Latest Odisha News
Browsing Category

କରୋନା ଅପଡ଼େଟ୍‌

Coronavirus Update

ଦେଶରେ ୯୩ ଲକ୍ଷ ପାର କଲା କରୋନା ପଜିଟିଭ୍ କେସ୍

ନୂଆଦିଲ୍ଲୀ: ଦେଶରେ ୯୩ ଲକ୍ଷ ଟପିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଏବେ ଦୈନିକ ସଂକ୍ରମିତ ବଢଉଛନ୍ତି । ଗତ ୨୪ ଘଣ୍ଟାରେ ସାରା ଦେଶରୁ ଚିହ୍ନଟ ହୋଇଛନ୍ତି ୪୩ ହଜାର ୮୨ ନୂଆ କରୋନା ଆକ୍ରାନ୍ତ । ମୋଟ୍ ପଜିଟିଭ୍ କେସ୍ ୯୩ ଲକ୍ଷ ୯ ହଜାର ୭୮୮କୁ ବୃଦ୍ଧି ପାଇଛି । ଗତକାଲି ଅପେକ୍ଷା ଆଜି କମିଛି…

ଆମେରିକାରେ କରୋନାର କରାଳ ରୂପ; ୨୪ ଘଣ୍ଟାରେ ୨୪୩୯ ମୃତ୍ୟୁ

ୱାଶିଂଟନ: ଆମେରିକାରେ କରୋନା ତାଣ୍ଡବ। ଗତ ୨୪ ଘଣ୍ଟାରେ ନେଲାଣି ୨୪୦୦ରୁ ଅଧିକ ମୁଣ୍ଡ। ଜନ୍‌ ହପକିନ୍ସ ବିଶ୍ବବିଦ୍ୟାଳୟର ତଥ୍ୟ ଅନୁଯାୟୀ, ଗତ ୬ ମାସ ମଧ୍ୟ‌ରେ ଆମେରିକାରେ ଏହା ସର୍ବାଧିକ କରୋନା ମୃତ୍ୟୁ। ସୂଚନାନୁସାରେ ବିଗତ ୨୪ ଘଣ୍ଟା ମଧ୍ୟରେ ଆମେରିକାରେ ପ୍ରାୟ ୨୪୩୯ ଜଣ କରୋନା…

ଓଡ଼ିଶାରୁ ଆଉ ୭୩୭ କରୋନା ରୋଗୀ ସୁସ୍ଥ

ଭୁବନେଶ୍ୱର: ଓଡିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୭୩୭ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ଆଜି ଖୋର୍ଦ୍ଧାରୁ ୭୩ ଜଣ ସୁସ୍ଥ ହୋଇଛନ୍ତି। ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ଅପରପକ୍ଷରେ ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୬୪୪…

ଦିଲ୍ଲୀବାସୀ ସାବଧାନ ! ବଢୁଛି କରୋନା ମୃତ୍ୟୁ, ନଭେମ୍ବରରେ ଗଲାଣି ୨୩ଶହରୁ ଅଧିକ ଜୀବନ

ନୂଆଦିଲ୍ଲୀ: ଦିଲ୍ଲୀରେ ଦ୍ରୁତ ଗତିରେ ବଢୁଛି କରୋନା । ସଂକ୍ରମଣ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ଦିଲ୍ଲୀରେ କରୋନା ମୃତ୍ୟୁ ଏବେ ଟେନସନ୍ ବଢାଉଛି । ଏହି ନଭେମ୍ବର ମାସରେ ହିଁ ୨୩ଶହରୁ ଅଧିକ ଆକ୍ରାନ୍ତଙ୍କ ଜୀବନ ନେଇ ସାରିଲାଣି ମହାମାରୀ ।…

ସେରମ ଇନଷ୍ଟିଚ୍ୟୁଟ୍ ଯିବେ ମୋଦି, ଟିକା ନିର୍ମାଣ ଅଗ୍ରଗତିର କରିବେ ସମୀକ୍ଷା

ପୁଣେ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ପୁଣେ ସ୍ଥିତି ସେରମ ଇନଷ୍ଟିଚ୍ୟୁଟ ଅଫ୍ ଇଣ୍ଡିଆ ପରିଦର୍ଶନ କରିବେ । କରୋନା ଭ୍ୟାକସିନ୍ ପ୍ରସ୍ତୁତି କାମର ଅଗ୍ରଗତି ନେଇ ପ୍ରଧାନମନ୍ତ୍ରୀ ସମୀକ୍ଷା କରିବେ । ବରିଷ୍ଠ ଅଧିକାରୀଙ୍କ ସହ ବୈଠକ କରିବେ ବୋଲି ଜଣାପଡ଼ିଛି । ଶନିବାର ପ୍ରଧାନମନ୍ତ୍ରୀ…

