Latest Odisha News

BREAKING NEWS

Browsing Category

କରୋନା ଅପଡ଼େଟ୍‌

Coronavirus Update

କରୋନା ଟିକା ନେବେ ପୂର୍ବତନ ରାଷ୍ଟ୍ରପତି, ଟିଭିରେ ହେବ ଲାଇଭ୍ !

ଓ୍ୱାସିଂଟନ୍: ଲୋକଙ୍କ ପାଖରେ ପହଞ୍ଚିବ କରୋନା ଭ୍ୟାକସିନ୍ । ଏନେଇ ବିଭିନ୍ନ ଦେଶ ପ୍ରସ୍ତୁତି ଆରମ୍ଭ କରିଦେଲେଣି । ଲୋକଙ୍କ କରୋନା ଟିକା ନେବା ସମୟ ଆସିଗଲାଣି । ବ୍ରିଟେନରେ କିଛି ଦିନରେ ଟୀକାକରଣ କରାଯିବ । ଫାଇଜର ଭ୍ୟାକସିନ୍ ବ୍ୟବହାର କରିବା ପାଇଁ ବ୍ରିଟେନ ସରକାର ଅନୁମତି ଦେଇଛନ୍ତି ।…

ଭାରତରେ କେବେ ମିଳିବ କରୋନା ଭ୍ୟାକସିନ; ଉତ୍ତର ଦେଲେ ଏମ୍ସ ନିର୍ଦ୍ଦେଶକ

ନୂଆଦିଲ୍ଲୀ: ଭାରତରେ କରୋନା ଟିକା ମିଳିବା ନେଇ ଖୁସି ଖବର ଦେଇଛନ୍ତି ଏମ୍ସ ଦିଲ୍ଲୀର ନିର୍ଦ୍ଦେଶକ ଡକ୍ଟର ରଣଦୀପ ଗୁଲେରିଆ। ସେ ସୂଚନା ଦେଇ କହିଛନ୍ତି ଯେ ଭାରତରେ କରୋନା ଟିକା ପରୀକ୍ଷା ଶେଷ ପର୍ଯ୍ୟାୟରେ ଅଛି। ଏହି ମାସ ଶେଷ କିମ୍ବା ଆସନ୍ତା ମାସ ଆରମ୍ଭରେ ସଫଳତା ମିଳିବାର ଆଶା ରହିଛି।…

ଆସନ୍ତା ସପ୍ତାହରୁ ରୁଷିଆରେ ଗଣଟିକାକରଣ, ନିର୍ଦ୍ଦେଶ ଦେଲେ ରାଷ୍ଟ୍ରପତି

ମସ୍କୋ: କରୋନା ଲଢେ଼ଇ ଭିତରେ ଗୋଟିଏ ପରେ ଗୋଟିଏ ଖୁସି ଖବର। ଏବେ ଖୁସି ଖବର ଦେଇଛି ଋଷ୍। ଆସନ୍ତା ସପ୍ତାହରୁ ରୁଷିଆରେ ଆରମ୍ଭ ହେବ ଟିକାକରଣ ଅଭିଯାନ। ଏନେଇ ଆଜି ନିର୍ଦ୍ଦେଶ ଦେଇଛନ୍ତି ରାଷ୍ଟ୍ରପତି ଭ୍ଲାଦିମର ପୁଟିନ। ଇଂଲଣ୍ଡ ଓ ଋଷିଆରେ ଏକାସଙ୍ଗେ ଆରମ୍ଭ ହେବ ଟିକାକରଣ। ଆସନ୍ତା କିଛି…

ଖୁବ୍‌ ଶୀଘ୍ର ସାଧାରଣ ଲୋକଙ୍କୁ ବି ମିଳିବ କରୋନା ଟୀକା; ବ୍ରିଟେନରେ ‘ପିଫାଇଜର୍‌ ବାୟୋନ୍‌ଟେକ୍‌’…

ନୂଆଦିଲ୍ଲୀ: କରୋନା ଭୂତାଣୁ ଯୋଗୁଁ ବିଶ୍ୱବାସୀ ଭୟଭୀତ ହୋଇପଡିଛନ୍ତି। କରୋନା ସଂକ୍ରମଣ ବଢିବା ସହିତ କରୋନା ଯୋଗୁଁ ମୃତ୍ୟୁବରଣ କରିଥିବା ଲୋକଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି। ଏହି ସମୟରେ, ବିଶ୍ୱବାସୀ ଉତ୍ସାହର ସହ କରୋନା ଟିକାକୁ ଅପେକ୍ଷା କରିଛନ୍ତି। ଏଥି ସହିତ, ଲୋକଙ୍କ ଏହି…

କରୋନାର କରାଳ ରୂପ; ବିଶ୍ୱରେ କରୋନା ସଂକ୍ରମଣ ସଂଖ୍ୟା ୬.୪ କୋଟି ପାର୍‌

ନୂଆଦିଲ୍ଲୀ: ସାରା ବିଶ୍ୱରେ ସାଂଘାତିକ ଭାବରେ କରୋନା ଭୂତାଣୁ ସଂକ୍ରମଣ ବଢିବାରେ ଲାଗିଛି। ବିଶ୍ୱର‌େ ଏପର୍ଯ୍ୟନ୍ତ କରୋନା ଜନିତ ସଂକ୍ରମଣ ୬.୪ କୋଟି ପାର୍‌ କରିଥିବା ବେଳେ ଏପର୍ଯ୍ୟନ୍ତ ୧୪.୬ ଲକ୍ଷରୁ ଅଧିକ ଲୋକ ପ୍ରାଣ ହରାଇଛନ୍ତି। ବର୍ତ୍ତମାନ ବିଶ୍ୱର‌େ ମୋଟ କରୋନା ମାମଲା ୬ କୋଟି ୪୧…

