Latest Odisha News

BREAKING NEWS

Browsing Category

କରୋନା ଅପଡ଼େଟ୍‌

Coronavirus Update

କମୁଛି କରୋନା କେସ୍: ୨୪ ଘଣ୍ଟାରେ ଦେଶରୁ ୪୧ ହଜାର ଆକ୍ରାନ୍ତ, ୪୪୭ ମୃତ

ନୂଆଦିଲ୍ଲୀ: କରୋନା ସହ ଲଢ଼େଇ ଭିତରେ ଭଲ ଖବର ସାମନାକୁ ଆସୁଛି । ଦେଶରେ କମିବାରେ ଲାଗିଛି ଦୈନିକ କରୋନା କେସ୍ । ଅଧିକ ଆକ୍ରାନ୍ତ ଆରୋଗ୍ୟ ଲାଭ କରୁଛନ୍ତି । ଏବେ ଦୈନିକ ୫୦ ହଜାରରୁ କମ୍ ସଂକ୍ରମିତ ହେଉଛନ୍ତି । ଗତ ୨୪ ଘଣ୍ଟାରେ ସାରା ଦେଶରୁ ସଂକ୍ରମିତ ହୋଇଛନ୍ତି ୪୧ ହଜାର ଶହେ ଜଣ । ମୋଟ୍…

ଓଡିଶାରୁ ସୁସ୍ଥ ହେଲେ ଆଉ ୧୨୭୧ କରୋନା ରୋଗୀ; ଜାଣନ୍ତୁ, କେଉଁ ଜିଲ୍ଲାରୁ କେତେ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ଓଡିଶାରୁ ପ୍ରାୟ ୧୨୭୧ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛନ୍ତି । ଯାହାକୁ ମିଶାଇ ଆରୋଗ୍ୟଙ୍କ ସଂଖ୍ୟା ୨,୯୬,୫୧୬ରେ ପହଞ୍ଚିଛି । କେଉଁ ଜିଲ୍ଲାରୁ କେତେ ସୁସ୍ଥ ହୋଇଛନ୍ତି?…

ଭୁବନେଶ୍ୱରରେ ୨୪ ଘଣ୍ଟାରେ ୫୧ ଆକ୍ରାନ୍ତ, ୭୧ ସୁସ୍ଥ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୫୧ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଭୁବନେଶ୍ୱର ମହାନଗର ନିଗମ (ବିଏମସି) । ସୂଚନାନୁଯାୟୀ ସମ୍ପୃକ୍ତ ଆକ୍ରାନ୍ତଙ୍କ ମଧ୍ୟରେ…

କୋଭିଡରୁ ସୁସ୍ଥ ହୋଇ ୪ ଥର ପ୍ଲାଜମା ଦାନ କରିବେ ଗଞ୍ଜାମର ଏହି ବ୍ୟକ୍ତି

ବ୍ରହ୍ମପୁର: ଗଞ୍ଜାମର ଜଣେ ବ୍ୟକ୍ତି ପ୍ରଥମ କୋଭିଡ ଯୋଦ୍ଧା ଭାବେ ୪ ଥର ପ୍ଲାଜମା ଦାନ କରିିବାକୁ ଯାଉଛନ୍ତି । ସମ୍ପୃକ୍ତ ବ୍ୟକ୍ତିଙ୍କ ନାମ ଏନ୍ ଡମ୍ବୁରୁ ରେଡ୍ଡୀ ଏବଂ ସେ ରଙ୍ଗେଇଲୁଣ୍ଡା ବ୍ଲକ୍ ର କୋଠରାସିଙ୍ଗିିର ବାସିନ୍ଦା ବୋଲି ଜଣାପଡିଛି । ସିଏ ପୂର୍ବତନ ଜିଲ୍ଲା ପରିଷଦ ସଦସ୍ୟ।…

ବିଶ୍ୱ କରୋନା ମିଟର; ୨୪ ଘଣ୍ଟାରେ ରେକର୍ଡ ୬.୫୬ ଲକ୍ଷ ନୂଆ କରୋନା ମାମଲା ଚିହ୍ନଟ

ନୂଆଦିଲ୍ଲୀ: ସାରା ବିଶ୍ୱରେ କରୋନା ମହାମାରୀ ଏକ ଭୟଙ୍କର ରୂପ ନେଇସାରିଛି। ଏହି ଭୂତାଣୁ ଜନିତ ବିପଦ ଦିନକୁ ଦିନ ରେକର୍ଡ ସ୍ତରରେ ବୃଦ୍ଧି ପାଉଛି। ଗତ ୨୪ ଘଣ୍ଟା ମଧ୍ୟରେ ବିଶ୍ୱରେ ରେକର୍ଡ ୬ ଲକ୍ଷ ୫୬ ହଜାର ନୂତନ କରୋନା ମାମଲା ରିପୋର୍ଟ ହୋଇଛି। ଏଥିସହିତ ୯ ହଜାର ୯୪୨ ଜଣଙ୍କର କରୋନା ଜନିତ…

