Latest Odisha News

BREAKING NEWS

Browsing Category

କରୋନା ଅପଡ଼େଟ୍‌

Coronavirus Update

ଭୁବନେଶ୍ୱରରୁ ଗତ ୨୪ ଘଣ୍ଟାରେ ୯୧ ଜଣ କୋଭିଡ ପଜିଟିଭ; ୨୨୮ ସୁସ୍ଥ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୯୧ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଭୁବନେଶ୍ୱର ମହାନଗର ନିଗମ (ବିଏମସି) । ସୂଚନାନୁଯାୟୀ ସମ୍ପୃକ୍ତ ଆକ୍ରାନ୍ତଙ୍କ ମଧ୍ୟରେ…

କାଲି କଟକଣା ଭିତରେ ହେବ ଗୋଷାଣୀ ଭସାଣ

ପୁରୀ: ଚଳିତ ବର୍ଷ ଶ୍ରୀକ୍ଷେତ୍ରରେ କରୋନା କଟକଣା ଭିତରେ ହେବ ଗୋଷାଣୀ ଭୁସାଣ ଉତ୍ସବ । ଏଥିପାଇଁ ଆସନ୍ତାକାଲି ଦିନ ୧୦ରୁ ମରଚିକୋଟ ଛକଠାରୁ ସିଂହଦ୍ୱାର ଏବଂ ଶ୍ରୀମନ୍ଦିର ଚାରିପଟେ ୧୪୪ ଧାରା ଲାଗୁ କରାଯିବ । ଏଥିସହ ଭସାଣ ସମୟରେ ଗୋଷାଣୀଙ୍କ ସହ ମାତ୍ର ୭ ଜଣଙ୍କୁ ଅନୁମତି ଦେଇଛି ପ୍ରଶାସନ।…

ପ୍ରସ୍ତୁତ ରୁହ, ନଭେମ୍ବରରେ ଆସିବ କରୋନା ଟିକା

ଲଣ୍ଡନ: କରୋନା ଟିକାକୁ ନେଇ ଆସିଛି ଭଲ ଖବର । ନଭେମ୍ବରରେ ଆସିବ ଅକ୍ସଫୋର୍ଡର କରୋନା ଟିକା । ଏହା ଆସନ୍ତା ମାସରୁ ବ୍ରିଟେନରେ ଉପଲବ୍ଧ ହେବ । ଏଥିପାଇଁ ସରକାରଙ୍କ ପକ୍ଷରୁ ଲୋକଙ୍କୁ ଟିକା ଦେବାକୁ ପ୍ରସ୍ତୁତି ଆରମ୍ଭ ହୋଇଛି । ଲଣ୍ଡନର ଥିବା ଏକ ବଡ ହସ୍ପିଟାଲର ଅଧିକାରୀଙ୍କୁ ସରକାରଙ୍କ…

ବିଶ୍ୱ କରୋନା ମିଟର; ୨୪ ଘଣ୍ଟାରେ ୪ ଲକ୍ଷରୁ ଅଧିକ ନୂଆ ମାମଲା ଚିହ୍ନଟ

ନୂଆଦିଲ୍ଲୀ: ସାରା ବିଶ୍ୱରେ କରୋନା ଭୂତାଣୁ କାୟା ବିସ୍ତାର କରି ଚାଲିଛି। ଏହି ମହାମାରୀ ପୁଣି ଥରେ ଭୟଙ୍କର ରୂପ ନେଇଛି। ଦୁନିଆରେ କରୋନା ସଂକ୍ରମଣ ସଂଖ୍ୟା ୪୩ ନିୟୁତ ଅତିକ୍ରମ କରିଛି। ଏଥିମଧ୍ୟରୁ ପ୍ରାୟ ୧୧ ଲକ୍ଷ ୫୯ ହଜାର ରୋଗୀ ପ୍ରାଣ ହରାଇଛନ୍ତି। ସାରା ବିଶ୍ୱରେ ଗତ ୨୪ ଘଣ୍ଟାରେ…

ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ ପାଓ୍ୱାରଙ୍କୁ କରୋନା

ମୁମ୍ବାଇ: ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ ପାଓ୍ୱାର କରୋନା ସଂକ୍ରମିତ ହୋଇଛନ୍ତି । ତାଙ୍କର କୋଭିଡ୍ ରିପୋର୍ଟ ପଜିଟିଭ୍ ବାହାରିଛି । ଚିକିତ୍ସା ପାଇଁ ମୁମ୍ୱାଇର ଏକ ହସ୍ପିଟାଲରେ ସେ ଭର୍ତ୍ତି ହୋଇଛନ୍ତି । ଏନେଇ ଉପମୁଖ୍ୟମନ୍ତ୍ରୀଙ୍କ କାର୍ୟ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।…