ରାଜ୍ୟରେ କରୋନା ଡେଥ୍ କେସ: ୧୭ଶହ ପାର କଲା, ଆଖି ବୁଜିଲେ ଆଉ ୧୭

ଭୁବନେଶ୍ୱର: ପ୍ରାଣଘାତୀ କରୋନା ପ୍ରତିଦିନ ଜୀବନ ନେଉଛି । ରାଜ୍ୟରେ ବଢୁଛି ମୃତ୍ୟୁସଂଖ୍ୟା । ପ୍ରତିଦିନ ୧୫ରୁ ଅଧିକ ସଂକ୍ରମିତ ପ୍ରାଣ ହରାଉଛନ୍ତି । ଗତ ୨୪ ଘଣ୍ଟାରେ ଆଉ ୧୭ ଆକ୍ରାନ୍ତ ଆଖି ବୁଜିଛନ୍ତି । ୭ ଜିଲ୍ଲାରୁ ସଂକ୍ରମିତ ମୃତ୍ୟୁବରଣ କରିଛନ୍ତି । ଗତ ୨୪ ଘଣ୍ଟାରେ ପୁରୀ, ସୁନ୍ଦରଗଡ଼…

ରାଜ୍ୟରୁ ଦିନକରେ ୬୪୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାଠୁ କଟକରେ ଅଧିକ

ଭୁବନେଶ୍ୱର: ରାଜ୍ୟରେ କରୋନା ପଜିଟିଭ୍ କେସ୍ ବଢୁଛି । କିନ୍ତୁ ଅକ୍ଟୋବର ମାସ ଅପେକ୍ଷା ଦୈନିକ କେସ୍ କମ୍ ରହିଛି । ଏବେ ପ୍ରତିଦିନ ହଜାରେରୁ କମ୍ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ଗତ ୨୪ ଘଣ୍ଟାରେ ସଂକ୍ରମିତ ହୋଇଛନ୍ତି ଆଉ ୬୪୪ ଜଣ । କ୍ୱାରେଣ୍ଟାଇନରୁ ୩୬୯ ଓ ଲୋକାଲ କଣ୍ଟାକ୍ଟ କେସ୍ ରହିଛି…

ଦେଶରେ ବଢୁଛି: ୨୪ ଘଣ୍ଟାରେ ୪୪ ହଜାର କରୋନା ପଜିଟିଭ୍, ୫୨୪ ମୃତ

ନୂଆଦିଲ୍ଲୀ: ପୁଣି ଥରେ କାୟା ବିସ୍ତାର ଆରମ୍ଭ କରିଛି କରୋନା । ଦେଶରେ ଦୈନିକ ପଜିଟିଭ୍ କେସ୍ ବଢୁଛି । ଗତ ୨୪ ଘଣ୍ଟାରେ ସାରା ଦେଶରୁ ଚିହ୍ନଟ ହୋଇଛନ୍ତି ୪୪ ହଜାର ୪୮୯ ନୂଆ ଆକ୍ରାନ୍ତ । ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୯୨ଲକ୍ଷ ୬୬ହଜାର ୭୦୬କୁ ବୃଦ୍ଧି ପାଇଛି । ଦୈନିକ ମୃତ୍ୟୁସଂଖ୍ୟା ବି…

ଡିସେମ୍ବର ଗାଇଡଲାଇନ୍: ନାଇଟ୍ କର୍ଫ୍ୟୁ ପାଇଁ ରାଜ୍ୟକୁ କ୍ଷମତା, ୫୦ ପ୍ରତିଶତ ଦର୍ଶକଙ୍କୁ ନେଇ ଚାଲିପାରିବ ସିନେମା ହଲ

ନୂଆଦିଲ୍ଲୀ: ଡିସେମ୍ବର ପାଇଁ ଜାରି ହେଲା ଗାଇଡଲାଇନ୍ । ଅନ୍ତର୍ଜାତୀୟ ବିମାନ ଚଳାଚଳକୁ ଅନୁମତି ମିଳିଛି । ୫୦ ପ୍ରତିଶତ କ୍ଷମତା ସହ ସିନେମା ହଲ ଓ ଥିଏଟର ଖୋଲିପାରିବ । ଖେଳାଳିମାନଙ୍କ ଟ୍ରେନିଂ ପାଇଁ ସୁଇମିଂ ପୁଲି ଖୋଲିବାକୁ ଅନୁମତି ଦିଆଯାଇଛି । ବ୍ୟବସାୟିକ ଉଦ୍ଦେଶ୍ୟରେ ପ୍ରଦର୍ଶନୀ…

ଭୁବନେଶ୍ୱରରେ କମୁଛି କରୋନା ସଂକ୍ରମଣ; ଜାଣନ୍ତୁ, କେଉଁଠି କେତେ ପଜିଟିଭ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ ଆଜି ୩୧ ନୂଆ ପଜିଟିଭ ଚିହ୍ନଟ ହୋଇଛି। ସେଥିମଧ୍ୟରୁ ସଙ୍ଗରୋଧରୁ ୮ ଓ ସ୍ଥାନୀୟ ଅଂଚଳରୁ ୨୩ ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ସେହିପରି ୫୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।…