Latest Odisha News
Browsing Category

କରୋନା ଅପଡ଼େଟ୍‌

Coronavirus Update

ବ୍ଲୁ ଫ୍ଲାଗ ବିଚ୍‌ରେ ଯୋଗ କଲେ କୋଭିଡ ଯୋଦ୍ଧା

ପୁରୀ: ଯୋଗ କଲେ କୋଭିଡ ଯୋଦ୍ଧା । କୋଭିଡକୁ ମାତ ଦେଇଥିବା ଯୋଦ୍ଧାମାନେ ପୁରୀ ବ୍ଲୁଫ୍ଲାଗ ବିଚ୍‌ରେ ଏକାଠି ହୋଇ ଯୋଗ କରିଛନ୍ତି । ଆଜି ଏଭଳି ଏକ ନିଆରା କାର୍ଯ୍ୟକ୍ରମ ଆୟୋଜନ କରିଥିଲା ଜିଲ୍ଲା ପ୍ରଶାସନ । ଏହି କାର୍ଯ୍ୟକ୍ରମର ନାଁ ରହିଥିଲା ‘ମୋ ବିଚ୍ ମୋ ଯୋଗ’ । ଅନ୍ୟ ଆକ୍ରାନ୍ତଙ୍କୁ ସାହାସ…

ଓଡିଶାରୁ ୨୧୯୬ କରୋନା ଆକ୍ରାନ୍ତ ଚିହ୍ନଟ; ଜାଣନ୍ତୁ, କେଉଁ ଜିଲ୍ଲାରୁ କେତେ

ଭୁବନେଶ୍ୱର: କରୋନାଭାଇରସର କାୟା ଦିନକୁ ଦିନ ବଢୁଥିବା ବେଳେ ଓଡିଶାରେ ଗତ ୨୪ଘଣ୍ଟାରେ ନୂଆ ୨୧୯୬ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଛି । ଯାହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୬୬ ହଜାର ୩୪୫ରେ ପହଞ୍ଚିଛି । ଏନେଇ ଟ୍ୱିଟ୍ କରିଛି ରାଜ୍ୟ ସୂଚନା ଓ…

ଭାରତରେ ୨୪ ଘଣ୍ଟାରେ ୬୨ ହଜାରରୁ ଉର୍ଦ୍ଧ୍ୱ କରୋନା ପଜିଟିଭ, ୮୩୭ ମୃତ

ନୂଆଦିଲ୍ଲୀ: ଭାରତରେ କରୋନାଭାଇରସ୍ (କୋଭିଡ -୧୯) ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ବଢୁଥିବା ବେଳେ ଶନିବାର ଦିନ ଏହି ସଂଖ୍ୟା ୭୪,୩୨,୬୮୧କୁ ଛୁଇଁଥିବାନେଇ କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଜଣାପଡିଛି । କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ…

ଭୁବନେଶ୍ୱରରେ ୨୪ ଘଣ୍ଟାରେ ୨୪୩ ଆକ୍ରାନ୍ତ, ୩୫୭ ସୁସ୍ଥ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୨୪୩ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଭୁବନେଶ୍ୱର ମହାନଗର ନିଗମ (ବିଏମସି) । ସମ୍ପୃକ୍ତ ଆକ୍ରାନ୍ତଙ୍କ ମଧ୍ୟରେ ୬୮ ଜଣ…

ଓଡ଼ିଶାରେ କମିଛି କରୋନା ସଂକ୍ରମଣ, ହେଳା କଲେ ପୁଣି ବଢ଼ିବ

ଭୁବନେଶ୍ୱର: ଏବେ ଓଡ଼ିଶାରୁ ଦିନକୁ କମ୍ ନୂଆ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ରାଜ୍ୟରେ କମିଛି ସଂକ୍ରମଣ । ଏହି ସୂଚନା ଦେଇଛନ୍ତି ଆଇଏଲଏସ୍ ନିର୍ଦ୍ଦେଶକ ଡାକ୍ତର ଅଜୟ ପରିଡ଼ା । ସେ କହିଛନ୍ତି, ସେପ୍ଟେମ୍ବର ୧୧ରୁ ୨୫ ଯାଏଁ ଦୈନିକ ସଂକ୍ରମଣ ୪ ହଜାର ୨୦୦ ଟପିଥିଲା । ଏବେ ରାଜ୍ୟରେ କୋଭିଡ୍…

