Latest Odisha News

BREAKING NEWS

Browsing Category

କରୋନା ଅପଡ଼େଟ୍‌

Coronavirus Update

କାଲି ରାଜ୍ୟରେ ଅଢ଼େଇ ଲକ୍ଷ ଟପିବ କରୋନା କେସ୍, ୨୪ ଘଣ୍ଟାରେ ୨୮୫୪ ପଜିଟିଭ୍

ଭୁବନେଶ୍ୱର: ଆସନ୍ତାକାଲି ରାଜ୍ୟରେ ଅଢ଼େଇ ଲକ୍ଷ ଛୁଇଁବ କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟାରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୨ ହଜାର ୮୫୪ ନୂଆ ସଂକ୍ରମିତ । କ୍ୱାରେଣ୍ଟାଇନରୁ ୧୬ ଶହ ୫୯ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୧୧ ଶହ ୯୫ । ବହୁ ଦିନ ପରେ ଖୋର୍ଦ୍ଧା ଜିଲ୍ଲାରେ…

୭୦ ଲକ୍ଷ ଛୁଇଁବ କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ଆକ୍ଟିଭ୍ କେସ୍ ୯ ଲକ୍ଷରୁ କମ୍

ନୂଆଦିଲ୍ଲୀ: ଦେଶରେ ୭୦ ଲକ୍ଷ ପାଖାପାଖି ପହଞ୍ଚିଲାଣି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟାରେ ସାରା ଦେଶରୁ ୭୩ ହଜାର ୨୭୨ ନୂଆ ସଂକ୍ରମିତ ବାହାରିଛନ୍ତି । ଏହାକୁ ମିଶାଇ ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୬୯ ଲକ୍ଷ ୭୯ ହଜାର ୪୨୪ କୁ ବୃଦ୍ଧି ପାଇଛି । ଗତ କିଛି ଦିନ ହେବ ଦୈନିକ…

ହସ୍ପିଟାଲରୁ କୋଭିଡ୍ ରୋଗୀ ଗାୟବ, ଜୀବିତ ନା ମୃତ ?

ଅନୁଗୁଳ: ଲକ୍ଷଣ ଦେଖାଦେବାରୁ କୋଭିଡ୍ ଟେଷ୍ଟ କରାଇଥିଲେ । ପଜିଟିଭ ବାହାରିଥିଲା ଟେଷ୍ଟ ରିପୋର୍ଟ । ପରେ ପରାମର୍ଶ କ୍ରମେ ଡାକ୍ତରଖାନାରେ ଭର୍ତ୍ତି ବି ହୋଇଥିଲେ । ହେଲେ ଆରୋଗ୍ୟ ହେବା ପରେ ସେହି ରୋଗୀ ଜଣକ ଏବେ ନିଖୋଜ ଥିବା ଜଣାପଡିଛି । ଏ ନେଇ ପରିବାର ଲୋକେ ଚିନ୍ତାରେ ପଡିଥିବାବେଳେ…

ହସ୍ପିଟାଲରୁ କୋଭିଡ୍ ରୋଗୀ ଗାୟବ !

ଅନୁଗୁଳ: ଲକ୍ଷଣ ଦେଖାଦେବାରୁ କୋଭିଡ୍ ଟେଷ୍ଟ କରାଇଥିଲେ । ପଜିଟିଭ ବାହାରିଥିଲା ଟେଷ୍ଟ ରିପୋର୍ଟ । ପରେ ପରାମର୍ଶ କ୍ରମେ ଡାକ୍ତରଖାନାରେ ଭର୍ତ୍ତି ବି ହୋଇଥିଲେ । ହେଲେ ଆରୋଗ୍ୟ ହେବା ପରେ ସେହି ରୋଗୀ ଜଣକ ଏବେ ନିଖୋଜ ଥିବା ଜଣାପଡିଛି । ଏ ନେଇ ପରିବାର ଲୋକେ ଚିନ୍ତାରେ ପଡିଥିବାବେଳେ…

ରାଜ୍ୟରେ ଆଉ ୧୭ କରୋନା ରୋଗୀଙ୍କ ମୃତ୍ୟୁ; ଜାଣନ୍ତୁ, କେଉଁ ଜିଲ୍ଲାରୁ କେତେ

ଭୁବନେଶ୍ୱର: ରାଜ୍ୟରେ ଶୁକ୍ରବାର ଦିନ ଆଉ ୧୭ଜଣ କୋଭିଡ-୧୯ ଆକ୍ରାନ୍ତ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି । ଯାହାକୁ ମିଶାଇ ରାଜ୍ୟରେ କରୋନା ମୃତକଙ୍କ ସଂଖ୍ୟା ୯୯୧ରେ ପହଞ୍ଚିଛି । ସ୍ୱାସ୍ଥ୍ୟ ବିଭାଗର ସୂଚନାନୁସାରେ, ବାଲେଶ୍ୱରରୁ ୩, ବରଗଡରୁ ୧, ଭୁବନେଶ୍ୱରରୁ ୨, କନ୍ଧମାଳରୁ ୧, କଳାହାଣ୍ଡିରୁ…

