Latest Odisha News

BREAKING NEWS

Browsing Category

କରୋନା ଅପଡ଼େଟ୍‌

Coronavirus Update

ଓଡିଶାରୁ ଆଉ ୧୦୧୧ କରୋନା ଆକ୍ରାନ୍ତ ସୁସ୍ଥ; ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ଆରୋଗ୍ୟ

ଭୁବନେଶ୍ୱର: ଓଡିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୧୦୧୧ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। https://twitter.com/HFWOdisha/status/1330144585817976838?s=19 ଏନେଇ ଟ୍ୱିଟ ଯୋଗେ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ।…

ଦେଶରେ ୧୩ କୋଟି ପାର କଲା କୋଭିଡ୍ ଟେଷ୍ଟିଂ, ମାତ୍ର ୧୦ ଦିନରେ ୧ କୋଟି ନମୁନା ପରୀକ୍ଷା

ଦେଶରେ ବର୍ତ୍ତମାନ ସୁଦ୍ଧା ୧୩ କୋଟିରୁ ଅଧିକ କୋଭିଡ୍ ଟେଷ୍ଟ କରାଯାଇ ସାରିଲାଣି । ଗତ ୧୦ ଦିନରେ ରେକର୍ଡ ୧ କୋଟି ନମୁନା ପରୀକ୍ଷା କରାଯାଇଛି । ଟେଷ୍ଟିଂ ବଢିଥିବା ବେଳେ ପୂର୍ବ ଅପେକ୍ଷା ଆକ୍ରାନ୍ତଙ୍କ ସଂଖ୍ୟା କମ୍ ରହିଛି । ପଜିଟିଭ୍ ରେଟ୍ କମ୍ରାଗତ ହ୍ରାସ ପାଉଥିବା ସ୍ବାସ୍ଥ୍ୟ ମନ୍ତ୍ରାଳୟ…

ରାଜ୍ୟରେ ୮୦୦ ତଳକୁ ଖସିଲା କରୋନା ପଜିଟିଭ କେସ୍‌

ଭୁବନେଶ୍ୱର: ଓଡିଶାରେ ଗତ ୨୪ଘଣ୍ଟାରେ ନୂଆ ୭୭୮ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଛି । ଯାହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୧୩ ହଜାର ୩୨୩ରେ ପହଞ୍ଚିଛି । ଏନେଇ ଟ୍ୱିଟ୍ କରିଛି ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ । ସମସ୍ତ ପଜିଟିଭଙ୍କ ମଧ୍ୟରୁ…

ବିଶ୍ୱ କରୋନା; ୨୪ ଘଣ୍ଟାରେ ୬.୫୯ଲକ୍ଷରୁ ଅଧିକ କରୋନା ମାମଲା ଚିହ୍ନଟ

ନୂଆଦିଲ୍ଲୀ: ସାରା ବିଶ୍ୱରେ କରୋନାର ପ୍ରକୋପ ଜାରି ରହିଛି। ପ୍ରତିଦିନ କରୋନା ସଂକ୍ରମଣ ମାମଲା ରେକର୍ଡ ସ୍ତରରେ ଆସୁଛି ଏବଂ ସଂକ୍ରମିତ ଲୋକଙ୍କ ଜୀବନ ନଷ୍ଟ ହେଉଛି। ସମଗ୍ର ବିଶ୍ୱର ୨୧୮ଟି ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୬ ଲକ୍ଷ ୫୯ ହଜାରରୁ ଅଧିକ ନୂତନ କରୋନା ସଂକ୍ରମଣ ମାମଲା ରିପୋର୍ଟ…

ସମରେ କୋଭାକ୍ସିନ ଟିକାର ତୃତୀୟ ପର୍ଯ୍ୟାୟ ପରୀକ୍ଷଣ ଆରମ୍ଭ

ଭୁବନେଶ୍ୱର : କୋଭିଡ-୧୯ ବିରୁଦ୍ଧରେ ବହୁ ପ୍ରତୀକ୍ଷିତ 'କୋଭାକ୍ସିନ' ଟୀକାର ତୃତୀୟ ପର୍ଯ୍ୟାୟ ମାନବ ପରୀକ୍ଷଣ ସ୍ଥାନୀୟ ଇନଷ୍ଟିଚ୍ୟୁଟ୍ ଅଫ ମେଡିକାଲ ସାଇନସେସ ଆଣ୍ଡ ସମ୍ ହସପିଟାଲରେ ଗୁରୁବାର ଦିନ ଆରମ୍ଭ ହୋଇଛି । ହସପିଟାଲ୍‌ର ପ୍ରିଭେଂଟିଭ ଆଣ୍ଡ ଥେରାପ୍ୟୁଟିକ୍ କ୍ଲିନିକାଲ ଟ୍ରାଏଲ…

