Latest Odisha News

BREAKING NEWS

Browsing Category

କରୋନା ଅପଡ଼େଟ୍‌

Coronavirus Update

ଭୁବନେଶ୍ୱରରେ କମୁଛି କରୋନା ସଂକ୍ରମଣ; ଜାଣନ୍ତୁ କେଉଁ ସ୍ଥାନରୁ କେତେ ପଜିଟିଭ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଗୋଟିଏ ଦିନରେ ୨୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଭୁବନେଶ୍ୱର ମହାନଗର ନିଗମର ସୂଚନା ଅନୁଯାୟୀ ସଙ୍ଗରୋଧରୁ ୧୦ ଓ ସ୍ଥାନୀୟ ଅଂଚଳରୁ ୧୭ ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି ।…

ରାଜ୍ୟରୁ ଆଉ ୫ ଜୀବନ ନେଲା ମହାମାରୀ, ମୃତ୍ୟୁସଂଖ୍ୟା ୧, ୭୪୪

ଭୁବନେଶ୍ୱର: ଓଡ଼ିଶାରେ କରୋନା କାୟା କମୁଛି । ସଂକ୍ରମଣ ସହ ମୃତ୍ୟୁସଂଖ୍ୟା ବି ନିୟନ୍ତ୍ରଣକୁ ଆସୁଛି । ଗତ ୨୪ ଘଣ୍ଟାରେ ପ୍ରାଣ ହରାଇଛନ୍ତି ଆଉ ୫ ଜଣ ଆକ୍ରାନ୍ତ । ୩ଟି ଜିଲ୍ଲାରୁ ସଂକ୍ରମିତ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟବରଣ କରିଛନ୍ତି । ପୁରୀ ଜିଲ୍ଲାରୁ ସର୍ବାଧିକ ୩ ଜଣ କରୋନାରେ ଆଖି…

ବଡ଼ ଖବର: ରାଜ୍ୟରେ ଚାରି ଶହ ତଳକୁ ଖସିଲା ଦୈନିକ କରୋନା କେସ୍

ଭୁବନେଶ୍ୱର: ରାଜ୍ୟରେ କାବୁ ପାଉଛି କରୋନା । ନିୟନ୍ତ୍ରଣକୁ ଆସୁଛି ମହାମାରୀ । ଦୈନିକ ସଂକ୍ରମଣ କମୁଛି । ଗତ ୨୪ ଘଣ୍ଟାରେ ଚାରି ଶହରୁ କମ୍ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦିନକରେ ବାହାରିଛି ୩୭୮ ପଜିଟିଭ୍ କେସ୍ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୨୧୯ ଜଣ ଚିହ୍ନଟ ହୋଇଥିବା ବେଳେ…

ବିଶ୍ୱ କରୋନା; ଗତ ୨୪ ଘଣ୍ଟାରେ ୪.୯୬ ଲକ୍ଷ ନୂଆ କରୋନା ମାମଲା ଚିହ୍ନଟ

ନୂଆଦିଲ୍ଲୀ: କରୋନାଭାଇରସ୍ ସମଗ୍ର ବିଶ୍ୱରେ ନିୟନ୍ତ୍ରଣ ବାହାରକୁ ଚାଲିଯାଇଥିବା ବେଳେ ବର୍ତ୍ତମାନ ପର୍ଯ୍ୟନ୍ତ ୬.୩୧ କୋଟି ଲୋକ କରୋନା ସଂକ୍ରମଣରେ ପ୍ରଭାବିତ ହୋଇଛନ୍ତି। ଏହି ମାରାତ୍ମକ ମହାମାରୀ ଯୋଗୁଁ ବର୍ତ୍ତମାନ ସୁଦ୍ଧା ବିଶ୍ୱରେ ୧୪ ଲକ୍ଷ ୬୭ ହଜାରରୁ ଅଧିକ ଲୋକ ପ୍ରାଣ ହରାଇଛନ୍ତି।…

ଦିନକରେ ଦେଶରୁ ୩୧ ହଜାର କରୋନା ପଜିଟିଭ୍, ୪୧ ହଜାର ସୁସ୍ଥ

ନୂଆଦିଲ୍ଲୀ: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢୁଥିଲେ ବି ସ୍ଥିତି ଏବେ ନିୟନ୍ତ୍ରଣରେ ରହିଛି । ନୂଆ ଆକ୍ରାନ୍ତଙ୍କ ଅପେକ୍ଷା ଅଧିକ ସୁସ୍ତ ହେଉଛନ୍ତି । ଗତ ୨୪ ଘଣ୍ଟାରେ ସାରା ଦେଶରୁ ଚିହ୍ନଟ ହୋଇଛନ୍ତି ୩୧ହଜାର ୧୧୮ ନୂଆ ଆକ୍ରାନ୍ତ । ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୯୪ଲକ୍ଷ ୬୨ହଜାର ୮୧୦କୁ…

ଡିସେମ୍ବର ପାଇଁ ଗାଇଡଲାଇନ୍ ଜାରି କଲେ ରାଜ୍ୟ ସରକାର: ଖୋଲିବନି ସିନେମା ହଲ, ବନ୍ଦ ରହିବ ସୁଇମିଂ ପୁଲ

