Latest Odisha News

BREAKING NEWS

Browsing Category

କରୋନା ଅପଡ଼େଟ୍‌

Coronavirus Update

ଓଡିଶାରୁ ସୁସ୍ଥ ହେଲେ ଆଉ ୨୧୨୮ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ଓଡିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୨୧୨୮ କରୋନା ରୋଗୀ ଆରୋଗ୍ୟ ଲାଭ କରିଥିବା ନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଯାହାକୁ ମିଶାଇ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୨,୫୭,୦୪୧ ଛୁଇଁଛି।…

ଭୁବନେଶ୍ୱରରେ ୨୮ ହଜାର ଟପିଲା କରୋନା ସଂକ୍ରମଣ; ପୁଣି ୨୦୧ ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୨୦୧ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଭୁବନେଶ୍ୱର ମହାନଗର ନିଗମ (ବିଏମସି) । ସୂଚନାନୁଯାୟୀ ସମ୍ପୃକ୍ତ ଆକ୍ରାନ୍ତଙ୍କ…

ଓଡିଶା ପୋଲିସର ୫୦୦ ଅଧିକାରୀ ଦେଲେଣି ପ୍ଲାଜମା

ଭୁବନେଶ୍ୱର: ଏଯାବତ୍ ଓଡିଶା ପୋଲିସର ୫୦୦ ଜଣ କୋଭିଡ ଯୋଦ୍ଧା ପ୍ରଦାନ କରିଛନ୍ତି ପ୍ଲାଜମା ଥେରାପି । ସୂଚନା ଅନୁଯାୟୀ, କଟକ ସ୍ଥିତ ଏସସିବି ମେଡିକାଲ୍ କଲେଜ ଓ ହସ୍ପିଟାଲ, ରାଉରକେଲା ଆଇଜିଏଚ୍‌, ବୁର୍ଲା ଭିମସାର୍‌, ବ୍ରହ୍ମପୁର ସ୍ଥିତ ଏମକେସିଜି ମେଡିକାଲ୍ କଲେଜ ଓ ହସ୍ପିଟାଲ୍‌,…

‘ପ୍ଲାଜମା ଥେରାପି ଓ ରେମଡିସିଭର ଚିକିତ୍ସା ବନ୍ଦ ହେବନି’

ଭୁବନେଶ୍ୱର: ବର୍ତ୍ତମାନ ରାଜ୍ୟରେ ପ୍ଲାଜମା ଥେରାପି ଏବଂ ରେମଡିସିଭର ଚିକିତ୍ସା ବନ୍ଦ ହେବନି । ଯେପର୍ଯ୍ୟନ୍ତ ଆଇସିଏମଆର ଲିଖିତ ଭାବେ ଜଣାଇନାହିଁ , ସେଯାଏଁ ରାଜ୍ୟସରକାର ଚିକିତ୍ସା ଜାରି ରଖିବେ ବୋଲି କହିଛନ୍ତି ସ୍ୱାସ୍ଥ୍ୟବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ ମହାପାତ୍ର।…

ଏଥର ବିନା ଦର୍ଶକରେ ରାବଣ ପୋଡି

ଭୁବନେଶ୍ୱର: କରୋନା ପାଇଁ ଚଳିତ ବର୍ଷ ଫିକା ପଡିବ ଦଶହରା । ଏଥିସହ ବିନା ଦର୍ଶକରେ ହେବ ରାବଣ ପୋଡି । ଘରେ ବସି ଫେସ୍‌ବୁକ୍ ଓ ୟୁଟ୍ୟୁବରେ ଲାଇଭ ଦେଖିବେ ଦର୍ଶକ । କଟକରେ ପ୍ରଶାସନର ଅନୁମତି କ୍ରମେ ରାବଣ ପୋଡି ଉତ୍ସବକୁ ଅନୁମତି ମିଳିଛି । କିନ୍ତୁ କରୋନା କଟକଣା ଯୋଗୁଁ ଚଳିତଥର ଏଠାରେ ବିନା…

