Latest Odisha News

BREAKING NEWS

Browsing Category

କରୋନା ଅପଡ଼େଟ୍‌

Coronavirus Update

ଓଡ଼ିଶାରେ ୫ ଜିଲ୍ଲାରେ ମାଡୁଛି କରୋନା, ଖୁବଶୀଘ୍ର ଫେରିପାରେ କଟକଣା

ଭୁବନେଶ୍ୱର: ଓଡ଼ିଶାରେ ଦିନକରେ ସଂକ୍ରମଣ ପାଖାପାଖି ଦୁଇ ଗୁଣା ବଢ଼ିଛି । ଗତକାଲି ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୬୮୦ ଥିଲା । ଆଜି ୧୨ଶହ ପାର କରିଛି । ଦ୍ରୁତ କାୟା ମେଲାଉଛି କରୋନା । ଏଭଳି ମାଡ଼ିଲେ ଚଳିତମାସରେ ସଂକ୍ରମଣ ପିକ୍ ଛୁଇଁବା ଆଶଙ୍କା କରାଯାଉଛି । ଓଡ଼ିଶା ଚିନ୍ତା ବଢ଼ିଇଛି ୫…

ଫେରୁଛି କଡ଼ା କଟକଣା: ଶୁକ୍ରବାରଠୁ ଏହି ରାଜ୍ୟରେ ସପ୍ତାହାନ୍ତ କର୍ଫ୍ୟୁ

ବେଙ୍ଗାଳୁରୁ: ବଢୁଛି ସଂକ୍ରମଣ । କଟକଣା ବି ବଢୁଛି । ବିଭିନ୍ନ ରାଜ୍ୟରେ କଡ଼ାକଡ଼ି ହେଲାଣି କର୍ଫ୍ୟୁ । କରୋନା କେସ୍ ବଢୁଥିବାରୁ ଦିଲ୍ଲୀ ପରେ କର୍ଣ୍ଣାଣ୍ଟକରେ ଲାଗିବ ସପ୍ତାହାନ୍ତ କର୍ଫ୍ୟୁ । ରାଜ୍ୟରୁ ୧୪୯ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ ପରେ ସପ୍ତାହାନ୍ତ କର୍ଫ୍ୟୁ ଘୋଷଣା କରିଛନ୍ତି…

କରୋନା କବଳରେ କୋଲକାତା, ୮୦ ପୋଲିସ କର୍ମଚାରୀ ସଂକ୍ରମିତ

ଭୁବନେଶ୍ୱର: କୋଲକାତାରେ କରୋନା ଖେଳୁଛି ମୃତ୍ୟୁର ଖେଳ । ଗତକାଲି ଶତାଧିକ ଡାକ୍ତର କରୋନାରେ ସଂକ୍ରମିତ ହୋଇଥିବା ଖବର ଚାଂଚଲ୍ୟ ସୃଷ୍ଟି କରିଥିଲା । ଆଜି ଅତ୍ୟଧିକ ସଂଖ୍ୟାରେ ପୋଲିସ କର୍ମଚାରୀ କରୋନାରେ ସଂକ୍ରମିତ ହେବା ଘଟଣା ପଶ୍ଚିମବଙ୍ଗ ପ୍ରଶାସନକୁ ଚିନ୍ତାରେ ପକାଇଛି । କରୋନା କବଳରେ…

ଭୁବନେଶ୍ୱର ଡିସିପି ଅଫିସ୍ ସିଲ୍, ଏକାଧିକ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ରାଜଧାନୀରେ ବଢୁଛି କରୋନା ସଂକ୍ରମଣ । ଏକାଧିକ ସଂକ୍ରମିତ ଚିହ୍ନଟ ପରେ ସିଲ୍ ହେଲା ବାଣୀବିହାର ସ୍ଥିତ ଭୁବନେଶ୍ୱର ଡିସିପିଙ୍କ କାର୍ଯ୍ୟାଳୟ । ବିଏମସି ପକ୍ଷରୁ ଅଫିସ୍ ସିଲ୍ କରାଯାଇଛି । ଡିସିପିଙ୍କ କାର୍ଯ୍ୟାଳୟକୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରିଛି ବିଏମସି । ଏନେଇ ବିଏମସି…

ବିଜେପି ସାଂସଦ ମନୋଜ ତିଓ୍ୱାରୀଙ୍କୁ କରୋନା

ନୂଆଦିଲ୍ଲୀ: କରୋନା କବଳକୁ ପୁଣି ଥରେ ଆସିଲେଣି ରାଜନେତା । ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ୱାଲଙ୍କ ପରେ କରୋନା ସଂକ୍ରମିତ ହୋଇଛନ୍ତି ବିଜେପି ସାଂସଦ ମନୋଜ ତିଓ୍ୱାରୀ । ତାଙ୍କର କୋଭିଡ୍ ରିପୋର୍ଟ ପଜିଟିଭ୍ ଆସିଛି । ନିଜେ ଟ୍ୱିଟ୍ କରି ଏହି ସୂଚନା ଦେଇଛନ୍ତି ମନୋଜ ତିଓ୍ୱାରୀ ।…

