Latest Odisha News

BREAKING NEWS

Browsing Category

କରୋନା ଅପଡ଼େଟ୍‌

Coronavirus Update

କରୋନାକୁ ପରାସ୍ତ କଲେ ୯୨ ବର୍ଷୀୟା ବୟୋଜ୍ୟେଷ୍ଠା ମହିଳା

ଭୁବନେଶ୍ୱର: କରୋନାକୁ ପରାସ୍ତ କରିଛନ୍ତି ଜଣେ ୯୨ ବର୍ଷୀୟା ବୟୋଜ୍ୟେଷ୍ଠା ମହିଳା। କରୋନା ଆକ୍ରାନ୍ତ ହୋଇ ସମ୍ କୋଭିଡ ହସ୍ପିଟାଲ୍‌ରେ  ଉତମ ଚିକିତ୍ସା ପାଇ ସୁସ୍ଥ ହେବା ପରେ ଘରକୁ ଫେରିଛନ୍ତି ଭୁବନେଶ୍ୱର ବରମୁଣ୍ଡା ଅଂଚଳର ୯୨ ବର୍ଷୀୟା ସରୋଜିନୀ ପଟ୍ଟନାୟକ। କିଛି ଦିନ ଧରି ଥଣ୍ଡା,…

ଭୁବନେଶ୍ୱରରେ ବାଲିଯାତ୍ରା ବାତିଲ

ଭୁବନେଶ୍ୱର: କଟକ ପରେ ଭୁବନେଶ୍ୱରରେ ବନ୍ଦ ହେଲା ବାଲିଯାତ୍ରା । ଏନେଇ କମିଶନରେଟ ପୋଲିସ ଟ୍ୱିଟ୍ କରି ସୂଚନା ଦେଇଛନ୍ତି । ଭୁବନେଶ୍ୱର ବାଲିଯାତ୍ରା ମହୋତ୍ସବ କମିଟିର ସଦସ୍ୟମାନଙ୍କ ସଙ୍ଗେ ଆଲୋଚନା ପରେ କୋଭିଡ ମହାମାରୀ ଯୋଗୁଁ ଜନସାଧାରଣଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି, ଏବର୍ଷ…

ଏଣିକି ପ୍ରତିଦିନ ୯ ମିନିଟ୍ ଘଣ୍ଟ ବାଡେଇ ପ୍ରତିବାଦ

ଭୁବନେଶ୍ୱର: କରୋନା ପାଇଁ ଶ୍ରୀମନ୍ଦିର ସମେତ ବନ୍ଦ ରହିଛି ରାଜ୍ୟର ସବୁ ମନ୍ଦିର । ଭକ୍ତ ଶୂନ୍ୟ ହୋଇପଡିଛି ଧର୍ମପୀଠ । ଭକ୍ତଙ୍କୁ ମନ୍ଦିର ଦୁଆର ମନା ହୋଇଛି । ମନ୍ଦିର ଖୋଲିବାକୁ ଦୀର୍ଘ ଦିନର ଦାବି, ଗୁହାରୀ ସତ୍ତ୍ୱେ ଶୁଣୁନି ପ୍ରଶାସନ। ଏପରି ସମୟରେ ମନ୍ଦିର ଆଗରେ ଘଣ୍ଟ ବଜାଇ ପ୍ରତିବାଦ…

କୋଭିଡରୁ ସୁସ୍ଥ ହୋଇ ୩ ଥର ପ୍ଲାଜମା ଦାନ କଲେ ଗଞ୍ଜାମର ଏହି ବ୍ୟକ୍ତି

ବ୍ରହ୍ମପୁର: ଗଞ୍ଜାମର ଜଣେ ବ୍ୟକ୍ତି ପ୍ରଥମ କୋଭିଡ ଯୋଦ୍ଧା ଭାବେ ତିନି ଥର ପ୍ଲାଜମା ଦାନ କରିିଛନ୍ତି । ତାଙ୍କର ଏଭଳି କାର୍ଯ୍ୟ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କୁ ପ୍ରଶଂସା କରିଛନ୍ତି । ସମ୍ପୃକ୍ତ ବ୍ୟକ୍ତିଙ୍କ ନାମ ଏନ୍ ଡମ୍ବୁରୁ ରେଡ୍ଡୀ ଏବଂ ସେ ରଙ୍ଗେଇଲୁଣ୍ଡା ବ୍ଲକ୍ ର…

