Latest Odisha News

BREAKING NEWS

Browsing Category

କରୋନା ଅପଡ଼େଟ୍‌

Coronavirus Update

ରାଜ୍ୟରୁ ୨୪ ଘଣ୍ଟାରେ ୧, ୪୩୪ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ କରୋନା କେସ୍ ବଢୁଛି । ତଥାପି ବିଭିନ୍ନ ଜିଲ୍ଲାରେ ସଂକ୍ରମିତଙ୍କ ସଂଖ୍ୟା ଖସୁଛି । ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୧୪ ଶହ ୩୪ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୮୩୩ ଜଣ ଥିବା ବେଳେ ୬୦୧ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ।…

ଦେଶରେ ୮୫ ଲକ୍ଷ ଟପିଲା କରୋନା କେସ୍, ୨୪ ଘଣ୍ଟାରେ ୪୫ ହଜାର ପଜିଟିଭ୍

ନୂଆଦିଲ୍ଲୀ: ଗତକାଲି ଅପେକ୍ଷା ଦେଶରେ କମିଛି ସଂକ୍ରମଣ । ସୁସ୍ଥ ହୋଇଛନ୍ତି ଅଧିକ । ପୁଣି ୫୦ ହଜାରରୁ କମ୍ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଗତ ୨୪ ଘଣ୍ଟାରେ ସାରା ଦେଶରୁ ସଂକ୍ରମିତ ହୋଇଛନ୍ତି ୪୫ ହଜାର ୬୭୪ ଜଣ । ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୮୫ ଲକ୍ଷ ୭ ହଜାର ୭୫୪କୁ ବୃଦ୍ଧି ପାଇଛି ।…

କାହାକୁ ଆଗ ମିଳିବ କରୋନା ଟିକ, ପ୍ରସ୍ତୁତ ହେଲା ବ୍ଲୁ ପ୍ରିଣ୍ଟ !

ନୂଆଦିଲ୍ଲୀ: ଆସନ୍ତା ଫେବୃଆରୀରେ ଆସିବ କରୋନା ଟିକା । ଏନେଇ ସମ୍ଭାବନା ରହିଛି । ଯଦି ସବୁ କିଛି ଠିକ୍ ରୁହେ ଏବଂ ଭାରତ ବାଓଟେକ୍ ଦ୍ୱାରା ପ୍ରସ୍ତୁତ ଏହି ଟିକା ଯଦି ଫେବ୍ରୁଆରି ସୁଦ୍ଧା ଆସେ ତେବେ ଏହି ଟିକାକୁ ପ୍ରଥମେ କାହାକୁ ଦିଆଯିବ, କେମିତି ଦିଆଯିବ ସେଥିପାଇଁ ପ୍ରସ୍ତୁତି ଆରମ୍ଭ…

ରାଜଧାନୀରେ କମୁଛି କରୋନା ସଂକ୍ରମଣ, ଆଉ ୬୪ ପଜିଟିଭ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଦିନକୁ ଦିନ କମୁଛି କରୋନା ସଂକ୍ରମଣ ସଂଖ୍ୟା । ଗତ ୨୪ ଘଂଟାରେ ଶହେ ତଳେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଭୁବନେଶ୍ୱରରୁ ବାହାରିଛନ୍ତି ଆଉ ୬୪ ଜଣ କରୋନା ପଜିଟିଭ । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୯୬୪୭ରେ ପହଞ୍ଚିଛି । Update…

କରୋନା ପଜିଟିଭ୍ କମ୍, ବଢ଼ିଛି ସୁସ୍ଥ ହାର: ମାସେ ଭିତରେ ରାଜ୍ୟରେ ଆଶ୍ୱସ୍ତିକର ରିପୋର୍ଟ

ଭୁବନେଶ୍ୱର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ଟପିଛି । ମୃତ୍ୟୁସଂଖ୍ୟା ୧୪ ଶହ ପାର କରିଛି । ୩ ଲକ୍ଷ ମୁହାଁ ସୁସ୍ଥ ସଂଖ୍ୟା । ମାସେ ଭିତରେ ରାଜ୍ୟରେ ଦୈନିକ କରୋନା ଟ୍ରେଣ୍ଡ ଖସିଛି । ବଢ଼ିଛି ସୁସ୍ଥ ହାର । କିନ୍ତୁ ଦୈନିକ ମୃତ୍ୟୁସଂଖ୍ୟାରେ ବ୍ରେକ ଲାଗି ପାରୁନି । ମାସେ…