ଓମିକ୍ରନ୍ ଚିହ୍ନଟ ପାଇଁ RT-PCR କିଟକୁ ମଞ୍ଜୁରୀ ଦେଲା ICMR

ନୂଆଦିଲ୍ଲୀ: ସାରା ବିଶ୍ୱରେ ଦ୍ରୁତ ମାଡୁଛି କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ୍ । ଭାରତରେ ବି ସଂକ୍ରମିତଙ୍କ ସଂଖ୍ୟା ୧୮ଶହ ପାର କଲାଣି । ଏଭଳି ସ୍ଥିତିରେ ଓମିକ୍ରନକୁ ଚିହ୍ନଟ କରିବା ପାଇଁ ପ୍ରଥମ କିଟରୁ ମଞ୍ଜୁରୀ ଦେଇଛି ଆଇସିଏମଆର୍ । ଏହାକୁ ଟାଟା ମେଡିକାଲ୍ ପ୍ରସ୍ତୁତ କରିଛି । ଏହାର ନାଁ…

ମାଡୁଛି କରୋନା: ମେଡିକାଲ କଲେଜର ୧୦୦ ଛାତ୍ରଛାତ୍ରୀ ପଜିଟିଭ୍

ଚଣ୍ଡୀଗଡ଼: ଓମିକ୍ରନ୍ କେସ୍ ପରେ ଦେଶରେ କରୋନା ସଂକ୍ରମଣ ଅଚାନକ ଉପରମୁହାଁ ହୋଇଛି । ବିଭିନ୍ନ ଶିକ୍ଷାନୁଷ୍ଠାନ ସମେତ ମେଡିକାଲ କଲେଜରେ ପଶିଲାଣି କରୋନା । ପଞ୍ଜାବର ପଟିଆଲାରେ ଥିବା ସରକାରୀ ମେଡିକାଲ୍ କଲେଜରେ ଶହେ ଛାତ୍ରଛାତ୍ରୀ ସଂକ୍ରମିତ ହୋଇଛନ୍ତି । ଏକାଥରକେ ଏତେ ସଂଖ୍ୟକ ଛାତ୍ରଛାତ୍ରୀ…

ଓଡ଼ିଶାରେ କରୋନାର ଲମ୍ବା ଡିଆଁ: ଏକାଥରକେ ୬୮୦ ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ କରୋନା ମାରିଛି ଲମ୍ବା ଲମ୍ଫ । ଏକାଥରକ ସଂକ୍ରମିତଙ୍କ ସଂଖ୍ୟା ୬୦୦ ପାର । ୨୪ ଘଣ୍ଟାରେ ସାରା ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୬୮୦ ଆକ୍ରାନ୍ତ । ଗତକାଲି ଏହି ସଂଖ୍ୟା ଥିଲା ୪୨୪ । ଦୈନିକ ସଂକ୍ରମଣ ପାଖାପାଖି ଅଢ଼େଇ ଶହ ବଢ଼ିଛି । ଆଜି ୧୮ ବର୍ଷ ଭିତରେ ୧୧୯ ଜଣ ସଂକ୍ରମିତ…

ଦେଶରୁ ଆଜି ୩୭ ହଜାର କରୋନା ପଜିଟିଭ୍, ୧୦% ବଢ଼ିଲା ଦୈନିକ କେସ୍

ନୂଆଦିଲ୍ଲୀ: ଦେଶରେ କରୋନା ମାରଛି ଲମ୍ବା ଲମ୍ଫ । ପ୍ରତିଦିନ ସଂକ୍ରମିତଙ୍କ ସଂଖ୍ୟା ବଢ଼ି ବଢ଼ି ଚାଲିଛି । ୨୪ ଘଣ୍ଟାରେ ସାରା ଦେଶରୁ ଚିହ୍ନଟ ହୋଇଛନ୍ତି ୩୭ହଜାର ୩୭୯ ଆକ୍ରାନ୍ତ । ଗତକାଲି ଏହି ସଂଖ୍ୟା ଥିଲା ୩୩ହଜାରରୁ ଅଧିକ । ଅର୍ଥାତ୍ ଗତକାଲି ଅପେକ୍ଷା ୨୪ ଘଣ୍ଟାରେ ସଂକ୍ରମଣ ୧୦ ପ୍ରତିଶତ…

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ୱାଲ୍ କରୋନା ପଜିଟିଭ୍

ନୂଆଦିଲ୍ଲୀ: କରୋନାରେ ସଂକ୍ରମିତ ହେଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ୱାଲ୍ । ତାଙ୍କର କୋଭିଡ୍ ରିପୋର୍ଟ ପଜିଟିଭ୍ ବାହାରିଛି । ନିଜେ ଟ୍ୱିଟ୍ କରି ଏହି ସୂଚନା ଦେଇଛନ୍ତି କେଜ୍ରିଓ୍ୱାଲ୍ । ସେ ଏବେ ହୋମ୍ ଆଇସୋଲେସନରେ ଅଛନ୍ତି । ତାଙ୍କ ପାଖରେ କରୋନାର ସ୍ୱଳ୍ପ ଲକ୍ଷଣ ଦେଖାଦେଇଛି…