Latest Odisha News

BREAKING NEWS

Browsing Category

କରୋନା ଅପଡ଼େଟ୍‌

Coronavirus Update

ଓଡିଶାରୁ ସୁସ୍ଥ ହେଲେ ଆଉ ୩୩୪୨ କରୋନା ରୋଗୀ

ଭୁବନେଶ୍ୱର: ଓଡିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୩୩୪୨ କରୋନା ରୋଗୀ ଆରୋଗ୍ୟ ଲାଭ କରିଥିବା ନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଖୋର୍ଦ୍ଧାରୁ ସର୍ବାଧିକ ୫୧୧, କଟକରୁ ୩୬୬ ଜଣ, ମୟୂରଭଂଜରୁ ୩୬୨ ଜଣ, ଅନୁଗୁଳରୁ ୨୮୮ ଜଣ, ଯାଜପୁରରୁ ୧୫୫ ଜଣ,…

ସମ୍ କୋଭିଡ ହସ୍ପିଟାଲରେ ସୁସ୍ଥ ହେଲେ କରୋନା ସଂକ୍ରମିତ ୯୩ ବର୍ଷୀୟା ମହିଳା

ଭୁବନେଶ୍ୱର: କରୋନା ମହାମାରୀ ସଂକ୍ରମଣରୁ ସୁସ୍ଥ ହୋଇଛନ୍ତି ଜଣେ ୯୩ ବର୍ଷୀୟା ମହିଳା । ଉପଯୁକ୍ତ ଚିକିତ୍ସା ଓ ଯତ୍ନ ଦ୍ୱାରା ବରିଷ୍ଠ ନାଗରିକ ମାନେ କରୋନାରୁ ସୁସ୍ଥ ହୋଇପାରିବେ । ଏହା ପୁଣି ଥରେ ସାବ୍ୟସ୍ତ ହୋଇଛି ସମ୍ କୋଭିଡ ହସ୍ପିଟାଲରେ । କରୋନା ସଂକ୍ରମିତ ହୋଇଥିବା ୯୩ ବର୍ଷୀୟା…

ଭୁବନେଶ୍ୱରରୁ ୨୯୦ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୨୯୦ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଭୁବନେଶ୍ୱର ମହାନଗର ନିଗମ (ବିଏମସି) । ସୂଚନାନୁଯାୟୀ ସମ୍ପୃକ୍ତ ଆକ୍ରାନ୍ତଙ୍କ ମଧ୍ୟରେ…

ଆଖି ବୁଜିଲେ ଆଉ ୧୬ କରୋନା ରୋଗୀ, ଖୋର୍ଦ୍ଧାରେ ସର୍ବାଧିକ ୫ ମୃତ

ଭୁବନେଶ୍ୱର: ରାଜ୍ୟରେ ମାଡି ଚାଲିଛି ମହାମାରୀ କରୋନା । ଜଣଙ୍କ ପରେ ଜଣଙ୍କ ଜୀବନ ନେଉଛି ପ୍ରାଣଘାତି ଭାଇରସ । ରାଜ୍ୟରେ ୨୪ ଘଂଟାରେ ପୁଣି ୧୬ ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୦୨୨ରେ ପହଂଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ…

ରାଜ୍ୟରେ ଅଢ଼େଇ ଲକ୍ଷ ଟପିଲା କରୋନା ପଜିଟିଭ କେସ୍‌

ଭୁବନେଶ୍ୱର: ରାଜ୍ୟରେ ଅଢ଼େଇ ଲକ୍ଷ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଆଜି ପୁଣି ୩୦ ଜିଲ୍ଲାରୁ ୨, ୫୪୬ ନୂଆ ମାମଲା ସାମ୍ନାକୁ ଆସିଛି । ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧.୫୦୪ ଜଣ କ୍ୱାରେଣ୍ଟାଇନ୍ ସେଂଟର ହୋଇଥିବା ବେଳେ ୧,୦୪୨ ହେଉଛି ଲୋକାଲ କେସ୍ । 6. Boudh: 37 7. Cuttack: 134…

ଦେଶରେ ୭୦ ଲକ୍ଷ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ: ଦେଶରେ ୭୦ ଲକ୍ଷ ଟପିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଂଟାରେ ୭୪ ହଜାର ନୂଆ ସଂକ୍ରମଣ ମାମଲା ଚିହ୍ନଟ ହୋଇଛି । ସବୁଠାରୁ ବଡ଼ କଥା ହେଲା ଆକ୍ରାନ୍ତଙ୍କ ସଂଖ୍ୟାଠାରୁ ସୁସ୍ଥଙ୍କ ସଂଖ୍ୟା ଅଧିକ ରହିଛି। ଗତ ୨୪ଘଣ୍ଟାରେ ୮୯,୧୫୪ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ…

ଓଡିଶାରୁ ସୁସ୍ଥ ହେଲେ ଆଉ ୩୮୮୫ କରୋନା ରୋଗୀ

ଭୁବନେଶ୍ୱର: ଓଡିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୩୮୮୫ କରୋନା ରୋଗୀ ଆରୋଗ୍ୟ ଲାଭ କରିଥିବା ନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ସୁସ୍ଥ ହୋଇଥିବା ରୋଗୀଙ୍କ ମଧ୍ୟରେ ଖୋର୍ଦ୍ଧାରୁ ୧୧୪୩, କଟକ ଜିଲ୍ଲାରୁ ୩୨୫, ପୁରୀ ଜିଲ୍ଲାରୁ ୧୯୩, ଝାରସୁଗୁଡ଼ା…

ଭୁବନେଶ୍ୱରରେ ୨୫ ହଜାର ଟପିଲା କରୋନା ସଂକ୍ରମଣ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୩୨୧ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଯାହାକୁ ମିଶାଇ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୨୫ ହଜାର ଟପିଛି । ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଭୁବନେଶ୍ୱର ମହାନଗର ନିଗମ…

୧୦୦ ଟଙ୍କାରେ ୧୦ ମାସର ଶିଶୁପୁତ୍ର !

ଝାଡଖଣ୍ଡ: ସତରେ କରୋନା ମହମାରୀ ମଣିଷଙ୍କୁ ପଶୁ ବନାଇସାରିଛି । ବୋଧ ହୁଏ ସେଥିପାଇଁ ଭୋକର ତାଡନା ସହିନପାରି ଜଣେ ମହିଳା ନିଜ ୧୦ ମାସର ଶିଶୁକୁ ବିକ୍ରୀ କରିବାକୁ ଚେଷ୍ଟା କରିଥିଲା । ଆଉ ତା ପୁଣି ମାତ୍ର ୧୦୦ଟଙ୍କାରେ । ଜାମସେଦପୁର ଜୁଗସଲାଇରେ ଏପରି ଏକ ଘଟଣା ସାମ୍ନାକୁ ଆସିଛି ।…

ରାଜ୍ୟରେ ହଜାରେ ଡେଇଁଲା କରୋନା ଡେଥ୍ କେସ୍

ଭୁବନେଶ୍ୱର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହଜାରେ ପାର କରିଛି । ଗତ ୨୪ ଘଣ୍ଟା ଭିତରେ ମହାମାରୀ ନେଇଛି ଆଉ ୧୫ ଜଣଙ୍କର ଜୀବନ । ଚିକିତ୍ସାଧୀନ ଅବସ୍ଥାରେ ୧୦ଟି ଜିଲ୍ଲାର ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ମୃତ୍ୟୁସଂଖ୍ୟା ୧୦୦୬କୁ ବୃଦ୍ଧି ପାଇଛି ।…