Latest Odisha News
Browsing Category

କରୋନା ଅପଡ଼େଟ୍‌

Coronavirus Update

ଦେଶରେ ୯୧ ଲକ୍ଷ ପାର କଲା କରୋନା ସଂକ୍ରମଣ, ସୁସ୍ଥହାର ୯୩%

ନୂଆଦିଲ୍ଲୀ: ଦେଶେର କରୋନା ସଂକ୍ରମିତଙ୍କ ସଂଖ୍ୟା ୯୧ ଲକ୍ଷ ଟପିଛି । ଗତ ୨୪ ଘଣ୍ଟାରେ ଆଉ ୪୪ ଲକ୍ଷ ୫୯ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ସଂକ୍ରମିତଙ୍କ ସଂଖ୍ୟା ୯୧ ଲକ୍ଷ ୩୯ ହଜାର ୮୬୬ । ବଢୁଛି ମୃତ୍ୟୁସଂଖ୍ୟା । ଦେଶରେ ୧ ଲକ୍ଷ ୩୩ ହଜାର ୭୩୮ ଜଣଙ୍କର ଜୀବନ…

ଖୁସି ଖବର: ଡିସେମ୍ବର ଦ୍ୱିତୀୟ ସପ୍ତାହରୁ ଏହି ଦେଶରେ କରୋନା ଟିକାକରଣ କାର୍ଯ୍ୟକ୍ରମ

ଓ୍ୱାଶିଂଟନ୍: ସାରା ଦୁନିଆରେ କରୋନା ସ୍ଥିତି ଅସମ୍ଭାଳ । ଆମେରିକା ତ୍ରାହି ତ୍ରାହି ଡାକୁଛି । ଏଭଳି ସଂକଟ ଭିତରେ ପୁଣି ଥରେ ଟିକା ନେଇ ସାମନାକୁ ଆସିଛି ଖୁସି ଖବର । ଖୁବଶୀଘ୍ର ଆମେରିକାରେ କରୋନା ଭାଇରସ୍ ଟିକା କାର୍ଯ୍ୟକ୍ରମ ଆରମ୍ଭ ହୋଇପାରେ । ହ୍ୱାଇଟ୍ ହାଉସ୍ ପକ୍ଷରୁ ମିଳିଥିବା ସୂଚନା…

ସୁନ୍ଦରଗଡ଼ ଜିଲ୍ଳାରୁ ସର୍ବାଧିକ ୯୨ ସୁସ୍ଥ, ଆଜି ମୋଟ ଆରୋଗ୍ୟ ୯୦୫

ଭୁବନେଶ୍ୱର: ଓଡିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୯୦୫ କରୋନା ରୋଗୀ ଆରୋଗ୍ୟ ଲାଭ କରିଥିବା ନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। https://twitter.com/HFWOdisha/status/1330503597092724740?s=19 ଉଲ୍ଲେଖଯୋଗ୍ୟ, ଓଡିଶାରେ…

ମହାରାଷ୍ଟ୍ରରେ ପୁଣି ହେବ ଲକଡାଉନ୍ ! ଉପମୁଖ୍ୟମନ୍ତ୍ରୀ କହିଲେ ୮-୧୦ ଦିନ ଭିତରେ ନିଷ୍ପତ୍ତି

ରାଜଧାନୀ ଦିଲ୍ଲୀ ପରେ ଏବେ ମହାରାଷ୍ଟ୍ରରେ କରୋନା ସଂକ୍ରମଣ ବଢିବାରେ ଲାଗିଛି । ଏବେ ବି ଦୈନିକ ୫ରୁ ୬ ହଜାର ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ଶନିବାର ୫ ହଜାର ୭୬୦ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ଏବେ କରୋନାର ସେକେଣ୍ଡ ୱେଭ ଆସିବା ଅନୁମାନ କରାଯାଉଛି । ମହାରାଷ୍ଟ୍ର…

କରୋନା ମୁକାବିଲା ଚିନ୍ତା: ଏସବୁ ରାଜ୍ୟକୁ ସ୍ୱତନ୍ତ୍ର ଟିମ୍ ପଠାଇଲା କେନ୍ଦ୍ର

ନୂଆଦିଲ୍ଲୀ: ଦେଶରେ ପୁଣି ଥରେ କାୟା ବିସ୍ତାର କରିବା ଆରମ୍ଭ କରିଛି କରୋନା । ଦିଲ୍ଲୀ, ମହାରାଷ୍ଟ୍ର, ଗୁଜରାଟ ଭଳି ବିଭିନ୍ନ ରାଜ୍ୟରେ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ମୁକାବିଲା ପାଇଁ କେନ୍ଦ୍ର ସରକାର ଉତ୍ତରପ୍ରଦେଶ, ପଞ୍ଜାବ ଓ ହିମାଚଳପ୍ରଦେଶକୁ ସ୍ୱାସ୍ଥ୍ୟ ବିଶେଷଜ୍ଞ ଟିମ୍…