ରାଜ୍ୟରୁ କରୋନା ନେଲା ଆଉ ୧୬ ଆକ୍ରାନ୍ତଙ୍କ ଜୀବନ

ଭୁବନେଶ୍ୱର: ରାଜ୍ୟରେ ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟାରେ ଆଉ ୧୬ ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି । ୧୧ ଜିଲ୍ଲାରୁ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଛନ୍ତି । ଏମାନଙ୍କ ଭିତରେ ଅଛନ୍ତି ୧୪ ଜଣ ପୁରୁଷ ଓ ଦୁଇ ଜଣ ମହିଳା । କେନ୍ଦୁଝର ଜିଲ୍ଲାରୁ ସର୍ବାଧିକ…

ରାଜ୍ୟରେ ୧୨୧୯ କରୋନା ପଜିଟିଭ ଚିହ୍ନଟ, ଖୋର୍ଦ୍ଧାରେ ୧୦୦ ତଳକୁ ଖସିଲା ସଂଖ୍ୟା

ଭୁବନେଶ୍ୱର: ଧୀରେ ଧୀରେ ରାଜ୍ୟରେ କମୁଛି କରୋନାର ପ୍ରକୋପ । ଖସୁଛି କରୋନା ମିଟର । ପ୍ରତିଦିନ ୨ ହଜାର ତଳକୁ ନୂଆ ସଂକ୍ରମିତ ଚିହ୍ନଟ ହେଉଛନ୍ତି । ଗତ ୨୪ ଘଂଟାରେ ରାଜ୍ୟରେ ଆଉ ୧୨୧୯ ନୂଆ ମାମଲା ସାମ୍ନାକୁ ଆସିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୭୦୮ଜଣ କ୍ୱାରେଣ୍ଟାଇନ୍‌ରେ…

ଦେଶରେ ଦିନକରେ ୪୫ ହଜାର ୯୦୩ ସଂକ୍ରମିତ, ୪୯୦ ମୃତ

ନୂଆଦିଲ୍ଲୀ: ଦେଶରେ କରୋନା କାୟାରେ ଲାଗୁନି ବ୍ରେକ । ଦିଲ୍ଲୀ, କେରଳରେ ସଂକ୍ରମଣ ପୁଣି ଥରେ ଉପରମୁହାଁ ହୋଇଛି । ଗତ ୨୪ ଘଣ୍ଟାରେ ସାରା ଦେଶରୁ ଚିହ୍ନଟ ହୋଇଛନ୍ତି ୪୫ ହଜାର ୯୦୩ ନୂଆ ଆକ୍ରାନ୍ତ । ମୋଟ୍ ପଜିଟିଭ୍ କେସ୍ ୮୫ ଲକ୍ଷ ୫୩ ହଜାର ୬୫୭କୁ ବୃଦ୍ଧି ପାଇଛି । ଜୀବନ ନେଉଛି ମହାମାରୀ ।…

ଓଡିଶାରୁ ସୁସ୍ଥ ହେଲେ ଆଉ ୧୩୧୧ କରୋନା ରୋଗୀ

ଭୁବନେଶ୍ୱର: ଓଡିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୧୩୧୧ କରୋନା ରୋଗୀ ଆରୋଗ୍ୟ ଲାଭ କରିଥିବା ନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । https://twitter.com/HFWOdisha/status/1325453981854756864?s=19 …

ଭୁବନେଶ୍ୱରରେ ୬୦ ତଳକୁ ଖସିଲା କରୋନା ସଂକ୍ରମଣ; ଆଜି ୫୭ ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୫୭ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଭୁବନେଶ୍ୱର ମହାନଗର ନିଗମ (ବିଏମସି)। ସୂଚନାନୁଯାୟୀ ସମ୍ପୃକ୍ତ ଆକ୍ରାନ୍ତଙ୍କ ମଧ୍ୟରେ ୧୩…

ରାଜ୍ୟରେ ଆଉ ୧୫ କରୋନା ରୋଗୀଙ୍କ ମୃତ୍ୟୁ; ଜାଣନ୍ତୁ, କେଉଁ ଜିଲ୍ଲାରୁ କେତେ

ଭୁବନେଶ୍ୱର: ଓଡିଶାରେ ଆଉ ୧୫ ଜଣ କୋଭିଡ-୧୯ ରୋଗୀଙ୍କ ମୃତ୍ୟୁ ପରେ ମୋଟ୍ ସଂଖ୍ୟା ୧୪୨୫କୁ ବୃଦ୍ଧି ପାଇଛି। ଏନେଇ ଟ୍ୱିଟ୍ କରିଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ସ୍ୱାସ୍ଥ୍ୟ ବିଭାଗର ଟ୍ୱିଟ୍ ଅନୁଯାୟୀ ବରଗଡରୁ ୨, ବଲାଙ୍ଗିରରୁ ୨, ଭୁବନେଶ୍ୱରରୁ ୨, କଟକରୁ ୧, ଦେବଗଡରୁ…