Latest Odisha News

BREAKING NEWS

Browsing Category

କରୋନା ଅପଡ଼େଟ୍‌

Coronavirus Update

ଆରବିଆଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାସଙ୍କୁ କରୋନା

ନୂଆଦିଲ୍ଲୀ: ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ (ଆରବିଆଇ)ର ଗଭର୍ଣ୍ଣର ଶକ୍ତିକାନ୍ତ ଦାସ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେ ନିଜର ଅଫିସିଆଲ୍ ଟ୍ୱିଟର ହ୍ୟାଣ୍ଡେଲରେ ରବିବାର ଦିନ ଏକ ପୋଷ୍ଟ କରି ସୂଚନା ଦେଇଛନ୍ତି । ଯେଉଁଥିରେ ସେ କହିଛନ୍ତି, ମୁଁ କରୋନା ଆକ୍ରନ୍ତ ଚିହ୍ନଟ ହୋଇଛି । ଏବେ…

ଭୁବନେଶ୍ୱରରୁ ୧୨୨ କରୋନା ଆକ୍ରାନ୍ତ ଚିହ୍ନଟ; ସେଥିରୁ ୭୯ ଲୋକାଲ୍ କେସ୍‌

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୧୨୨ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଭୁବନେଶ୍ୱର ମହାନଗର ନିଗମ (ବିଏମସି) । ସମ୍ପୃକ୍ତ ଆକ୍ରାନ୍ତଙ୍କ ମଧ୍ୟରେ ୪୩ ଜଣ…

କୋଭିଡ ୧୯: ଭାରତରେ ୯୦% ଛୁଇଁଲା ଆରୋଗ୍ୟ ହାର

ନୂଆଦିଲ୍ଲୀ: ଭାରତରେ କରୋନା ଆରୋଗ୍ୟ ହାର ରବିବାର ଦିନ ୯୦% ଛୁଇଁଛି। ଏବଂ ଗତ ୨୪ ଘଣ୍ଟା ମଧ୍ୟରେ ୬୨,୦୭୭ ଲୋକ ଏହି ରୋଗରୁ ମୁକ୍ତି ପାଇଛନ୍ତି ବୋଲି କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ସୂଚନା ଦେଇଛି । ଏହା ବ୍ୟତୀତ ରାତାରାତି ୫୦,୧୨୯ ଟି ନୂଆ ଆକ୍ରାନ୍ତ ଚିହ୍ନଟ…

କରୋନା ସଂକ୍ରମଣରେ ସ୍ୱାସ୍ଥ୍ୟ କର୍ମୀଙ୍କ ମୃତ୍ୟୁ

ଯାଜପୁର: କରୋନା ସଂକ୍ରମଣରେ ଯାଜପୁର ମୁନସିପାଲଟି ସ୍ୱାସ୍ଥ୍ୟ କର୍ମୀଙ୍କ ଦେହାନ୍ତ ହୋଇଥିବା ନେଇ ଶନିବାର ଦିନ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି । କର୍ତ୍ତୃପକ୍ଷଙ୍କ ସୂଚନା ଅନୁଯାୟୀ ଯାଜପୁର ମୁନସିପାଲଟି ଅନ୍ତର୍ଗତ କୋଭିଡ କେୟାର ସେଣ୍ଟରକୁ ମନିଟର କରୁଥିଲେ ସ୍ୱାସ୍ଥ୍ୟ କର୍ମୀ ଲୋକେଶ…

ସମ ହସ୍ପିଟାଲରେ ଖୁବଶୀଘ୍ର ଆରମ୍ଭ ହେବ କୋଭାକସିନର ତୃତୀୟ ପର୍ଯ୍ୟାୟ ମାନବ ପରୀକ୍ଷଣ

ଭୁବନେଶ୍ୱର : କରୋନା ମହାମାରୀର ମୁକାବିଲା ନିମନ୍ତେ କୋଭିଡ-୧୯ ଭ୍ୟାକସିନ କୋଭାକସିନର ତୃତୀୟ ପର୍ଯ୍ୟାୟ ମାନବ ପରୀକ୍ଷଣ ଖୁବ ଶୀଘ୍ର ସ୍ଥାନୀୟ ଇନ୍ଷ୍ଟିଚ୍ୟୁଟ ଅଫ ମେଡିକାଲ ସାଇନ୍ସେସ ଆଣ୍ଡ ସମ ହସ୍ପିଟାଲରେ ଆରମ୍ଭ ହେବ | ଏହି ସ୍ୱଦେଶୀ ଟୀକାକୁ ଭାରତ ବାୟୋଟେକ ଓ ଇଣ୍ଡିଆନ କାଉନସିଲ ଅଫ…

