Latest Odisha News

BREAKING NEWS

Browsing Category

କରୋନା ଅପଡ଼େଟ୍‌

Coronavirus Update

ଦେଶରେ ଖସୁଛି: ୨୪ଘଣ୍ଟାରେ ୨୭ହଜାର କରୋନା ପଜିଟିଭ୍, ୩୩୬ ମୃତ

ନୂଆଦିଲ୍ଲୀ: ଦେଶରେ ଦୈନିକ କରୋନା କାୟା କମୁଛି । ଦିନକୁ ୧୦ଲକ୍ଷରୁ ଅଧିକ କୋଭିଡ୍ ଟେଷ୍ଟ ହେଉଛି । ଚିହ୍ନଟ ହେଉଛନ୍ତି ୩୦ ହଜାରରୁ କମ୍ ସଂକ୍ରମିତ । ଗତ ୨୪ଘଣ୍ଟାରେ ସାରା ରାଜ୍ୟରୁ ବାହାରିଛନ୍ତି ୨୭ହଜାର ୭୧ କରୋନା ପଜିଟିଭି । ମୋଟ୍ ଆକ୍ରନ୍ତଙ୍କ ସଂଖ୍ୟା ୯୮ଲକ୍ଷ ୮୪ହଜାର ୧୦୦ରେ ପହଞ୍ଚିଛି…

ଓଡ଼ିଶାରୁ ସୁସ୍ଥ ହେଲେ ଆଉ ୩୮୬ କରୋନା ରୋଗୀ; ଜାଣନ୍ତୁ, କେଉଁ ଜିଲ୍ଲାରୁ କେତେ ଆରୋଗ୍ୟ

ଭୁବନେଶ୍ୱର: ଓଡିଶାରୁ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୩୮୬ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ଆରୋଗ୍ୟ ଲାଭ କରିଛନ୍ତି। ୫୭ ସୁନ୍ଦରଗଡ଼ରୁ, ୫୩ ଖୋର୍ଦ୍ଧାରୁ,୨୭ ଅନୁଗୁଳରୁ , ୨୩…

ଶାହରୁଖ ଖାନଙ୍କ ଅଭିନେତ୍ରୀ କରୋନା ପଜିଟିଭ୍: ‘ରଇସ’ରେ ହୋଇଥିଲେ ସୁପରଷ୍ଟାରଙ୍କ ପତ୍ନୀ

ମୁମ୍ବାଇ: ଶାହରୁଖ ଖାନଙ୍କ ସହ ଫିଲ୍ମ ‘ରଇସ୍’ରେ ଅଭିନୟ କରିଥିବା ମାହିରା ଖାନ୍ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏନେଇ ସେ ନିଜେ ସୋସିଆଲ ମିଡିଆରେ ସୂଚନା ଦେଇଛନ୍ତି । ଇନଷ୍ଟାଗ୍ରାମରେ ମାହିରା ଲେଖିଛନ୍ତି, କରୋନା ଟେଷ୍ଟ ରିପୋର୍ଟ ପଜିଟିଭ୍ ଆସିଛି । ସେ ଆଇସୋଲେଟ୍ ହୋଇଛନ୍ତି ।…

ଭୁବନେଶ୍ୱରରୁ ଆଜି ୪୧ ପଜିଟିଭ, ସେଥିରୁ ୩୪ ଲୋକାଲ୍ କେସ୍

ଭୁବନେଶ୍ୱର: ଦିନକରେ ଭୁବନେଶ୍ୱରରୁ ୪୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ସୂଚନା ଦେଇଛି। ନୂଆ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧରୁ ୭ ଓ ସ୍ଥାନୀୟ ଅଂଚଳରୁ ୩୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।…

ଓଡ଼ିଶାରୁ ନୂଆ ୩୯୩ କରୋନା ପଜିଟିଭ ଚିହ୍ନଟ, ଜାଣନ୍ତୁ କେଉଁ ଜିଲ୍ଲାରେ କେତେ…

ଭୁବନେଶ୍ୱର: ଓଡ଼ିଶାରେ ସର୍ବାଧିକ ୩୯୩ଟି ନୂଆ କରୋନା ପଜିଟିଭ ମାମଲା ଚିହ୍ନଟ କରାଯାଇଛି। ଯାହା ଫଳରେ ମୋଟ୍ ସଂଖ୍ୟା ରବିବାର ଦିନ ୩ ଲକ୍ଷ ୨୩ ହଜାର ୭୫୭ରେ ପହଞ୍ଚିଛି। ରାଜ୍ୟ ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁଯାୟୀ, କ୍ବାରେଣ୍ଟାଇନରୁ ୨୨୮ ଓ ୧୬୫ଟି ଲୋକାଲ୍ କେସ୍ ଚିହ୍ନଟ ହୋଇଛି।…