ଓଡିଶାରୁ ସୁସ୍ଥ ହେଲେ ଆଉ ୧୧୦୧ କରୋନା ରୋଗୀ

ଭୁବନେଶ୍ୱର: ଓଡିଶାରେ ଗୋଟିଏ ଦିନରେ ପ୍ରାୟ ୧୧୦୧ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି । ଯାହାକୁ ମିଶାଇ ସୁସ୍ଥତାଙ୍କ ସଂଖ୍ୟା ୩ ଲକ୍ଷ ୦୩ ହଜାର ୮୯୭ରେ ପହଞ୍ଚିଛି। https://twitter.com/HFWOdisha/status/1329798203009495043?s=19 ଏନେଇ ରାଜ୍ୟ…

ଡିସେମ୍ବର ସୁଦ୍ଧା ଟିକା ଆଣିବାକୁ ପ୍ରସ୍ତୁତି, FDAକୁ ଅନୁମତି ମାଗିଲା ଫାଇଜର

କେବେ ଆସିବ କରୋନା ଟିକା ? ଏହାକୁ ନେଇ କଳ୍ପନାଜଳ୍ପନା ଲାଗି ରହିଥିବା ବେଳେ ଆଗକୁ ବଢିଛି ଫାଇଜର । କରୋନା ଭାଇରସ୍ ଭ୍ୟାକସିନ୍ ଜରୁରୀକାଳୀନ ବ୍ୟବହାର ପାଇଁ ଫାଇଜର ଆମେରିକା ନିୟାମକ ପ୍ରାଧିକାରଣକୁ ଆବେଦନ କରିଛି । ଏହି ପ୍ରକ୍ରିୟା ଶେଷ ହେବା ପରେ ଆସନ୍ତା ମାସ ସୀମିତ ସଂଖ୍ୟାରେ ଭ୍ୟାକସିନର…

ରାଜସ୍ଥାନରେ କରୋନାର ସେକେଣ୍ଡ ୱେଭ, ସବୁ ଜିଲ୍ଲାରେ ଲାଗୁ ହେବ ୧୪୪ ଧାରା

ଦେଶର ବିଭିନ୍ନ ରାଜ୍ୟରେ କରୋନାର ସେକେଣ୍ଡ ୱେଭ । ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବାରୁ କଟକଣା ଲଗାଉଛନ୍ତି ସରକାର । ରାଜସ୍ଥାନରେ ବି ପଦକ୍ଷେପ ଗ୍ରହଣ କରାଯାଇଛି । ସବୁ ଜିଲ୍ଲାରେ ପୁଣି ଥରେ ୧୪୪ ଧାରା ଲାଗୁ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ୨୧ ନଭେମ୍ବରରୁ ୧୪୪ ଧାରା ଲାଗୁ କରିବା ପାଇଁ…

ବନ୍ଦ ହେବନି ବ୍ରହ୍ମପୁର ଶୀତଳାପଲ୍ଲୀରେ ଥିବା ଟାଟା କୋଭିଡ୍ ହସ୍ପିଟାଲ

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାରେ କାର୍ଯ୍ୟକ୍ଷମ ଟାଟା କୋଭିଡ୍ ହସ୍ପିଟାଲରେ ବନ୍ଦ ହେବନି । କରୋନାର ଦ୍ୱିତୀୟ ଲହରି ଆଶଙ୍କାକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ପୂର୍ବ ନିଷ୍ପତ୍ତି ବଦଳାଇଛି । ବ୍ରହ୍ମପୁର ଶୀତଳାପଲ୍ଲୀରେ ଥିବା ଟାଟା କୋଭିଡ୍ ହସ୍ପିଟାଲରେ 55 ଆଇସିୟୁ ବେଡ୍ ସହ ରୋଗୀ ଚିକିତ୍ସା…

ଦିଲ୍ଲୀରେ ମାସ୍କ ନପିନ୍ଧିଲେ ୨୦୦୦ ଟଙ୍କା ଜରିମାନା

ନୂଆଦିଲ୍ଲୀ: ଦିଲ୍ଲୀରେ ପୁଣି କାୟା ମେଲାଇଛି କରୋନା । ମୁକାବିଲା ପାଇଁ ରାଜ୍ୟ ସରକାର କଠୋର ପଦକ୍ଷେପ ନେଇଛନ୍ତି । ଏମିକି ବିନା ମାସ୍କରେ ବାହାରେ ବୁଲିଲେ ମୋଟା ଅଙ୍କର ଫାଇନ୍ ଗଣିବେ । ଦୁଇ ହଜାର ଟଙ୍କା ଜରିମାନା ଆଦାୟ ହେବ । ପୂର୍ବରୁ ପାଞ୍ଚ ଶହ ଟଙ୍କା ଫାଇନ୍ ଆଦାୟ ହେଉଥିଲା । ଆଜିଠାରୁ…