ଓଡିଶାରେ ଆଉ ୨୬୯୭ କରୋନା ରୋଗୀ ଚିହ୍ନଟ

ଭୁବନେଶ୍ୱର: କରୋନାଭାଇରସର କାୟା ଦିନକୁ ଦିନ ବଢୁଥିବା ବେଳେ ଓଡିଶାରେ ଗତ ୨୪ଘଣ୍ଟାରେ ନୂଆ ୨୬୯୭ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଛି । ଯାହାକୁ ମିଶାଇ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୪୬ ହଜାର ୮୩୯ ଛୁଇଁଛି । ଏନେଇ ଟ୍ୱିଟ୍ କରିଛି ରାଜ୍ୟ ସୂଚନା ଓ ଲୋକସମ୍ପର୍କ…

କରୋନା ସଂକ୍ରମଣରେ ଅବସର ପ୍ରାପ୍ତ ଆଇପିଏସ୍ ଅଧିକାରୀଙ୍କ ମୃତ୍ୟୁ

ଭୁବନେଶ୍ୱର: କରୋନା ସଂକ୍ରମଣରେ ୧୯୬୫ ବ୍ୟାଚର ଆଇପିଏସ୍ ଅଧିକାରୀ ଜନ୍ ନାୟକଙ୍କ ଗୁରୁବାର ଦିନ ମୃତ୍ୟୁ ଘଟିଛି । ଏହି ଦୁଃଖଦ ଖବର ମିଳିବା ପରେ ଓଡିଶା ଡିଜିପି ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ଦିଆଯାଇଛି । ଟ୍ୱିଟ୍ ସୂଚନାନୁସାରେ, ଫୁଲବାଣୀ ଭଳି ପଛୁଆ ଅଞ୍ଚଳରୁ ନିଜର କାର୍ଯ୍ୟ ଆରମ୍ଭ ସହ…

ଦେଶରେ କରୋନା ଟ୍ରେଣ୍ଡ: ଦୈନିକ ଆକ୍ରାନ୍ତ କମ୍, ସୁସ୍ଥ ଅଧିକ

ନୂଆଦିଲ୍ଲୀ: ଦେଶରେ ୬୯ ଲକ୍ଷ ଟପିଛି କରୋନା ପଜିଟିଭ୍ କେସ୍ । ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୭୦ ହଜାର ୪୯୬ ନୂଆ ଆକ୍ରାନ୍ତ । ଏହାକୁ ମିଶାଇ ଦେଶରେ ସଂକ୍ରମିତ ସଂଖ୍ୟା ୬୯ ଲକ୍ଷ ୬ ହଜାର ୧୫୨କୁ ବୃଦ୍ଧି ପାଇଛି । ବଢୁଛି ମୃତ୍ୟୁସଂଖ୍ୟା । ଦିନକରେ ପ୍ରାଣ ହରାଇଛନ୍ତି ଆଉ ୯୬୪ ଆକ୍ରାନ୍ତ…

ଓଡ଼ିଶାର ୭ ଜିଲ୍ଲାରୁ ଆଖି ବୁଜିଲେ ଆଉ ୧୬ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ବଢୁଛି କରୋନା ମୃତ୍ୟୁସଂଖ୍ୟା । ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୧୬ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଚିକିତ୍ସାଧୀନ ଅବସ୍ଥାରେ ୭ଟି ଜିଲ୍ଲାର ସଂକ୍ରମିତଙ୍କ ଜୀବନ ନେଇଛି ମହାମାରୀ । ରାଜ୍ୟରେ ମୋଟ୍ ମୃତ୍ୟୁସଂଖ୍ୟା ୮୭୪କୁ ବୃଦ୍ଧି ପାଇଛି । Regret to inform the demise…

୩ଦିନ ପରେ ବଢ଼ିଲା: ରାଜ୍ୟରେ ଦୈନିକ ପଜିଟିଭ୍ କେସ୍ ପୁଣି ୩୦୦୦ ଡେଇଁଲା

ଭୁବନେଶ୍ୱର: ଲଗାତାର ତିନି ଦିନ ରାଜ୍ୟରୁ ଚିହ୍ନଟ ହୋଇଥିଲେ ଦୈନିକ ୩ ହଜାରରୁ କମ୍ କରୋନା ଆକ୍ରାନ୍ତ । ଗତ ୨୪ ଘଣ୍ଟାରେ ପୁଣି ସଂଖ୍ୟା ତିନି ହଜାର ଟପିଛି । ଚିହ୍ନଟ ହୋଇଛନ୍ତି ୩ ହଜାର ୧୪୪ ନୂଆ ଆକ୍ରାନ୍ତ । କ୍ୱାରେଣ୍ଟାଇନରୁ ୧୮ ଶହ ୨୫ ଜଣ ଥିବା ବେଳେ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୧୩…