କରୋନାରେ ଆଖି ବୁଜିଲେ ବିହାର ସରକାରରେ ଜଣେ ମନ୍ତ୍ରୀ

ପାଟନା: କରୋନାରେ ଆଖି ବୁଜିଲେ ବିହାର ସରକାରଙ୍କ ଜଣେ ମନ୍ତ୍ରୀ । ଜେଡିୟୁର ବରିଷ୍ଠ ନେତା ତଥା ପଞ୍ଜାୟତିରାଜ ମନ୍ତ୍ରୀ କପିଲ ଦେଓ କାମତ ଆଜି ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଛନ୍ତି । ମୃତ୍ୟୁ ବେଳକୁ ତାଙ୍କୁ ୬୯ ବର୍ଷ ବୟସ ହୋଇଥିଲା । ଗତ କିଛି ଦିନ ତଳେ କପିଲ ଦେଓ କାମତ କରୋନା…

କୋରୋନା କାଳରେ ଓଡ଼ିଶାକୁ କେତେ କେନ୍ଦ୍ରୀୟ ସହାୟତା ? ହିସାବ ଦେଲେ ଧର୍ମେନ୍ଦ୍ର

ଭୁବନେଶ୍ୱର: କରୋନା ମହାମାରୀ ଭିତରେ ଓଡ଼ିଶାକୁ ୨୨,୨୬୭.୬୬ କୋଟି ଟଙ୍କାର ପ୍ୟାକେଜ ଦିଆଯାଇଛି । ଆଜି ଏହି ସୂଚନା ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ରାଜ୍ୟରେ ୩ କୋଟି ୧୭ ଲକ୍ଷ ହିତାଧିକାରୀଙ୍କୁ ୫ କେଜି ଲେଖାଏଁ ଚାଉଳ ଦିଆଯାଇଛି । ପିଏମ୍ କିଷାନ ଯୋଜନାରେ ୨୦.୩ ଲକ୍ଷ…

ରାଜ୍ୟରେ ଆଉ ୧୫ କରୋନା ରୋଗୀଙ୍କ ମୃତ୍ୟୁ; ଜାଣନ୍ତୁ, କେଉଁ ଜିଲ୍ଲାରୁ କେତେ

ଭୁବନେଶ୍ୱର: ରାଜ୍ୟରେ ଶୁକ୍ରବାର ଦିନ ଆଉ ୧୫ଜଣ କୋଭିଡ-୧୯ ଆକ୍ରାନ୍ତ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି । ଯାହାକୁ ମିଶାଇ ରାଜ୍ୟରେ କରୋନା ମୃତକଙ୍କ ସଂଖ୍ୟା ୧,୧୦୪ରେ ପହଞ୍ଚିଛି । ସ୍ୱାସ୍ଥ୍ୟ ବିଭାଗର ସୂଚନାନୁସାରେ, ଭୁବନେଶ୍ୱରରୁ ୨, ଭଦ୍ରକରୁ ୧, ବରଗଡରୁ ୧, କଟକରୁ ୨, ଜଗତସିଂହପୁରରୁ ୧,…

କମୁଛି ଲୋକାଲ୍ କେସ: ୨୪ ଘଣ୍ଟାରେ ରାଜ୍ୟରୁ ୨୧୩୮ କରୋନା ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ ଦୈନିକ କମୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଲୋକାଲ୍ କେସ୍ ଖସୁଛି । ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୨ହଜାର ୧୩୮ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୧୨ ଶହ ୫୧ ଓ ୮୮୭ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି । ରାଜ୍ୟରେ କରୋନାର…

କରୋନା ରୋଗୀଙ୍କ ଉପରେ କାମ ଦେଉନି ରେମଡେସିଭିର୍

ନୂଆଦିଲ୍ଲୀ: କରୋନା ଚିକିତ୍ସା କ୍ଷେତ୍ରରେ ଫଳପ୍ରଦ ହେଉ ନାହିଁ ରେମଡେସିଭ୍ । କୋରାନ ଆକ୍ରାନ୍ତଙ୍କ ଉପରେ ରେମଡେସିଭିର‌ର ସ୍ୱଳ୍ପ କିମ୍ବା ଶୂନ୍ୟ ପ୍ରଭାବ ରହିଛି । ଏହି ତଥ୍ୟ ଦେଇଛି ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ । ଏହାସହ WHO କହିଛି, କରୋନା ଆକ୍ରାନ୍ତଙ୍କୁ ବଞ୍ଚାଇ ରଖିବା ଅର୍ଥାତ…