Latest Odisha News

BREAKING NEWS

Browsing Category

କରୋନା ଅପଡ଼େଟ୍‌

Coronavirus Update

ବିଶ୍ୱ କରୋନା ମିଟର; ୨୪ ଘଣ୍ଟାରେ ୩ ଲକ୍ଷରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ: ସମଗ୍ର ବିଶ୍ୱରେ କରୋନା ମହାମାରୀର ପ୍ରକୋପ ଥମିବାର ନାଁ ନେଉନାହିଁ। ଏବେ ସ୍ପେନ୍‌ ପରେ ଆର୍ଜେଣ୍ଟିନାରେ ମୋଟ କରୋନା ମାମଲା ୧୦ ଲକ୍ଷ ଅତିକ୍ରମ କରିଛି। ଭାରତ ପରେ କରୋନା ଜନିତ ସର୍ବାଧିକ ମୃତ୍ୟୁ ମାମଲା ଆର୍ଜେଣ୍ଟିନାରେ ଦେଖିବାକୁ ମିଳିଛି। ଏଥି ସହିତ ସମଗ୍ର ବିଶ୍ୱରେ…

ଫେବୃଆରୀ ସୁଦ୍ଧା ଅଧା ଭାରତୀୟଙ୍କୁ ହେବ କରୋନା!

ନୂଆଦିଲ୍ଲୀ: ଆସନ୍ତା ଫେବୃଆରୀ ସୁଦ୍ଧା ୫୦ ପ୍ରତିଶତ ଭାରତୀୟ କରୋନାରେ ଆକ୍ରାନ୍ତ ହେବେ ବୋଲି ଆକଳନ କରାଯାଇଛି । କରୋନା ନେଇ କେନ୍ଦ୍ର ସରକାରଙ୍କ ଦ୍ୱାରା ନିଯୁକ୍ତ ବିଶେଷଜ୍ଞ କମିଟିର ଜଣେ ସଦସ୍ୟ ଏହି ମନ୍ତବ୍ୟ ଦେଇଛନ୍ତି । ଅର୍ଥାତ ଫେବୃଆରୀ ବେଳକୁ ଦେଶର ୫୦% ଲୋକ କରୋନାରେ ଆକ୍ରାନ୍ତ ହୋଇ…

କରୋନା ଆକ୍ରାନ୍ତ ହେଲେ ସୁକିନ୍ଦା ବିଧାୟକ ପ୍ରିତିରଞ୍ଜନ ଘଡାଇ

ଯାଜପୁର: ଯାଜପୁର ଜିଲ୍ଲା ସୁକିନ୍ଦା ବିଧାୟକ ପ୍ରିତିରଞ୍ଜନ ଘଡାଇ କରୋନା ଆକ୍ରାନ୍ତ ହୋଇଛନ୍ତି । ଏନେଇ ପ୍ରିତିରଞ୍ଜନ ନିଜେ ଟ୍ୱିଟ କରି ସୂଚନା ଦେଇଛନ୍ତି। ବିଧାୟକ ଟ୍ୱିଟ କରି ଲେଖିଛନ୍ତି ଯେ, "ମୁଁ ସଙ୍ଗରୋଧରେ ଅଛି। ଯଦିଓ କରୋନା ର କୌଣସି ଲକ୍ଷଣ ନାହିଁ, କିନ୍ତୁ ମୋର ସ୍ୱାବ ଟେଷ୍ଟ…

୮ ଜିଲ୍ଲାରୁ କରୋନାରେ ଆଖି ବୁଜିଲେ ୧୬ ଆକ୍ରାନ୍ତ

ଭୁବନେଶ୍ୱର: କରୋନା କାୟା ଭିତରେ ରାଜ୍ୟରେ ଜୀବନ ଯାଉଛି । ଗତ ୨୪ ଘଣ୍ଟାରେ ଆଉ ୧୬ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଚିକିତ୍ସାଧୀନ ଅବସ୍ଥାରେ ୮ଟି ଜିଲ୍ଲାର ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମହାମାରୀ ୧୧ଶହ ୬୮ ଜୀବନ ନେଲାଣି । 2.A 60-year old male of…

ଦୁଇ ହଜାର ତଳକୁ ଖସିଲା ରାଜ୍ୟରେ ଦୈନିକ କରୋନା କେସ୍

ଭୁବନେଶ୍ୱର: କରୋନା ସହ ଲଢ଼େଇ ଭିତରେ ସାମନାକୁ ଆସିଲା ଭଲ ଖବର । ରାଜ୍ୟରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ଦୁଇ ହଜାର ତଳକୁ ଖସିଲା । ଗତ ୨୪ ଘଣ୍ଟାରେ ରାଜ୍ୟରେ ସଂକ୍ରମିତ ହୋଇଛନ୍ତି ୧ ହଜାର ୯୦୪ ଜଣ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୧୧ ଶହ ୧୫ ଥିବା ବେଳେ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି…

