Latest Odisha News

BREAKING NEWS

Browsing Category

କରୋନା ଅପଡ଼େଟ୍‌

Coronavirus Update

ଓଡିଶାରୁ ସୁସ୍ଥ ହେଲେ ଆଉ ୨୦୧୦ କରୋନା ରୋଗୀ

ଭୁବନେଶ୍ୱର: ଓଡିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୨୦୧୦ କରୋନା ରୋଗୀ ଆରୋଗ୍ୟ ଲାଭ କରିଥିବା ନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । https://twitter.com/HFWOdisha/status/1321076978418470913?s=19…

୧୦ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଂଚଳରେ ଦେଶର ୭୮% ସକ୍ରିୟ କରୋନା ରୋଗୀ

ନୂଆଦିଲ୍ଲୀ; ବର୍ତ୍ତମାନ ୧୦ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଂଚଳରେ ଦେଶର ୭୮ ପ୍ରତିଶତ ସକ୍ରିୟ କରୋନା ରୋଗୀ ଅଛନ୍ତି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ, ମହାରାଷ୍ଟ୍ରରେ ସର୍ବାଧିକ ସକ୍ରିୟ ଅକ୍ରାନ୍ତ ଅଛନ୍ତି । ରାଜ୍ୟରେ ଏବେ ୧ ଲକ୍ଷ ୩୪ ହଜାର ୬୫୭ ଜଣ…

ଦେଶବାସୀଙ୍କ ପାଇଁ ଆଶ୍ବସ୍ତିକର ଖବର; ୯୦ %ଟପିଲା କରୋନା ଆରୋଗ୍ୟ ହାର

ନୂଆଦିଲ୍ଲୀ: ଭାରତରେ କରୋନା ଆରୋଗ୍ୟ ହାର ମଙ୍ଗଳବାର ଦିନ ୯୦.୬୨ ଛୁଇଁଛି। ଦେଶରେ ଦୈନିକ ସଂକ୍ରମିତଙ୍କ ସଂଖ୍ୟା ୪୦ ହଜାର ତଳକୁ ଖସିଛି । ଗତ ୨୪ ଘଣ୍ଟା ମଧ୍ୟରେ ୬୩,୮୪୨ ଜଣ ଲୋକ ଏହି ରୋଗରୁ ମୁକ୍ତି ପାଇଛନ୍ତି ବୋଲି କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ସୂଚନା ଦେଇଛି । ଗତ…

ଭୁବନେଶ୍ୱରରେ ୨୪ ଘଣ୍ଟାରେ ୮୮ ନୂଆ ଆକ୍ରାନ୍ତ, ୨୩୦ ସୁସ୍ଥ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୮୮ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଭୁବନେଶ୍ୱର ମହାନଗର ନିଗମ (ବିଏମସି)।ସୂଚନାନୁଯାୟୀ ସମ୍ପୃକ୍ତ ଆକ୍ରାନ୍ତଙ୍କ ମଧ୍ୟରେ ୧୭…

କେନ୍ଦ୍ର ମନ୍ତ୍ରୀ ରାମଦାସ ଅଠୱାଲେ କୋଭିଡ ପଜିଟିଭ ଚିହ୍ନଟ

ମୁମ୍ବାଇ: କେନ୍ଦ୍ର ମନ୍ତ୍ରୀ ରାମଦାସ ଅଠୱାଲେ କୋଭିଡ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏସମ୍ପର୍କରେ ସେ ସୂଚନା ଦେଇ କହିଛନ୍ତି ଯେ, କିଛି ଦିନ ହେବ ସ୍ୱାସ୍ଥ୍ୟବସ୍ଥା ଖରାପ ହେବାରୁ ମୁଁ କରୋନା ଟେଷ୍ଟ କରାଇଥିଲି । ଯାହା ପରେ ଟେଷ୍ଟ ରିପୋର୍ଟ ମଙ୍ଗଳବାର ଦିନ ପଜିଟିଭ ଆସିଛି । ସୂଚନା…

ରାଜ୍ୟରେ ୨୪ ଘଣ୍ଟାରେ ଆଖି ବୁଜିଲେ ଆଉ ୧୩ ଆକ୍ରାନ୍ତ

ଭୁବନେଶ୍ୱର: ଜୀବନ ନେଉଛି ମହାମାରୀ । ରାଜ୍ୟରେ ବଢୁଛି କରୋନା ମୃତ୍ୟୁସଂଖ୍ୟା । ଗତ ୨୪ ଘଣ୍ଟାରେ ଆଉ ୧୩ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ୬ଟି ଜିଲ୍ଲାର ସଂକ୍ରମିତ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଛନ୍ତି । ଏମାନଙ୍କ ଭିତରେ ଅଛନ୍ତି ୧୧ ଜଣ ପୁରୁଷ ଓ ଦୁଇ ଜଣ ମହିଳା । Regret to…