ପୁଣି କରୋନା ନେଲା ଜୀବନ, ଆଖି ବୁଜିଲେ ଆଉ ୧୭

ଭୁବନେଶ୍ୱର: ରାଜ୍ୟରେ ତଳମୁହାଁ ହେଉଛି କରୋନା ମିଟର । ହେଲେ କମୁନି ମୃତ୍ୟୁ ସଂଖ୍ୟା । ପ୍ରତିଦିନ ୧୦ରୁ ଅଧିକ ସଂକ୍ରମିତଙ୍କ ମୁଣ୍ଡ ନେଉଛି କିଲର ଭାଇରସ । ଗତ ୨୪ ଘଂଟାରେ ରାଜ୍ୟରେ ପୁଣି ଆଉ ୧୭ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ…

ରାଜ୍ୟରେ ୩ ଲକ୍ଷ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ଟପିଲା । ଓଡ଼ିଶାରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ପ୍ରତିଦିନ ନୂଆ ପଜିଟିଭ ସଂଖ୍ୟା କମୁଛି । କମ୍ ସଂଖ୍ୟକ କରୋନା ଚିହ୍ନଟ ହେଉଥିଲେ ମଧ୍ୟ ଆଜି ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୩ଲକ୍ଷ ୧୪୦ରେ…

ଦେଶରେ ୮୪ ଲକ୍ଷ କରୋନା ପଜିଟିଭ୍, ମହାମାରୀରେ ଲକ୍ଷେ ୨୫ ହଜାର ମୃତ

ନୂଆଦିଲ୍ଲୀ: ଦେଶରେ ପୁଣି ବଢୁଛି ଦୈନିକ କରୋନା କେସ । ୫୦ ହଜାରରୁ ଅଧିକ ପଜିଟିଭ୍ ବାହାରୁଛନ୍ତି । ଗତ ୨୪ ଘଣ୍ଟାରେ ସଂକ୍ରମିତ ହୋଇଛନ୍ତି ଆଉ ୫୦ ହଜାର ୩୫୭ ଜଣ । ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୮୪ ଲକ୍ଷ ୬୨ ହଜାର ୦୮୧କୁ ବୃଦ୍ଧି ପାଇଛି । ସେହିପରି ଦୈନିକ ମୃତ୍ୟୁସଂଖ୍ୟାରେ ବି ବୃଦ୍ଧି…

ଭୁବନେଶ୍ୱରରେ ଆକ୍ରାନ୍ତଙ୍କ ତୁଳନାରେ ବଢୁଛି ଆରୋଗ୍ୟଙ୍କ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୬୧ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଭୁବନେଶ୍ୱର ମହାନଗର ନିଗମ (ବିଏମସି)ର ସୂଚନାନୁଯାୟୀ ସମ୍ପୃକ୍ତ ଆକ୍ରାନ୍ତଙ୍କ ମଧ୍ୟରେ ୧୩ ଜଣ କ୍ୱାରେଣ୍ଟାଇନ୍ ଏବଂ ୪୮ଟି…

ରାଜ୍ୟରେ ଆଉ ୧୫ କରୋନା ରୋଗୀଙ୍କ ମୃତ୍ୟୁ; ମୋଟ୍ ମୃତକଙ୍କ ସଂଖ୍ୟା ୧୩୯୩କୁ ବୃଦ୍ଧି

ଭୁବନେଶ୍ୱର: ରାଜ୍ୟରେ ଶୁକ୍ରବାର ଦିନ ଆଉ ୧୫ଜଣ କୋଭିଡ-୧୯ ଆକ୍ରାନ୍ତ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି । ଯାହାକୁ ମିଶାଇ ରାଜ୍ୟରେ କରୋନା ମୃତକଙ୍କ ସଂଖ୍ୟା ୧୩୯୩ରେ ପହଞ୍ଚିଛି । ସ୍ୱାସ୍ଥ୍ୟ ବିଭାଗର ସୂଚନାନୁସାରେ, କଟକରୁ ୧, ଭୁବନେଶ୍ୱରରୁ ୨, ଖୋର୍ଦ୍ଧାରୁ ୧, ମାଲକାନଗିରିରୁ ୧,…