Latest Odisha News

BREAKING NEWS

Browsing Category

କରୋନା ଅପଡ଼େଟ୍‌

Coronavirus Update

ଓଡିଶାରେ ୧୪୯୪ କରୋନା ଆକ୍ରାନ୍ତ ଚିହ୍ନଟ; ଜାଣନ୍ତୁ, କେଉଁ ଜିଲ୍ଲାରୁ କେତେ

ଭୁବନେଶ୍ୱର: କରୋନାଭାଇରସର କାୟା ଦିନକୁ ଦିନ ବଢୁଥିବା ବେଳେ ଓଡିଶାରେ ଗତ ୨୪ଘଣ୍ଟାରେ ନୂଆ ୧୪୯୪ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଛି । ଯାହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୯୮ ହଜାର ୭୬୮ରେ ପହଞ୍ଚିଛି । ଏନେଇ ଟ୍ୱିଟ୍ କରିଛି ରାଜ୍ୟ ସୂଚନା ଓ…

ପୁଣି ଉପରମୁଁହା କରୋନା ଗ୍ରାଫ; ୨୪ ଘଣ୍ଟାରେ ୪୭ ହଜାରରୁ ଉର୍ଦ୍ଧ୍ବ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ବିଗତ କିଛିଦିନ ହେବ ଦେଶରେ ଦୈନିକ କରୋନା ସଂକ୍ରମଣ ସଂଖ୍ୟାରେ ସାମାନ୍ୟ ଅବଗତି ନଜର ଆସିଥିବା ବେଳେ ପୁଣି ଥରେ ଏହି ଗ୍ରାଫ ଉପରମୁଁହା ହୋଇଥିବା ଦେଖୁବାକୁ ମିଳିଛି। ଗତକଲି ୫୦ ହଜାରର ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବିଗତ ୨୪ ଘଣ୍ଟାରେ ଏହି ସଂଖ୍ୟା ହ୍ରାସ ପାଇଛି ।…

ଓଡିଶାରୁ ସୁସ୍ଥ ହେଲେ ଆଉ ୧୪୬୦ କରୋନା ରୋଗୀ

ଭୁବନେଶ୍ୱର: ଓଡିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୧୪୬୦ କରୋନା ରୋଗୀ ଆରୋଗ୍ୟ ଲାଭ କରିଥିବା ନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । https://twitter.com/HFWOdisha/status/1324352898298376193?s=19 …

‘କରୋନା ରୋକିବାରେ କାମ ଦେଉଛି ଆଇଭରମେକ୍ସିନ’

ଭୁବନେଶ୍ୱର: ମାରାତ୍ମକ କରୋନା ରୋକିବାରେ ସଫଳ ହେଛି ଆଇଭରମେକ୍ସିନ । ଏହି ମେଡିସିନ ଶରୀରରେ ଭୂତାଣୁର ମାତ୍ରା କମାଇ ଦେଉଥିବା ଭୁବନେଶ୍ୱର AIIMS ଗବେଷଣାରୁ ଜଣାପଡ଼ିଛି। ଏନେଇ ଜାତୀୟ ଗଣମାଧ୍ୟମରେ ଖବର ପ୍ରକାଶ ପାଇଛି। ଆଇଭରମେକ୍ସିନର ୨ଟି ଡୋଜ କୋଭିଡ୍‌ ଭୂତାଣୁ ସଂକ୍ରମଣକୁ ୭୩%…

ଗୋଟିଏ ଦିନରେ ଭୁବନେଶ୍ୱରରୁ ୬୮ କୋଭିଡ ପଜିଟିଭ; ୧୧୫ ସୁସ୍ଥ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୬୮ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ପ୍ରାପ୍ତ ସୂଚନାନୁଯାୟୀ ସମ୍ପୃକ୍ତ ଆକ୍ରାନ୍ତଙ୍କ ମଧ୍ୟରେ ୧୪ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟର ଏବଂ ୫୪ଟି ସ୍ଥାନୀୟ ମାମଲା ରହିଛି ।…

