Latest Odisha News

BREAKING NEWS

Browsing Category

କରୋନା ଅପଡ଼େଟ୍‌

Coronavirus Update

ରାଜ୍ୟରୁ ୨୪ ଘଣ୍ଟାରେ ୩୯୩ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଖସୁଛି ନୂଆ କରୋନା ସଂକ୍ରମିତଙ୍କ ସଂଖ୍ୟା । ଧୀରେ ଧୀରେ ନିୟନ୍ତ୍ରଣକୁ ଆସିଛି ମହାମାରୀ । କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିଲେ ବି ଦୈନିକ ସଂକ୍ରମଣରେ ବ୍ରେକ୍ ଲାଗୁଛି । ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୩୯୩ ନୂଆ ଆକ୍ରାନ୍ତ । କ୍ୱାରେଣ୍ଟାଇନରୁ…

ଭାରତରେ ଜରୁରୀ ଟିକାକରଣ ଅନୁମତି ମାଗିଲା ଫାଇଜର୍

ନୂଆଦିଲ୍ଲୀ: ଭାରତରେ ଟିକାକରଣ ପାଇଁ ଅନୁମତି ମାଗିଛି ଆମେରିକୀୟ ଟିକା ନିର୍ମାତା କମ୍ପାନୀ ଫାଇଜର। ଏନେଇ ଡ୍ରଗ୍‌ସ୍‌ କଣ୍ଟ୍ରୋଲର୍‌ ଜେନେରାଲ୍‌ ଅଫ୍‌ ଇଣ୍ଡିଆ(DCGI) ଅନୁମୋଦନ ପାଇଁ ଆବେଦନ କରିଛି ଫାଇଜର । ଏହି ଟିତା ୯୫ ପ୍ରତିଶତ ସୁରକ୍ଷିତ ବୋଲି ଟ୍ରାଏଲ ବେଳେ ଦାବି କରିଥିଲା କମ୍ପାନୀ ।…

ଦିନକରେ ଦେଶରେ ୧୧ ଲକ୍ଷ କୋଭିଡ୍ ଟେଷ୍ଟ, ୩୬ ହଜାର ପଜିଟିଭ୍

ନୂଆଦିଲ୍ଲୀ: ଦେଶରେ ୯୬ ଲକ୍ଷ ପାର କରିଛି କରୋନା ସଂକ୍ରମଣ । ଏବେ ଦୈନିକ କମ୍ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ଗତ ୨୪ ଘଣ୍ଟାରେ ସାରା ଦେଶରେ ୧୧ଲକ୍ଷ ୧ହଜାର ୬୩ଟି କୋଭିଡ୍ ଟେଷ୍ଟ ହୋଇଛି । ଚିହ୍ନଟ ହୋଇଛନ୍ତି ୩୬ହଜାର ୧୧ ନୂଆ ଆକ୍ରାନ୍ତ । ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୯୬ଲକ୍ଷ ୪୪ହଜାର ୨୨୨କୁ…

ଋଷର ମସ୍କୋରେ ଆରମ୍ଭ ହେଲା ଟୀକାକରଣ, ଖୋଲିଲା ୭୦ ଭ୍ୟାକସିନ୍ ସେଣ୍ଟର

ମସ୍କୋ: ଋଷର ରାଜଧାନୀ ମସ୍କୋରେ ଆଜିଠାରୁ ଆରମ୍ଭ ହୋଇଛି କୋଭିଡ୍-୧୯ ଟୀକାକରଣ । ଯେଉଁମାନଙ୍କୁ ସଂକ୍ରମିତ ହେବାର ଅଧିକ ଆଶଙ୍କା ରହିଛି, ସେହିମାନଙ୍କୁ ଏହି ଟିକା ଦିଆଯାଉଛି । ଋଷ ନିଜର ସ୍ପୁଟନିକ୍-ଭି ଟିକା ଦେଉଛି । ହଜାର ହଜାର ଲୋକ ଟୀକାକରଣ ପାଇଁ ପଞ୍ଜିକରଣ କରିଛନ୍ତି । ସ୍ପୁଟନିକ୍-ଭି…

ଓଡ଼ିଶାରୁ ସୁସ୍ଥ ହେଲେ ୬୦୫ କରୋନା ରୋଗୀ

ଭୁବନେଶ୍ୱର: ଓଡିଶାରୁ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୬୦୫ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ଆରୋଗ୍ୟ ଲାଭ କରିଛନ୍ତି। ତେବେ ୬୦୫ ଜଣ ଆରୋଗ୍ୟଙ୍କୁ ମିଶାଇ ଏଯାବତ ଓଡିଶାରେ ମୋଟ୍…

