Latest Odisha News

BREAKING NEWS

Browsing Category

କରୋନା ଅପଡ଼େଟ୍‌

Coronavirus Update

କରୋନା ଯୋଗୁ ରାଲି ଓ ସାଧାରଣ ସଭା ବ୍ୟାନ୍ କଲା ଏହି ରାଜ୍ୟ

ହାଇଦ୍ରାବାଦ: ଓମିକ୍ରନ୍ ମାଡୁଛି । କରୋନା କାୟା ମେଲାଉଛି । ସଂକ୍ରମଣ ବଢୁଥିବାରୁ ବଢ଼ିଲା କଟକଣା । ତେଲେଙ୍ଗାନାରେ ଏଣିକି ରଲି, ସାଧାରଣ ସଭା ଆୟୋଜନ ମନା । ଧାର୍ମିକ, ରାଜନୈତିକ ଓ ସାଂସ୍କୃତିକ ସମାବେଶରେ ଲୋକ ଏକାଠି ହେବା ଉପରେ ପ୍ରତିବନ୍ଧକ ଜାରି କରିଛନ୍ତି ତେଲେଙ୍ଗାନା ସରକାର ।…

ଓଡ଼ିଶାରେ ଏଯାଏ ଗୋଷ୍ଠୀ ସଂକ୍ରମଣ ହୋଇନି: ସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର: ଓଡ଼ିଶାରେ ବଢୁଛି କରୋନା କେସ୍ । ୨୪ ଘଣ୍ଟାରେ ୨୯୮ ସଂକ୍ରମିତ ହୋଇଛନ୍ତି । ୧୪ ଜଣ ଓମିକ୍ରନ୍ ପଜିଟିଭ୍ ବାହାରିଛନ୍ତି । କିନ୍ତୁ ରାଜ୍ୟରେ ଗୋଷ୍ଠୀ ସଂକ୍ରମଣ ନେଇ ପ୍ରାମାଣିକ ତଥ୍ୟ ନାହିଁ । ଏହି ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ବିଜୟ ମହାପାତ୍ର । ସେ…

ଦେଶରେ ଓମିକ୍ରନ୍ ସଂକ୍ରମିତଙ୍କ ସଂଖ୍ୟା ୧୪୩୧କୁ ବୃଦ୍ଧି

ନୂଆଦିଲ୍ଲୀ: ଦେଶରେ ମାଡି ଚାଲିଛି ଓମିକ୍ରନ୍ । ଦୈନିକ ସଂକ୍ରମିତଙ୍କ ସଂଖ୍ୟା ବଢି ଚାଲିଛି । ବର୍ତ୍ତମାନ ସୁଦ୍ଧା ନୂଆ ଭାରିଆଣ୍ଟରେ ସଂକ୍ରମିତ ହେଲେଣି ୧୪ଶହ ୩୧ ଜଣ । ମହାରାଷ୍ଟ୍ରରେ ସର୍ବାଧିକ ୪୫୪ ଓ ଦିଲ୍ଲୀରୁ ୩୫୧ ପଜିଟିଭ୍ କେସ୍ ବାହାରିଛି । ଏହି ଦୁଇଟି ରାଜ୍ୟରୁ କେବଳ ଅଧାରୁ ଅଧିକ…

ଦେଶରେ ଦିନକରେ ୩୫% ବଢ଼ିଲା କରୋନା ସଂକ୍ରମଣ

ନୂଆଦିଲ୍ଲୀ: ଦେଶରେ ପୁଣି ଥରେ କାୟା ମେଲାଇ ଚାଲିଛି କରୋନା । ଦୈନିକ ସଂକ୍ରମଣ ବଢ଼ି ବଢ଼ି ଚାଲିଛି । ଗତ ସପ୍ତାହରେ ୧୦ ହଜାର ତଳେ ରହିଥିଲା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା । ଚଳିତ ସପ୍ତାହରେ ୨୦ ହଜାର ପାର କରିଛି । ୨୪ ଘଣ୍ଟାରେ ସାରା ଦେଶରୁ ଚିହ୍ନଟ ହୋଇଛନ୍ତି ୨୨ହଜାର ୭୭୫ ସଂକ୍ରମିତ ।…

୧୫-୧୮ ବର୍ଷଙ୍କୁ ଟିକାକରଣ ପାଇଁ ଆଜିଠୁ ପଞ୍ଜିକରଣ, ଜାଣନ୍ତୁ ରେଜିଷ୍ଟ୍ରସନ୍ ପ୍ରକ୍ରିୟା

ନୂଆଦିଲ୍ଲୀ: ନୂଆବର୍ଷରେ ନୂଆ ଅଭିଯାନ । ଆସନ୍ତା ୩ ତାରିଖରୁ ଦେଶବ୍ୟାପୀ ଆରମ୍ଭ ହେବ ୧୫-୧୮ ବର୍ଷ ବର୍ଗରେ କୋଭିଡ୍ ଟିକାକରଣ । ଏଥିପାଇଁ ଆଜିଠୁ ଆରମ୍ଭ ହେବ ପଞ୍ଜିକରଣ । ଏଥିପାଇଁ କୋ ଓ୍ୱିନ୍ ପୋର୍ଟାଲରେ ଆରମ୍ଭ ହେବ ରେଜିଷ୍ଟ୍ରେସନ୍ । ୧୫-୧୮ ବର୍ଷ ବୟସ୍କଙ୍କୁ କେବଳ କୋଭାକ୍ସିନ୍ ଟିକା…

