତ୍ୟୁବରଣ…

ଓଡ଼ିଶାରୁ ସୁସ୍ଥ ହେଲେ ଆଉ ୩୬୩ କରୋନା ରୋଗୀ; ସୁନ୍ଦରଗଡ଼ରେ ସର୍ବାଧିକ ୬୬ ଆରୋଗ୍ୟ

ଭୁବନେଶ୍ୱର: ଓଡିଶାରୁ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୩୬୩ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ତନ୍ମଧ୍ୟରୁ ସୁନ୍ଦରଗଡ଼ରେ ସର୍ବାଧିକ ୬୬ ଆରୋଗ୍ୟ ହୋଇଛନ୍ତି। ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ତେବେ ୩୬୩ ଜଣ ଆରୋଗ୍ୟଙ୍କୁ ମିଶାଇ ଏଯାବତ ଓଡିଶାରେ…

ଆଇସିଏମ୍ଆର ମୁଖ୍ୟଙ୍କୁ କରୋନା, ଏମ୍ସରେ ଭର୍ତ୍ତି

ନୂଆଦିଲ୍ଲୀ: ଇଣ୍ଡିଆନ୍ କାଉନସିଲ୍ ଅଫ୍ ମେଡିକାଲ୍ ରିସର୍ଚ୍ଚ (ଆଇସିଏମ୍ଆର)ର ମୁଖ୍ୟ ଡକ୍ଟର ବଳରାମ ଭାର୍ଗଭ ଶୁକ୍ରବାର ଦିନ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଜି ନ୍ୟୁଜ୍ ରିପୋର୍ଟ ମୁତାବକ ତାଙ୍କୁ ଅଲ ଇଣ୍ଡିଆ ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନ୍ସ (ଏମ୍ସ) ରେ ଭର୍ତ୍ତି କରାଯାଇଛି।…

ଓଡ଼ିଶାରେ କରୋନା ମୃତ୍ୟୁସଂଖ୍ୟା ୧୮୨୯କୁ ବୃଦ୍ଧି

ଭୁବନେଶ୍ୱର: ରାଜ୍ୟରେ ଦୈନିକ ସଂକ୍ରମଣ ସହ କରୋନା ମୃତ୍ୟୁ ସଂଖ୍ୟା କମିବାରେ ଲାଗିଛି । ଗତ ୨୪ ଘଣ୍ଟାରେ ପ୍ରାଣ ହରାଇଛନ୍ତି ଆଉ ୪ ଜଣ ଆକ୍ରାନ୍ତ। ଯାହାକୁ ମିଶାଇ ମୃତ୍ୟୁ ସଂଖ୍ୟା ୧୮୨୯କୁ ବୃଦ୍ଧି ପାଇଛି । ୪ଟି ଜିଲ୍ଲାରୁ ସଂକ୍ରମିତ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଛନ୍ତି ।…

କୋଭିଡ ପରିଚାଳନା: ଏସବିଆଇର ଅଧ୍ୟୟନ ଅନୁଯାୟୀ ଚତୁର୍ଥ ସ୍ଥାନରେ ଓଡିଶା

ଭୁବନେଶ୍ୱର: କୋଭିଡ ପରିଚାଳନା କ୍ଷେତ୍ରରେ ଓଡିଶା ଦେଶରେ ଚତୁର୍ଥ ସ୍ଥାନରେ ରହିଛି । ଷ୍ଟେଟ ବ୍ୟାଙ୍କ ଅଫ୍ ଇଣ୍ଡିଆର ଅନୁସନ୍ଧାନ ୱିଙ୍ଗ ଦ୍ୱାରା ହୋଇଥିବା ଏକ ଅଧ୍ୟୟନ ଏହି ରିପୋର୍ଟ ଦେଇଛି । ଅଧ୍ୟୟନ ଏପ୍ରିଲରୁ ନଭେମ୍ବର ମଧ୍ୟରେ ମାସିକ ତଥ୍ୟ ସହିତ ଦୁଇ ପର୍ଯ୍ୟାୟ ଗାଣିତିକ ମଡେଲ୍…

ଦେଶରେ ଗତ ୨୪ ଘଣ୍ଟାରେ ୨୨ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଏକ କୋଟିରେ ପହଞ୍ଚିଛି। ତେବେ ଦେଶର ୯୫ ଲକ୍ଷରୁ ଅଧିକ ଲୋକ ମଧ୍ୟ କରୋନାରୁ ଆରୋଗ୍ୟ ଲାଭ କରିଛନ୍ତି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୨ ହଜାରରୁ ଅଧିକ କରୋନା ମାମଲା ରିପୋର୍ଟ ହୋଇଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ସଦ୍ୟତମ ତଥ୍ୟ…

ଓଡ଼ିଶାରେ ୩୭୬ କରୋନା ରୋଗୀ ସୁସ୍ଥ

ଭୁବନେଶ୍ୱର: ଓଡିଶାରୁ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୩୭୬ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ଜାଣନ୍ତୁ, କେଉଁ ଜିଲ୍ଲାରୁ କେତେ ଆରୋଗ୍ୟ ୩୭୬ ପଜିଟିଭଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୫୦, ଅନୁଗୁଳ ଜିଲ୍ଲାରୁ…