କାଲି ୧୨ ଶହ ଛୁଇଁବ ରାଜ୍ୟରେ କରୋନା ଡେଥ୍ କେସ୍, ୨୪ ଘଣ୍ଟାରେ ୧୫ ମୃତ

ଭୁବନେଶ୍ୱର: ଆସନ୍ତାକାଲି ରାଜ୍ୟରେ କରୋନା ମୃତ୍ୟୁସଂଖ୍ୟା ୧୨ ଶହ ଛୁଇଁବ । ଗତ ୨୪ ଘଣ୍ଟାରେ ଆଉ ୧୫ ଜଣ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଛନ୍ତି ୮ଟି ଜିଲ୍ଲାର ସଂକ୍ରମିତ । ରାଜ୍ୟରେ ମୋଟ୍ ମୃତ୍ୟୁସଂଖ୍ୟା ୧୧ ଶହ ୯୬କୁ ବୃଦ୍ଧି ପାଇଛି । Regret to…

୧୯୧୩ ନୂଆ ପଜିଟିଭ ଚିହ୍ନଟ , ରାଜ୍ୟରେ ୧୦୦ ଉପରେ ମାତ୍ର ୩ ଜିଲ୍ଲା

ଭୁବନେଶ୍ୱର: ରାଜ୍ୟରେ କମିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଲଗାତାର ତିନିରୁ ଚାରି ଦିନ ହେବ ଓଡ଼ିଶାରେ ୨ ହଜାର ତଳେ ସଂକ୍ରମିିତ ଚିହ୍ନଟ ହେଉଛନ୍ତି । ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୧୯୩୧ ନୂଆ କରୋନା ମାମଲା ସାମ୍ନାକୁ ଆସିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୧୦୯ଜଣ…

ଦେଶରେ ୭୭ ଲକ୍ଷ କରୋନା ଆକ୍ରାନ୍ତ, ମହାମାରୀରେ ମଲେଣି ଲକ୍ଷେ ୧୬ ହଜାର

ନୂଆଦିଲ୍ଲୀ: ଦେଶରେ ୭୭ ଲକ୍ଷ ପାର କରିଛି କରୋନା ପଜିଟିଭ୍ କେସ୍ । ଗତ ୨୪ ଘଣ୍ଟାରେ ଆଉ ୫୫ ହଜାର ୮୩୮ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୭୭ ଲକ୍ଷ ୬ ହଜାର ୯୪୬କୁ ବୃଦ୍ଧି ପାଇଛି । ଦିନକରେ ସାରା ଦେଶରେ କରୋନାରେ ଆଖି ବୁଜିଛନ୍ତି ଆଉ ୭୦୨ ଆକ୍ରାନ୍ତ ।…

ଏକାଥରେ ୩ କୋଟି ଲୋକଙ୍କୁ ଟୀକାକରଣ କରିବାକୁ ଭାରତ ପ୍ରସ୍ତୁତ: ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ 

ନୂଆଦିଲ୍ଲୀ: ଯଦି ଆଜି ଭାରତରେ କୋଭିଡ ଟିକା ଆସିଯାଏ ତେବେ ସରକାର ଅତି କମରେ ୩ କୋଟି ଲୋକଙ୍କୁ ଟୀକାକରଣ କରିବାକୁ ପ୍ରସ୍ତୁତ ରହିଥିବା ମଙ୍ଗଳବାର ଦିନ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି। ପ୍ରଥମ ପର୍ଯ୍ୟାୟରେ ଟୀକାକରଣ ପାଇଁ ପାଖାପାଖି ୩ କୋଟି ଲୋକ ଚିହ୍ନଟ…

ରାଜଧାନୀରେ ୨୩୯ ପଜିଟିଭ, ୩୦୨ ସୁସ୍ଥ

ଭୁବନେଶ୍ୱର: ରାଜଧାନୀରୁ ବାହରିଲେ ପୁଣି ପଜିଟିଭ । ଗତ ୨୪ ଘଂଟାରେ ଭୁବନେଶ୍ୱରରୁ ୨୩୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜଧାନୀରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୭ ହଜାର ୯୦୯ରେ ପହଂଚିଛି । ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ କ୍ୱାରେଂଟାଇନ୍ ସେଂଟରରୁ ୬୩…