ଖୁସି ଖବର, ଫେବୃଆରୀରେ ଆସିବ କରୋନା ଟିକା

ନୂଆଦିଲ୍ଲୀ:ଭାରତ ବାୟୋଟେକ ପ୍ରସ୍ତୁତ କରୁଥିବା କରୋନା ଟିକାକୁ ନେଇ ଆସିଛି ଏକ ବଡ ଖୁସି ଖବର । ଆକଳନ ତୁଳନାରେ ଗୋଟିଏ ମାସ ପୂର୍ବରୁ ଅର୍ଥାତ ଫେବୃଆରୀ ମାସରେ ଭାରତ ତା’ର କରୋନା ଟିକା ପାଇବ। ଏନେଇ ଆଜି ସରକାରଙ୍କ ପକ୍ଷରୁ କୁହାଯାଇଛି । ଜଣେ ବରିଷ୍ଠ ସରକାରୀ ବୈଜ୍ଞାନିକ କହିଛନ୍ତି,…

ଏହି ଦିନ ଆସିବ କରୋନା ଟିକା‌, ସୂଚନା ଦେଲେ ପୁନାୱାଲା

ନୂଆଦିଲ୍ଲୀ: ଚାରିଆଡେ ବ୍ୟାପିଛି ମହାମାରୀ କରୋନା । ଏହାର ମୁକାବିଲା ପାଇଁ ପ୍ରାୟ ସବୁ ଦେଶ ଲାଗିପଡିଛନ୍ତି ଟିକା ବାହାର କରିବାରେ । ତେବେ କରୋନା ଟିକା କେବେ ଆସିବ, ତାକୁ ନେଇ ସସ୍‌ପେନ୍ସ ଜାରି ରହିଛି । ଏହାରି ଭିତରେ କରୋନା ଭ୍ୟାକସିନ୍ ପ୍ରସ୍ତୁତକର୍ତ୍ତା କମ୍ପାନୀ ସିରମ ଇନ୍‌ଷ୍ଟିଚ୍ୟୁଟ…

କରୋନାରେ ରାଜ୍ୟରୁ ଆଉ ୧୪ ମୃତ, ମୟୂରଭଞ୍ଜରେ ବଢୁଛି ଡେଥ୍ କେସ୍

ଭୁବନେଶ୍ୱର: ରାଜ୍ୟରେ କରୋନା ମୃତ୍ୟୁହାର କମ୍ ରହିଥିଲେ ବି ପ୍ରତିଦିନ ୧୦ରୁ ଅଧିକ ଆକ୍ରାନ୍ତ ମୃତ୍ୟୁବରଣ କରୁଛନ୍ତି । ଗତ ୨୪ ଘଣ୍ଚାରେ ଆଉ ୧୪ ଜଣ ସଂକ୍ରମିତ ପ୍ରାଣ ହରାଇଛନ୍ତି । ମୃତକଙ୍କ ଭିତରେ ଅଛନ୍ତି ୮ ଜିଲ୍ଲାର ଆକ୍ରାନ୍ତ । ସେମାନଙ୍କ ଭିତରେ ୩ ଜଣ ମହିଳା ଓ ୧୧ ଜଣ ପୁରୁଷ ଅଛନ୍ତି ।…

ରାଜ୍ୟରେ ୩ ଲକ୍ଷ ମୁହାଁ ସଂକ୍ରମିତଙ୍କ ସଂଖ୍ୟା, ଆଉ ୧୩୮୫ ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ ନୂଆ ସଂକ୍ରମିତଙ୍କ ସଂଖ୍ୟା କମିବାରେ ଲାଗିଛି । ପ୍ରତିଦିନ ୨ ହଜାର ତଳେ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ଆଉ ୧୩୮୫ କରୋନା ପଜିଟିଭ ବାହାରିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୭୯୮ଜଣ କ୍ବାରେଣ୍ଟାଇନ୍‌ରେ…

କରୋନା ସଂକ୍ରମିତ ହୋଇ ଆଖି ବୁଜିଲେ ଯୁବ ସାମ୍ବାଦିକ ପ୍ରବୀର ପ୍ରଧାନ

ଭୁବନେଶ୍ୱର: କରୋନା ନେଲା ଓଡ଼ିଶାରେ ଆଉ ଜଣେ ସାମ୍ବାଦିକଙ୍କ ଜୀବନ । ଯୁବ ସାମ୍ବାଦିକ ପ୍ରବୀର ପ୍ରଧାନଙ୍କ ଆଜି ପରଲୋକ ହୋଇଛି । ସେ କରୋନାରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିଲେ । ଘରୋଇ ଚ୍ୟାନେଲ ନ୍ୟୁଜ-୧୮ ଓଡିଆରେ କାର୍ଯ୍ୟରତ ଥିଲେ ପ୍ରବୀର । କିଛିଦିନ ତଳେ କରୋନାରେ ଆକ୍ରାନ୍ତ ହୋଇ…