୫୦ ହଜାର ତଳକୁ ଖସିଲା ଦୈନିକ ପଜିଟିଭ୍ କେସ୍, ମୃତ୍ୟୁସଂଖ୍ୟା ୬୦୦ରୁ କମ୍

ନୂଆଦିଲ୍ଲୀ: ଦେଶରେ କାବୁ ପାଉଛି କରୋନା । କମୁଛି ଦୈନିକ ଆକ୍ରାନ୍ତ ଓ ମୃତ୍ୟୁସଂଖ୍ୟା । ଗତ ୨୪ ଘଣ୍ଟାରେ ୫୦ ହଜାରରୁ କମ୍ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ମୃତ୍ୟୁସଂଖ୍ୟା ୬ଶହ ତଳକୁ ଖସିଛି । ସାରା ଦେଶରୁ ସଂକ୍ରମିତ ହୋଇଛନ୍ତି ୪୬ ହଜାର ୭୯୧ ଜଣ । ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ…

ଓଡିଶାରୁ ସୁସ୍ଥ ହେଲେ ଆଉ ୨୭୩୮ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ଓଡିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୨୭୩୮ କରୋନା ରୋଗୀ ଆରୋଗ୍ୟ ଲାଭ କରିଥିବା ନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଯାହାକୁ ମିଶାଇ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୨,୪୯,୫୭୫ ଛୁଇଁଛି। ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସୁସ୍ଥ ହୋଇଛନ୍ତି-…

ଗତ ୨୪ ଘଣ୍ଟାରେ ଭୁବନେଶ୍ୱରରୁ ୨୧୩ କରୋନା ପଜିଟିଭ; ୩୦୭ ସୁସ୍ଥ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୨୧୩ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଭୁବନେଶ୍ୱର ମହାନଗର ନିଗମ (ବିଏମସି) ।…

ସ୍କୁଲ ଫି’ ମାମଲା, ସରକାରଙ୍କୁ ଜବାବ ତଲବ

କଟକ: ସ୍କୁଲ ଫି’ ମାମଲାରେ ସରକାରଙ୍କୁ ହାଇକୋର୍ଟଙ୍କ ଜବାବ ତଲବ । ହାଇକୋର୍ଟରେ ସ୍କୁଲ ଫି ଛାଡ ସମ୍ପର୍କିତ ପ୍ରସଙ୍ଗରେ ଆଗତ ଇଣ୍ଟରପ୍ରିଭେନସ୍ ପିଟିସନଙ୍କୁ ଆଗ୍ରାହ୍ୟ କରିଛନ୍ତି କୋର୍ଟ । ସ୍କୁଲ ଫି’ ନେଇ ରାଜ୍ୟ ସରକାରଙ୍କୁ କୋର୍ଟ ସ୍ପଷ୍ଟିକରଣ ମାଗିଛନ୍ତି । ୭ ଦିନ ମଧ୍ୟରେ ସ୍ପଷ୍ଟ…

କିଭଳି ହେବ ଶ୍ରୀଜିଉଙ୍କ ନାଗାର୍ଜୁନ ବେଶ? ଶଙ୍କରାଚାର୍ଯ୍ୟଙ୍କ ମତ ଲୋଡିଲା ଜଗନ୍ନାଥ ସେନା

ପୁରୀ: କୋଭିଡ କଟକଣା ଭିତରେ ଶ୍ରୀମନ୍ଦିର ଖୋଲିବା ସହ କିଭଳି ହେବ ଶ୍ରୀଜିଉଙ୍କ ନାଗାର୍ଜୁନ । ଭକ୍ତମାନେ ନାଗାର୍ଜୁନ ବେଶର ଦର୍ଶନ କିଭଳି କରିବେ । ଏନେଇ ଜଗତଗୁରୁ ଶଙ୍କରାଚାର୍ଯ୍ୟଙ୍କୁ ଧାର୍ମିକ ମତ ପାଇଁ ଲୋଡିଛି ଶ୍ରୀଜଗନ୍ନାଥ ସେନା । ଜଗତଗୁରୁଙ୍କ ଗୋବଦ୍ଧନ ପୀଠକୁ ଆସି ଶ୍ରୀଜଗନ୍ନାଥ ସେନା…