ଜୀବନ ନେଉଛି ମହାମାରୀ: ୨୪ ଘଣ୍ଟାରେ ଓଡ଼ିଶାରୁ ଆଉ ୧୫ ମୃତ

ଭୁବନେଶ୍ୱର: ପ୍ରାଣ ନେଉଛି ପ୍ରାଣଘାତୀ କରୋନା । ବଢୁଛି ମୃତ୍ୟୁସଂଖ୍ୟା । ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ଆଉ ୧୫ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଚିକିତ୍ସାଧୀନ ଅବସ୍ଥାରେ ୯ଟି ଜିଲ୍ଲାର ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି । ସୁନ୍ଦରଗଡ଼ ଜିଲ୍ଲାରେ ଗତ କିଛି ଦିନ ହେବ କରୋନା ମୃତ୍ୟୁସଂଖ୍ୟା…

କମୁଛି ପଜିଟିଭ୍ କେସ୍: ରାଜ୍ୟରୁ ୨୪ ଘଣ୍ଟାରେ ୬୩୮ କରୋନା ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ ହଜାରେରୁ କମ୍ ରହିଛି ଦୈନିକ କରୋନା କେସ୍ । ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୬୩୮ ନୂଆ ଆକ୍ରାନ୍ତ । କ୍ୱାରେଣ୍ଟାଇନରୁ ୩୭୩ ଜଣ ସଂକ୍ରମିତ ହୋଇଛନ୍ତି । ଲୋକାଲ କଣ୍ଟାକ୍ଟ କେସ୍ ରହିଛି ୨୬୫ଟି । ଗଜପତି ଜିଲ୍ଲାକୁ ଛାଡ଼ି ଦେଲେ ବାକି ୨୯ ଜିଲ୍ଲାରୁ ନୂଆ ଆକ୍ରାନ୍ତ…

ବିଶ୍ୱ କରୋନା; ଗତ ୨୪ ଘଣ୍ଟାରେ ୫.୭୧ଲକ୍ଷରୁ ଅଧିକ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ସାରା ବିଶ୍ୱରେ କରୋନା ଭୂତାଣୁ ସଂକ୍ରମଣ ମାମଲା ପ୍ରାୟ ୬୦ ନିୟୁତରେ ପହଞ୍ଚିଛି। ବିଶ୍ୱର ୨୧୮ ଟି ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୫ ଲକ୍ଷ ୭୧ ହଜାରରୁ ଅଧିକ ନୂତନ କରୋନା ସଂକ୍ରମଣ ରିପୋର୍ଟ ହୋଇଛି। ଏଥିସହ ୮,୮୮୯ ଜଣଙ୍କର ମଧ୍ୟ ମୃତ୍ୟୁ ଘଟିଛି। ଦୁନିଆର ସବୁଠାରୁ ଶକ୍ତିଶାଳୀ ଦେଶ…

ଦେଶରେ ପାଖାପାଖି ୯୧ ଲକ୍ଷ କରୋନା ସଂକ୍ରମିତ

ନୂଆଦିଲ୍ଲୀ: ଆସନ୍ତାକାଲି ଦେଶରେ ୯୧ ଲକ୍ଷ ପାର କରିବ କରୋନା ସଂକ୍ରମିତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୪୫ ହଜାର ୨୦୯ ଆକ୍ରାନ୍ତ । ମୋଟ୍ ପଜିଟିଭ୍ କେସ୍ ୯୦ ଲକ୍ଷ ୯୫ ହଜାର ୮୦୭କୁ ବୃଦ୍ଧି ପାଇଛି । ଲକ୍ଷେ ୩୩ ହଜାର ମୃତ ବଢୁଛି ମୃତ୍ୟୁସଂଖ୍ୟା । ଗତ ୨୪ ଘଣ୍ଚାରେ…

ରାଜସ୍ଥାନର ୮ ଜିଲ୍ଲାରେ ନାଇଟ୍ କର୍ଫ୍ୟୁ, ସର୍ବସାଧାରଣ ସଭା ବନ୍ଦ

ଜୟପୁର: ଦେଶର ବିଭିନ୍ନ ରାଜ୍ୟରେ କରୋନା ସଂକ୍ରମଣ ବଢୁଛି । ମୁକାବିଲା ପାଇଁ ଗୁଜରାଟ, ମଧ୍ୟପ୍ରଦେଶ, ମହାରାଷ୍ଟ୍ରରେ ପୁଣି କରୋନା କଟକଣାକୁ ଅଧିକ କଡ଼ାକଡ଼ି କରାଗଲାଣି । ଅଧିକ ସଂକ୍ରମିତ ମଧ୍ୟପ୍ରଦେଶ ଓ ଗୁଜରାଟର କିଛି ଜିଲ୍ଲାରେ ନାଇଟ୍ କର୍ଫ୍ୟୁ ଲଗାଯିବା ପରେ ରାଜସ୍ଥାନର ୮ ସହରରେ ଲାଗିବ…