ଦେଶରେ ଲକ୍ଷେ ୩୮ ହଜାର ଟପିଲା କରୋନା ମୃତ୍ୟୁସଂଖ୍ୟା

ନୂଆଦିଲ୍ଲୀ: ଦେଶରେ କରୋନା କାୟା ନିୟନ୍ତ୍ରଣ ଭିତରେ ରହିଛି । ଯଦିଓ ନିର୍ଦ୍ଦିଷ୍ଟ ଭାବରେ କିଛି ରାଜ୍ୟରେ ବଢୁଛି ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟାରେ ସାରା ଦେଶରୁ ଚିହ୍ନଟ ହୋଇଛନ୍ତି ୩୬ହଜାର ୬୦୪ ନୂଆ ଆକ୍ରାନ୍ତ । ଏହାକୁ ମିଶାଇ ସଂକ୍ରମିତଙ୍କ ସଂଖ୍ୟା ୯୪ଲକ୍ଷ ୯୯ହଜାର ୪୨୪କୁ ବୃଦ୍ଧି ପାଇଛି…

ଭାରତରେ ଋଷ ଭ୍ୟାକସିନ୍ ସ୍ପୁଟନିକ୍-୫ର କ୍ଲିନିକାଲ ଟ୍ରାଏଲ

ନୂଆଦିଲ୍ଲୀ: ଋଷ ଭ୍ୟାକସିନ୍ ସ୍ପୁଟନିକ୍-୫ର କ୍ଲିନିକାଲ ଟ୍ରାଏଲ ଭାରତରେ ଆରମ୍ଭ ହୋଇଛି । ଡକ୍ଟର ରେଡ୍ଡିଜ୍ ଲାବରୋଟୋରିଜ୍ ଲିମିଟେଡ ଓ ଆରଡିଆଇଏଫ୍ ଏନେଇ ଘୋଷଣା କରିଛନ୍ତି । ସେଣ୍ଟ୍ରାଲ ଫାର୍ମାସ୍ୟୁଟିକାଲ ଲାବ୍ରୋଟାରୀରୁ ଜରୁରୀ ଅନୁମତି ପାଇବା ପରେ କ୍ଲିନିକାଲ ଟ୍ରାଏଲ ଆରମ୍ଭ ହୋଇଥିବା…

ଓଡ଼ିଶାରୁ ସୁସ୍ଥ ହେଲେ ୬୬୯ କରୋନା ରୋଗୀ

ଭୁବନେଶ୍ୱର: ଓଡିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୬୬୯ କରୋନା ରୋଗୀ ଆରୋଗ୍ୟ ଲାଭ କରିଥିବା ନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। https://twitter.com/HFWOdisha/status/1333757734416642048?s=19…

କରୋନା ସଂକ୍ରମଣରୁ ସୁସ୍ଥ ହେଲେ ୯୭ ବର୍ଷୀୟ ବୟୋଜ୍ୟେଷ୍ଠ ବ୍ୟକ୍ତି

ଭୁବନେଶ୍ୱର: କରୋନା ସଂକ୍ରମଣରୁ ସୁସ୍ଥ ହୋଇଛନ୍ତି ୯୭ ବର୍ଷୀୟ ବୟୋଜ୍ୟେଷ୍ଠ ବ୍ୟକ୍ତି। ସମ୍ପୃକ୍ତ ବ୍ୟକ୍ତିଙ୍କ ନାମ ନଟବର ଦାଶ। କଟକ ଜିଲ୍ଲା କିଶୋର ନଗର ଅଂଚଳର ନଟବର କୋଭିଡ ପଜିଟିଭ ଚିହ୍ନଟ ହେବା ପରେ ସମ୍ କୋଭିଡ ହସ୍ପିଟାଲ୍‌ରେ ଚିକିତ୍ସା ପାଇଁ ଭର୍ତି ହୋଇଥିଲେ । ତାଙ୍କର ଶ୍ୱାସ…

ଦେଶର ସବୁ ନାଗରିକଙ୍କୁ ମିଳିବ ନାହିଁ କରୋନା ଟିକା: ସରକାର କହିଲେ ଆବଶ୍ୟକ ପଡ଼ିବନି

ନୂଆଦିଲ୍ଲୀ: କେବେ ଆସିବ କରୋନା ଟିକା ? କାହାକୁ ମିଳିବ ଭ୍ୟାକସିନ୍ ? ଟିକା ଖବରକୁ ନେଇ ସମସ୍ତଙ୍କ ମନରେ ରହିଛି ଉତ୍ସୁକତା । ଆପଣ ଭାବୁଛନ୍ତି କି, ଟିକା ଆସିବା ପରେ ଆପଣଙ୍କୁ ଦିଆଯିବ । ତାହାଲେ ଆପଣ ଭୁଲ ଭାବୁଛନ୍ତି । କାରଣ ଟିକାକୁ ନେଇ ବଡ଼ ଖବର ଦେଇଛନ୍ତି କେନ୍ଦ୍ର ସରକାର । କେନ୍ଦ୍ର…