ରାଜ୍ୟ ସରକାରଙ୍କ ଆଉ ଜଣେ ମନ୍ତ୍ରୀଙ୍କୁ କରୋନା

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମିତ ହୋଇଛନ୍ତି ଆଉ ଜଣେ ମନ୍ତ୍ରୀ । କାମାକ୍ଷାନଗର ବିଧାୟକ ତଥା ରାଜ୍ୟ ଖଣି, ଇସ୍ପାତ ଓ ପୂର୍ତ୍ତ ବିଭାଗ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେ ନିଜେ ଟ୍ୱିଟ୍ କରି ସୂଚନା ଦେଇଛନ୍ତି । ସେ ଲେଖିଛନ୍ତି, ସେ କୋଭିଡ୍ ଟେଷ୍ଟ…

ରାଜ୍ୟରେ ୧୧ ଜିଲ୍ଲାରୁ କରୋନା ନେଲା ଆଉ ୧୬ ଜୀବନ

ଭୁବନେଶ୍ୱର: ପ୍ରାଣଘାତୀ କରୋନା ପ୍ରତିଦିନ ଜୀବନ ନେଉଛି । ରାଜ୍ୟରେ ବଢୁଛି ମୃତ୍ୟୁସଂଖ୍ୟା । ଗତ ୨୪ ଘଣ୍ଟାରେ ଆଉ ୧୬ ଜଣଙ୍କର ମୃତ୍ୟୁହୋଇଛି । ଚିକିତ୍ସାଧୀନ ଅବସ୍ଥାରେ ୧୧ ଜିଲ୍ଲାରୁ ଆଖି ବୁଜିଛନ୍ତି କରୋନା ସଂକ୍ରମିତ । ମୃତକଙ୍କ ଭିତରେ ୧୧ ଜଣ ପୁରୁଷ ଥିବା ବେଳେ ୫ ଜଣ ଅଛନ୍ତି ମହିଳା ।…

କ୍ରମାଗତ ଦ୍ୱିତୀୟ ଦିନରେ ରାଜ୍ୟରେ ୧୭ ଶହ ତଳକୁ ଖସିଲା କୋଭିଡ୍ ପଜିଟିଭ୍ କେସ୍

ଭୁବନେଶ୍ୱର: ରାଜ୍ୟରେ କରୋନା ମିଟର ଖସୁଛି । କ୍ରମାଗତ ଦ୍ୱିତୀୟ ଦିନରେ ଓଡ଼ିଶାରେ ସଂକ୍ରମିତଙ୍କ ସଂଖ୍ୟା ୧୭ ଶହରୁ କମ୍ ରହିଛି । ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୧ହଜାର ୬୩୩ ନୂଆ ଆକ୍ରାନ୍ତ । କ୍ୱାରେଣ୍ଟାଇନରୁ ୯୫୫ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୬୭୮ଟି । ଏହାକୁ ମିଶାଇ ମୋଟ୍…

କମୁଛି କରୋନା ଟ୍ରେଣ୍ଡ: ଦିନକରେ ଦେଶରେ ୫୦ ହଜାର ପଜିଟିଭ୍, ୫୭୮ ମୃତ

ନୂଆଦିଲ୍ଲୀ: ଦେଶରେ କମୁଛି କରୋନା କାୟା । ୨୪ ଘଣ୍ଟାରେ ସୁସ୍ଥ ହେଲେ ଅଧିକ ଆକ୍ରାନ୍ତ । ସଂକ୍ରମିତ କମ୍ । ଦିନକରେ ସାରା ଦେଶରୁ ୫୦ ହଜାର ୧୨୯ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କିନ୍ତୁ ଏହି ସମୟରେ ଆରୋଗ୍ୟ ଲାଭ କରିଛନ୍ତି ୬୨ ହଜାର ୭୭ ସଂକ୍ରମିତ । ଦେଶରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା…

ଓଡିଶାରୁ ଆଉ ୨୬୧୩ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର: ଓଡିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୨୬୧୩ କରୋନା ରୋଗୀ ଆରୋଗ୍ୟ ଲାଭ କରିଥିବା ନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଯାହାକୁ ମିଶାଇ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୨,୬୨,୦୩୧ ଛୁଇଁଛି।…