ଭୁବନେଶ୍ବର: ଡିସେମ୍ବର ମାସ ପାଇଁ ଗାଇଡଲାଇନ୍ ଜାରି କରିଛନ୍ତି ରାଜ୍ୟ ସରକାର । ଡିସେମ୍ବର ୩୧ ପର୍ଯ୍ୟନ୍ତ କଣ୍ଟେନମେଣ୍ଟ ଜୋନରେ ଜାରି ରହିବ ଲକଡାଉନ୍ । ଡିସେମ୍ବର ୧ରୁ ଖୋଲିବ ରାଜ୍ୟର ମେଡିକାଲ କଲେଜ । ଧାର୍ମିକ ଅନୁଷ୍ଠାନ ଖୋଲିବା ନିଷ୍ପତ୍ତି ପୁଣି ଥରେ ସ୍ଥାନୀୟ ପ୍ରଶାସନ ଉପରେ…

୫ ହଜାର ତଳକୁ ଖସିଲା ଆକ୍ଟିଭ କେସ୍; ୨୪ ଘଣ୍ଟାରେ ଚିହ୍ନଟ ଆକ୍ରାନ୍ତଙ୍କ ଦୁଇଗୁଣ ବ୍ୟକ୍ତି ହେଲେ ସୁସ୍ଥ

ଭୁବନେଶ୍ୱର: ରାଜ୍ୟରେ ତଳମୁଁହା କରୋନା ଗ୍ରାଫ। ୨୪ ଘଣ୍ଟାରେ ୪୧୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସୁସ୍ଥ ହୋଇଛନ୍ତି ୮୦୯ ଜଣ। ଏହାସହ ଓଡିଶାରେ ଆରୋଗ୍ୟ ବ୍ୟକ୍ତିଙ୍କ ସଂଖ୍ୟା ୩,୧୨,୦୬୫ ଛୁଇଁଛି। ଏହା ସହିତ ରାଜ୍ୟରେ ସକ୍ରିୟ ମାମଲା ୪୮୬୮ କୁ ହ୍ରାସ ପାଇଛି। ସ୍ୱାସ୍ଥ୍ୟ ଏବଂ ପରିବାର…

ଓଡ଼ିଶା କୋଭିଡ୍ ଟୀକାକରଣ ଯୋଜନା ଚୂଡାନ୍ତ: ୩୦ ହଜାର ସ୍ଥାନ ଚିହ୍ନଟ

ଭୁବନେଶ୍ବର: ଓଡ଼ିଶା କୋଭିଡ୍ ଟୀକାକରଣ ଯୋଜନା ଚୂଡାନ୍ତ ହୋଇଛି । ଟୀକାକରଣ ପାଇଁ ୩୦ ହଜାର ସ୍ଥାନ ଚିହ୍ନଟ କରାଯାଇଛି । ଟୀକାକରଣ ପାଇଁ ୮ ହଜାର ୩ଶହ ଜଣ କର୍ମଚାରୀ ତାଲିକାଭୁକ୍ତ ହୋଇଛନ୍ତି । କ୍ୟାବିନେଟ୍ ସଚିବଙ୍କ ପ୍ରସ୍ତୁତି ବୈଠକରେ ଏନେଇ ସୂଚନା ଦେଇଛନ୍ତି ମୁଖ୍ୟ ଶାସନ ସଚିବ ଅସିତ…

କରୋନା ଟୀକା ବିକାଶ ଓ ଉତ୍ପାଦନ ଦିଗରେ କାର୍ଯ୍ୟରତ ୩ ଦଳ ସହ ପ୍ରଧାନମନ୍ତ୍ରୀଙ୍କ ଆଲୋଚନା

ନୂଆଦିଲ୍ଲୀ: କୋଭିଡ-୧୯ ଟୀକା ବିକାଶ ଓ ଉତ୍ପାଦନ ଦିଗରେ କାର୍ଯ୍ୟ କରୁଥିବା ତିନୋଟି ଦଳ ସହିତ ଆଜି ପ୍ରଧାନମନ୍ତ୍ରୀ ଆଲୋଚନା କରିଛନ୍ତି। ଏହି ଦଳଗୁଡ଼ିକ ମଧ୍ୟରେ ରହିଛି ପୁଣେସ୍ଥିତ ଜେନୋଭା ବାୟୋଫାର୍ମାସ୍ୟୁଟିକାଲ୍ସ ଲିମିଟେଡ, ହାଇଦ୍ରାବାଦର ବାୟୋଲୋଜିକାଲ ଇ ଲିମିଟେଡ ଏବଂ ଡ. ରେଡ୍ଡୀଜ୍…

କରୋନା ସଂକ୍ରମଣରେ ବିଜେପି ବିଧାୟିକାଙ୍କ ମୃତ୍ୟୁ

ଜୟପୁର: ରାଜସ୍ଥାନ ରାଜସମନ୍ଦର ବିଜେପି ବିଧାୟିକା କିରଣ ମାହେଶ୍ୱରୀ ରବିବାର ବିଳମ୍ବିତ ରାତିରେ ଗୁରୁଗାଓଁର ଏକ ଡାକ୍ତରଖାନାରେ ପ୍ରାଣତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୫୯ ବର୍ଷ ବୟସ ହୋଇଥିଲା ବେଳେ ସେ କରୋନାରେ ପିଡିତ ଥିଲେ। ସେ ତିନିଥର ବିଧାୟିକା ହୋଇଥିବା ବେଳେ ଗତ କିଛି…