Latest Odisha News

BREAKING NEWS

Browsing Category

କରୋନା ଅପଡ଼େଟ୍‌

Coronavirus Update

WHOର ସତର୍କବାଣୀ: ଡେଲଟା ସହ ମିଶି ଓମିକ୍ରନ୍ ଆଣିବ କରୋନାର ସୁନାମୀ

ନୂଆଦିଲ୍ଲୀ: ସାରା ବିଶ୍ୱକୁ ଗ୍ରାସିଲାଣି କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ୍ । ଆମେରିକାରୁ ୟୁରୋପ ମହାଦେଶ ସମସ୍ତେ ତ୍ରାହି ତ୍ରାହି ଡାକ ଛାଡୁଛନ୍ତି । ସଂକ୍ରମଣ ଦ୍ରୁତ ବ୍ୟାପୁଛି । ଆମେରିକାରେ ଦୈନିକ ସଂକ୍ରମଣ ପାଖାପାଖି ୫ ଲକ୍ଷ । ୟୁରୋପ ମହାଦେଶର ଅନେକ ଦେଶରେ କରୋନା ବିସ୍ଫୋରଣ ସୃଷ୍ଟି…

ଓମିକ୍ରନ୍ ଭୟ: ମୁମ୍ବାଇରେ ଆଜିଠୁ ୭ ତାରିଖ ଯାଏ ୧୪୪ ଧାରା

ମୁମ୍ବାଇ: ମହାରାଷ୍ଟ୍ରରେ ମାଡ଼ି ଚାଲିଛି ଓମିକ୍ରନ୍ । ସଂକ୍ରମଣ ପୁଣି ଥରେ ଉପରମୁହାଁ । ମୁମ୍ବାଇରେ ଦୈନିକ କେସ୍ ବଢୁଛି । ଆଗକୁ ନୂଆବର୍ଷ ଥିବାରୁ ଲୋକଙ୍କ ଭିଡ଼ ଆଶଙ୍କା ରହିଛି । ଏହାକୁ ଦୃଷ୍ଟିରେ ରଖି ମୁମ୍ବାଇରେ ଆଜିଠାରୁ ଆସନ୍ତା ୭ ତାରିଖ ପର୍ୟ୍ୟନ୍ତ ୧୪୪ ଧାରା ଜାରି ହୋଇଛି ।…

ଦିଲ୍ଲୀରେ ୨୦୦ ଟପିଲା ଓମିକ୍ରନ୍ କେସ୍, ଦେଶରେ ୭୮୧ ପଜିଟିଭ୍

ନୂଆଦିଲ୍ଲୀ: ଦେଶରେ ୨୧ ରାଜ୍ୟରେ ପଶିଲାଣି ଓମିକ୍ରନ୍ । ଆକ୍ରାନ୍ତଙ୍କ ସଂଖ୍ୟା ବଢୁଛି । ସାରା ଦେଶରୁ ନୂଆ ଭାରିଆଣ୍ଟରେ ସଂକ୍ରମିତ ହେଲେଣି ୭୮୧ ଜଣ । ଆଗକୁ ଏହି ସଂଖ୍ୟା ଆହୁରି ବଢ଼ିବ । ଦିଲ୍ଲୀରେ ମାଡ଼ି ଚାଲିଛି ଓମିକ୍ରନ୍ । ଆକ୍ରାନ୍ତଙ୍କ ସଂଖ୍ୟା ଦୁଇ ଶହ ପାର କରିଛି । ବର୍ତ୍ତମାନ…

ଓଡ଼ିଶାରୁ ଆଉ ଜଣେ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ଓଡ଼ିଶାରୁ ଆଉ ଜଣେ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗକୁ ଜଣାଇଛି ଆଇଏଲଏସ୍ । ସଂପୃକ୍ତ ବ୍ୟକ୍ତିଙ୍କର ଜିନୋମ୍ ସିକ୍ୱେନ୍ସିଂ ହୋଇଥିଲା । ଏହାପରେ ତାଙ୍କ ପାଖରେ ଓମିକ୍ରନ୍ ଭାରିଆଣ୍ଟ ଚିହ୍ନଟ ହୋଇଛନ୍ତି । ସେ ୟୁଏଇରୁ ଫେରିଥିଲେ । ଏହାକୁ ମିଶାଇ…

ଦିଲ୍ଲୀରେ ଫୁଲ ସ୍ପିଡରେ ବଢୁଛି କରୋନା କେସ୍

ନୂଆଦିଲ୍ଲୀ: ଦେଶର ରାଜଧାନୀରେ ଫୁଲ ସ୍ପିଡରେ ମାଡୁଛି କରୋନା । ଓମିକ୍ରନ୍ କେସ୍ ଚିହ୍ନଟ ପରେ ସଂକ୍ରମଣ ଆଉଟ୍ ଅଫ୍ କଣ୍ଟ୍ରୋଲ ଆଡକୁ ଯାଉଛି । ଗତ ୨୪ ଘଣ୍ଟାରେ ଦିଲ୍ଲୀରୁ ଚିହ୍ନଟ ହୋଇଛନ୍ତି ୪୯୬ ନୂଆ ଆକ୍ରାନ୍ତ । ବହୁ ମାସ ପରେ ଏତେ ସଂଖ୍ୟକ ପଜିଟିଭ୍ ବାହାରିଛନ୍ତି । ଗତକାଲି ଦିଲ୍ଲୀରୁ ୩୩୧…