କରୋନା ଟୀକାକରଣ ପାଇଁ କମିଟି ଗଠନ କଲେ ରାଜ୍ୟ ସରକାର

ଭୁବନେଶ୍ବର: ଟୀକାକରଣ ବ୍ୟବସ୍ଥା ସହଜ କରିବାକୁ ରାଜ୍ୟ ସରକାର ଗଠନ କଲେ କମିଟି । ଉଭୟ ରାଜ୍ୟ ଓ ଜିଲ୍ଲାସ୍ତରରେ କମିଟି ଗଠନ କରାଯାଇଛି ।୨୧ ଜଣିଆ ରାଜ୍ୟସ୍ତରୀୟ କମିଟିର ଅଧ୍ୟକ୍ଷ ରହିବେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ନିର୍ଦ୍ଦେଶକ । ଏଥିରେ ସଦସ୍ୟ ସଚିବ ଭାବେ କାମ କରିବେ ରାଜ୍ୟ ଟୀକାକରଣ…

ଆକ୍ରାନ୍ତଙ୍କ ତୁଳନାରେ ରାଜଧାନୀରେ ବଢୁଛି ସୁସ୍ଥତାଙ୍କ ସଂଖ୍ୟା

ଭୁବନେଶ୍ୱର: ଭୁବନେଶ୍ୱରରେ ଗୋଟିଏ ଦିନରେ ୩୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲା ବେଳେ ୪୩ ସୁସ୍ଥ ହୋଇଛନ୍ତି। ଭୁବନେଶ୍ୱର ମହାନଗର ନିଗମ (ବିଏମସି)ର ଟ୍ବିଟ୍ ଅନୁଯାୟୀ ସଙ୍ଗରୋଧରୁ ୬ ଓ ସ୍ଥାନୀୟ ଅଂଚଳରୁ ୨୮ ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଉଲ୍ଲେଖଯୋଗ୍ୟ, ଭୁବନେଶ୍ୱରରେ…

ରାଜ୍ୟରୁ କରୋନାରେ ଆଖି ବୁଜିଲେ ଆଉ ୫ ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ କରୋନା ମୃତ୍ୟୁସଂଖ୍ୟା ବଢୁଛି । କିନ୍ତୁ ଦୈନିକ ଡେଥ୍ କେସ୍ ପୂର୍ବ ଅପେକ୍ଷା କମିଛି । ଗତ ୨୪ ଘଣ୍ଟାରେ ଚିକିତ୍ସାଧୀନ ଅବସ୍ଥାରେ ଆଉ ୫ ସଂକ୍ରମିତ ପ୍ରାଣ ହରାଇଛନ୍ତି । ମୃତକଙ୍କ ଭିତରେ ଅଛନ୍ତି ୪ଟି ଜିଲ୍ଲାର ଆକ୍ରାନ୍ତ ଅଛନ୍ତି । ଭୁବନେଶ୍ୱରରୁ କରୋନା ସଂକ୍ରମିତ ଜଣେ…

ବିଶ୍ୱ କରୋନା; ଗତ ୨୪ ଘଣ୍ଟାରେ ୬.୭୨ ଲକ୍ଷ ନୂଆ ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ: ଆମେରିକା, ବ୍ରାଜିଲ୍, ତୁର୍କୀ, ଋଷିଆ ସମେତ ବିଶ୍ୱର ଅନେକ ଦେଶରେ କରୋନା ଭୂତାଣୁ ସଂକ୍ରମଣ ଦ୍ରୁତ ଗତିରେ ବଢୁଛି। ଗତ ୨୪ ଘଣ୍ଟା ମଧ୍ୟରେ ବିଶ୍ୱରେ ୬.୭୨ ଲକ୍ଷ ନୂତନ ମାମଲା ରେକର୍ଡ ହୋଇଛି ଏବଂ ୧୨,୦୫୨ ସଂକ୍ରମିତ ଲୋକ ପ୍ରାଣ ହରାଇଛନ୍ତି। ଦୁନିଆର ସବୁଠାରୁ ଶକ୍ତିଶାଳୀ ଦେଶ…

୨୭ ଜିଲ୍ଲାରୁ ୪୦୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ନିୟନ୍ତ୍ରଣକୁ ଆସୁଛି କରୋନା କାୟା । ସୁସ୍ଥ ହେଲେଣି ୯୮ ପ୍ରତିଶତ ସଂକ୍ରମିତ । ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା କମୁଛି । ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୪୦୯ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୨୩୪ ଜଣ ଥିବା ବେଳେ ଲୋକାଲ୍…