ରାଜ୍ୟରେ ବଢୁଛି କରୋନା କେସ୍: ଆଜି ୨୯୮ ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ ବଢୁଛି କରୋନା ସଂକ୍ରମଣ । ପାଖାପାଖି ତିନି ଶହ ହେଲାଣି ଦୈନିକ ସଂକ୍ରମିତଙ୍କ ସଂଖ୍ୟା । ୨୪ ଘଣ୍ଟାରା ସାରା ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୨୯୮ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟିନରୁ ୧୭୬ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୧୨୨ଟି । ୧୮ବର୍ଷ ଭିତରେ ଆଉ ୩୩…

ଦେଶରେ ୧୦୦୦ ଟପିଲା ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ: ଦେଶରେ ଦକ୍ଷିଣ ଆଫ୍ରିକାରେ ଚିହ୍ନଟ ହୋଇଥିବା ଓମିକ୍ରନ୍ ଭାରିଆଣ୍ଟ୍‌ର ୧୨୭୦ଟି ନୂତନ ମାମଲା ରିପୋର୍ଟ ହୋଇଛି। ମହାରାଷ୍ଟ୍ରରେ ଓମିକ୍ରନ୍‌ ମାମଲା ସର୍ବାଧିକ ରହିଛି। ୧୦୦୦ ଟପିଛି ଆକ୍ରାନ୍ତଙ୍କ ସଂଖ୍ୟା। ଏହା ପଛକୁ ରହିଛି ଦିଲ୍ଲୀ। ମହାରାଷ୍ଟ୍ରରେ ବର୍ତ୍ତମାନ ସୁଦ୍ଧା ୪୫୦…

ମୁମ୍ବାଇକୁ ଆସିଲାଣି କରୋନାର ତୃତୀୟ ଲହର !

ମୁମ୍ବାଇ: ମହାରାଷ୍ଟ୍ରରେ କରୋନା କେସ ପୁଣି ଥରେ ବଢୁଛି । ମୁମ୍ବାଇରେ ଦିନକରେ ଦୁଇ ଗୁଣା ହୋଇଛି ଆକ୍ରାନ୍ତଙ୍କ ସଂଖ୍ୟା । ଦେଶ ବାଣିଜ୍ୟିକ ରାଜଧାନୀରେ କରୋନାର ତୃତୀୟ ଲହର ଆରମ୍ଭ ହୋଇ ସାରିଛି । ଏକ ଜାତୀୟ ଗଣମାଧ୍ୟମକୁ ସୂଚନା ଦେଇ ଏକଥା କହିଛନ୍ତି ମହାରାଷ୍ଟ୍ର କୋଭିଡ୍ ଟାସ୍କ ଫୋର୍ସ…

ଆଜି ୨୧ ଜିଲ୍ଲାରୁ ୨୨୫ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ବଢୁଛି କରୋନା କେସ୍ । ୨୪ ଘଣ୍ଟାରେ ୨୨୫ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କ୍ୱାରେଣ୍ଟିନରୁ ୧୩୨ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ୯୩ଟି ରହିଛି । ୧୮ ବର୍ଷ ଭିତରେ ଆଉ ୩୭ ଜଣ ପଜିଟିଭ୍ ବାହାରିଛନ୍ତି । ଆଜି ୨୧ ଜିଲ୍ଲାରୁ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧା…

ଦେଶରେ ହଜାରେ ମୁହାଁ ଓମିକ୍ରନ୍ କେସ୍, ଦିଲ୍ଲୀ ଓ ମହାରାଷ୍ଟ୍ରରୁ ଅଧା ସଂକ୍ରମିତ

ନୂଆଦିଲ୍ଲୀ: ଭାରତରେ କାୟା ମେଲାଇ ଚାଲିଲାଣି ଓମିକ୍ରନ୍ । ଦୈନିକ କେସ୍ ବଢୁଛି । ଶହେରୁ ଏବେ ପାଖାପାଖି ହଜାରେ ମୁହାଁ ହେଲାଣି ଓମିକ୍ରନ୍ ସଂକ୍ରମିତଙ୍କ ସଂଖ୍ୟା । ବର୍ତ୍ତମାନ ସୁଦ୍ଧା ୨୨ ରାଜ୍ୟରେ ପଶିଲାଣି । ଚିହ୍ନଟ ହୋଇଛି ୯୬୧ ନୂଆ ଭାରିଆଣ୍ଟ କେସ୍ । ଦେଶରୁ ଯେତିକି ଓମିକ୍ରନ୍…