କାବୁ ପାଉଛି କରୋନା: ରାଜ୍ୟରେ ୧୩ ଶହ ତଳକୁ ଖସିଲା ଦୈନିକ ଆକ୍ରାନ୍ତ ସଂଖ୍ୟା

ଭୁବନେଶ୍ୱର: ହାରୁଛି କରୋନା । ରାଜ୍ୟରେ ଧୀରେ ଧୀରେ ନିୟନ୍ତ୍ରଣକୁ ଆସୁଛି ସ୍ଥିତି । କମୁଛି ଦୈନିକ କେସ୍ । ରାଜ୍ୟରେ ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୧୨ ଶହ ୪୭ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୭୨୯ ଜଣ ଥିବା ବେଳେ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି…

ବିଶ୍ୱ କରୋନା ମିଟର; ୨୪ ଘଣ୍ଟାରେ ୪ ଲକ୍ଷ ୨୭ ହଜାରରୁ ଅଧିକ କରୋନା ମାମଲା ଚିହ୍ନଟ

ୱାଶିଂଟନ୍: ସାରା ବିଶ୍ୱରେ କରୋନା ମହାମାରୀର ସଂଖ୍ୟା ୪.୩୭ କୋଟିରୁ ଅଧିକ ହୋଇଥିବାବେଳେ ସଂକ୍ରମଣ ହେତୁ ମୃତ୍ୟୁ ସଂଖ୍ୟା ୧୧ ଲକ୍ଷ ୬୪ ହଜାର ଅତିକ୍ରମ କରିଛି। ୮୯ ଲକ୍ଷ ୬୨ ହଜାର ୭୮୩ ମାମଲା ଏବଂ ୨ ଲକ୍ଷ ୩୭ ହଜାର ୪୫ ମୃତ୍ୟୁ ସହିତ ଆମେରିକା ସଂକ୍ରମଣ ମାମଲାରେ ସବୁଠୁ ଆଗରେ ରହିଛି।…

୪୦ ହଜାର ତଳକୁ ଖସିଲା ଦେଶରେ ଦୈନିକ କରୋନା କେସ୍

ନୂଆଦିଲ୍ଲୀ: କରୋନା ଲଢ଼େଇ ଭିତରେ ଦେଶବାସୀଙ୍କ ପାଇଁ ଆଶ୍ୱସ୍ତିକର ଖବର । ଦୈନିକ କମୁଛି ଆକ୍ରାନ୍ତଙ୍କ ସଂଖ୍ୟା । ସୁସ୍ତ ହେଉଛନ୍ତି ଅଧିକ । ଦେଶରେ ଦୈନିକ ସଂକ୍ରମିତଙ୍କ ସଂଖ୍ୟା ୪୦ ହଜାର ତଳକୁ ଖସିଛି । ଗତ ୨୪ ଘଣ୍ଟାରେ ସାରା ଦେଶରୁ ଚିହ୍ନଟ ହୋଇଛନ୍ତି ୩୬ ହଜାର ୩୬ ହଜାର ୪୬୯ ନୂଆ…

ସୁସ୍ଥ ହେଲେ ଆଉ ୨୦୦୩ କରୋନା ସଂକ୍ରମିତ

ଭୁବନେଶ୍ୱର: ରାଜ୍ୟରେ ଧୀରେ ଧୀରେ କମୁଛି କରୋନା ସଂକ୍ରମଣ । ଅକ୍ଟୋବର ମାସ ଆରମ୍ଭରୁ ନୂଆ ପଜିଟିଭ ସଂଖ୍ୟା ହ୍ରାସ ପାଇବାରେ ଲାଗିଛି । ସେହିପିର ସୁସ୍ଥ ସଂଖ୍ୟା ବଢ଼ିବାରେ ଲାଗିଛି । ପ୍ରତିଦିନ ୨ହଜାରରୁ ଅଧିକ କରୋନା ରୋଗୀ ସୁସ୍ଥ ହେଉଛନ୍ତି । ଗତ ୨୪ ଘଂଟାରେ ରାଜ୍ୟରେ ୨୦୦୩ କରୋନା ଆକ୍ରାନ୍ତ…