ମୁମ୍ବାଇରେ କରୋନାର ଲମ୍ବା ଡିଆଁ, ଦିନକରେ ସଂକ୍ରମଣ ୭୦% ବୃଦ୍ଧି

ମୁମ୍ବାଇ: ମହାରାଷ୍ଟ୍ରରେ ପୁଣି ବଢୁଛି କରୋନା କେସ୍ । ଦୈନିକ ସଂକ୍ରମଣରେ ଅଚାନକ ବୃଦ୍ଧି ହେଉଛି । ଓମିକ୍ରନ୍ କେସ୍ ଚିହ୍ନଟ ପରେ ମହାରାଷ୍ଟ୍ରରେ ସଂକ୍ରମିତଙ୍କ ସଂଖ୍ୟା ବଢୁଛି । ଗତ ୨୪ ଘଣ୍ଟାରେ ମହାରାଷ୍ଟ୍ରରୁ ୨୧ଶହ ୭୨ ସଂକ୍ରମିତ ବାହାରିଛନ୍ତି । ଏଥିରୁ କେବଳ ମୁମ୍ବାଇରୁ ଚିହ୍ନଟ…

ସୌରଭ ଗାଙ୍ଗୁଲିଙ୍କୁ କରୋନା

କୋଲକାତା: ବିସିସିଆଇ ଅଧ୍ୟକ୍ଷ ତଥା ଟିମ୍ ଇଣ୍ଡିଆର ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲିଙ୍କ କରୋନା । ସେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଗତକାଲି କୋଭିଡ୍ ଟେଷ୍ଟ କରାଇଥିଲେ ଗାଙ୍ଗୁଲି । ଏହାପରେ ତାଙ୍କର ରିପୋର୍ଟ ପଜିଟିଭ୍ ବାହାରିଛି । ଏହାପରେ ଗାଙ୍ଗୁଲିଙ୍କୁ କୋଲକାତା ସ୍ଥିତି…

ମହାରାଷ୍ଟ୍ର ଓ ଦିଲ୍ଲୀରେ ମାଡୁଛି ଓମିକ୍ରନ୍, ଦେଶରେ ୬୫୩ କେସ୍

ନୂଆଦିଲ୍ଲୀ: ଦେଶରେ କାୟା ମେଲାଉଛି ଓମିକ୍ରନ୍ । ୨୧ ରାଜ୍ୟରେ ପଶିଲାଣି କରୋନାର ନୂଆ ଭାରିଆଣ୍ଟ । ଦୈନିକ ଓମିକ୍ରନ୍ ସଂକ୍ରମିତଙ୍କ ସଂଖ୍ୟା ବଢ଼ି ଚାଲିଛି । ଗତ ୨୪ ଘଣ୍ଟାରେ ବାହାରିଛି ଆଉ ୭୫ ପଜିଟିଭ୍ । ଦେଶରେ ଓମିକ୍ରନ୍ ସଂକ୍ରମିତଙ୍କ ସଂଖ୍ୟା ୬୫୩କୁ ବୃଦ୍ଧି ପାଇଛି । ଗତକାଲି ଏହି…

ରାଜ୍ୟରେ ୨୫ ଲକ୍ଷରୁ ଅଧିକ ପିଲା ଟିକା ନେବେ, ପଞ୍ଜିକରଣ କରିବାକୁ ପଡ଼ିବ

ଭୁବନେଶ୍ୱର: ଜାନୁଆରୀ ୩ ତାରିଖରୁ ଦେଶବ୍ୟାପୀ ଆରମ୍ଭ ହେବ କିଶୋରଙ୍କୁ ଟିକାକରଣ । ୧୫-୧୮ ବର୍ଷ ଭିତରେ ବୟସ୍କ କରୋନା ଟିକା ନେବେ । ଓଡ଼ିଶାରେ ଏହି ବୟସ ବର୍ଗରେ ଅଛନ୍ତି ୨୫ ଲକ୍ଷ ୫୩ ହଜାର । ଟିକା ନେବା ପାଇଁ ସେମାନଙ୍କୁ ପଞ୍ଜିକରଣ କରିବାକୁ ପଡ଼ିବ । ଏହି ସୂଚନା ଦେଇଛନ୍ତି ରାଜ୍ ପରିବାର…

ଦେଶରେ ପାଖାପାଖି ୬୦୦ ହେଲାଣି ଓମିକ୍ରନ୍ କେସ୍

ନୂଆଦିଲ୍ଲୀ: ଦେଶରେ ମାଡୁଛି ଓମିକ୍ରନ୍ । ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ବଢୁଛି । ଦିଲ୍ଲୀ ଓ ମହାରାଷ୍ଟ୍ରରେ ବଢ଼ି ବଢ଼ି ଚାଲିଛି ସଂକ୍ରମିତଙ୍କ ସଂଖ୍ୟା । ବର୍ତ୍ତମାନ ସୁଦ୍ଧା ଦେଶରେ ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା ୫୭୮କୁ ବୃଦ୍ଧି ପାଇଛି । ଦିଲ୍ଲୀରୁ ବାହାରିଛି ସର୍ବାଧିକ ୧୪୨ ଜଣ ନୂଆ…