ରାଜ୍ୟର ୮ ଜିଲ୍ଲାରୁ କରୋନା ନେଲା ଆଉ ୧୪ ଜୀବନ

ଭୁବନେଶ୍ୱର: ରାଜ୍ୟରେ ବଢୁଛି କରୋନା ମୃତ୍ୟୁସଂଖ୍ୟା । ଗତ ୨୪ ଘଣ୍ଟାରେ ଆଉ ୧୪ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଛନ୍ତି ୮ଟି ଜିଲ୍ଲାର ଆକ୍ରାନ୍ତ । ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁସଂଖ୍ୟା ୧୨ ଶହ ୫୯କୁ ବୃଦ୍ଧି ପାଇଛି । ମୃତ୍ୟୁହାର ରହିଛି ୦.୪୪…

ଓଡିଶାରେ ଆଉ ୧୪୮୦ କରୋନା ଆକ୍ରାନ୍ତ ଚିହ୍ନଟ; ମୋଟ୍ ସଂଖ୍ୟା ୨ ଲକ୍ଷ ୮୨ହଜାର ଟପିଲା

ଭୁବନେଶ୍ୱର: କରୋନାଭାଇରସର କାୟା ଦିନକୁ ଦିନ ବଢୁଥିବା ବେଳେ ଓଡିଶାରେ ଗତ ୨୪ଘଣ୍ଟାରେ ନୂଆ ୧୪୮୦ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଛି । ଯାହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୮୨ ହଜାର ୬୯୫ରେ ପହଞ୍ଚିଛି । ଏନେଇ ଟ୍ୱିଟ୍ କରିଛି ରାଜ୍ୟ ସୂଚନା ଓ…

ୟୁରୋପରେ କରୋନାର ସେକେଣ୍ଡ ଓ୍ୱେଭ୍, ଏସବୁ ଦେଶରେ ପୁଣି ଲାଗିଲା କର୍ଫ୍ୟୁ

ୟୁରୋପୀୟ ଦେଶରେ ପୁଣି ଥରେ କାୟା ବିସ୍ତାର କରିବା ଆରମ୍ଭ କରିଛି ମହାମାରୀ । କରୋନାର ସେକେଣ୍ଡ ଓ୍ୱେଭ ଏବେ ସାମନାକୁ ଆସିଛି । ସ୍ପେନ୍, ଫ୍ରାନ୍ସ, ଇଟାଲୀ, ଜର୍ମାନୀ ସମେତ ବିଭିନ୍ନ ଦେଶରେ ବଢୁଛି ଦୈନିକ ପଜିଟିଭ୍ କେସ୍ । ସ୍ଥିତି ଏମିତି ହୋଇଛି ଯେ ଗତ ସପ୍ତାହ ଭିତରେ ୟୁରୋପ ମହାଦେଶରେ ୧୩…

ଦେଶରୁ ଦିନକରେ ୪୯ ହଜାର କରୋନା ପଜିଟିଭ୍, ୫୦୦ରୁ କମ୍ ମୃତ

ନୂଆଦିଲ୍ଲୀ: ଦେଶରେ ଦୈନିକ କରୋନା କେସ୍ ଖସୁଥିବା ବେଳେ ସୁସ୍ଥହାର ବଢୁଛି । କମୁଛି ଡେଥ୍ କେସ୍ । ଗତ ୨୪ ଘଣ୍ଟାରେ ୫୦ ହଜାରରୁ କମ୍ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ମୃତ୍ୟୁସଂଖ୍ୟା ପାଞ୍ଚ ଶହ ତଳକୁ ଖସିଛି । ଦିନକରେ ସାରା ଦେଶରେ ସଂକ୍ରମିତ ହୋଇଛନ୍ତି ୪୯ ହଜାର ୪୫ ହଜାର ୧୪୯ । ମୋଟ୍…

ଓଡିଶାରୁ ଆଉ ୨୦୭୧ କରୋନା ଆକ୍ରାନ୍ତ ସୁସ୍ଥ; ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ଆରୋଗ୍ୟ

ଭୁବନେଶ୍ୱର: ଓଡିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୨୦୭୧ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ଏନେଇ ଟ୍ୱିଟ ଯୋଗେ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । https://twitter.com/HFWOdisha/status/1320382474073993216?s=19 …