ଓଡିଶାରେ କରୋନା ମୃତ୍ୟୁ ସଂଖ୍ୟା ୧୫ଶହ ଟପିଲା

ଭୁବନେଶ୍ୱର: ଓଡିଶାରେ ଆଉ ୧୫ଜଣ କୋଭିଡ-୧୯ ରୋଗୀଙ୍କ ମୃତ୍ୟୁ ପରେ ମୋଟ୍ ସଂଖ୍ୟା ୧୫୧୦କୁ ବୃଦ୍ଧି ପାଇଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସୂଚନା ଅନୁଯାୟୀ ବାଲେଶ୍ୱରରୁ ୧, ଭୁବନେଶ୍ୱରରୁ ୩, ଜଗତସିଂହପୁରରୁ ୧, କନ୍ଧମାଳରୁ ୧, ଖୋର୍ଦ୍ଧାରୁ ୧, ମୟୁରଭଞ୍ଜରୁ ୨, ପୁରୀରୁ ୧…

ହଜାରେ ତଳେ ଦୈନିକ କରୋନା କେସ୍: ୨୪ ଘଣ୍ଟାରେ ରାଜ୍ୟରୁ ୯୦୨ ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ କମୁଛି ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଏବେ ହଜାରେରୁ କମ୍ ସଂକ୍ରମିତ ଟିହ୍ନଟ ହେଉଛନ୍ତି । ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ୯୦୨ ପଜିଟିଭ୍ କେସ୍ ସାମନାକୁ ଆସିଛି । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ଅଛନ୍ତି ୫୨୩ ଆକ୍ରାନ୍ତ । ଲୋକାଲ କଣ୍ଟାକ୍ଟ କେସ୍ ୩୭୯ଟି…

ଦେଶରେ ୮୭ ଲକ୍ଷ କରୋନା ଆକ୍ରାନ୍ତ, ସୁସ୍ଥ ହେଲେଣି ୮୧ ଲକ୍ଷ

ନୂଆଦିଲ୍ଲୀ: କରୋନା ସହ ଲଢ଼େଇ ଭିତରେ ଭଲ ଖବର ସାମନାକୁ ଆସୁଛି । ଦେଶରେ କମିବାରେ ଲାଗିଛି ଆକ୍ଟିଭ୍ କେସ୍ । ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ଏବେ ୫୦ ହଜାରରୁ କମ୍ ରହୁଛି । ଗତ ୨୪ ଘଣ୍ଟାରେ ସାରା ଦେଶରୁ ସଂକ୍ରମିତ ହୋଇଛନ୍ତି ଆଉ ୪୪ ହଜାର ୬୮୪ ଜଣ । ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା । ଲକ୍ଷେ ୨୯…

ଭୁବନେଶ୍ୱରରେ ୩୦ ହଜାର ଟପିଲା କରୋନା ସଂକ୍ରମଣ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୫୪ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଯାହାକୁ ମିଶାଇ ମୋଟ୍ ପଜିଟିଭ ମାମଲା ୩୦ ହଜାର ୦୧୯ରେ ପହଞ୍ଚିଛି । ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଭୁବନେଶ୍ୱର ମହାନଗର…

ବିଶ୍ୱ କରୋନା ମିଟର; ୨୪ ଘଣ୍ଟାରେ ୬.୩୮ଲକ୍ଷ ନୂଆ କରୋନା ମାମଲା ଚିହ୍ନଟ

ନୂଆଦିଲ୍ଲୀ: କରୋନା ଭୂତାଣୁ ବିଶ୍ୱର ୨୧୭ଟି ଦେଶରେ କାୟା ବିସ୍ତାର କରିସାରିଛି। ବର୍ତ୍ତମାନ ସୁଦ୍ଧା ରେକର୍ଡ ସ୍ତରରେ କରୋନା ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଉଛି। ବିଶ୍ୱରେ ଗତ ୨୪ ଘଣ୍ଟା ମଧ୍ୟରେ ରେକର୍ଡ ୬ ଲକ୍ଷ ୩୮ ହଜାର ନୂଆ କରୋନା ମମାମଲା ରିପୋର୍ଟ ହୋଇଥିବା ବେଳେ ୯ ହଜାର ୫୯୩ ଜଣଙ୍କର…