ଦେଶରେ ୨୪ ଘଣ୍ଟାରେ ୧୦ଲକ୍ଷ କୋଭିଡ୍ ଟେଷ୍ଟ, ୩୦ହଜାର ପଜିଟିଭ୍

ନୂଆଦିଲ୍ଲୀ: ଦେଶରେ ବଢୁଛି କରୋନା ସଂକ୍ରମଣ । କିନ୍ତୁ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା କମିଛି । ଗତ ୨୪ ଘଣ୍ଟାରେ ସାରା ଦେଶରେ ୧୦ଲକ୍ଷ କୋଭିଡ ଟେଷ୍ଟ ହୋଇଥିବା ବେଳେ ଚିହ୍ନଟ ହୋଇଛନ୍ତି ୩୦ହଜାର ୨୫୪ ନୂଆ ଆକ୍ରାନ୍ତ । ଗତକାଲି ଅପେକ୍ଷା ୦.୮% ଅଧିକ ସଂକ୍ରମିତ ହୋଇଛନ୍ତି । ମୋଟ୍ ସଂକ୍ରମିତଙ୍କ…

ଓଡ଼ିଶାରୁ ସୁସ୍ଥ ହେଲେ ଆଉ ୪୦୫ କରୋନା ରୋଗୀ

ଭୁବନେଶ୍ୱର: ଓଡିଶାରୁ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୪୦୫ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ଆରୋଗ୍ୟ ଲାଭ କରିଛନ୍ତି।…

ଟୀକାକରଣ ପାଇଁ କେନ୍ଦ୍ର ଜାରି କଲା ଏସଓପି: ଗୋଟିଏ ସେସନରେ ୧୦୦ ଜଣଙ୍କୁ ଦିଆଯିବ ଟିକା

ନୂଆଦିଲ୍ଲୀ: କରୋନା ମହାମାରୀକୁ ମାରିବା ପାଇଁ ବିଭିନ୍ନ ଦେଶରେ ଟୀକାକରଣ ଆରମ୍ଭ ହୋଇଗଲାଣି । ଭାରତରେ କେବେ ଆସିବ ଟିକା ? କେମିତି ଟିକା ଦିଆଯିବ ? ଏନେଇ ଲୋକଙ୍କ ମଧ୍ୟରେ ଉତ୍ସୁକତା ବଢିବାରେ ଲାଗିଛି । ଏହାରି ଭିତରେ କରୋନା ଭ୍ୟାକସିନକୁ ନେଇ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳକୁ ଏସ୍ଓପି…

୨୪ ଘଣ୍ଟାରେ ଭୁବନେଶ୍ୱରରୁ ୩୧ ପଜିଟିଭ, ୨୯ ସୁସ୍ଥ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରେ ୩୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିସହିତ ୨୯ ଜଣ ସୁସ୍ଥ ହୋଇଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ସୂଚନା ଦେଇଛି। ବିଏମସିର ଟ୍ବିଟ୍ ଅନୁଯାୟୀ ସଙ୍ଗରୋଧରୁ ୧୬ ଓ ସ୍ଥାନୀୟ ଅଂଚଳରୁ ୧୫ ଜଣ କରୋନା ପଜିଟିଭ…

ରାଜ୍ୟରେ ୧୮ଶହ ପାର କଲା କରୋନା ମୃତ୍ୟୁସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ୧୮ ଶହ ପାର କରିଛି କରୋନା ଜନିତ ମୃତ୍ୟୁସଂଖ୍ୟା । ଗତ ୨୪ ଘଣ୍ଟାରେ ଆଉ ୪ ସଂକ୍ରମିତ ପ୍ରାଣ ହରାଇଛନ୍ତି । ମୃତକଙ୍କ ଭିତରେ ଅଛନ୍ତି ୩ଟି ଜିଲ୍ଲାର ଆକ୍ରାନ୍ତ । ରାଜ୍ୟରେ ମୋଟ୍ ମୃତ୍ୟୁସଂଖ୍ୟା ୧୮ ଶହ ୨କୁ ବୃଦ୍ଧି ପାଇଛି । Regret to inform the demise of…